ସୁଭଦ୍ରା ଯୋଜନା ଆବେଦନ ପାଇଁ …
ଖଜୁରୀପଡ଼ା, ୫ା୯( ବିଦୁର ବେହେରା): ରାଜ୍ୟ ସରକାର ମହିଳାଙ୍କୁ ସଶକ୍ତୀକରଣ କରିବା ପାଇଁ ସୁଭଦ୍ରା ଯୋଜନା ମାଧ୍ୟମରେ ୫୦ ହଜାର ଟଙ୍କାର କ୍ୟାଶ୍ ଭାଉଚର୍ ଦେବା ପାଇଁ ଏବେ ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଆବେଦନ ପାଇଁ ସରକାରୀ ପୋର୍ଟାଲ ଖୋଲା…
ରାଇକିଆରେ ନିଅଣ୍ଟିଆ ବର୍ଷା, କ୍ଷତିରେ ପରିବା ଚାଷୀ
ରାଇକିଆ,୫।୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା ହୋଇଛି । ଏହାର ପ୍ରଭାବ ବିଭିନ୍ନ ଚାଷ କାର୍ଯ୍ୟ ଉପରେ ଦେଖିବାକୁ ମିଳିଛି । ବିଶେଷ କରି ପନିପରିବା ଚାଷୀ କ୍ଷତି ସହିଛନ୍ତି । ପୂର୍ବ…
୧୨ ରେ ଆସ୍ଥା ଭୋଟର ସମ୍ମୁଖିନ ହେବେ ପୁରୁଷୋତ୍ତମପୁର ଏନଏସି ଅଧ୍ୟକ୍ଷା
ପୁରୁଷୋତ୍ତମପୁର,୫।୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିରେ ରାଜନୈତିକ ଉଷ୍ନତା ଦିନକୁଦିନ ତିବ୍ରତର ହେବାରେ ଲାଗିଛି। ଅଧ୍ୟକ୍ଷା ପ୍ରିୟଙ୍କା ଗୌଡଙ୍କ ବିରୋଧରେ ବିଭିନ୍ନ ଅଭିଯୋଗ ଆଣି ଉପାଧ୍ୟକ୍ଷ କ୍ରୁଷ୍ଣଚନ୍ଦ୍ର ପଣ୍ଡାଙ୍କ ସମେତ ୯ ଜଣ କାଉନସିଲର ସୋମବାର ଜିଲାପାଳ ଦିବ୍ଯଜ୍ଯୋତି ପରିଡାଙ୍କ…
ଏହି ଦିନ ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୫।୯: ୮ ତାରିଖ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏହି ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ସମ୍ବଲପୁର ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ୯ ତାରିଖରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରି ଆସିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ୮ତାରିଖ୍ରେ ସମ୍ବଲପୁର ଗସ୍ତରେ…
ଆରମ୍ଭ ହେଲା ‘ନିପୁଣ ଓଡ଼ିଶା’ ଓ ‘ଡିପ୍’ କାର୍ଯ୍ୟକ୍ରମ: ୩୦ଟି ଜିଲାର ୪୪,୭୨୮ଜଣ ବିଦ୍ୟାର୍ଥୀଙ୍କୁ ପୁରସ୍କାର ପ୍ରଦାନ
ଭୁବନେଶ୍ୱର,୫।୯: ଗୁରୁବାର ଲୋକସେବା ଭବନ କନଭେନସନ ସେଣ୍ଟରଠାରେ ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବ ଏବଂ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଗୁରୁ କେବଳ ବିଦ୍ୟାର୍ଥୀମାନଙ୍କର ଭବିଷ୍ୟତ…
୭୦୦ ଫୁଟ ଗଭିର ଖାଲକୁ ଖସିଲା ସେନା ଟ୍ରକ, ୪ ଯବାନ ମୃତ
ସିକ୍କିମ,୫।୯: ଭାରତ-ଚାଇନା ସୀମା ନିକଟ ଉତ୍ତର ସିକ୍କିମରେ ସେନାଙ୍କର ଏକ ଟ୍ରକ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ହୋଇଛି। ଏହି ଘଟଣାରେ ୪ଜଣ ଯବାନଙ୍କ ମୃତ୍ୟୁ ଘଟିଛି। ଏହି ଟ୍ରକ ରାସ୍ତାରୁ ଖସି ପ୍ରାୟ ୭୦୦ରୁ ୮୦୦ଫୁଟ ଗଭୀର ଖାଲରେ ଖସିପଡିଥିଲା।…
ଅଗ୍ନିବୀରଙ୍କ ପାଇଁ ଖୁସି ଖବର, ଏହି ସ୍କିମରେ ସରକାର କରିପାରନ୍ତି ବଡ ପରିବର୍ତ୍ତନ
