Home Left

ୟୁଜିସି ନିୟମାବଳୀ ଡ୍ରାଫ୍ଟ

ଦୀର୍ଘଦିନ ଧରି ଦେଶର ଉଚ୍ଚଶିକ୍ଷା ବ୍ୟବସ୍ଥା ବିଦେଶୀ ଢାଞ୍ଚାରେ ପରିଚାଳିତ ହେଉଥିଲା। ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକରେ ସ୍ବାଧୀନତା ପରବର୍ତ୍ତୀ ସମୟରେ ମଧ୍ୟ ସ୍ବଦେଶୀ ନୁହେଁ, ପରନ୍ତୁ ଶିକ୍ଷାଦାନର ପ୍ରଣାଳୀ ଓ ପ୍ରକ୍ରିୟା ଥିଲା ବିଦେଶୀ। କାରଣ ସେତେବେଳେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ…

ଶ୍ରମ ପିପାସୁ ଉଚ୍ଚ ପଦାଧିକାରୀ

ସମ୍ପ୍ରତି କର୍ମକ୍ଷେତ୍ରରେ ଦୈନନ୍ଦିନ କାର୍ଯ୍ୟ ସମୟ ବୃଦ୍ଧି ନେଇ ଇନ୍‌ଫୋସିସ୍‌ର ପ୍ରତିଷ୍ଠାତା ନାରାୟଣ ମୂର୍ତ୍ତି ଏବଂ ଲାର୍ସନ ଆଣ୍ଡ ଟୁବ୍ରୋର ଅଧ୍ୟକ୍ଷ ଦେଇଥିବା ମନ୍ତବ୍ୟ ବିଶ୍ୱସ୍ତରୀୟ ପ୍ରତିଯୋଗିତାମୂଳକ ପରିବେଶରେ ଉତ୍ପାଦକତା ଏବଂ କାର୍ଯ୍ୟ- ଜୀବନ ସନ୍ତୁଳନ ବିଷୟରେ ବିତର୍କକୁ ଉଜାଗର କରେ।…

ଦୁଇଟି ନିଷ୍ପତ୍ତି

କେନ୍ଦ୍ର ନେଇଥିବା ଦୁଇଟି ନିଷ୍ପତ୍ତିକୁ ନେଇ ପଞ୍ଜାବ ଏବଂ ହରିୟାଣାର ଅଂଶୀଦାର ରାଜଧାନୀ ଚଣ୍ଡିଗଡ଼ ପୁଣି ଥରେ ଦୃଷ୍ଟି ଆକର୍ଷଣ କରିଛି । ଏଭଳି ନିଷ୍ପତ୍ତି ରାଜନୈତିକ ଦ୍ୱନ୍ଦ୍ୱ ବା ଉତ୍ତେଜନା ସୃଷ୍ଟିକରିଛି। ବିଶେଷକରି ପ୍ରଶାସନିକ ପରିବର୍ତ୍ତନ ତଥା ଅମଲାତାନ୍ତ୍ରିକ ଅଦଳବଦଳ…

ଶୂନ୍ୟ ନିର୍ଗମନକୁ ଆଦିତ୍ୟ ଆଲୁମିନିୟମର ଗୁରୁତ୍ୱ

ଭୁବନେଶ୍ୱର,୧୮ା୧(ଅନୁରାଧା ମହାରଣା): ହିଣ୍ଡାଲ୍‌କୋ ଇଣ୍ଡଷ୍ଟ୍ରିଜ ଲିମିଟେଡ୍‌ର ସହଯୋଗୀ କମ୍ପାନୀ ଆଦିତ୍ୟ ଆଲୁମିନିୟମ ତାହାର ଲପଙ୍ଗାସ୍ଥିତ କାରଖାନାରୁ ନିର୍ଗତ ଫ୍ଲାଏ ଆଶ୍‌ ନିକଟସ୍ଥ ସିମେଣ୍ଟ ପ୍ଲାଣ୍ଟକୁ ଯୋଗାଣ କରିବ। ଏଥିପାଇଁ ଏକ ୫ବର୍ଷିଆ ଚୁକ୍ତି ସ୍ବାକ୍ଷରିତ କରିଛି। ଏହାସହ କମ୍ପାନୀ ଫ୍ଲାଏ ଆଶ୍‌…

୨୦୨୪ରେ ରିଲାଏନ୍ସ ରିଟେଲର ୭୭୯ ନୂଆ ଷ୍ଟୋର

ମୁମ୍ବାଇ,୧୮।୧(ଅଭୟ ଦାଶ): ୨୦୨୪ କ୍ୟାଲେଣ୍ଡର ଇୟରରେ ରିଲାଏନ୍ସ ରିଟେଲ ଭେଞ୍ଚର୍ସ ଲିମିଟେଡ୍‌ (ଆର୍‌ଆର୍‌ଭିଏଲ୍‌) ମୋଟ ୭୭୯ ନୂଆ ଷ୍ଟୋର ଖୋଲିଛି। ଏହାର ଅର୍ଥ ହେଉଛି କମ୍ପାନୀ ଗତ ବର୍ଷ ପ୍ରତିଦିନ ୨ରୁ ଅଧିକ ନୂଆ ଷ୍ଟୋର ଖୋଲିଥିଲା ଯାହା ଏକ ରେକର୍ଡ…

ଲକ୍ଷେ ଟପିଲା ରୁପା ଦର

ଭୁବନେଶ୍ୱର,୧୮।୧: ବର୍ତ୍ତମାନ ସାରା ଦେଶରେ ବିବାହ ଋତୁ ଆରମ୍ଭ ହୋଇଯାଇଛି। ଏପରିକି ବିବାହ ସାଙ୍ଗକୁ ଅନ୍ୟାନ୍ୟ ଶୁଭକାର୍ଯ୍ୟରେ ସବୁବର୍ଗର ଲୋକ ଅଳ୍ପ ବହୁତ ସୁନା ଓ ରୁପା ଓ ମୂଲ୍ୟବାନ ଧାତୁ କିଣିଥାନ୍ତି। ହେଲେ ବିବାହ ଋତୁ ଆରମ୍ଭରୁ ଓଡିଶା ବଜାରରେ…

ଜିଲା ପରିଷଦ ସଦସ୍ୟ-ସରପଞ୍ଚ ମୁହାଁମୁହିଁ, ଥାନାରେ ମାମଲା

ହାଟଡ଼ିହୀ/ଛେନାପଦି,୧୮ା୧(ଶୁଭକାନ୍ତ ନାୟକ/ ନିରାକାର ପରିଡ଼ା): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀ ବିଧାୟକ ଭାବେ ଗଡ଼ ଦଖଲ କରିଛନ୍ତି। ହେଲେ ନିର୍ବାଚନମଣ୍ଡଳୀରେ ଏବେ ଦଳୀୟ କନ୍ଦଳ ବଢ଼ିବାରେ ଲାଗିଛି। ବିଜେଡି ସମର୍ଥିତ ଜନ ପ୍ରତିନିଧିଙ୍କ ମଧ୍ୟରେ ମତଭେଦ ଦେଖିବାକୁ…

ମହାକୁମ୍ଭରେ ରୁଷିଆର ‘ମସ୍କୁଲାର ବାବା’

ପ୍ରୟାଗରାଜ,୧୮।୧: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆୟୋଜିତ ମହାକୁମ୍ଭରେ ସାରା ବିଶ୍ୱରୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଛି। ଗଙ୍ଗା, ଯମୁନା ଏବଂ ପୁରାଣବର୍ଣ୍ଣିତ ସରସ୍ବତୀ ନଦୀର ମିଳନ ସ୍ଥଳ ତ୍ରିବେଣୀ ସଙ୍ଗମରେ ଅନୁଷ୍ଠିତ ଏହି ମେଳାକୁ ବିଶ୍ୱର ସବୁଠୁ ବଡ଼ ଧର୍ମୀୟ ସମାବେଶ…

