ଧନୀ ଅଭିନେତା ଶାହରୁଖ୍: ମୋଟ ସମ୍ପତ୍ତି ଜାଣିଲେ ହୋଇଯିବେ ତାଜୁବ
ନୂଆଦିଲ୍ଲୀ: ‘ହୁରୁନ ଇଣ୍ଡିଆ ରିଚ୍ ଲିଷ୍ଟ-୨୦୨୪’ର ଧନୀ ଭାରତୀୟ ଅଭିନେତାଙ୍କ ତାଲିକାରେ ବଲିଉଡ୍ ଅଭିନେତା ଶାହରୁଖ୍ ଖାନ୍ ପ୍ରଥମ ଥର ପାଇଁ ସ୍ଥାନ ପାଇଛନ୍ତି। ୭,୩୦୦ କୋଟିର ସମ୍ପତ୍ତି ସହ ଶାହରୁଖ୍ ଏହି ତାଲିକାର ସର୍ବାଗ୍ରେ ରହିଛନ୍ତି। ଆଇପିଏଲ୍ ଟିମ୍ କୋଲକାତା…
୭ ହଜାର ଫୁଟ ଉଚ୍ଚରୁ ଡେଇଁ ଜନ୍ମଦିନ ପାଳିଲେ
ଲଣ୍ଡନ: ସାଧାରଣତଃ ସମସ୍ତେ ନିଜର ଜନ୍ମଦିନକୁ ସ୍ବତନ୍ତ୍ର କରିବାକୁ ଚେଷ୍ଟା କରିଥାନ୍ତି। ଅଧିକାଂଶ ଲୋକ ନିଜର ବୟସ, ଖର୍ଚ୍ଚ, ପାରିବାରିକ ସ୍ଥିତି ଆଦି ଦେଖି ନିଜ ନିଜର ଜନ୍ମଦିନକୁ ନେଇ ଯୋଜନା ପ୍ରସ୍ତୁତ କରିଥାନ୍ତି। ତେବେ ବ୍ରିଟେନ୍ ମାନେଟ୍ ବେଲି ନାମ୍ନୀ…
ବ୍ୟବସାୟିକ ପରିବାରରୁ ଆସି ଜନପ୍ରତିନିଧି…ଆପଣଙ୍କ ବିଧାୟକଙ୍କୁ ଜାଣନ୍ତୁ
ଢେଙ୍କାନାଳ ଜିଲା କାମାକ୍ଷାନଗର ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ଶତ୍ରୁଘ୍ନ ଜେନା। ୨୦୨୪ ନିର୍ବାଚନରେ ସେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କୁ ୪,୬୬୨ ଭୋଟରେ ହରାଇ ପ୍ରଥମଥର ବିଧାୟକ ହୋଇଛନ୍ତି। ମୋଟ ୧ ଲକ୍ଷ…
ରାଜ୍ୟବାସୀଙ୍କୁ ଭୁଆଁ ବୁଲାଇବାରୁ କ୍ଷାନ୍ତ ରୁହନ୍ତୁ ସରକାର: ବିଜେଡି
ଭୁବନେଶ୍ୱର,୩୦।୮(ଅନିଲ ଦାସ):ବିଧାନସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତରକୁ ନେଇ କେତେକ ଗଣମାଧ୍ୟମ ବିଭ୍ରାନ୍ତିକର ଖବର ପରିବେଷଣ କରୁଛନ୍ତି। ୨୦୨୩-୨୪ ଆର୍ଥିକ ବର୍ଷରେ ରାଜ୍ୟ ସରକାର କେତେ ଟଙ୍କା ବିଜ୍ଞାପନ ଏବଂ ଆଡଭର୍ଟରିଆଲରେ ଖର୍ଚ୍ଚ କରିଛନ୍ତି ପ୍ରଶ୍ନର ଉତ୍ତରରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ଏବଂ…
ମୁମ୍ବାଇ ଏସିଆର ବିଲିୟନେୟାର କ୍ୟାପିଟାଲ
ନୂଆଦିଲ୍ଲୀ, ୩୦।୮: ‘ହୁରୁନ ଇଣ୍ଡିଆ ରିଚ୍ ଲିଷ୍ଟ-୨୦୨୪’ ଗୁରୁବାର ଜାରି ହୋଇଛି। ଏହି ରିପୋର୍ଟ ଅନୁଯାୟୀ, ଭାରତର ଆର୍ଥିକ ରାଜଧାନୀ ମୁମ୍ବାଇ ଚାଇନାର ରାଜଧାନୀ ବେଜିଂକୁ ପଛରେ ପକାଇ ଏସିଆର ବିଲିୟନେୟାର କ୍ୟାପିଟାଲ ଭାବେ ଉଭା ହୋଇଛି। ସମ୍ପ୍ରତି ମୂମ୍ବାଇରେ ୩୮୬…
ମୁଁ ତଳେ ଥିବାବେଳେ ସେ ଆକାଶରେ ଉଡୁଥିଲେ…ବିଜେଡି ବିଧାୟକଙ୍କୁ ସାନ ଭାଇ ଏମିତି କହିଦେଲେ ମନ୍ତ୍ରୀ
ଭୁବନେଶ୍ୱର,୨୯।୮(ଅନିଲ ଦାସ):ବିଜେଡି ସଭ୍ୟ ଦିବ୍ୟଶଙ୍କର ମିଶ୍ର ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ମଧ୍ୟରେ ପ୍ରଶ୍ନୋତ୍ତରକୁ ନେଇ ଗୁରୁବାର ବିଧାନସଭା ପ୍ରଶ୍ନକାଳରେ ଏକ ରୋଚକ ପରିବେଶ ସୃଷ୍ଟି ହୋଇଥିଲା। ରାଜସ୍ବ ବିଭାଗ ସମ୍ପର୍କିତ ପ୍ରଶ୍ନରେ ଦିବ୍ୟଶଙ୍କର କହିଥିଲେ, ରାଜସ୍ବ ମନ୍ତ୍ରୀ ମୋର…
ମମତାଙ୍କ ବିରୋଧରେ ଦିଲ୍ଲୀ ପୋଲିସରେ ଅଭିଯୋଗ
ନୂଆଦିଲ୍ଲୀ,୩୦ା୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ତୃଣମୂଳ ଛାତ୍ର ପରିଷଦର ଏକ କାର୍ଯ୍ୟକ୍ରମରେ ଭାଜପା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚେତାବନୀ ଦେଇଥିଲେ। ଯଦି ପଶ୍ଚିମବଙ୍ଗରେ ନିଆଁ ଲାଗେ ତେବେ ଆସାମ, ବିହାର, ଝାଡ଼ଖଣ୍ଡ, ଓଡ଼ିଶା ଓ ଦିଲ୍ଲୀ ଜଳିବ…
୨ ଖଣ୍ଡପୀଠ ମୁହାଁମୁହିଁ
ନୂଆଦିଲ୍ଲୀ,୩୦ା୮: ଜାତୀୟ ରାଜଧାନୀ ଦିଲ୍ଲୀର ପରିବେଶ ସମ୍ବେଦନଶୀଳ ଜୋନ୍ ରିଜ୍ ଅଞ୍ଚଳରେ ଅନଧିକୃତ ଗଛକଟା ପ୍ରସଙ୍ଗରେ ୨ଟି ଅନୁରୂପ ମାମଲାକୁ ନେଇ ସୁପ୍ରିମକୋର୍ଟଙ୍କ ଦୁଇ ପୃଥକ୍ ବେଞ୍ଚ ମୁହାଁମୁହିଁ ହୋଇଛନ୍ତି। ଏହି ବିବାଦ ଗତ ମାସରେ ସାମ୍ନାକୁ ଆସିଥିଲା। ଦିଲ୍ଲୀ ଉନ୍ନୟନ…
ବନ୍ୟାସ୍ରୋତରେ ମହାନଦୀପଠାରୁ ଅତଡ଼ା ଧସୁଛି
ରଘୁନାଥପୁର, ୩୦।୮(ରାଜେନ୍ଦ୍ର ନାରାୟଣ ସିଂହ): ମହାନଦୀ ସାଉଥ୍ ଜଳସମ୍ପଦ ବିଭାଗ ତଥା ମଣିଜଙ୍ଗା ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଅଧୀନରେ ଥିବା ରଘୁନାଥପୁର ତହସିଲ ଅନ୍ତର୍ଗତ ତାରପୁର, ଗୋକୁଳପୁର ଓ ହରିଶପୁରଠାରେ ମହାନଦୀ ପଠା ବନ୍ୟାସ୍ରୋତରେ ନଦୀଗର୍ଭରେ ଲୀନ ହେବାକୁ ଲାଗିଛି। ଧୀରେ…
ବିଡିଓଙ୍କ କାର୍ଯ୍ୟ ଉପରେ ପ୍ରଶ୍ନ ଉଠାଇଲେ ପ୍ରଣବ
ଧର୍ମଶାଳା,୨୯ା୮(ବଟକୃଷ୍ଣ ପରିଡ଼ା):ଯାଜପୁର ଜିଲାର ଧର୍ମଶାଳାରେ ରାଜନୈତିକ ବିବାଦ ଉଗ୍ର ହେବାରେ ଲାଗିଛି। ଆରୋପ ପ୍ରତ୍ୟାରୋପ ସହ ନେତା, କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହେଉଛି। ସ୍ଥିତି ଏପରି ହୋଇଛି ଯେ, ପଞ୍ଚାୟତ ସମିତି ପରିସରରେ ପଞ୍ଚାୟତ ଜନ ପ୍ରତିନିଧିମାନେ ନିଜକୁ…
୧୦ କୋଟିର ମ୍ୟୁଜିୟମ୍ ଏବେ ଭୂତକୋଠି
ଯାଜପୁର,୩୦ା୮(ହର୍ଷବର୍ଦ୍ଧନ ବେହେରା) : ରାଜ୍ୟରେ ପର୍ଯ୍ୟଟନର ଭିତ୍ତିଭୂମି ବିକାଶ ଅଧାରେ ଅଟକିଛି। କେତେକାଂଶରେ କାମ ସରିଛି, ହେଲେ ଏଯାଏ କାର୍ଯ୍ୟକାରୀ ହୋଇ ପାରିନାହିଁ। ଏହାବାଦ୍ ନିମ୍ନମାନର କାର୍ଯ୍ୟ ପର୍ଯ୍ୟଟନସ୍ଥଳୀର ଦୀର୍ଘସ୍ଥାୟିତ୍ୱକୁ ନେଇ ସନ୍ଦେହ ସୃଷ୍ଟି କରିଛି। ସେଥିମଧ୍ୟରୁ ବିଭିନ୍ନ ପର୍ଯ୍ୟାୟରେ ପ୍ରାୟ…
ସୁରକ୍ଷା ମାଗିଲେ ଧର୍ମଶାଳା ବିଧାୟକ
ଯାଜପୁର,୩୦ା୮(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ କୁମାରୀସ୍ଥିତ କାର୍ଯ୍ୟାଳୟ ଆଗରେ ଗୁଳି ଫୁଟିଛି। କେହି ଦୁର୍ବୃତ୍ତ ଫାଙ୍କା ଗୁଳିଚାଳନା କରି ଫେରାର ହୋଇଯାଇଛନ୍ତି। ଧର୍ମଶାଳା ପୋଲିସ ୨ଟି ଖୋକା ଜବତ କରିବା ସହ ଘଟଣାର ଅଧିକ ତଦନ୍ତ…
Archives