ନୂଆଦିଲ୍ଲୀ,୫।୯: ବହୁ ଚର୍ଚ୍ଚିତ ଅଗ୍ନିବୀର ଯୋଜନାରେ ଏକ ପ୍ରମୁଖ ପରିବର୍ତ୍ତନ ଆଣିବାକୁ କେନ୍ଦ୍ର ସରକାର ପ୍ରସ୍ତୁତ ହେଉଛନ୍ତି। ସେନାରେ ଅଗ୍ନିବୀର ଯୋଦ୍ଧାମାନଙ୍କର ସ୍ଥାୟୀ ନିଯୁକ୍ତି ବୃଦ୍ଧି ପାଇଁ ଏହା ଏକ ଦୀର୍ଘ ଦିନର ଚାହିଦା ଭାବରେ ମଧ୍ୟ ବିବେଚନା କରାଯାଇପାରେ। ପ୍ରତିରକ୍ଷା…
‘ଥ୍ୟାଙ୍କ ୟୁ, ପୁଣି ମଙ୍ଗଳବାର ଦେଖାହେବ’, କେଜରିଓ୍ବାଲଙ୍କ ଜାମିନ ଆବେଦନ ଉପରେ ନିଷ୍ପତ୍ତି ସଂରକ୍ଷିତ ରଖିଲେ କୋର୍ଟ
ନୂଆଦିଲ୍ଲୀ,୫।୯: ସୁପ୍ରିମକୋର୍ଟ ଗୁରୁବାର ଦିଲ୍ଲୀର ମଦ ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଜାମିନ ଉପରେ ନିଷ୍ପତ୍ତି ସଂରକ୍ଷିତ ରଖିଛନ୍ତି। ବର୍ତ୍ତମାନ ଅରବିନ୍ଦ କେଜରିୱାଲ ପୁଣି ଜେଲରେ ରହିବେ। ଏହି ପ୍ରସଙ୍ଗରେ ନିଷ୍ପତ୍ତି ୧୦ସେପ୍ଟେମ୍ବର ୨୦୨୪ରେ ଆସିପାରେ। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଗୁରୁବାର…
୨୦୨୫ରେ ଲାଗୁ ହେବ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା: ଜାଣନ୍ତୁ କେଉଁ ଶ୍ରେଣୀର ଛାତ୍ରୀଛାତ୍ର ହେବେ ସାମିଲ
ଭୁବନେଶ୍ୱର,୫।୯: ୨୦୨୫ରୁ ରାଜ୍ୟରେ ଲାଗୁ ହେବ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା। ଅନୁସୂଚିତ ଜାତି ଓ ଜନଜାତି ଛାତ୍ରୀଛାତ୍ରୀଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା । କ୍ୟାବିନେଟର ନିଷ୍ପତ୍ତି ନେଇ ଗୃହରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ…
ହରିୟାଣାରେ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାକୁ ବଡ ଝଟକା
ଚଣ୍ଡିଗଡ଼,୫।୯: ପୂର୍ବତନ ହରିୟାଣା ମୁଖ୍ୟମନ୍ତ୍ରୀ ଦେବୀ ଲାଲଙ୍କ ନାତି ଆଦିତ୍ୟ ଦେବୀ ଲାଲ ଚୌତାଲା ଟିକେଟ ନ ପାଇ ଭାଜପା ଉପରେ ରାଗିଥିବା ଜଣାପଡିଛି। ଏଥିପାଇଁ ସେ ହରିୟାଣା ଷ୍ଟେଟ ଏଗ୍ରିକଲଚର ମାର୍କେଟିଂ ବୋର୍ଡର ଚେୟାରମ୍ୟାନ ପଦରୁ ଇସ୍ତଫା ଦେଇଛନ୍ତି। ଏଥି…
ଇସ୍ରାଏଲ ଦୂତାବାସ ବାହାରେ ଆଖିବୁଜା ଗୁଳିଚାଳନା, ଦେଖନ୍ତୁ ଭିଡିଓ
ଜେରୁଜେଲମ,୫।୯: ଇସ୍ରାଏଲ ଓ ହମାସ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏହାରି ଭିତରେ ଜର୍ମାନୀ ସ୍ଥିତ ଇସ୍ରାଏଲ ଦୂତାବାସ ବାହାରେ ଆଖିବୁଜା ଗୁଳିଚାଳନା ହୋଇଛି। ମ୍ୟୁନିଚ ସହରରେ ଅବସ୍ଥିତ ଦୂତାବାସ ବାହାରେ ଜଣେ ସୁଟର ଆଖିବୁଜା ଗୁଳି ଚଳାଇଥିଲା। ଯେଉଁଥିପାଇଁ ସେଠରେ…
ନୂଆ ଇନିଂସ ଆରମ୍ଭ କଲେ ଭାରତୀୟ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା
ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଟିମ୍ର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିକଟ ଅତିତରେ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚରୁ ସନ୍ୟାସ ଘୋଷଣା କରିଥିଲେ। ଏବେ ସେ ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଏହି କ୍ରିକେଟର ଏବେ ରାଜନୀତି ଦୁନିଆରେ ନିଜର କ୍ୟାରିୟର ଆରମ୍ଭ…
Archives


