Home Left

ପ୍ୟାରିସ୍‌ ପାରାଲିମ୍ପିକ୍ସ: ଗୋଟିଏ ଦିନରେ ଭାରତକୁ ଚାରି ପଦକ

ଚାଟେରକ୍ସ, ୩୦।୮: ପ୍ୟାରିସ୍‌ରେ ଚାଲିଥିବା ପାରାଲିମ୍ପିକ୍ସର ଦ୍ୱିତୀୟ ଦିବସରେ ଭାରତକୁ ୪ଟି ପଦକ ମିଳିଛି। ମହିଳା ଶୁଟିଂ ତାରକା ଅଭନି ଲେଖରା ଦେଶ ପାଇଁ ପ୍ରଥମ ସ୍ବର୍ଣ୍ଣ ପଦକ ଜିତି ଥିବାବେଳେ ରୌପ୍ୟ ପଦକ ହାସଲ କରିଛନ୍ତି ଅନ୍ୟତମ ପୁରୁଷ ଶୁଟର…

ଯୁବକଙ୍କୁ ଖଣ୍ଡାରେ ହାଣି ଟଙ୍କା, ସୁନା ଚେନ୍‌ ଲୁଟ

ଗୋପାଳପୁର,୩୦।୮(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଧୀନ ଚାନ୍ଦପୁର ଏକ ଜରି ଫେକ୍ଟ୍ରି ନିକଟରେ ଜଣେ ଯୁବକଙ୍କୁ ଅଟକାଇ ଖଣ୍ଡାରେ ଆକ୍ରମଣ କରି ୩୦ ହାଜର ଟଙ୍କା ସହ ସୁନା ଚେନ୍‌ ଲୁଟି ନେଇଥିବା ଅଭିଯୋଗ ହୋଇଛି। ତଦନ୍ତ…

ସରକାରଙ୍କ ବଡ଼ ନିଷ୍ପତ୍ତି: ଓଡ଼ିଶାରେ ଆଉ ଡ୍ୟାନ୍ସ ବାର୍ ଆଉ ଚାଲିବ ନାହିଁ

ଭୁବନେଶ୍ୱର:୩୦।୮: ରାଜ୍ୟରେ ନୂଆ ଅବକାରୀ ନୀତି ଆଣିଛନ୍ତି ରାଜ୍ୟ ସରକାର। ଏହି ନୂଆ ଆଇନ ବଳରେ ରାଜ୍ୟରେ ଆଉ ଡ୍ୟାନ୍ସ ବାର୍ ଆଉ ଚାଲିବ ନାହିଁ। ବାର୍‌ ଗୁଡ଼ିକରେ ଚାହିଁଲେ ଅନୁମତି ନେଇ କେବେଳ ସଂଗୀତ ପରିବେଷଣ କରିପାରିବେ। କୌଣସି ପରିସ୍ଥିତିରେ…

ଅମିତ୍‌ ଶାହାଙ୍କୁ ଭେଟିଲେ ପଶ୍ଚିମବଙ୍ଗ ରାଜ୍ୟପାଳ

ନୂଆଦିଲ୍ଲୀ,୩୦ା୮: ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋଷ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କୁ ତାଙ୍କ ବାସଭବନରେ ସାକ୍ଷାତ୍‌ କରିଛନ୍ତି। ଏହି ଅବସରରେ ସେ କୋଲକାତାର ଆର୍‌.ଜି. କର ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ପରେ…

ଜାପାନରେ ସ୍ଥଳଭାଗ ଛୁଇଁଲା ବାତ୍ୟା: ୧୮୦ କିଲୋମିଟର ବେଗରେ ବହିଲା ପବନ

ଫୁକୁଓକା,୩୦ା୮: ଜାପାନରେ ଶାନ୍‌ଶାନ୍‌ ବାତ୍ୟା ପ୍ରଭାବରେ ଗୁରୁବାର ରାତିରୁ ଲଗାଣ ବର୍ଷା ଓ ପବନ ଲାଗି ରହିଛି। ଫଳରେ କେତେକ ସ୍ଥାନରେ ଭୂସ୍ଖଳନ ଘଟି ବ୍ୟାପକ କ୍ଷୟକ୍ଷତି ହେବା ସହ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ବାତ୍ୟା ଯୋଗୁ ପରିବହନ ଓ…

ଶିକାର କରିବା ପୂର୍ବରୁ ଧରାପଡ଼ିଲେ ଦୁଇ ଶିକାରୀ

ସୋନପୁର/ଉଲୁଣ୍ଡା, ୩୦।୮ (ମୃତ୍ୟୁଞ୍ଜୟ ଶତପଥୀ/ଉରୁକ୍ରମ ପାଣ୍ଡିଆ): ସୁବର୍ଣ୍ଣପୁର ବନଖଣ୍ଡ ଅନ୍ତର୍ଗତ ଉଲୁଣ୍ଡା ବନ କ୍ଷେତ୍ରାଞ୍ଚଳର ସିଂହାସନ ସଂରକ୍ଷିତ ଜଙ୍ଗଲରେ ଗୁରୁବାର ରାତିରେ ବନବିଭାଗର ଟିମ୍‌ ଚଢାଉ କରିଥିଲା। ଠିକ୍‌ ସମୟରେ ଚଢାଉ ଯୋଗୁ ଶିକାରୀ ବନ୍ୟପ୍ରାଣୀ ଶିକାର କରିବା ପୂର୍ବରୁ ବନ…

