Home Left

କ’ଣ ଅଫିସ୍‌ରେ ବାରମ୍ବାର ‘ସୁଟା ବ୍ରେକ୍‌’ ନେବା ଦ୍ୱାରା ଷ୍ଟ୍ରେସ୍‌ କମିଥାଏ? ଜାଣନ୍ତୁ ଏହା ପଛର ସତ?

ନୂଆଦିଲ୍ଲୀ,୫।୯: ସିଗାରେଟ୍‌ ଟାଣିବାର ସୌକିନ ରଖିଥିବା ଲୋକ ଅଧିକ ଷ୍ଟ୍ରେସରେ ଥିଲେ ଅଧିକ ଧ୍ରୁମପାନ କରିଥାନ୍ତି। ସେମାନେ ବିଶ୍ୱାସ କରନ୍ତି କି, ସିଗାରେଟ୍‌ ଏକ ଷ୍ଟ୍ରେସ୍‌ ରିଲିଭର ଅଟେ। ପ୍ରାୟତଃ ଅଫିସରେ ଲୋକେ ଲଞ୍ଚବ୍ରେକ୍‌ରେ କିମ୍ବା ମିଟିଂ ପରେ କିମ୍ବା ମାଲିକଙ୍କ…

ଲାଇଭ୍‌ ସାକ୍ଷାତକାରରେ କ୍ୟାଟ୍ରିନାଙ୍କ ଉପରେ ରାଗିଗଲେ ରଣବୀର, କହିଲେ ଚୁପ୍‌ ରୁହ…

ମୁମ୍ବାଇ: ଏକ ରେଡିଓ ରୁମ୍‌ ସାକ୍ଷାତକାରରେ ଅଭିନେତା ରଣବୀର କପୁର କ୍ୟାଟ୍ରିନା କାଫେଙ୍କୁ ରାଗିଯାଇ ପାଟି କରୁଥିବାର ନଜର ଆସିଛନ୍ତି। ଯାହାର ଭିଡିଓ ଭାଇରାଲ ହେବାରେ ଲାଗିଛି। ରେଡିଟ୍‌ ଦ୍ୱାରା ଶେୟାର କରାଯାଇଥିବା ଭିଡିଓରେ କ୍ୟାଟ୍‌ ରଣବୀରଙ୍କ ପାଖରେ ବସିଥିବାର ନଜିର…

ଚୋରଙ୍କୁ ଧରିବାରେ ପୋଲିସ ବିଫଳ, ଥାନା ଘେରାଉ କଲେ ଗ୍ରାମବାସୀ

ତିହିଡ଼ି,୫ା୯(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ପୀରହାଟ ଥାନା ଜାମଯୋଡ଼ି ପଞ୍ଚାୟତ ଅଧୀନ ସାମନ୍ତରାୟପୁର ଗ୍ରାମର ଅଧିବାସୀମାନେ ଗୁରୁବାର ପୀରହାଟ ଥାନା ଘେରାଉ କରିବା ସହିତ ଥାନା ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଗ୍ରାମର ବ୍ରହ୍ମାନନ୍ଦ ନାୟକ ନାମକ ଜଣେ…

କେଜ୍‌ରିଓ୍ବାଲ୍‌ ସମାଜ ପାଇଁ ବିପଦ ନୁହେଁ: ସୁପ୍ରିମକୋର୍ଟରେ କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀଙ୍କ ଓକିଲ

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ଜାମିନ ଆବେଦନ ଉପରେ ଶୁଣାଣି ସୁପ୍ରିମକୋର୍ଟରେ ଆରମ୍ଭ ହୋଇଛି। ଦିଲ୍ଲୀ ମଦ ନୀତି ଦୁର୍ନୀତିରେ ଜେଲରେ ଥିବା କେଜ୍‌ରିୱାଲ ତାଙ୍କ ଗିରଫଦାରୀକୁ ନେଇ ସୁପ୍ରିମକୋର୍ଟରେ ଜାମିନ ଆବେଦନ କରିଥିଲେ। ଜଷ୍ଟିସ ସୂର୍ଯ୍ୟ କାନ୍ତ ଏବଂ…