କୋଟାରେ ଓଡ଼ିଆ ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

କୋଟା,୧୮ା୧: ରାଜସ୍ଥାନର କୋଟାରେ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍‌ଇଇଟି) ପାଇଁ ପ୍ରସ୍ତୁତ ହେଉଥିବା ଜଣେ ଓଡ଼ିଆ ଛାତ୍ର ଆମତ୍ହତ୍ୟା କରିଛନ୍ତି। ମୟୂରଭଞ୍ଜ ଜିଲାର ୧୮ ବର୍ଷୀୟ ଛାତ୍ର ଅଭିଜିତ୍‌ ଗିରି ଗୁରୁବାର ରାତିରେ ନିଜ ହଷ୍ଟେଲ ରୁମ୍‌ ପଙ୍ଖାରେ…

ପଞ୍ଜାବରେ କଙ୍ଗନାଙ୍କ ‘ଏମର୍ଜେନ୍ସି’ ବନ୍ଦ

ଚଣ୍ଡିଗଡ଼,୧୮।୧: ଶିରୋମଣି ଗୁରୁଦ୍ୱାରା ପ୍ରବନ୍ଧକ କମିଟି (ଏସ୍‌ଜିପିସି) ଏବଂ ଅନ୍ୟ ଶିଖ୍‌ ସଂଗଠନଗୁଡ଼ିକ ରାଜ୍ୟବ୍ୟାପୀ ବିକ୍ଷୋଭ କରିବାରୁ ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରଣାଓ୍ବତ୍‌ଙ୍କ ‘ଏମର୍ଜେନ୍ସି’ ଫିଲ୍ମ ଶୁକ୍ରବାର ପଞ୍ଜାବର ସିନେମାହଲ୍‌ଗୁଡ଼ିକରେ ପ୍ରଦର୍ଶିତ ହୋଇନାହିଁ। ଉକ୍ତ ଚଳଚ୍ଚିତ୍ରକୁ ବେଆଇନ ଘୋଷଣା କରିବା ପାଇଁ…

ରୁଷିଆ ସେନାରେ ୧୨ ଭାରତୀୟଙ୍କ ମୃତ୍ୟୁ, ୧୬ ନିଖୋଜ

ନୂଆଦିଲ୍ଲୀ,୧୮।୧: ରୁଷିଆ ସେନାରେ ନିୟୋଜିତ ଥାଇ ୟୁକ୍ରେନ୍‌ ବିରୋଧରେ ଯୁଦ୍ଧ ଲଢ଼ୁଥିବାବେଳେ ୧୨ ଜଣ ଭାରତୀୟଙ୍କ ମୃତ୍ୟୁ ଘଟିଲାଣି। ଅନ୍ୟ ୧୬ ଭାରତୀୟ ନିଖୋଜ ଥିବା ଶୁକ୍ରବାର ବହିର୍ବ୍ୟାପାର ମନ୍ତ୍ରଣାଳୟ କହିଛି। ରୁଷିଆ ସେନାରେ ଭାରତୀୟମାନଙ୍କ ନିଯୁକ୍ତିକୁ ନେଇ ରହିଥିବା ୧୨୬ଟି…

ସୈଫ୍‌ ଆକ୍ରମଣ: ଭୁଲ୍‌ ବ୍ୟକ୍ତିଙ୍କୁ ଧରିଲା ମୁମ୍ବାଇ ପୋଲିସ

ମୁମ୍ବାଇ,୧୮ା୧: ବଲିଉଡ୍‌ ଅଭିନେତା ସୈଫ୍‌ ଅଲୀ ଖାନ୍‌ଙ୍କ ଘରକୁ ବୁଧବାର ରାତିରେ ଅନୁପ୍ରବେଶ କରି ତାଙ୍କୁ ୬ ଥର ଛୁରାମାଡ଼ କରିଥିବା ଅଭିଯୁକ୍ତଙ୍କୁ ମୁମ୍ବାଇ ପୋଲିସର ୨୦ ଟିମ୍‌ ଏଯାଏ ଧରିପାରି ନାହାନ୍ତି। ଏହା ପରିବର୍ତ୍ତେ ସେମାନେ ଏହି ଆକ୍ରମଣ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?