Home Left

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମେଧାବୀ ଛାତ୍ରୀଙ୍କୁ ସ୍କୁଟି ସହ ମିଳିବ ପେଟ୍ରୋଲ

ଲକ୍ଷ୍ନୌ,୨୧।୭: ଉତ୍ତର ପ୍ରଦେଶର ଯୋଗୀ ସରକାର ଖୁବ୍ ଶୀଘ୍ର ରାଜ୍ୟର ମେଧାବୀ ଛାତ୍ରୀମାନଙ୍କୁ ଏକ ବଡ଼ ଉପହାର ଦେବାକୁ ଯାଉଛନ୍ତି । ମେଧାବୀ ଛାତ୍ରୀମାନଙ୍କୁ ସ୍କୁଟି ଦେବା ନେଇ ଘୋଷଣା କରାଯାଇଛି । ଯୋଗୀ କ୍ୟାବିନେଟ୍ ଏହି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛି।…

ଧର୍ମେନ୍ଦ୍ରଙ୍କ ଇସ୍ତଫା କାହିଁକି ନେଉନାହାନ୍ତି ମୋଦି ସରକାର? ଭିତିରି ରହସ୍ୟ ଖୋଲିଦେଲେ ଅଖିଲେଶ, ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ସିଜେପିର (CJP) ପ୍ରଦର୍ଶନ ସମୟରେ ହୋଇଥିବା ଲାଠିଚାର୍ଜ ଏବଂ ପୋଲିସ ହିଂସାରେ ଅନେକ ଛାତ୍ରୀଛାତ୍ର ଆହତ ହୋଇଥିଲେ। ଏହି ପ୍ରଦର୍ଶନକାରୀମାନେ NEET ପ୍ରଶ୍ନପତ୍ର ଲିକ୍‌ ମାମଲାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରୁଥିଲେ। ଏହି ପ୍ରୋଟେଷ୍ଟରେ…

ସରକାରଙ୍କ ଉପରେ ବଢ଼ିଲା ଚାପ, ଶେଷରେ ନେଲେ ଏହି ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୭: କକ୍ରୋଚ୍ ଜନତା ପାର୍ଟିର ପ୍ରତିବାଦ ସମୟରେ ଅନେକ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ଏହି ଘଟଣାରେ ଅନେକ ଯୁବକ ମଧ୍ୟ ଆହତ ହୋଇଥିଲେ। କେନ୍ଦ୍ରୀୟ ମନ୍ତ୍ରୀ ଜେପି ନଡ୍ଡା ଆହତମାନଙ୍କୁ ଭେଟିବାକୁ ମଙ୍ଗଳବାର ଦିଲ୍ଲୀର ଆରଏମଏଲ ହସ୍ପିଟାଲକୁ ଯାଇଥିଲେ।…

ଜଣେ ଶିକ୍ଷକରେ ଚାଲିଛି ୧୪୫୮ ସ୍କୁଲ

ଭୁବନେଶ୍ୱର,୨୧।୭: କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ UDISE+(Unified District Information System for Education Plus (UDISE+) ରିପୋର୍ଟରେ ଏକ ସାଂଘାତିକ ତଥ୍ୟ ସାମ୍ନାକୁ ଆସିଛି। ତଥ୍ୟ ମୁତାବକ, ରାଜ୍ୟରେ ଜଣେ ଶିକ୍ଷକରେ ୧୪୫୮ ସ୍କୁଲ ଚାଲିଛି। ଜଣେ ଶିକ୍ଷକରେ ଚାଲିଥିବା ସ୍କୁଲରେ…

‘ହୁଏତ ଶିକ୍ଷାମନ୍ତ୍ରୀଙ୍କୁ ଲେଖି ଆସେନି…’; ଧର୍ମେନ୍ଦ୍ର ପ୍ରଧାନଙ୍କୁ କଟାକ୍ଷ କରି ମହୁଆ କହିଲେ…

ନୂଆଦିଲ୍ଲୀ,୨୧।୭: ନିଟ୍‌ (NEET) ପେପର ଲିକ୍‌ ମାମଲାକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କ୍ରମାଗତ ଭାବରେ ଉଠୁଛି। ଏହି ପ୍ରସଙ୍ଗରେ କକ୍ରୋଚ ଜନତା ପାର୍ଟି (CJP) ପକ୍ଷରୁ ବଡ଼ଧରଣର ବିରୋଧ ପ୍ରଦର୍ଶନ କରାଯାଉଛି। ଦଳ ଏବଂ ପ୍ରଦର୍ଶନକାରୀ ଛାତ୍ରୀଛାତ୍ରମାନଙ୍କର…

୧୬ କେଜି ଗଞ୍ଜେଇ ଜବତ, ୨ ଗିରଫ

ନୂଆପଡ଼ା,୨୧।୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଅବକାରୀ ବିଭାଗ କର୍ମଚାରୀ ସୋମବାର ପୃଥକ୍‌ ସ୍ଥାନରେ ଚଢ଼ାଉ କରି ୧୬ କେଜି ଗଞ୍ଜେଇ ଜବତ ସହ ୨ଜଣଙ୍କୁ ଗିରଫ କରିଛନ୍ତି। ସୂଚନାକ୍ରମେ ଅବକାରୀ କର୍ମଚାରୀ ଖଡ଼ିଆର ରୋଡ଼ ସ୍ବସ୍ତିକ ଲଜ୍‌ ସମ୍ମୁଖରେ ଚଢ଼ାଉ…

ବସ୍‌ଷ୍ଟାଣ୍ଡ୍‌ରୁ ଯୁବତୀଙ୍କୁ ଉଠାଇ ନେଇ ଗଣବଳାତ୍କାର କଲେ ୩ ଯୁବକ: ଆଉ ତା’ପରେ ଘଟିଲା…

ମହୀଶୁର,୨୧।୭: କର୍ନାଟକର ମହୀଶୁର ଜିଲାରେ ପଶ୍ଚିମବଙ୍ଗର ଜଣେ ଯୁବତୀଙ୍କ ସହ ଗଣବଳାତ୍କାର ଅଭିଯୋଗରେ ତିନି ଜଣଙ୍କୁ ଗିରଫ କରାଯାଇଛି। ମାମଲାର ସତ୍ୟତା ଏବଂ ପୀଡିତାଙ୍କ ଅଭିଯୋଗର ତଦନ୍ତ ଚାଲିଛି। ଏହି ଘଟଣା ମହୀଶୁର ଜିଲାର ଟି. ନରସିପୁରା ଟାଉନ ଥାନା ଅଧୀନରେ…

ଆନ୍ଦୋଳନ ଭିତରେ ଖାର୍ଗେଙ୍କ ବଡ଼ ଘୋଷଣା: ଏଥର ମୁଁ ପାଳିବିନି…

ନୂଆଦିଲ୍ଲୀ,୨୧।୭: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମଙ୍ଗଳବାର କହିଛନ୍ତି , ସେ ନିଜର ଜନ୍ମଦିନ ପାଳନ କରିବେ ନାହିଁ। ଖାର୍ଗେଙ୍କ କହିବା କଥା ହେଉଛି ଏହା ଉତ୍ସବ ପାଳନ କରିବାର ଦିନ ନୁହେଁ, ବରଂ ଉତ୍ତରଦାୟିତ୍ୱ ମାଗିବାର ଦିନ ଅଟେ। ସେ…

ରୁଷିଆ ଉପରେ ବର୍ଷିଲା ଭାରତ: ସିଧା ସିଧା ଶୁଣାଇ ଦେଇ କହିଲା…

ନୂଆଦିଲ୍ଲୀ,୨୧।୭: ୟୁକ୍ରେନୀୟ ଉପକୂଳ ନିକଟରେ ଏକ ମାଲବାହୀ ଜାହାଜ ଉପରେ ଆକ୍ରମଣରେ ଚାରି ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ଘଟିଛି ଏବଂ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣା ପରେ ଭାରତ ରୁଷିଆର ରାଜଦୂତ ତଥା ଚାର୍ଜ ଡି’ଆଫେୟର୍ସଙ୍କ…

ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ପ୍ରସ୍ତୁତି : ନିର୍ବାଚନ ଆୟୋଗଙ୍କ ବଡ଼ ବୈଠକ

ଭୁବନେଶ୍ୱର, ୨୧।୭: ଆଗାମୀ ପଞ୍ଚାୟତ ଏବଂ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ଓଡ଼ିଶା ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି। ଏହି ବୈଠକରେ ରାଜ୍ୟର ସମସ୍ତ ଜିଲାପାଳଙ୍କ ସହ ଭିଡିଓ କନଫରେନ୍ସ (ଭିସି) ମାଧ୍ୟମରେ…

ଫ୍ଲାଟ୍‌ କିଣିଲେ ଜନ୍‌ ଆବ୍ରାହମ୍‌: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ବଲିଉଡରେ ଦୁଇ ଦଶନ୍ଧି ଧରି କାମ କରୁଥିବା ପ୍ରଖ୍ୟାତ ଅଭିନେତା ଜନ୍‌ ଆବ୍ରାହମ ଏକ ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାନ୍ତି। ସେ କେବଳ ତାଙ୍କ ଫିଲ୍ମ ପାଇଁ ନୁହେଁ ବରଂ ତାଙ୍କ ଧନସମ୍ପତ୍ତି ପାଇଁ ମଧ୍ୟ ପ୍ରାୟତଃ ଚର୍ଚ୍ଚାର ପରିସରକୁ ଆସିଥାନ୍ତି। ନିକଟରେ…

‘ଝାଡୁ ସମେତ ଏହି ସବୁ ଜିନିଷର ତୁରନ୍ତ ଆବଶ୍ୟକତା, କାରଣ…’; ଅଧରାତ୍ରିରେ ଏପରି ଦାବି କଲେ CJP ମୁଖପାତ୍ର, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟିର ଆହୱାନ କ୍ରମେ ସୋମବାର ବଡ଼ ସଂଖ୍ୟାରେ ପ୍ରଦର୍ଶନକାରୀମାନେ ପଦଯାତ୍ରା କରିଥିଲେ। ଏହି ସମୟରେ ବିଭିନ୍ନ ସ୍ଥାନରେ ସେମାନଙ୍କର ସୁରକ୍ଷାକର୍ମୀଙ୍କ ସହ ଧସ୍ତିଧାସ୍ତି ହୋଇଥିଲା। ପୋଲିସ ପ୍ରଦର୍ଶନକାରୀମାନଙ୍କୁ ଘଉଡ଼ାଇବା ପାଇଁ ଲାଠିଚାର୍ଜ କରିଥିଲା ଏବଂ ଗ୍ୟାସ ଗୋଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?