ଟି-୨୦ରେ ନୂଆ ଇତିହାସ ରଚିଲେ ଏହି କ୍ରିକେଟ୍‌ର,ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ…

ନୂଆଦିଲ୍ଲୀ,୫।୯: କାରିବିଆନ ପ୍ରିମିୟର ଲିଗ ଅର୍ଥାତ୍‌ ସିପିଏଲ୍‌ ୨୦୨୪ର ସପ୍ତମ ମ୍ୟାଚ ରେ ସେଣ୍ଟ କିଟ୍ସ ଆଣ୍ଡ୍‌ ନେଭିସ ପ୍ୟାଟ୍ରିୟଟ୍‌ସ ବନାମ ଗୁଇନା ଆମାଜନ ୱାରିୟର୍ସ ମଧ୍ୟରେ ମ୍ୟାଚ ଖେଳାଯାଇଥିଲା। ଏହି ମ୍ୟାଚରେ ଶିମ୍ରନ ହେଟମିୟରଙ୍କ ବିସ୍ଫୋରକ ଇନିଂସ ଯୋଗୁ ଗୁଇନ୍ଦା…

ମହାରାଷ୍ଟ୍ର ନିର୍ବାଚନ ଉପରେ ସଞ୍ଜୟ ରାଉତଙ୍କ ବଡ଼ ଭବିଷ୍ୟବାଣୀ: ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ କହିଦେଲେ ଏମିତି…

ମୁମ୍ବାଇ,୫।୯: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପୂର୍ବରୁ ମହାବିକାଶ ଅଗାଡି (ଏମ୍‌ଭିଏ)ରେ ମୁଖ୍ୟମନ୍ତ୍ରୀଙ୍କ ଚେହେରାକୁ ନେଇ ବିବାଦ ଲାଗି ରହିଛି। ଏହି ସମୟରେ ଉଦ୍ଧବ ଠାକରେଙ୍କ ଶିବସେନା (ୟୁବିଟି) ମଧ୍ୟ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି। ଶିବସେନା (ୟୁବିଟି) ରାଜ୍ୟ ସଭା ଏମ୍‌ପି…

OYO ହୋଟେଲରୁ ଆପଣ ମଧ୍ୟ କମାଇପାରିବେ କୋଟିକୋଟି ଟଙ୍କା, ଆପଣାନ୍ତୁ ଏହି ଟ୍ରିକ୍‌

ନୂଆଦିଲ୍ଲୀ,୫।୯: OYO ମାଲିକ ରିତେଶ ଅଗ୍ରୱାଲଙ୍କ ଆଇଡିଆ ତାଙ୍କୁ କୋଟିପତି କରିଥିଲା। ଶସ୍ତାରେ ଏକ ଘଣ୍ଟା ଦରରେ ଲୋକଙ୍କୁ ରୁମ୍‌ ଦେଇ ରିତେଶ କୋଟି କୋଟି ଟଙ୍କା ଆୟ କରୁଛନ୍ତି। କିନ୍ତୁ ଜାଣନ୍ତି କି ଆପଣମାନେ ମଧ୍ୟ OYO ହୋଟେଲରୁ ରୋଜଗାର…

ବିନା କୋଚିଂରେ ଗର୍ଜେଡିର ଲିନ୍ସା ଏବେ ଡାକ୍ତରୀ ଛାତ୍ରୀ

ଦାରିଙ୍ଗବାଡି,୫ା୯(ଅରୁଣ ସାହୁ):ଅକ୍ଳାନ୍ତ ପରିଶ୍ରମ କେବେ ବୃଥା ଯାଏନି, ଦିନେ ନା ଦିନେ ସଫଳତା ଆଣିଦେବ। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତ ଗର୍ଜେଡି ଗ୍ରାମର ଛାତ୍ରୀ ଲିନ୍ସା ପ୍ରଧାନଙ୍କ କ୍ଷେତ୍ରରେ। ସେ ଚଳିତ ନିଟ…

ତହସିଲ କାର୍ଯ୍ୟାଳୟ ପରିସରରେ ୧୬୩ ଧାରା

ନରସିଂହପୁର,୫ା୯: କଟକ ଜିଲା ନରସିଂହପୁର ତହସିଲ କାର୍ଯ୍ୟାଳୟ ପରିସରରେ ଗୁରୁବାର ୧୬୩ ଧାରା ଲାଗୁ ହୋଇଛି। ବିଏନ୍‌ଏସ୍‌ ୧୬୩(୨) ଧାରା ଲାଗୁ କରିଛି ଜିଲା ପ୍ରଶାସନ। ଓକିଲ ସଂଘ ଓ ତହସିଲଦାରଙ୍କ ବିବାଦ ଯୋଗୁ ଏହି ୧୬୩ ଧାରା ଲାଗୁ ହୋଇଛି।…

ଭାବି ସ୍ତ୍ରୀଙ୍କ ଫଟୋରେ ଏମିତି କମେଣ୍ଟ ଦେଲେ ନାଗା ଚୈତନ୍ୟ

ସାଉଥ୍‌ ସୁପରଷ୍ଟାର୍‌ ନାଗା ଚୈତନ୍ୟ ଏବଂ ଶୋଭିତା ଧୁଲିପାଲାଙ୍କ ନିର୍ବନ୍ଧ ସରିଛି। ଏବେ ଉଭୟଙ୍କ ବିବାହ ଡେଟ୍‌କୁ ପ୍ରଶଂସକ ଅପେକ୍ଷା କରିଛନ୍ତି। ଏସବୁ ଭିତରେ ଶୋଭିତାଙ୍କ କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭାଇରାଲ ଫଟୋରେ ଶୋଭିତା ଶାଢି ପିନ୍ଧିଥିବା…

ବାଂଲାଦେଶରୁ ଭାରତରେ ପ୍ରବେଶ କରୁଥିଲେ ମା-ଝିଅ, ଗୁଳି ଚଳାଇଲେ ଯବାନ, ଆଉ ତା’ ପରେ…

ନୂଆଦିଲ୍ଲୀ/ଢାକା,୫ା୯: ବାଂଲାଦେଶରେ ଶେଖ୍‌ ହାସିନାଙ୍କ ସରକାରକୁ ହଟାଇବା ପରେ ହିନ୍ଦୁ ସମେତ ଅନ୍ୟାନ୍ୟ ସଂଖ୍ୟାଲଘୁଙ୍କ ଉପରେ ଅତ୍ୟାଚାର କରାଯାଉଛି। ସେମାନେ ଖସିଯିବାକୁ ଭାରତରେ ପ୍ରବେଶ କରିବାକୁ ଚେଷ୍ଟା କରୁଛନ୍ତି। ଏହାପୂର୍ବରୁ ମଧ୍ୟ ଏଭଳି ଚିତ୍ର ସୀମାରେ ଦେଖିବାକୁ ମିଳିଥିଲା। ଲୋକମାନେ ସୀମା…

ସମ୍ପତ୍ତି ବିକି ନିବେଶକଙ୍କୁ ଟଙ୍କା ଫେରାଅ… ସାହାରାକୁ ସୁପ୍ରିମକୋର୍ଟ ଦେଲେ କଡ଼ା ଆଦେଶ

ନୂଆଦିଲ୍ଲୀ,୫।୯: ନିବେଶକଙ୍କ ଟଙ୍କା ଫେରସ୍ତରେ ବିଳମ୍ବ ହେତୁ ସାହାରା ଗ୍ରୁପକୁ ସୁପ୍ରିମକୋର୍ଟ କଡ଼ା ତାଗିଦ କରିଛନ୍ତି। ଗ୍ରୁପ ଏହାର ସମ୍ପତ୍ତି ବିକ୍ରୟ କରି ନିବେଶକଙ୍କୁ ସେମାନଙ୍କ ଟଙ୍କା ଫେରସ୍ତ କରିବା ଉଚିତ ବୋଲି ସୁପ୍ରିମକୋର୍ଟ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। SEBI-ସାହାରା ଫେରସ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri