ଟାଟା ଷ୍ଟିଲ୍କୁ ବେଷ୍ଟ ସିଏସ୍ଆର୍ ପୁରସ୍କାର
ଭୁବନେଶ୍ୱର,୩୧।୮ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଟାଟା ଗ୍ରୁପ୍ର ଅଗ୍ରଣୀ କମ୍ପାନୀ ଟାଟା ଷ୍ଟିଲ୍କୁ ନିକଟରେ ଆଉ ଏକ ଜାତୀୟସ୍ତର ସମ୍ମାନ ‘ବେଷ୍ଟ ସିଏସ୍ଆର୍ ପୁରସ୍କାର ’ ପ୍ରଦାନ କରାଯାଇଛି। ବିଶେଷକରି କମ୍ପାନୀର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ…
ସୁଲଭ ମୂଲ୍ୟରେ ଭରସାଯୋଗ୍ୟ ୱାଇ-ଫାଇ ସେବା
ଭୁବନେଶ୍ୱର,୩୧।୮ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଟେଲିକମ୍ ସେବା ପ୍ରଦାନକାରୀ କମ୍ପାନୀ ଭାରତୀ ଏୟାରଟେଲ୍ (ଏୟାରଟେଲ୍)ର ସେବା ସମ୍ପ୍ରସାରଣ ସହ ଓଡ଼ିଶାର ସମସ୍ତ ୩୦ଟି ଜିଲାରେ ବ୍ରାଣ୍ଡ୍ର ହୋମ୍ ୱାଇ-ଫାଇ ସେବାକୁ ବିସ୍ତାର କରିଛି। ଏପରିକି ଏହି ସମ୍ପ୍ରସାରଣ ଦ୍ୱାରା ରାଜ୍ୟରେ…
ଆଖୁରସରୁ ଇଥାନଲ୍ ପ୍ରସ୍ତୁତି ଉପରୁ କଟକଣା ଉଠିଲା
ଭୁବନେଶ୍ୱର,୩୧।୮(ଅନୁରାଧା ମହାରଣା): ଚିନି ମିଲ୍ କ୍ଷେତ୍ରରେ ଏକ ଆଶ୍ୱସ୍ତିକର ଖବର ଆସିଛି। ସରକାର ଗତ ବର୍ଷ ଲଗାଇଥିବା କଟକଣାକୁ ପ୍ରତ୍ୟାହାରକରି ଇଥାନଲ୍ ଯୋଗାଣ ବର୍ଷ (ଇଏସ୍ଓ୍ବାଇ) ୨୦୨୪-୨୫ରେ ଇଥାନଲ୍ ଉତ୍ପାଦନ ପାଇଁ ଆଖୁରସ ଏବଂ ଚିନି ସିରପ ବ୍ୟବହାରକୁ ଅନୁମତି ଦେଇଛନ୍ତି।…
ପୂର୍ବୋଦୟ ବିକାଶ ଆଗରେ ରହିବ ଓଡ଼ିଶା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୧।୮ (ଅଭୟ ଦାଶ): ଉତ୍କଳ ଚାମ୍ବର ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଲିମିଟେଡ୍ (ୟୁସିସିଆଇଏଲ୍) ପକ୍ଷରୁ ଓଡ଼ିଶା ସରକାରଙ୍କ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍ଏସ୍ଏମ୍ଇ) ସହଭାଗିତାରେ ଭୁବନେଶ୍ୱରର ଜନତା ମଇଦାନଠାରେ ଗ୍ଲୋବାଲ ଟ୍ରେଡ୍ ଶୋ’ ରିସର୍ଜେଣ୍ଟ ଓଡ଼ିଶା-୨୦୨୪ର ଶୁଭାରମ୍ଭ ଶୁକ୍ରବାର…
ବାର୍ଡ ଫ୍ଲୁ: କୁକୁଡ଼ା ଦୋକାନୀଙ୍କୁ ସତର୍କକଲା ବିଏମ୍ସି
ଭୁବନେଶ୍ୱର,୩୧।୮(ଅନୁରାଧା ମହାରଣା): ଭୁବନେଶ୍ବର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ସହରର ସମସ୍ତ କୁକୁଡ଼ା ମାଂସ ଦୋକାନୀମାନଙ୍କୁ ବାର୍ଡ ଫ୍ଲୁ ସଂକ୍ରମଣ ନେଇ ସତର୍କ କରାଯାଇଛି। ଭୁବନେଶ୍ବର ଆଖପାଖ ଅଞ୍ଚଳରେ ବାର୍ଡ ଫ୍ଲୁ ଭୂତାଣୁ ସଂକ୍ରମିତ ହେଉଥିବାରୁ କୁକୁଡ଼ା ମାଂସ ଦୋକାନୀମାନେ ଉକ୍ତ ଅଞ୍ଚଳରୁ…
ଆଭ୍ୟନ୍ତରୀଣ ବାୟୁ ପ୍ରଦୂଷଣ ଅଧିକ ବିପଜ୍ଜନକ
ନୂଆଦିଲ୍ଲୀ,୩୧ା୮(ପି.ଟି.): ବାହ୍ୟ ବାୟୁ ପ୍ରଦୂଷଣ ତୁଳନାରେ ଘର ଭିତରର ବାୟୁ ପ୍ରଦୂଷଣ ସ୍ବାସ୍ଥ୍ୟ ପାଇଁ ଅଧିକ ବିପଜ୍ଜନକ ବୋଲି ବିଶେଷଜ୍ଞମାନେ କହିଛନ୍ତି। ବେଳେବେଳେ ପ୍ରଦୂଷିତ ଘରଗୁଡ଼ିକ ରହିଥିବା ଗାଁଠାରୁ ସହର ଅଧିକ ସ୍ବଚ୍ଛ ହୋଇଥାଏ। ଇଣ୍ଡିଆ କ୍ଲିନ୍ ଏୟାର ସମିଟ୍ (ଆଇସିଏଏସ୍), ୨୦୨୪କୁ…
ସ୍ମାର୍ଟ ମିଟର ସୁରକ୍ଷିତ, ଭରସାଯୋଗ୍ୟ: ଟିପିଡବ୍ଲ୍ୟୁଓଡିଏଲ୍
ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ):ପଶ୍ଚିମ ଓଡ଼ିଶାର ବିଦ୍ୟୁତ୍ ବିତରଣ କମ୍ପାନୀ ଟିପିଡବ୍ଲ୍ୟୁଓଡିଏଲ ନିରବଚ୍ଛିନ୍ନ ବିଦ୍ୟୁତ୍ ସେବା ଯୋଗାଇ ଦେବା ସହ ଗ୍ରାହକ ସେବା ପାଇଁ ସଦାସର୍ବାଦା ପ୍ରତିଶ୍ରୁତିବଦ୍ଧ ରହିଛି । ସ୍ମାର୍ଟ ମିଟର ସମ୍ପୂର୍ଣ୍ଣ ରୂପେ ସୁରକ୍ଷିତ ଓ ଭରସାଯୋଗ୍ୟ। ଶୁକ୍ରବାର ବରଗଡ଼ର ଏକ…
କର୍ମକର୍ତ୍ତାଙ୍କୁ ଏହି ଗୁରୁମନ୍ତ୍ର ଦେଲେ ନବୀନ
ଭୁବନେଶ୍ୱର,୩୧।୮: ଏକଜୁଟ ହୋଇ ଦଳକୁ ଶକ୍ତିଶାଳୀ କରିବା ପାଇଁ କାମ କରିବାକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଦଳର ଛାତ୍ର, ଯୁବ, ମହିଳା ଶାଖାକୁ ଆହ୍ବାନ ଦେଇଛନ୍ତି। ଶୁକ୍ରବାର ଶଙ୍ଖ ଭବନଠାରେ ଅନୁଷ୍ଠିତ ବିଜୁ ଛାତ୍ର…
୨ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ
ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ):ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ ଏବଂ ଏସ୍ପି ପି.ଏସ୍ ମୀନାଙ୍କ ଉପସ୍ଥିତିରେ ଶୁକ୍ରବାର ବରଗଡ଼ ଜିଲା ପୋଲିସ ମୁଖ୍ୟାଳୟରେ ୨ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ମାଓବାଦୀ ହେଲେ ଛତିଶଗଡ଼ ରାଜ୍ୟ ବିଜାପୁର ଜିଲା ଗାଙ୍ଗଲୁର ଥାନା…
ଆସାମ ବିଧାନସଭାରେ ୨ ଘଣ୍ଟିଆ ନମାଜ ବିରତି ବନ୍ଦ
ଗୁଆହାଟୀ,୩୧ା୮(ପି.ଟି.): ଆସାମ ବିଧାନସଭାରେ ମୁସଲମାନ ବିଧାୟକମାନଙ୍କ ନମାଜ ପାଠ ପାଇଁ ଶୁକ୍ରବାର ଦିଆଯାଉଥିବା ୨ ଘଣ୍ଟା ବିରତିକୁ ଉଠାଇ ଦିଆଯାଇଛି। ବିଧାନସଭାର ଆଗାମୀ ଅଧିବେଶନରୁ ଏହା କାର୍ଯ୍ୟକାରୀ ହେବ। ବିଧାନସଭାର ଏହି ନିଷ୍ପତ୍ତିକୁ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଐତିହାସିକ ବୋଲି କହି…
ନିଯୁକ୍ତି ଅପେକ୍ଷାରେ
ରେଳ ମନ୍ତ୍ରଣାଳୟ ଅଧ୍ୟକ୍ଷ/ସଦସ୍ୟ, ରେଳ ବୋର୍ଡ ଏବଂ ଜେନେରାଲ ମ୍ୟାନେଜର ସମେତ ଶୀର୍ଷ ପଦବୀଗୁଡ଼ିକରେ ନିଯୁକ୍ତି ବନ୍ଦ ରଖିଛି। ଏହି ନିଷ୍ପତ୍ତି ବୋଧହୁଏ ଭାରତୀୟ ଇଞ୍ଜିନିୟରିଂ ସର୍ଭିସେସ୍ (ଆଇଇଏସ୍) ମାଧ୍ୟମରେ ସେବାରେ ପ୍ରବେଶ କରିଥିବା ଅଧିକାରୀଙ୍କ ମଧ୍ୟରେ ବଢୁଥିବା ଅସନ୍ତୋଷ କାରଣରୁ…
ପାକିସ୍ତାନରେ ପ୍ରବଳ ବର୍ଷା: ଭୂସ୍ଖଳନରେ ପରିବାରର ୧୨ ମୃତ
ପେଶାଓ୍ବର,୩୦ା୮: ପାକିସ୍ତାନର ଉତ୍ତରପଶ୍ଚିମାଞ୍ଚଳରେ ଶୁକ୍ରବାର ପ୍ରବଳ ବର୍ଷା ସାଙ୍ଗକୁ ଭୂସ୍ଖଳନ ଯୋଗୁ ଗୋଟିଏ ଘର ଭୁଶୁଡ଼ି ପଡ଼ିଛି। ଫଳରେ ପରିବାରର ୯ ପିଲାଙ୍କ ସମେତ ୧୨ ଜଣଙ୍କ ମୃତ୍ୟୁ ହୋଇଛି। ଖାଇବର ପଖ୍ତୁନ୍ଖ୍ବା ପ୍ରଦେଶର ଅପର ଡିର୍ ଜିଲାରେ ଏହି ଦୁଃଖଦ…
Archives


