ଭିଟାମାଟି ଛାଡ଼ିଲେ ନାହିଁ ଗ୍ରାମବାସୀ: ଅସ୍ତ୍ର ଶସ୍ତ୍ର ପୂଜାର୍ଚ୍ଚନା କରି ନେଲେ ଶପଥ, ପ୍ରଶାସନ ନାକେଦମ
ବଲାଙ୍ଗୀର, ୨୧।୭ ( ସୁନିଲ କୁମାର ମହାନ୍ତି): ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ସକାଳୁ ଜିଲା ପ୍ରଶାସନ ପକ୍ଷରୁ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବା ପ୍ରୟାସ କରାଯାଉଥିଲା। ତେବେ କୁମିଆପାଲି ଗାଁର ଆଦିବାସୀମାନେ ମିଳିତ ପ୍ରତିବାଦ କରିବାରୁ…
ଆନ୍ଦୋଳନ ଭିତରେ ବଡ଼ ଖବର: କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ମାନିନେଲେ ୨ ଦାବି…
ନୂଆଦିଲ୍ଲୀ,୨୧।୭: କକରୋଚ ଜନତା ପାର୍ଟି (CJP) ର ବିକ୍ଷୋଭ ପ୍ରଦର୍ଶନ ମଧ୍ୟରେ ମଙ୍ଗଳବାର ଦିନ ବହୁ ସଂଖ୍ୟାରେ ଭାରତ-ଆମେରିକା ମଧ୍ୟରେ ପ୍ରସ୍ତାବିତ ଟ୍ରେଡ୍ ଡିଲ୍ (ବ୍ୟବସାୟିକ ଚୁକ୍ତି) ପ୍ରତିବାଦରେ କୃଷକମାନେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଥିଲେ। ତେବେ କୃଷକମାନଙ୍କୁ ଶମ୍ଭୁ ବୋର୍ଡର…
ବିଜୟଙ୍କ ଶେଷ ଚଳଚ୍ଚିତ୍ର ନୁହେଁ ‘ଜନ ନାୟକନ’! ମୁଖ୍ୟମନ୍ତ୍ରୀ ହେବା ପରେ ବି ଜାରି ରହିବ ଅଭିନୟ? ସସପେନ୍ସ ବଢାଇଲେ…
ମୁମ୍ବାଇ: ତାମିଲନାଡୁର ମୁଖ୍ୟମନ୍ତ୍ରୀ ତଥା ଅଭିନେତା ଥଲାପତି ବିଜୟଙ୍କ ଚଳଚ୍ଚିତ୍ର ‘ଜନ ନାୟକନ’ ଉପରେ ଦୀର୍ଘ ସମୟରୁ କଟକଣା ଲାଗି ରହିଥିଲା। ଏହି ଚଳଚ୍ଚିତ୍ରଟି ଏହି ବର୍ଷ ଜାନୁଆରୀରେ ମୁକ୍ତିଲାଭ କରିବାର ଥିଲା, କିନ୍ତୁ CBFC (ସେନ୍ସର୍ ବୋର୍ଡ) ଦ୍ୱାରା ପାସ…
୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ
ସୁନ୍ଦରଗଡ/ କୁଆଁରମୁଣ୍ଡା,୨୧।୭(ଜୟ ନାରାୟଣ ମେଣ୍ଡୁଳି/ ମହେନ୍ଦ୍ର କୁମାର ସାହୁ ): ସୁନ୍ଦରଗଡ ଜିଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ ଲାଞ୍ଚ ନେଉଥିବା ବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଭିଜିଲାନ୍ସ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ,…
ଭିସୁଟ୍ରେ ତେଜୁଛି ଛାତ୍ର ଆନ୍ଦୋଳନ: ହଷ୍ଟେଲ ସମସ୍ୟା-ନିମ୍ନମାନର ଖାଦ୍ୟକୁ ନେଇ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ
ସମ୍ବଲପୁର,୨୧।୭(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ର ବ୍ୟାପକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ବିଶ୍ୱବିଦ୍ୟାଳୟ ଓ ଛାତ୍ରାବାସରେ ଦେଖାଦେଇଥିବା ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଛାତ୍ରୀଛାତ୍ରମାନେ ରାଜରାସ୍ତାକୁ ଓହ୍ଲାଇଛନ୍ତି। ମୁଖ୍ୟତଃ ହଷ୍ଟେଲରେ ନିମ୍ନମାନର ଖାଦ୍ୟ…
ରାସ୍ତାରେ ପଡ଼ିଲା ଗଛ: ରାଇକିଆ–କ. ନୂଆଗାଁ ରାସ୍ତାରେ ଦୁଇ ଘଣ୍ଟା ବସ୍ ଚଳାଚଳ ବନ୍ଦ
ରାଇକିଆ, ୨୧।୮ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ରାଇକିଆ–କ. ନୂଆଗାଁ ମୁଖ୍ୟ ରାସ୍ତାରେ ଏକ ବଡ଼ ଗଛ ପଡ଼ିଯିବା ଯୋଗୁ ପ୍ରାୟ ଦୁଇ ଘଣ୍ଟା ଧରି ବସ୍ ସମେତ ସମସ୍ତ ଯାନବାହନ ଚଳାଚଳ ବନ୍ଦ ରହିଥିଲା। ସୂଚନା ଅନୁଯାୟୀ, ଧରମପୁର ନିକଟରେ…
ଏଣିକି ବିନା ଇଣ୍ଟରନେଟ୍ରେ ହେବ UPI ପେମେଣ୍ଟ! ଦ୍ରୁତ ଗତିରେ ଚାଲିଛି…
ନୂଆଦିଲ୍ଲୀ,୨୧।୭: UPI ଭାରତରେ ଡିଜିଟାଲ ପେମେଣ୍ଟର ଦୃଶ୍ୟପଟକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛି। ଏବେ ଇଣ୍ଟରନେଟ ସଂଯୋଗ ବିନା ମଧ୍ୟ UPI ପେମେଣ୍ଟ କରିବାର ଏକ ଉପାୟ ଖୋଲିବାରେ ଲାଗିଛି। ଭାରତୀୟ ଜାତୀୟ ପେମେଣ୍ଟ ନିଗମ (NPCI) ସମ୍ପ୍ରତି ଘୋଷଣା କରିଛି ଯେ,…
ହୀରାକୁଦରେ ବଢୁଛି ଜଳସ୍ତର, ପୁଣି ଖୋଲିଲା ଆଉ ୪ ଗେଟ୍
ସମ୍ବଲପୁର, ୨୧।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବାରେ ଲାଗିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ମଙ୍ଗଳବାର ପୁଣି…
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ନୂଆ ଭୋଟର: ୨୬ରୁ ଆରମ୍ଭ ହେବ ଘରକୁ ଘର ସର୍ଭେ
ଭୁବନେଶ୍ୱର, ୨୦।୭: ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ନିର୍ବାଚନ ଆୟୋଗ ଭୋଟର ତାଲିକା ପ୍ରସ୍ତୁତି ପାଇଁ ବଡ଼ ଘୋଷଣା କରିଛନ୍ତି। ସ୍ୱତନ୍ତ୍ର ସଂକ୍ଷିପ୍ତ ପୁନରୀକ୍ଷଣ (SIR) ପ୍ରକ୍ରିୟା ଶେଷ ହେବା ପରେ ରାଜ୍ୟରେ ନୂତନ ଭୋଟର…
ଜିଲାପାଳ ହେବ ତ ଏମିତି: ବୌଦ୍ଧରେ ଧାନ ରୋଇଲେ, ଦାରିଙ୍ଗବାଡିରେ ଚର୍ଚ୍ଚା, ଦେଖନ୍ତୁ VIDEO
ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ମାଟିର ପୁଅ ଯେତେବେଳେ କିଛି ଭଲ କାର୍ଯ୍ୟ କରି ଲୋକଲୋଚନକୁ ଆସେ, ସେତେବେଳେ କେବଳ ସେ ମାଟିର ସୁନା ପୁଅ ପାଇଁ ତାଙ୍କ ପରିବାର ନୁହେଁ, ସମଗ୍ର ଅଞ୍ଚଳରେ ଖୁସି ଓ ଆନନ୍ଦର ଲହରୀ ଖେଳିଯାଏ। ଏଭଳି ପୁଅ…
ସରକାରଙ୍କ ବଡ଼ ପଦକ୍ଷେପ: ବଦଳିଲା ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟର ନାଁ
ଭୁବନେଶ୍ୱର,୨୧।୭: ରାଜ୍ୟ ସରକାର ଆଞ୍ଚଳିକ ଶିକ୍ଷା ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟ ସରକାର ସ୍କୁଲ ଓ ଗଣଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ‘ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟ (Regional Directorate of Education)’ର ନାମ ପରିବର୍ତ୍ତନ କରି ‘ଆଞ୍ଚଳିକ ସ୍କୁଲ…
ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମେଧାବୀ ଛାତ୍ରୀଙ୍କୁ ସ୍କୁଟି ସହ ମିଳିବ ପେଟ୍ରୋଲ
ଲକ୍ଷ୍ନୌ,୨୧।୭: ଉତ୍ତର ପ୍ରଦେଶର ଯୋଗୀ ସରକାର ଖୁବ୍ ଶୀଘ୍ର ରାଜ୍ୟର ମେଧାବୀ ଛାତ୍ରୀମାନଙ୍କୁ ଏକ ବଡ଼ ଉପହାର ଦେବାକୁ ଯାଉଛନ୍ତି । ମେଧାବୀ ଛାତ୍ରୀମାନଙ୍କୁ ସ୍କୁଟି ଦେବା ନେଇ ଘୋଷଣା କରାଯାଇଛି । ଯୋଗୀ କ୍ୟାବିନେଟ୍ ଏହି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛି।…

