କଲେଜ ଫେୟାରଓ୍ବେଲ୍ରେ ଯୋଗଦେଇଥିଲେ ତୃପ୍ତିମୟୀ, ଘରକୁ ଫେରିବା ସମୟରେ ଘଟିଲା…
ଜଗତ୍ସିଂହପୁର,୨୬ା୩ (ପ୍ରମୋଦ କୁମାର ନାୟକ): ମଙ୍ଗଳବାର ପରୀକ୍ଷା ସରିଲା। ବୁଧବାର ଥିଲା ବିଦାୟକାଳୀନ ଉତ୍ସବ (ଫେୟାର୍ଓ୍ବେଲ)। ତେଣୁ ମନରେ ଥିଲା ଅଫୁରନ୍ତ ଆନନ୍ଦ। ନୂଆ ଶାଢ଼ି ପିନ୍ଧି ସକାଳୁ କାଦୁଆପଡ଼ାସ୍ଥିତ ଗାଦିବ୍ରହ୍ମ ମହିଳା ମହାବିଦ୍ୟାଳୟକୁ ବାହାରି ଯାଇଥିଲେ ଜଗତ୍ସିଂହପୁର ନିକଟ ଅଳସୁଦା…
ଗ୍ୟାସକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଓଡ଼ିଶାବାସୀଙ୍କ ପାଇଁ…
ଭୁବନେଶ୍ୱର,୨୬।୩: ରାଜ୍ୟରେ ଗ୍ୟାସ, ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ। ଏନେଇ ଗୁରୁବାର ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଗ୍ୟାସ ଯଥେଷ୍ଟ ମହଜୁଦ ଅଛି। ହୋଟେଲକୁ ଆବଶ୍ୟକ ଥିବା ରନ୍ଧନ ଗ୍ୟାସର ୫୦%…
ଆମେରିକାର ଭୟଙ୍କର ଚେତାବନୀ: ଇରାନ ପରାଜୟ ସ୍ବୀକାର ନ କଲେ…ଶୁଣିକି ସାରା ବିଶ୍ୱ ସ୍ତବ୍ଧ
ଓ୍ବାଶିଂଟନ୍,୨୬।୩: ହ୍ବାଇଟ ହାଉସ ପ୍ରେସ ସଚିବ କାରୋଲିନ ଲିଭିଟ କହିଛନ୍ତି ଯେ ଆମେରିକା ଗତ ତିନି ଦିନ ଧରି ଇରାନ ସହିତ ଆଲୋଚନା କରୁଛି ଏବଂ ଏକ ଆଂଶିକ ଯୁଦ୍ଧବିରତି କାର୍ଯ୍ୟକାରୀ ହୋଇଛି। ରାଷ୍ଟ୍ରପତି ଟ୍ରମ୍ପ ଯୋଜନାବଦ୍ଧ ଆକ୍ରମଣକୁ ଅସ୍ଥାୟୀ ଭାବରେ…
ଗଞ୍ଜାମ ସହରରେ ଗୁଟଖା ତମାଖୁ କଳାବଜାର, ଚଢ଼ା ଦରରେ ବିକ୍ରି ଅଭିଯୋଗ
ଗଞ୍ଜାମ,୨୬।୩ (ବିଦ୍ୟାଧର ସାହୁ): ଗତ କିଛି ଦିନ ହେଲା ଗଞ୍ଜାମ ସହରରେ ଗୁଟଖା କଳା ବଜାର ହେଉଛି ।ପୂର୍ବରୁ ରାଧା ଖଇନି, ପାନ ମସଲା ବିମଳ, ସଫଳ ଆଦି ପାଞ୍ଚ ଟଙ୍କାରେ ବିକ୍ରି ହେଉଥିଲା ବର୍ତମାନ ଗୋଟେ ରାଧା ଖଇନି ଓ…
ମହାନଦୀରେ ଭାସୁଛନ୍ତି ମାଳମାଳ କୁମ୍ଭୀର: ସୋଲ ଭେଳାରେ ପାର ହୋଇ ମାଛ, କଙ୍କଡ଼ା ଧରି ପରିବାର ପୋଷଣ କରୁଛନ୍ତି ମହିଳା
ମହାକାଳପଡ଼ା,୨୬ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ନଦୀ ନାଳଘେରା ବତିଘର ଅଞ୍ଚଳ ମହାନଦୀ ଅବବାହିକା ଶାଖା ନାଳଗୁଡ଼ିକରେ କୁମ୍ଭୀର ମାଳ ମାଳ ଭାସୁଛନ୍ତି। ହେଲେ ସ୍ଥାନୀୟ ମତ୍ସ୍ୟଜୀବୀମାନେ ପରିବାର ପ୍ରତିପୋଷଣ ପାଇଁ ଦୈନନ୍ଦିନ ନିକଟସ୍ଥ ଜଙ୍ଗଲ…
ଇରାନ ଉପରେ ପରମାଣୁ ଆକ୍ରମଣ ଯୋଜନା କରୁଛି ଆମେରିକା! ହ୍ବାଇଟ ହାଉସ ଆକାଉଣ୍ଟରୁ ଏଭଳି ପୋଷ୍ଟ ପରେ ଖେଳିଗଲା ଆତଙ୍କ
ଓ୍ବାଶିଂଟନ୍,୨୬।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଫେବୃଆରୀ ୨୮ ତାରିଖରେ ଇରାନ ଉପରେ ମିଳିତ ଆକ୍ରମଣ ଆରମ୍ଭ କରିଥିଲେ, ସେତେବେଳେ ଦେଶଟି ବହୁତ କ୍ଷତି ସହିଥିଲା। ହେଲେ ଇରାନ ଏହି ଆକ୍ରମଣର ଜବାବ ଦେବାରେ ବିଳମ୍ବ କରିନଥିଲା। ଇରାନ କେବଳ ଇସ୍ରାଏଲକୁ…
୪୦୦ଟଙ୍କା ପାଇଁ ପୁଅ ଭୁଲିଗଲା ରକ୍ତ ସମ୍ପର୍କ, ବାପାକୁ ପିଟିପିଟି ହତ୍ୟା
ମୋରଡା,୨୬।୩(ସ୍ମାରକ ମାଜୀ): ମାତ୍ର ୪୦୦ଟଙ୍କା ପାଇଁ ନିଜ ବାପାଙ୍କୁ ହତ୍ୟା କରିଲେ ପୁଅ । ଏଭଳି ଲୋମହର୍ଷକାରୀ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ମୋରଡା ଥାନା ତଥା ଚିତ୍ରଡା ଫାଣ୍ଡି ଅଞ୍ଚଳରେ। ସୂଚନା ଅନୁଯାୟୀ, ଉକ୍ତ ଫାଣ୍ଡି ଅଧୀନ ହଳଦୀପାଳ…
ଦିଲ୍ଲୀ ଦରବାରରେ ଗୌରବ ବଢ଼ାଇଲେ ବଲାଙ୍ଗୀରର ୨ ଯୁବ ଶିଳ୍ପୋଦ୍ୟୋଗୀ: ମିଳିଲା ସମ୍ବର୍ଦ୍ଧନା
ବଲାଙ୍ଗୀର,୨୬।୩(ସୁନିଲ କୁମାର ମହାନ୍ତି): ଓଡ଼ିଆ ସମାଜ ପକ୍ଷରୁ ଜବାହାରଲାଲ ନେହେରୁ ଷ୍ଟାଡିୟମ, ନୂଆଦିଲ୍ଲୀରେ ଆୟୋଜିତ ‘ଓଡିଶାପର୍ବ’ରେ ବଲାଙ୍ଗୀରର ଗୌରବ ବଢ଼ାଇଥିବା ସୋମନାଥ ସାହୁ ଓ ନକୁଳ ପଟ୍ଟନାୟକଙ୍କୁ ପବ୍ଲିକ ରିଭ୍ୟୁ କମିଟି, ବଲାଙ୍ଗୀର ପକ୍ଷରୁ ଗୁରୁବାର ସ୍ଥାନୀୟ ଦୈନିକ ବଜାର ପ୍ରାଙ୍ଗଣରେ…
ହର୍ମୁଜରେ ଚାଇନା-ଭାରତ ମୁହାଁମୁହିଁ! ଚାଇନା ମୁହଁରୁ LPG ଛଡାଇ ଆଣିଲା ଭାରତ…
ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଯୋଗୁଁ ଦେଶରେ LPGର ଘୋର ଅଭାବ ଦେଖାଦେଇଛି। ପ୍ରାୟ ଛଅ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ, ଇରାନରୁ ଏକ LPG କାର୍ଗୋ ପରିବହନ ଭାରତରେ ପହଞ୍ଚୁଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା…
ଝାଡ଼ୁ ଧରିଲେ ବିଡିଓ: ସ୍ବଚ୍ଛ ଦାରିଙ୍ଗବାଡି ପାଇଁ ପ୍ରୟାସ
ଦାରିଙ୍ଗବାଡି,୨୬।୩(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପର୍ଯ୍ୟଟନକ୍ଷେତ୍ରକୁ ବିଶ୍ୱସ୍ତରୀୟ କରାଯିବା ପାଇଁ ପ୍ରଶାସନ ଅଣ୍ଟା ଭିଡିଛି। ଗୋଟିଏ ସପ୍ତାହରେ ପୁଣି ପ୍ରଶାସନ ପକ୍ଷରୁ ଦାରିଙ୍ଗବାଡିକୁ ସ୍ବଚ୍ଛ ଓ ସୁନ୍ଦର କରିବାକୁ ସଫେଇ କରାଯାଇଛି। ଏଥିପାଇଁ ବିଡ଼ିଓ ପ୍ରୀତିରଞ୍ଜନ ରଥ ନିଜେ ଝାଡୁ ଧରି…
ପ୍ରଥମେ ସହରରେ ଏଲପିଜି ଗ୍ୟାସ ସିଲିଣ୍ଡର ମିଳିବ ନା ଗାଁରେ, ଜାଣନ୍ତୁ କ’ଣ କହୁଛି ନିୟମ
ନୂଆଦିଲ୍ଲୀ,୨୬।୩: ଆଜିକାଲି ଲୋକଙ୍କ ମନରେ ଏକ ପ୍ରମୁଖ ପ୍ରଶ୍ନ ହେଉଛି ଯେ ସେମାନେ ପ୍ରଥମେ ସହରରେ ପ୍ରଥମେ ସିଲିଣ୍ଡର ପାଇବେ ନା ଗ୍ରାମାଞ୍ଚଳରେ। ବର୍ଦ୍ଧିତ ଚାହିଦା ଏବଂ ସାମ୍ପ୍ରତିକ ପରିବର୍ତ୍ତନ ମଧ୍ୟରେ, ସରକାର ଗ୍ୟାସର ସମାନ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ…
ଯୁବକଙ୍କ ପାଇଁ ନାକେଦମ ହେଲାଣି ପୋଲିସ-ଦମକଳ ବାହିନୀ: ଟାଓ୍ବାର ଉପରକୁ ଚଢିଯିବାରୁ…
ମୋରଡା,୨୬।୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ତଥା ଚିତ୍ରଡା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବକଙ୍କ ପାଇଁ ପୋଲିସ ଓ଼ ଦମକଳ ବାହିନୀକୁ ନାକେଦମ ହେବାକୁ ପଡିଛି। ଘଟଣା ଅନୁଯାୟୀ, ଉକ୍ତ ଫାଣ୍ଡି ଅଧୀନ ଚିତ୍ରଡା ବଜାର ନିକଟରେ…
Archives


