Home Left

ଖାଲି ଆଖିରେ ଦେଖାଯିବ ୪ ଗ୍ରହ

ଭୁବନେଶ୍ୱର,୨୨।୧(ସୁଚିସ୍ମିତା ସାହୁ):ଖାଲି ଆଖିରେ ଦେଖିହେବ ୪ଟି ଗ୍ରହ। ସୂର୍ଯ୍ୟଙ୍କ ଚାରିପଟେ ବୁଲୁଥିବା ୮ଟି ଗ୍ରହ ମଧ୍ୟରୁ ଶୁକ୍ର, ମଙ୍ଗଳ, ବୃହସ୍ପତି ଏବଂ ଶନି ଗ୍ରହ ଜାନୁଆରୀ ୩୧ ପର୍ଯ୍ୟନ୍ତ ଖାଲି ଆଖିରେ ଦେଖାଯାଇପାରିବେ। ପଶ୍ଚିମ ଦିଗ୍‌ବଳୟର କିଛି ଉପରେ ଉଜ୍ଜ୍ୱଳ ଶୁକ୍ର…

ଉତ୍କର୍ଷ ଓଡ଼ିଶା-୨୦୨୫ ଏକ ସଂକଳ୍ପ

ଆସନ୍ତା ସପ୍ତାହରେ ଉତ୍କର୍ଷ ଓ ସମାବେଶ ହେବାକୁ ଥିବାବେଳେ, ଏହାର ୧୦ଦିନ ପୂର୍ବରୁ ସିଙ୍ଗାପୁର ସହ ୮ଟି ପ୍ରକଳ୍ପ ଉପରେ ଆମେ ବୁଝାମଣାପତ୍ର ସ୍ବାକ୍ଷର କରିଛୁ। ୨ ଦିନିଆ ଓ ଗସ୍ତରେ ଥିବା ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମଙ୍କ ଉପସ୍ଥିତିରେ ଏହା…

ମୁଥୁଟ୍‌ ଫାଇନାନ୍ସ ଫ୍ରି ଲକର ସେବାର ଶୁଭାରମ୍ଭ

ନୂଆଦିଲ୍ଲୀ,୨୨।୧: ଦୀର୍ଘ ୧୨ ବର୍ଷ ପରେ ଉତ୍ତରପ୍ରଦେଶର ପ୍ରୟାଗରାଜଠାରେ ‘ମହାକୁମ୍ଭ’ (ମହା କୁମ୍ଭ ପ୍ରୟାଗରାଜ-୨୦୨୫) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ମୁଥୁଟ୍‌ ଫାଇନାନ୍ସ ପକ୍ଷରୁ ଏକ ସ୍ବତନ୍ତ୍ର ସୁବିଧା ‘ଫ୍ରି ଲକର ସେବା’ର ଶୁଭାରମ୍ଭ କରାଯାଇଛି। ଏହି ସେବା କେବଳ…

୩ୟ ତ୍ରୈମାସରେ ୬୩୯ କୋଟିର ନେଟ୍‌ ଲାଭ

ନୂଆଦିଲ୍ଲୀ,୨୨।୧(ଅଭୟ ଦାଶ): ୟୁକୋ ବ୍ୟାଙ୍କର ତୃତୀୟ ତ୍ରୈମାସିକ ଆର୍ଥିକ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏପରିକି ୨୦୨୪ ଡିସେମ୍ବର ମାସ ଶେଷ ସୁଦ୍ଧା ବ୍ୟାଙ୍କ ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସରେ ୨୭.୦୪% ଅଭିବୃଦ୍ଧି ହାର ହାସଲକରି ୬୩୯ କୋଟି ଟଙ୍କାର…

ବଜେଟ ପୂର୍ବବର୍ତ୍ତୀ ସମୟ ସୁନା କିଣିବାର ସୁବର୍ଣ୍ଣ ସୁଯୋଗ:ହଂସ

ଭୁବନେଶ୍ୱର,୨୨।୧: ଚଳିତ ବର୍ଷ ଫେବୃଆରୀରେ ସରକାର ଆସନ୍ତା ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରିବେ। ଏହି ସମୟର ସରକାର ସୁନା ଉପରେ ସୀମାଶୁଳ୍କ ବଢ଼ାଇପାରନ୍ତି। ଏପରିକି ଶୁଳ୍କ ବଢ଼ିଲେ ସୁନା ଦର ମଧ୍ୟ ସେହି ଅନୁସାରେ ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି।…

ଆର୍ଥିକ ଏକୀକରଣ ଉପରେ ଧ୍ୟାନଦେବା ଆବଶ୍ୟକ

ଭୁବନେଶ୍ୱର,୨୨ା୧(ଅନୁରାଧା ମହାରଣା): ଆସନ୍ତା ଆର୍ଥିକ ବର୍ଷ ପାଇଁ ବଜେଟରେ ଉପଭୋକ୍ତା ଚାହିଦା ଏବଂ ପୁଞ୍ଜି ବ୍ୟୟକୁ ପ୍ରୋତ୍ସାହିତକରି ଆର୍ଥିକ ଏକୀକରଣ ଢାଞ୍ଚା ଉପରେ ଧ୍ୟାନଦେବା ଆବଶ୍ୟକ ବୋଲି ଇଣ୍ଡିଆ ରେଟିଂ ଆଣ୍ଡ ରିସର୍ଚ୍ଚ ପକ୍ଷରୁ କୁହାଯାଇଛି। ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ…

୧୦ ଲକ୍ଷ କ୍ଷତିପୂରଣ ଦାବିକଲା ବିଜେଡି

ଭୁବନେଶ୍ୱର,୨୨ା୧(ଅନିଲ ଦାସ): ପୁରୀ ଜିଲାର କଣାସ ଅଞ୍ଚଳରେ ଝାଡ଼ାବାନ୍ତିରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ପାଇଁ ବିଜେଡି ରାଜ୍ୟ ସରକାରଙ୍କୁ ଦାୟୀ କରିଛି। ମଙ୍ଗଳବାର ଶଙ୍ଖ ଭବନଠାରେ ଏକ ଖବରଦାତା ସମ୍ମିଳନୀରେ ବରିଷ୍ଠ ବିଜେଡି ନେତା ତଥା ସତ୍ୟବାଦୀର…

ମହାରାଣୀ ୟେଶୁବାଈଙ୍କ ଭୂମିକାରେ ରଶ୍ମିକା

ମୁମ୍ବାଇ: ଆସନ୍ତା ଫେବୃଆରୀ ୧୪ରେ ମରାଠା ଶାସକ ଛତ୍ରପତି ସମ୍ଭାଜି ମହାରାଜଙ୍କ ଜୀବନୀକୁ ନେଇ ନିର୍ମିତ ହୋଇଥିବା ‘ଛାବା’ ଫିଲ୍ମ ରିଲିଜ୍‌ ହେବାକୁ ଯାଉଛି। ଫିଲ୍ମରେ ଛତ୍ରପତି ସମ୍ଭାଜି ମହାରାଜଙ୍କ ଭୂମିକାରେ ଅଭିନେତା ଭିକି କୌଶଲ ନଜରକୁ ଆସିବେ। ସେହିପରି ଛତ୍ରପତି…

କୋଟିପତି ସଫେଇ କର୍ମଚାରୀ

ଲଣ୍ଡନ: ବ୍ରିଟେନ୍‌ର କାର୍ଲିସ୍ଲେରେ ରହୁଥିବା ଜେମ୍ସ କ୍ଲାର୍କସନ(୨୦) ୭.୫ ମିଲିୟନ ପାଉଣ୍ଡ (ପ୍ରାୟ ୮୦ କୋଟି ଟଙ୍କା)ର ଲଟେରି ଜ୍ୟାକ୍‌ପଟ ଜିତି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି। ଗତ କ୍ରିସ୍‌ମସ୍‌ ସମୟରେ ନ୍ୟାଶନାଲ ଲଟେରିରେ ଜେମ୍ସ ୧୨୦ ପାଉଣ୍ଡ (୧୨,୬୭୬ ଟଙ୍କା) ଜିତିଥିଲେ…

ଭାରତକୁ ପୁଣି ଧମକ ଦେଲେ ୟୁନୁସ୍‌, ଏଭଳି ନ କଲେ ଭୋଗିବ ପରିଣାମ…

ଢାକା,୨୨।୧: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମଙ୍ଗଳବାର କହିଛନ୍ତି ଯେ ବହିଷ୍କୃତ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କୁ ଫେରାଇ ଆଣିବା ପାଇଁ ପ୍ରୟାସ ଜାରି ରଖିବ ଏବଂ ଆବଶ୍ୟକ ହେଲେ ଅନ୍ତର୍ଜାତୀୟ ହସ୍ତକ୍ଷେପ ଲୋଡିବ। ଢାକାରୁ ପ୍ରକାଶିତ ଡେଲି ଷ୍ଟାର ଖବରକାଗଜ ଅନୁଯାୟୀ, ମଧ୍ୟବର୍ତ୍ତୀକାଳୀନ…

ପାଇପ୍‌ଲାଇନ ପାଇଁ ପକ୍କାରାସ୍ତା ଖୋଳିଦେଲା ଠିକା କମ୍ପାନୀ

ଦାରିଙ୍ଗବାଡି,୨୨/୧(ଅରୁଣ ସାହୁ):ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହା ଠାରୁ ପର୍ତ୍ତମାହା ପଞ୍ଚାୟତକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ପକ୍କା ରାସ୍ତାକୁ ପାଇପ ବିଛାଇବା ପାଇଁ ଖୋଳି ଦିଆଯାଇଛି। ରାସ୍ତାଖୋଳାକୁ ତେରବାଡି, ଡାବୁଲୁମାହା, କାଡ଼ସପାଟା ଗ୍ରାମବାସୀ ବିରୋଧ କରିଛନ୍ତି। ଶ୍ରାନିକେତା ପଞ୍ଚାୟତର…

ଦଣ୍ଡାଦେଶ ବିରୋଧରେ ଅପିଲ୍‌ କରିପାରିବେ ପଶ୍ଚିମବଙ୍ଗ ସରକାର

କୋଲକାତା,୨୨।୧: ଆର୍‌.ଜି. କର ମେଡିକାଲ କଲେଜ ଓ ହସ୍ପିଟାଲର ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା ମାମଲାରେ ଦୋଷୀସାବ୍ୟସ୍ତ ସଞ୍ଜୟ ରାୟଙ୍କୁ ସିଆଲଦାର ଅତିରିକ୍ତ ଜିଲା ଓ ଦୌରା ଜଜ୍‌ କୋର୍ଟ ଆଜୀବନ ଜେଲ ଦଣ୍ଡାଦେଶ ଦେଇଥିବାବେଳେ ଏହାର ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?