ରେଣ୍ଡୋ ମାଝିଙ୍କ ଶହୀଦ ଦିବସରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

କୋକସରା,୩୦ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆଦିବାସୀ ସଂଘ ପକ୍ଷରୁ ରେଣ୍ଡୋ ମାଝିଙ୍କ ୧୬୯ ତମ ଶହୀଦ ଦିବସ ପାଳନ ଓ ଜିଲାରେ ନିର୍ମାଣାଧୀନ ଆଦିବାସୀ ଭବନର ଶୁଭ ଉଦ୍‌ଘାଟନ କରିବା ପାଇଁ ଜିଲା ଆଦିବାସୀ ସଂଘର ଏକ ପ୍ରତିନିଧି ଦଳ…

ପାଳ ଭାଡ଼ିତଳୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇ ଥାନା ଅଧୀନ କରଦାଙ୍ଗି ଗ୍ରାମରୁ ଅପହୃତ ନାବାଳକ ଶାନ୍ତନୁ ପାତ୍ର(୧୨)ଙ୍କୁ ପୋଲିସ ଉଦ୍ଧାର କରିଛି। ନାବାଳକ ମୁମୂର୍ଷୁ ଅବସ୍ଥାରେ ଏକ ପାଳ ଭାଡ଼ିତଳେ ପଡ଼ିଥିଲେ। ତାଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ଥିବାରୁ ତଲକୋଇ ଗୋଷ୍ଠୀ…

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ଅଚ୍ୟୁତ ସାମନ୍ତ, ଜାଣନ୍ତୁ କ’ଣ ହେଲା ଆଲୋଚନା

ଭୁବନେଶ୍ୱର:୩୦।୮: ଶୁକ୍ରବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଛନ୍ତି ପୂର୍ବତ୍ତନ କନ୍ଧମାଳ ଏମପି ତଥା କିସ୍ ଓ କିଟ୍ ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ। ଏନେଇ ସୋସିଆଲ ମିଡିଆ ପ୍ଳାର୍ଟଫର୍ମ ଏକ୍ସ’ରେ ଏକ ପୋଷ୍ଟ ସେ କରି ସୂଚନା ଦେଇଛନ୍ତି। ଏହି…

ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲରେ ଲାଗିଲା ନିଆଁ

କୋରାପୁଟ,୩୦।୮(ଅମିତାଭ ବେହେରା ): କୋରପୁଟ ସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଶୁକ୍ରବାର ଏକ ଅଘଟଣ ଘଟିଛି। ମାତୃ ଓ ଶିଶୁ ୟୁନିଟ ଏସଏନ୍‌ସିୟୁ ଗୃହରେ ଥିବା ପ୍ୟାନେଲ ବୋର୍ଡରେ ବିଦ୍ୟୁତ୍‌ ଶଟ୍‌ ସର୍କିଟ ଯୋଗୁ ନିଆଁ…

ସ୍ୱାମୀ-ସ୍ତ୍ରୀ ଭିନ୍ନ ଭିନ୍ନ ବିଭାଗରେ ଚାକିରି କରିଥିଲେ ଗୋଟିଏ ଜିଲାରେ ମିଳିବ କି ନିଯୁକ୍ତି ? ବିଧାନସଭାରେ ସୂଚନା ଦେଲେ ମନ୍ତ୍ରୀ

ଭୁବନେଶ୍ୱର:୩୦।୮: ଓଡ଼ିଶାରେ ଉଭୟେ ସ୍ୱାମୀ ସ୍ତ୍ରୀ ସରକାରୀ ଚାକିରି କରୁଥିଲେ ସେମାନଙ୍କ ପାଇଁ ଖୁସି ଖବର। ଶୁକ୍ରବାର ବିଧାନସଭାରେ ଏକ ପ୍ରଶ୍ନର ଉତ୍ତରରେ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ବଡ଼ କଥା କହିଛନ୍ତି। ସ୍ୱାମୀ ଓ ସ୍ତ୍ରୀ ୨ଜଣ ଭିନ୍ନ ଭିନ୍ନ ବିଭାଗରେ…

ଦେବେନ୍ଦ୍ର ଫଡନଭିସ ହେବେ ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ? ଜବାବ ଦେଲେ ଉପମୁଖ୍ୟମନ୍ତ୍ରୀ

ମୁମ୍ବାଇ,୩୦।୮: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଗୁରୁବାର କହିଛନ୍ତି ଯେ ସେ ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବାର ଖବର କେବଳ ଗୁଜବ ଏବଂ ଏଭଳି ଖବର ପ୍ରତି ଧ୍ୟାନ ଦେବାର ଆବଶ୍ୟକତା ନାହିଁ, ଏଥିସହ ସେ ଏହା ମଧ୍ୟ କହିଛନ୍ତି ଯେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri