Home Left

ଭୁଶୁଡିଲା ବିଜେଡି ଗଡ଼: ରାରାରାତି ପଦ୍ମ ଧରିଲେ ପୁରୁଷୋତ୍ତମପୁର ଏନଏସି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

ପୁରୁଷୋତ୍ତମପୁର,୩।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଏକଦା ବିଜେଡିର ଗଡ଼ କୁହାଯାଉଥିବା ପୁରୁଷୋତ୍ତମପୁର ଏନଏସି ଭୁଶୁଡ଼ି ପଡିଛି ।  ଏନ୍‌ଏସିର ବିଜେଡିର ଉପାଧ୍ୟକ୍ଷ, ୬ଜଣ କାଉନସିଲର ଓ ୨  ସ୍ବାଧୀନ କାଉନସିଲର ଅଧ୍ୟକ୍ଷା ପ୍ରିୟଙ୍କା ଗୌଡଙ୍କ ବିରୋଦ୍ଧରେ ଅନାସ୍ତା ପ୍ରସ୍ତାବ ଆଣି ଜିଲାପାଳଙ୍କୁ…

ଦୁଇ ଦିନ ହେଲା ଥିଲେ ନିଖୋଜ: ନାଳରୁ ମିଳିଲା…

ଅମରପାଲି,୩।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅଧୀନ ଯାଲୋଏ ପଞ୍ଚାୟତ ଜାମଗାଁ ନିକଟସ୍ଥ ନାଳରୁ ଜଣେ କଲେଜ ଛାତ୍ରଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ର ଜଣକ ହେଲେ ବୀରମହାରାଜପୁର ଥାନା ଜାମଗାଁର ଯଦୁ ମହାକୁରଙ୍କ ପୁଅ ରାଜେଶ…

୨.୪୪ ଲକ୍ଷ କର୍ମଚାରୀଙ୍କ ଦରମା ବନ୍ଦ କଲେ ସରକାର

ଲକ୍ଷ୍ନୌ,୩।୯: ୨.୪୪ ଲକ୍ଷ ରାଜ୍ୟ କର୍ମଚାରୀଙ୍କ ଅଗଷ୍ଟ ମାସର ଦରମା ବନ୍ଦ କରିଦେଇଛନ୍ତି ଉତ୍ତରପ୍ରଦେଶ ସରକାର। ଯେଉଁମାନେ ଦେଶରେ ସେମାନଙ୍କର ସମ୍ପତ୍ତିର ସବିଶେଷ ତଥ୍ୟ ଦେଇନାହାଁନ୍ତି ସେମାନଙ୍କ ଦରମା ବନ୍ଦ କରିଦିଆଯାଇଛି। ୩୧ ଅଗଷ୍ଟ ସୁଦ୍ଧା ମାନବ ସମ୍ପଦ ପୋର୍ଟାଲରେ ସ୍ଥାବର…

ବନ୍ଧାହେଲେ ଖଣି ଉପନିର୍ଦ୍ଦେଶକ, ଘରେ କରିଥିଲେ ଟଙ୍କାର ଖଣି

ଭୁବନେଶ୍ୱର,୩।୯: ବନ୍ଧାହେଲା ତାଳଚେର ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ  ତାଙ୍କୁ ଗିରଫ କରାଯାଇଛି। ସୋମବାର ଚଢ଼ାଉ ହୋଇଥିଲା। ଖଣି ଉପନିର୍ଦ୍ଦେଶକଙ୍କର ୧ କୋଟି ୩୦ ଲକ୍ଷର ଏକ ଫ୍ଲାଟ ଅଛି। ୨ଟି ମାର୍କେଟ…

ଚାମ୍ପିଅନ୍ସ ଟ୍ରଫି ଖେଳିବା ପାଇଁ ପାକିସ୍ତାନ ଯିବ କି ଭାରତ: ରାଜ୍‌ ଖୋଳିଲା ବିସିସିଆଇ

ନୂଆଦିଲ୍ଲୀ,୩।୯: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ଟୁର୍ନାମେଣ୍ଟର ତାରିଖ ସ୍ଥିର ହୋଇଥିଲେ ମଧ୍ୟ ଟିମ ଇଣ୍ଡିଆ ଚାମ୍ପିଅନ୍ସ ଟ୍ରଫି ପାଇଁ ପାକିସ୍ତାନ ଗସ୍ତ କରିବ କି ନାହିଁ ତାହା ଏପର୍ଯ୍ୟନ୍ତ ନିଶ୍ଚିତ ହୋଇନାହିଁ। ବିସିସିଆଇର ସଚିବ ଦାୟିତ୍ୱ ତୁଲାଇଥିବା ଜୟ ଶାହା…

ରାହୁଲଙ୍କ ହରିୟାଣା ପ୍ଲାନ, ଶତ୍ରୁ ସହ ବନ୍ଧୁତା କରି ଭାଜପାକୁ ହରାଇବାକୁ ପ୍ରସ୍ତୁତି!

ନୂଆଦିଲ୍ଲୀ,୩।୯: ସୋମବାର ସାରେ ହରିୟାଣା ବିଧାନସଭା ନିର୍ବାଚନକୁ ନେଇ କଂଗ୍ରେସର କେନ୍ଦ୍ରୀୟ ନିର୍ବାଚନ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ସଭାରେ ଯୋଗ ଦେଇଥିବା ରାହୁଲ ଗାନ୍ଧୀ ପୁରୁଣା ‘ଶତ୍ରୁ’ ସହିତ ହାତ ମିଳାଇବାର ସମ୍ଭାବନା ଉପରେ ହରିୟାଣା…

କୃଷକ ହେବେ ମାଲାମାଲ: ମୋଦି ସରକାରଙ୍କ ଏହିସବୁ ଯୋଜନାରେ କୃଷକଙ୍କୁ ହେବ ଜବରଦସ୍ତ ଫାଇଦା

ନୂଆଦିଲ୍ଲୀ,୩।୯:କେନ୍ଦ୍ର ସରକାର କୃଷକମାନଙ୍କ ସହ ଜଡିତ ୭ଟି ଯୋଜନାକୁ ଅନୁମୋଦନ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, କୃଷକଙ୍କ ଜୀବନରେ ଉନ୍ନତି ଆଣିବା ଏବଂ ସେମାନଙ୍କ ଆୟ ବୃଦ୍ଧି ପାଇଁ ସୋମବାର କ୍ୟାବିନେଟ ୭ଟି ପ୍ରମୁଖ ନିଷ୍ପତ୍ତି ନେଇଛି। ପ୍ରଧାନମନ୍ତ୍ରୀ…

ଇନ୍‌ଷ୍ଟାଗ୍ରାମରେ ଜେଲ୍‌ ଏଡିଜିଙ୍କ ନାଁରେ ଫେକ୍‌ ଆକାଉଣ୍ଟ

ଭୁବନେଶ୍ୱର,୩।୯: ଜେଲ୍‌ ଏଡିଜି ଅମିତାଭ ଠାକୁରଙ୍କ ନାଁରେ କେହି ଜଣେ ଫେକ୍‌ ଆକାଉଣ୍ଟ ଖୋଲିଥିବା ଜଣାପଡିଛି। ଇନ୍‌ଷ୍ଟାଗ୍ରାମରେ ଏକ ଫେକ୍‌ ଆକାଉଣ୍ଟ ଖୋଲାଯାଇଥିବା ନେଇ ଏଡିଜି ଠାକୁର ମଙ୍ଗଳବାର ସାଇବର କ୍ରାଇମରେ ଅଭିଯୋଗ କରିଛନ୍ତି। ଏହି ଫେକ୍‌ ଆକାଉଣ୍ଟରେ କୌଣସି ମେସେଜ…

କୋଲକାତା ବଳାତ୍କାର-ହତ୍ୟା ଘଟଣାରେ ବଡ଼ ଖୁଲାସା, ସମ୍ପୂର୍ଣ୍ଣ ଘଟଣା ଜାଣିଲେ…

କୋଲକାତା,୩।୯: କୋଲକାତାର ଆର୍‌.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ଟ୍ରେନି ମହିଳା ଡାକ୍ତରଙ୍କ ସହ ଘଟିଥିବା ଅତ୍ୟାଚାରରେ ଏକ ବଡ଼ ଖୁଲାସା ହୋଇଛି। ଯେଉଁ ରାତିରେ ବଳାତ୍କାର-ହତ୍ୟା ଘଟଣା ଘଟିଥିଲା, ସେଠାରେ ଥିବା ଡାକ୍ତର ଗୁରୁତର ଅଭିଯୋଗ ଆଣିଛନ୍ତି…

ଦୁନିଆର ସବୁଠୁ ଧନୀ ସୁଲତାନଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ ମୋଦି: ହାଜି ହଂଶଲ ବୋଲକିଆଙ୍କ ମୋଟ ସମ୍ପତ୍ତି ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୩।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପୂର୍ବ ଏସିଆ ଦେଶ ବ୍ରୁନେଇ ଗସ୍ତ କରିବାକୁ ଯାଉଛନ୍ତି। ଏହି ଗସ୍ତ କୌଣସି ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଗସ୍ତ ହେବାକୁ ଯାଉଛି। ଦୁଇ ଦେଶ ମଧ୍ୟରେ କୂଟନତିକ ସମ୍ପର୍କ ୪୦ ବର୍ଷ ପୂରଣ ହୋଇଛି।…

ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କୁ କାହିଁକି ଗିରଫ କଲା ସିବିଆଇ? ଗିରଫ ହୋଇଥିବା ଆଉ ୩ ଜଣ କିଏ

କୋଲାକାତା,୩।୯: ସେଣ୍ଟ୍ରାଲ ବ୍ୟୁରୋ ଅଫ ଇନଭେଷ୍ଟିଗେସନ (ସିବିଆଇ) ସୋମବାର କୋଲକାତା ଆର.ଜି କାର୍‌ ମେଡିକାଲ କଲେଜ ଏବଂ ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ଡାକ୍ତର ସନ୍ଦୀପ ଘୋଷଙ୍କୁ ଅନୁଷ୍ଠାନର ଆର୍ଥିକ ଦୁର୍ନୀତିରେ ସମ୍ପୃକ୍ତ ଥିବା ଅଭିଯୋଗରେ ଗିରଫ କରିଛି। ସନ୍ଦୀପ ଘୋଷଙ୍କ ଗିରଫ…

କିଏ ସେହି ଆଇଏଏସ୍‌ ଅଧିକାରୀ, ଯିଏ ୨୦୨୪ ପାରାଲିମ୍ପିକ୍ସରେ ଦେଶ ପାଇଁ ଆଣିଲେ ରୌପ୍ୟ ପଦକ, ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୩।୯: ନୋଏଡାର ପୂର୍ବତନ ଡିଏମ ସୁହାସ ଏଲଓ୍ବାଇ ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସରକାରୀ ବିଭାଗ ପରି ସେ କ୍ରୀଡା କ୍ଷେତ୍ରରେ ମଧ୍ୟ ନିଜର ପ୍ରାଧାନ୍ୟ ପ୍ରତିଷ୍ଠା କରିବାରେ ସଫଳ ହୋଇଛନ୍ତି। ଉତ୍ତରପ୍ରଦେଶ କ୍ୟାଡରର ୨୦୦୭ ବ୍ୟାଚର ଅଧିକାରୀ ସୁହାସ ଏଲଓ୍ବାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri