Home Left

ପଦ ଛାଡ଼ିଲେ କେସି ତ୍ୟାଗୀ

ପାଟ୍‌ନା,୧ା୯: ବରିଷ୍ଠ ଜେଡିୟୁ ନେତା କେ.ସି ତ୍ୟାଗୀ ରବିବାର ଦଳର ଜାତୀୟ ମୁଖପାତ୍ର ପଦରୁ ଇସ୍ତଫା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଲେଖିଥିବା ପତ୍ରରେ ତ୍ୟାଗୀ ତାଙ୍କ ଇସ୍ତଫା ପାଇଁ ବ୍ୟକ୍ତିଗତ କାରଣ ଉଲ୍ଲେଖ କରିଛନ୍ତି। ତେବେ ବିଭିନ୍ନ ପ୍ରସଙ୍ଗରେ ତାଙ୍କର…

ଓଡ଼ିଶାର ଲାଲୁ ପ୍ରସାଦ ଦ୍ରୁତତମ ଆଥ୍‌ଲେଟ

ବେଙ୍ଗାଲୁରୁ, ୧।୯ (ପି.ଟି.): ୬୩ତମ ନ୍ୟାଶନାଲ ଓପନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ଶନିବାର ଜାତୀୟ ରେକର୍ଡଧାରୀ ମଣିକାନ୍ତ ହବ୍ଲିଧର ଓ ତେଜସ ଶିରସେ ଯଥାକ୍ରମେ ୧୦୦ମିଟର ସ୍ପ୍ରିଣ୍ଟ ଓ ୧୧୦ ମିଟର ହର୍ଡଲ୍ସ ରେ ସ୍ବର୍ଣ୍ଣ ପଦକ ମୁକାବିଲାରେ ହାରିଯାଇଛନ୍ତି। ଓଡ଼ିଶାର ୨୧…

ଡିଏମ୍‌ଏଫ୍‌ ପାଣ୍ଠିର ହରିଲୁଟ୍‌ ହୋଇଛି: ବିଧାୟକ

ଯାଜପୁର,୧ା୯(ହର୍ଷବର୍ଦ୍ଧନ ବେହେରା): ଖଣି ଓ ଶିଳ୍ପାୟନ ଯୋଗୁ ପ୍ରଭାବିତ ଅଞ୍ଚଳବାସୀଙ୍କ ଥଇଥାନ ତଥା ପ୍ରଦୂଷଣଜନିତ କ୍ଷୟକ୍ଷତିର ଭରଣା ପାଇଁ ଜିଲା ଖଣିଜ ପ୍ରତିଷ୍ଠାନ(ଡିଏମଏଫ) ପାଣ୍ଠି ଗଠନ ହୋଇଛି। କିନ୍ତୁ ଏହି ପାଣ୍ଠିରେ ଆଦାୟ ହେଉଥିବା ଅର୍ଥରେ ସୁକିନ୍ଦା ଓ ଧର୍ମଶାଳା ଖଣି…

ପଦକ ପକ୍କା କଲେ ସୁହାସ, ସୁକାନ୍ତ

ପ୍ୟାରିସ୍‌,୧।୯(ପି.ଟି.): ପ୍ୟାରିସ୍‌ରେ ଚାଲିଥିବା ପାରାଲିମ୍ପିକ୍ସ ୨୦୨୪ରେ ଶନିବାର ଭାରତ ପାଇଁ ଏକ ପଦକ ପକ୍କା କରିଛନ୍ତି ପାରା ଶଟଲର ସୁହାସ ୟଥିରାଜ ଓ ସୁକାନ୍ତ କଦମ। ଉଭୟ ଖେଳାଳି ଏସ୍‌ଏଲ୍‌-୪ ଇଭେଣ୍ଟର ସେମି ଫାଇନାଲରେ ପ୍ରବେଶ କରିଥିବା ବେଳେ ଭାରତ ଅନୂ୍ୟନ…

ହୃଦ୍‌ଘାତରେ ପୂର୍ବତନ ବିଧାୟକଙ୍କ ପରଲୋକ

ସମ୍ବଲପୁର,୧ା୯: ସମ୍ବଲପୁରର ପୂର୍ବତନ ବିଧାୟକ ଅଶ୍ୱିନୀ ଗୁରୁଙ୍କ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା। ରବିବାର ଭୋର୍‌ ସମୟରେ ହୃଦ୍‌ଘାତରେ ତାଙ୍କର ଦେହାନ୍ତ ହୋଇଛି। ବ୍ରଜରାଜନଗରସ୍ଥିତ ହରିଓଁ ବିହାର ଘରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।…

ଆଜି ପ୍ରବଳ ବର୍ଷିବ, ୩ରୁ କମିବ

ଭୁବନେଶ୍ୱର,୧।୯(ଅନୁରାଧା ମହାରଣା): ବଙ୍ଗୋପସାଗର ସୃଷ୍ଟି ହୋଇଥିବା ସୁଦୃଶ ଲଘୁଚାପ ଶନିବାର ଅବପାତର ରୂପ ନେବା ପରେ ଦକ୍ଷିଣ ଓଡ଼ିଶା ସମେତ ଅନ୍ୟାନ୍ୟ ଜିଲାରେ ପ୍ରବଳ ବର୍ଷା ଲାଗିରହିଛି। ରବିବାର ମଧ୍ୟ ବିଭିନ୍ନ ଜିଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଥିବା ବେଳେ ୩…

ଏକ୍ସ’କୁ ବ୍ୟାନ୍‌

ସାଓ ପାଉଲୋ, ୧।୯: ମାଇକ୍ରୋବ୍ଲଗିଂ ପ୍ଲାଟ୍‌ଫର୍ମ ଏକ୍ସ’କୁ ଶନିବାର ବ୍ରାଜିଲ ବ୍ୟାନ୍‌ କରିଛି। ୨୪ ଘଣ୍ଟା ମଧ୍ୟରେ ଜଣେ ଆଇନ ଅଧିକାରୀଙ୍କୁ ନିଯୁକ୍ତ କରିବା ପାଇଁ ଶୁକ୍ରବାର ବ୍ରାଜିଲର ସୁପ୍ରିମକୋର୍ଟ ଏକ୍ସ’କୁ ଡେଡ୍‌ଲାଇନ ଜାରି କରିଥିଲେ। ତେବେ ଏକ୍ସ’ ପକ୍ଷରୁ ବ୍ରାଜିଲରେ…

ମାଲୟାଲମ୍‌ ସିନେମାର କଳା ଅଧ୍ୟାୟ: ଗୁପ୍ତ କ୍ୟାମେରାରେ ହେଉଥିଲା ନଗ୍ନ ଭିଡିଓ

ଥିରୁଭାନନ୍ଥପୁରମ୍‌,୧ା୯: ଜଷ୍ଟିସ୍‌ ହେମା କମିଟି ରିପୋର୍ଟ ମାଲୟାଲମ୍‌ ଚଳଚ୍ଚିତ୍ର ଶିଳ୍ପର ପାଣ୍ଡୋରା ବାକ୍ସ ଖୋଲିଥିବାବେଳେ ଅଭିନେତ୍ରୀମାନଙ୍କୁ ଯୌନ ନିର୍ଯାତନା ଦିଆଯାଉଥିବାର ନୂଆ ନୂଆ ଘଟଣା ପ୍ରତିଦିନ ପ୍ରଘଟ ହେବାରେ ଲାଗିଛି। ଖ୍ୟାତନାମା ଅଭିନେତ୍ରୀ ରାଧିକା ଶରଥକୁମାର ମାଲୟାଲମ ଚଳଚ୍ଚିତ୍ରରେ କାର୍ଯ୍ୟ କରିବାର…

ଆନ୍ଦୋଳନ ବେଳେ ବଳ ପ୍ରୟୋଗ, କୋଲକାତା ପୋଲିସ ମୁଖ୍ୟଙ୍କୁ ଏନ୍‌ଏଚ୍‌ଆର୍‌ସି ନୋଟିସ

ନୂଆଦିଲ୍ଲୀ,୧ା୯ (ପି.ଟି.): କୋଲକାତାର ଆର୍‌.ଜି. କର ହସ୍ପିଟାଲର ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ ନ୍ୟାୟ ଦାବିକରି ଛାତ୍ରୀଛାତ୍ର ଗତ ୨୭ ତାରିଖରେ ନବାନ୍ନ ଅଭିମୁଖେ ବିକ୍ଷୋଭ ଶୋଭାଯାତ୍ରାରେ ଯାଉଥିବାବେଳେ ସେମାନଙ୍କ ଉପରେ ବର୍ବରତା ଓ ଅତ୍ୟଧିକ ବଳ…

ରୁବିନା ଫ୍ରାନ୍ସିସ୍‌ଙ୍କୁ ବ୍ରୋଞ୍ଜ

ଚାଟେରକ୍ସ,୧ା୯(ପି.ଟି.): ପ୍ୟାରିସ୍‌ରେ ଅନୁଷ୍ଠିତ ପାରାଲିମ୍ପିକ୍ସ ୨୦୨୪ରେ ଶନିବାର ଭାରତ ପାଇଁ ପଞ୍ଚମ ପଦକ ବିଜୟୀ ହୋଇଛନ୍ତି ପିସ୍ତଲ ଶୁଟର ରୁବିନା ଫ୍ରାନ୍ସିସ୍‌। ଏସ୍‌ଏଚ୍‌୧ ବର୍ଗର୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟର ଫାଇନାଲରେ ରୁବିନା ୨୧୧.୧ ପଏଣ୍ଟ ସ୍କୋର କରିବା ସହ ବ୍ରୋଞ୍ଜ…

ଦିଲ୍ଲୀରେ ଚାଞ୍ଚଲ୍ୟ: ୫ ବର୍ଷର ଶିଶୁଙ୍କୁ ବଳାତ୍କାର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀର କାପାଶେରା ଅଞ୍ଚଳରେ ୫ ବର୍ଷର ଶିଶୁକନ୍ୟାକୁ ଜଣେ ୧୪ ବର୍ଷର ବାଳକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଶିଶୁଟି ଘରେ ଏକୁଟିଆ ଥିବାବେଳେ ପଡୋଶୀ ଘରର ନାବାଳକ ତାଙ୍କ ଯୌନ ନିର୍ଯାତନା ଦେଇଥିବା ପୋଲିସ କହିଛି। ନାବାଳକଙ୍କୁ ଧରାଯାଇ…

ସୁନୀତି ମୁଣ୍ଡ ଭାଜପାରୁ ନିଲମ୍ବିତ

ଭୁବନେଶ୍ୱର,୩୧।୮: ଦଳ ବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ଭୁବନେଶ୍ୱର ମହନଗର ନିଗମ(ବିଏମ୍‌ସି) ପୂର୍ବତନ ମେୟର ପ୍ରାର୍ଥୀ ସୁନୀତି ମୁଣ୍ଡ୍‌ଙ୍କୁ ଭାଜପାରୁ ନିଲମ୍ବିତ କରାଯାଇଛି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri