Home Left

ଫୁଲ ତୋଳିବାକୁ ଯାଇଥିଲେ ଆଦିତ୍ୟ, ଛାତରୁ ଖସି ଚାଲିଗଲା ଜୀବନ

ନୀଳଗିରି,୧୭।୯(ପ୍ରଶାନ୍ତ କୁମାର ବିଶ୍ବାଳ): ପୂଜା ପାଇଁ ଫୁଲ ତୋଳିବାକୁ ଯାଇଥିବା ବେଳେ ଘଟିଗଲା ଏକ ବଡ ଅଘଟଣ । ଛାତ ଉପରୁ ଖସିପଡ଼ି ଚାଲିଗଲା ଜୀବନ। ବାଲେଶ୍ୱର ଜିଲା ନୀଳଗିରି ଏନ୍‌ଏସି ୨ ନମ୍ବର ୱାର୍ଡ ଘାଟଘରସାହିରୁ ଆସିଛି ଏଭଳି ଦୁଃଖଦ…

ପିଏମ ମୋଦିଙ୍କ ଜନ୍ମଦିନରେ ରାହୁଲଙ୍କ ଶୁଭେଚ୍ଛା, ବିଜୟ କହିଲେ- ମଜବୁତ ଭାରତ ପାଇଁ…

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ବିଭିନ୍ନ ରାଜନୈତିକ ନେତାଙ୍କ ପକ୍ଷରୁ ଶୁଭେଚ୍ଛାର ସୁଅ ଛୁଟିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ୍ସରେ ପୋଷ୍ଟ କରି ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହ ତାଙ୍କର ଉତ୍ତମ ସ୍ବାସ୍ଥ୍ୟ ଓ…

୧୦୦% ଟାରିଫ ଧମକରେ ନଇଁବନି ଭାରତ! ଟ୍ରମ୍ପଙ୍କୁ ଦେଲା କଡ଼ା ଜବାବ, କହିଲା…

ନୂଆଦିଲ୍ଲୀ, ୧୭।୯: ରୁଷିଆ ଓ ଇରାନ ବିରୋଧରେ ନୂଆ ପ୍ରତିବନ୍ଧକ ବ୍ୟବସ୍ଥା ସମ୍ପର୍କିତ ଆମେରିକୀୟ ଆଇନକୁ ନେଇ ଭାରତ ସତର୍କ ନଜର ରଖିଛି। ଆମେରିକାର ସଂସଦରେ ଏ ସମ୍ପର୍କିତ ବିଲ ପାରିତ ହେବା ପରେ ଗୁରୁବାର ବିଦେଶ ମନ୍ତ୍ରଣାଳୟ ଭାରତର ଆଭିମୁଖ୍ୟ…

ଏସିଆ କପ୍‌ ପରେ ହଠାତ୍‌ ଇସ୍ତଫା ଦେଲେ ଅଧିନାୟକ, ନିଷ୍ପତ୍ତିରେ ବୋର୍ଡ ଚକିତ

ଢାକା: ବାଂଲାଦେଶ ମହିଳା କ୍ରିକେଟ ଦଳରେ ହଠାତ୍‌ ହଲଚଲ ସୃଷ୍ଟି ହୋଇଛି। ଏସିଆ କପ୍‌ ୨୦୨୬ ଶେଷ ହେବା ପରେ ନିଗାର ସୁଲତାନା ଟି-୨୦ ଦଳର ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ତାଙ୍କ ଏହି ହଠାତ୍‌ ନିଷ୍ପତ୍ତିରେ ବାଂଲାଦେଶ କ୍ରିକେଟ…

ଗଜକେସରୀ ଯୋଗ: ଅକ୍ଟୋବର ଆରମ୍ଭରୁ ୩ ରାଶିକୁ ମିଳିବ ବମ୍ଫର ଫାଇଦା, ମାଲାମାଲ ହେବା ସହ ଚାକିରିରେ ବଡ଼ ପ୍ରମୋଶନ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗଜକେସରୀ ଯୋଗକୁ ଅତ୍ୟନ୍ତ ଶୁଭ ଓ ପ୍ରଭାବଶାଳୀ ଯୋଗ ଭାବେ ମାନ୍ୟତା ଦିଆଯାଏ। ଜ୍ୟୋତିଷୀୟ ବିଶ୍ୱାସ ଅନୁସାରେ, ଏହି ଯୋଗ ଶକ୍ତି, ମାନ-ସମ୍ମାନ ଓ ସମୃଦ୍ଧିର ପ୍ରତୀକ। ଏହାର ପ୍ରଭାବରେ ଆର୍ଥିକ ସ୍ଥିତି ମଜବୁତ ହେବା ସହ…

ନଗର ନିଗମ ଫଳାଫଳ: ଭାଜପାକୁ ବଡ଼ ଝଟକା, ଆଉ ୪ ୱାର୍ଡରେ ଜିତିଲା କଂଗ୍ରେସ

ଜୟପୁର,୧୭।୯: ରାଜସ୍ଥାନର ଜୟପୁର, କୋଟା ଓ ଯୋଧପୁରର ୯ଟି ଆସନ ମଧ୍ୟରୁ ୮ଟିର ନିର୍ବାଚନ ଫଳାଫଳ ଘୋଷଣା ହୋଇଛି। ଏହି ଆସନଗୁଡ଼ିକରେ ସେପ୍ଟେମ୍ବର ୧୬ ତାରିଖରେ ପୁନଃ ମତଦାନ ହୋଇଥିଲା। ଘୋଷିତ ଫଳାଫଳରେ କଂଗ୍ରେସ ୬ଟି ଆସନରେ ବିଜୟୀ ହୋଇଥିବା ବେଳେ…

ବୈଦିକ ଭୂମିରେ ହିନ୍ଦୁଧର୍ମ

ସିନ୍ଧୁ ନଦୀର ଶାଖାନଦୀଗୁଡ଼ିକ ଦ୍ୱାରା ପ୍ଳାବିତ ପଞ୍ଜାବ ମୂଳ ବୈଦିକ ଭୂମି ଥିଲା। ହେଲେ ଏବେ ଯମୁନା-ଗଙ୍ଗା ଧୋୟାଞ୍ଚଳ ସହିତ ବେଦକୁ ଅଧିକ ଜଡ଼ିତ କରାଯାଉଥିବାବେଳେ ଅନ୍ୟପକ୍ଷରେ ପଞ୍ଜାବକୁ ଶିଖ୍‌ ଧର୍ମର ମୂଳ ଉତ୍ସ ବୋଲି କୁହାଯାଉଛି। ମୂଳ ପଞ୍ଜାବର ପଶ୍ଚିମ…

PM ମୋଦି କେବେ କେବେ UPIରେ କରିଛନ୍ତି ପେମେଣ୍ଟ? ଜାଣନ୍ତୁ କେତେ ଟଙ୍କା କରିଥିଲେ ଖର୍ଚ୍ଚ

ନୂଆଦିଲ୍ଲୀ, ୧୭/୯:ଆଜି ସେପ୍ଟେମ୍ବର ୧୭। ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ତାଙ୍କ ଜନ୍ମଦିନକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଦେଶରେ ଡିଜିଟାଲ ପେମେଣ୍ଟ ଏବଂ UPIକୁ ନେଇ ମଧ୍ୟ ଆଲୋଚନା ଜୋର ଧରିଛି। ଆଜି ଭାରତରେ ଚା’ ଭଳି ଛୋଟ…

ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ‘ନରେନ୍ଦ୍ର’ଙ୍କ ନେତୃତ୍ବରେ ହେଉଛି ନବଭାରତର ନିର୍ମାଣ

ଭୁବନେଶ୍ୱର,୧୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଶତ ଶତ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ସୋସିଆଲ ମିଡିଆ ‘ଏକ୍ସ’ (X) ରେ ଏକ ଭାବପୂର୍ଣ୍ଣ ବାର୍ତ୍ତା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,…

ପ୍ରେମିକା ଘର ବାରଣ୍ଡାରେ ପ୍ରେମିକଙ୍କୁ ପିଟି ପିଟି ହତ୍ୟା, ପ୍ରମାଣ ନଷ୍ଟ ପାଇଁ ଜାଳିଦେଲେ ମୃତଦେହ

ଦେବଗଡ଼, ୧୭ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଓ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପ୍ରେମିକା ଘରକୁ ଯାଇଥିବା ବେଳେ ପ୍ରେମିକଙ୍କୁ ନିର୍ମମ ଭାବେ ହତ୍ୟା କରାଯିବା ପରେ ତାଙ୍କ ମୃତଦେହକୁ ପେଟ୍ରୋଲ ଢାଳି ଜାଳି ଦିଆଯାଇଥିବା…

ଭାରତ-ପାକ୍‌ ନୌସେନା ଜାହାଜ ମୁହାଁମୁହିିଁ ଧକ୍କା

ନୂଆଦିଲ୍ଲୀ, ୧୭ା୯ : ଆରବ ସାଗରସ୍ଥିତ ଅନ୍ତର୍ଜାତୀୟ ଜଳଭାଗରେ ପାକିସ୍ତାନୀ ନୌସେନାର ଏକ ଜାହାଜ ଅତ୍ୟନ୍ତ ବେପରୁଆ ଭାବେ ଗତିକରି ଭାରତୀୟ ନୌସେନାର ଜାହାଜ ସହ ମୁହାଁମୁହିଁ ଧକ୍କା ହୋଇଛି। ଏହି ‘ଅଗ୍ରହଣୀୟ ଆଚରଣ’କୁ ନେଇ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ (ଏମ୍‌ଇଏ)…

PM ମୋଦିଙ୍କ ୭୬ତମ ଜନ୍ମଦିନ, ଗୁଜରାଟରେ ଜଳିବ ୮୮ ଲକ୍ଷ ଦୀପ

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଦେଶବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବିଶେଷ କରି ଗୁଜରାଟରେ ବ୍ୟାପକ ଆୟୋଜନ କରାଯାଇଛି। ଗୁରୁବାର, ସେପ୍ଟେମ୍ବର ୧୭ରେ ରାଜ୍ୟର ୧୮,୫୦୦ରୁ ଅଧିକ ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?