Home Left

ଗ୍ରେସ୍‌ ମାର୍କ ଦାବିରେ ରାଜରାସ୍ତାକୁ ଓହ୍ଲାଇଲେ ଓଟିଇଟି ପରୀକ୍ଷାର୍ଥୀ

କଟକ,୪ା୯ (କାର୍ତ୍ତିକ ସାହୁ):ଗ୍ରେସ୍‌ମାର୍କ ପ୍ରଦାନ ଦାବିରେ ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ(ଓଟିଇଟି) ପରୀକ୍ଷାର୍ଥୀମାନେ କଟକସ୍ଥିତ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ଧାରଣା ଦେଇଛନ୍ତି। ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଆସିଥିବା ପରୀକ୍ଷାର୍ଥୀମାନେ ପୂର୍ବାହ୍ନ ୧୧ଟାରୁ ଧାରଣାରେ ବସିଥିଲେ। ତେବେ…

ଭୁବନେଶ୍ୱରର ୬୬୫ ସ୍ଥାନରେ ବଣ୍ଟନ ହେବ ‘ସୁଭଦ୍ରା’ ଫର୍ମ

ଭୁବନେଶ୍ୱର,୪।୯ (ବନ୍ଦନା ସେଠୀ):ସୁଭଦ୍ରା ଯୋଜନା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଆବେଦନପତ୍ର ବା ଫର୍ମ ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ମହାନଗର ନିଗମାଞ୍ଚଳର ୬୬୫ଟି ସ୍ଥାନରେ ଏହି ଫର୍ମ ବଣ୍ଟନ କରାଯିବ। ପ୍ରତି ୱାର୍ଡରେ ଅତି କମ୍‌ରେ ୨ଟି…

ବିଜେଡିରୁ ଇସ୍ତଫା ଦେଲେ ବିଷ୍ଣୁ ଚରଣ ପରିଡ଼ା

ମଙ୍ଗୁଳି-ଜଗତପୁର/ଚୌଦ୍ୱାର,୪ା୯ (ମାନସ ସାମଲ/ଆଶୁତୋଷ ଦାସ):ଚୌଦ୍ୱାର-କଟକ ବିଧାୟକଙ୍କ ପୂର୍ବତନ ପ୍ରତିନିଧି ତଥା ଚୌଦ୍ୱାର ନଗର ବିଜେଡିର ପୂର୍ବତନ ସଭାପତି ବିଷ୍ଣୁ ଚରଣ ପରିଡ଼ା ବିଜେଡିର ପ୍ରାଥମିକ ସଭ୍ୟ ପଦରୁ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ତାଙ୍କ ଇସ୍ତଫାପତ୍ରକୁ ବିଜେଡି କଟକ ଜିଲା…

ଏମିତି ଅଞ୍ଚଳ ରହିବନି ଯେଉଁଠି କାର୍ଯ୍ୟକର୍ତ୍ତା ନ ଥିବେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୯(ସୁନିତ୍‌ ମିଶ୍ର):ରାଜଧାନୀରୁ ଆରମ୍ଭ କରି ଓଡ଼ିଶାର ଏମିତି କୌଣସି ଉପାନ୍ତ ଅଞ୍ଚଳ ରହିବ ନାହିଁ ଯେଉଁଠି ଭାଜପାର ସଦସ୍ୟ ନ ଥିବେ। ସଦସ୍ୟତା ଅଭିଯାନର ଗୁରୁଦାୟିତ୍ୱ ଆମ କାର୍ଯ୍ୟକର୍ତ୍ତାମାନଙ୍କ ଉପରେ ନ୍ୟସ୍ତ ବୋଲି ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ମଙ୍ଗଳବାର ଅନୁଷ୍ଠିତ ରାଜ୍ୟସ୍ତରୀୟ…

ପୁରୁଷ ୪X୧୦୦ମି. ରିଲେରେ ଓଡ଼ିଶାକୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୨।୯ (ତପନ ସ୍ବାଇଁ): ବେଙ୍ଗାଲୁରୁର ଶ୍ରୀ କାନ୍ତିରାଭା ଷ୍ଟାଡିୟମରେ ଚାଲିଥିବା ୬୩ତମ ଜାତୀୟ ଓପନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ରବିବାର ଅନୁଷ୍ଠିତ ପୁରୁଷ ୪X୧୦୦ ମିଟର ରିଲେରେ ଓଡ଼ିଶା ସ୍ବର୍ଣ୍ଣ ପଦକ ହାସଲ କରିଛି। ଅବିନାଶ ସାହୁ, ଅନିମେଶ କୁଜୁର, ଲାଲୁ…

ଛାତ୍ର ସଂସଦ ନିର୍ବାଚନ ନ ହେଲେ ରାସ୍ତାକୁ ଓହ୍ଲାଇବୁ: ଛାତ୍ର କଂଗ୍ରେସ

ଭୁବନେଶ୍ୱର, ୪।୯(ସୁନିତ୍‌ ମିଶ୍ର):ଏ ବର୍ଷ ଛାତ୍ର ସଂସଦ ନିର୍ବାଚନ ନ ହେବା ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଘୋଷଣା କରିବା ଦୁର୍ଭାଗ୍ୟଜନକ। ବିଜେଡି ରାସ୍ତାରେ ଭାଜପା ସରକାର ଯାଉଥିବା ଛାତ୍ର କଂଗ୍ରେସ ସଭାପତି ଉଦିତ୍‌ ପ୍ରଧାନ ଅଭିଯୋଗ କରିଛନ୍ତି। କଂଗ୍ରେସ…

ବିଓଆଇର ୩୩୩ ଦିନିଆ ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର,୪।୯ (ଅଭୟ ଦାଶ): ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ର ବହୁ ପ୍ରତୀକ୍ଷିତ ୩୩୩ ଦିନିଆ ଯୋଜନା ‘ଷ୍ଟାର ଧନ ବୃଦ୍ଧି ଫିକ୍ସଡ ଡିପୋଜିଟ୍‌ ସ୍କିମ୍‌’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ବାର୍ଷିକ ୭.୯୦% ସର୍ବାଧିକ ସୁଧହାରରେ ଅତି ବରିଷ୍ଠ ନାଗରିକଙ୍କ ନିମନ୍ତେ…

୫୦ କମ୍ପାନୀ କଳା ତାଲିକାଭୁକ୍ତ

ନୂଆଦିଲ୍ଲୀ,୪।୯(ଅନୁରାଧା ମହାରଣା): ଟେଲି ମାର୍କେଟିଂ କମ୍ପାନୀଗୁଡ଼ିକ ମୋବାଇଲ ଫୋନ୍‌ ବ୍ୟବହାରକାରୀଙ୍କ ପାଇଁ ଜୀବନକୁ କଷ୍ଟସାଧ୍ୟ କରିଦେଇଛନ୍ତି। ଏଭଳି କମ୍ପାନୀ ବିରୋଧରେ ଅନ୍‌ଲାଇନ ଠକେଇର ଅଭିଯୋଗ ମଧ୍ୟ ଆସିଛି। ଟେଲିକମ୍‌ ସେକ୍ଟର ନିୟାମକ(ଟିଆର୍‌ଏଆଇ) ଟେଲି ମାର୍କେଟିଂ କମ୍ପାନୀଗୁଡିକ ବିରୋଧରେ ବିଭିନ୍ନ ପ୍ରକାର ପ୍ରାୟ…

ବିଡିଓଙ୍କ ବିରୋଧରେ ଧାରଣାରେ ବସିଲେ ୫ ବିଧାୟକ

ଯାଜପୁର/ଧର୍ମଶାଳା/କାଏମା (ହର୍ଷବର୍ଦ୍ଧନ ବେହେରା/ବଟକୃଷ୍ଣ ପରିଡ଼ା/ଶିବପ୍ରସାଦ ମହାନ୍ତି),୪ା୯:ଯାଜପୁର ଜିଲା ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟ ଓ ବିଧାୟକ ହିମାଂଶୁ ଶେଖର ସାହୁଙ୍କ ମଧ୍ୟରେ କଳି ବଢ଼ିବାରେ ଲାଗିଛି। କଳାପଥର ଖାଦାନ ଲୁଟ, ସରକାରୀ ଜମି ଜବରଦଖଲ, କଳ୍ପତରୁଙ୍କ ପ୍ରତିମୂର୍ତ୍ତିରେ ଗେରୁଆ କପଡ଼ା…

ବଜାରରେ ଅଲ୍‌ ନ୍ୟୁ ଟିଭିଏସ୍‌ ଜୁପିଟର ୧୧୦

ଭୁବନେଶ୍ୱର,୪।୯ (ଅଭୟ ଦାଶ): ଟିଭିଏସ୍‌ ମୋଟର କମ୍ପାନୀର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଟିଭିଏସ୍‌ ଜୁପିଟର ୧୧୦ର ସର୍ବଭାରତୀୟ ଅନାବରଣ (ଉନ୍ମୋଚନ) ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଘରୋଇ ବଜାରରେ…

୭% ହାରରେ ହେବ ଜିଡିପି ଅଭିବୃଦ୍ଧି

ନୂଆଦିଲ୍ଲୀ,୪।୯ (ଅନୁରାଧା ମହାରଣା): ଅର୍ଥନୈତିକ କ୍ଷେତ୍ରରେ ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଚଳିତ ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ବିଶ୍ୱବ୍ୟାଙ୍କ ଭାରତୀୟ ଅର୍ଥନୀତିର ଅଭିବୃଦ୍ଧି ଆକଳନକୁ ବୃଦ୍ଧିକରିଛି। ବିଶ୍ୱବ୍ୟାଙ୍କ ପୂର୍ବରୁ ଭାରତର ଅର୍ଥନୀତି ୬.୬ ପ୍ରତିଶତ ହାରରେ ବୃଦ୍ଧିପାଇବ…

କଳାହାଣ୍ଡି ଜିଲାରେ ଶିକ୍ଷା ସମସ୍ୟା: ଏଆଇଏସ୍‌ଏଫ୍‌ର ବିକ୍ଷୋଭ ସମାବେଶ

ଭବାନୀପାଟଣା,୪ା୯(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ଶିକ୍ଷା ସମସ୍ୟାକୁ ନେଇ ମଙ୍ଗଳବାର ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ଅଫିସ ଆଗରେ ଅଖିଳ ଭାରତ ଛାତ୍ର ସଂଘ (ଏଆଇଏସ୍‌ଏଫ୍‌) ଓ ଜିଲା ଛାତ୍ର ସଂଘ ବିକ୍ଷୋଭ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏହାପୂର୍ବରୁ ସ୍ଥାନୀୟ ବସ୍‌ ଟର୍ମିନାଲଠାରୁ ଜିଲାପାଳଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri