Home Left

କ୍ରୀଡ଼ାବିତ୍‌ଙ୍କ ସଫଳତାରେ ପ୍ରତ୍ୟେକ ଓଡ଼ିଆ ଗର୍ବିତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩୦ା୮ (ତପନ ସ୍ବାଇଁ):ଜାତୀୟ କ୍ରୀଡ଼ା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଲୋକସେବା ଭବନସ୍ଥିତ କନ୍‌ଭେନଶନ ହଲ୍‌ରେ ବିଜୁ ପଟ୍ଟନାୟକ କ୍ରୀଡ଼ା ଓ ସାହସିକତା ପୁରସ୍କାର ପ୍ରଦାନ କରିଛନ୍ତି। ହକିର ପ୍ରବାଦପୁରୁଷ ମେଜର ଧ୍ୟାନଚାନ୍ଦଙ୍କ ଭାରତୀୟ ହକି…

୫ ଛୁଆ ଜନ୍ମଦେଲା ସିଂହୀ ‘ବିଜ୍‌ଲୀ’

ବାରଙ୍ଗ,୩୦।୮(ଲିଙ୍ଗରାଜ ରାଉତ):ନନ୍ଦନକାନନର ଅନ୍ୟତମ ଆକର୍ଷଣ ସିଂହୀ ବିଜ୍‌ଲୀ ଗୁରୁବାର ୫ ଛୁଆ ଜନ୍ମ ଦେଇଛି। ୨୦୨୦ ମସିହାରେ ବିଜ୍‌ଲୀକୁ ଇନ୍ଦୋର ପ୍ରାଣୀ ଉଦ୍ୟାନରୁ ନନ୍ଦନକାନନକୁ ଅଣାଯାଇଥିଲା। ଏଥର ସିଂହ ‘ସମ୍ରାଟ’ ସହ ମିଶି ୪ର୍ଥ ଥର ପାଇଁ ୯ ବର୍ଷୀୟା ବିଜ୍‌ଲୀ…

ଲଘୁଚାପ ସକ୍ରିୟ:୨ ପର୍ଯ୍ୟନ୍ତ ବର୍ଷା

ଭୁବନେଶ୍ୱର,୩୦ା୮ (ଅନୁରାଧା ମହାରଣା):ପୂର୍ବ ମଧ୍ୟ ଏବଂ ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକବ୍ରାର ପଶ୍ଚିମ ଉତ୍ତର ଦିଗରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧପ୍ରଦେଶ ଉପକୂଳବର୍ତ୍ତୀ ଅଞ୍ଚଳ ଦେଇ ଗତି କରିବ। ଏହା ପ୍ରଭାବରେ ଓଡ଼ିଶାରେ ବର୍ଷା…

ପୁଟିନଙ୍କୁ ଧୋକା: ରୁଷିଆର ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ଗିରଫ

ନୂଆଦିଲ୍ଲୀ,୨୯ା୮: ଜାଲିଆତି ଅଭିଯୋଗରେ ରୁଷିଆର ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ପାଭେଲ ପୋପୋଭ୍‌ଙ୍କୁ ଗୁରୁବାର ଗିରଫ କରାଯାଇଛି। ସେ ଦୋଷୀସାବ୍ୟସ୍ତ ହେଲେ ୧୦ ବର୍ଷ ଜେଲରେ ରହିପାରନ୍ତି ବୋଲି ରୁଷିଆ ସରକାରୀ ନ୍ୟୁଜ୍‌ ଏଜେନ୍ସି ପକ୍ଷରୁ କୁହାଯାଇଛି। ଗତ କିଛିମାସ ମଧ୍ୟରେ ଜାଲିଆତି,…

ଜଳବାୟୁ ପରିବର୍ତ୍ତନ: ଗ୍ରୀସ୍‌ ଉପକୂଳରେ ୧୦୦ ଟନ୍‌ ମଲା ମାଛ

ଭୋଲୋସ୍‌,୨୯ା୮: ଜଳବାୟୁ ପରିବର୍ତ୍ତନର ପ୍ରଭାବ କେବଳ ମଣିଷଙ୍କ ଜୀବନକୁ ଦୁର୍ବିସହ କରିନାହିଁ, ବନ୍ୟଜନ୍ତୁ ଓ ସାମୁଦ୍ରିକ ଜୀବ ମଧ୍ୟ ପ୍ରଭାବିତ ହୋଇଛନ୍ତି। ଗ୍ରୀସ୍‌ର ଭୋଲୋସ୍‌ ବନ୍ଦର ଆଖପାଖ ଅଞ୍ଚଳରେ ୧୦୦ ଟନ୍‌ରୁ ଊର୍ଦ୍ଧ୍ୱ ମଲା ମାଛ ପଡ଼ିଥିବା ଦେଖିବାକୁ ମିଳିଛି। ଏଥେନ୍ସ…

ଅନୁଗୋଳ ଜିଲାରେ ବିଶ୍ୱସ୍ତରୀୟ ଷ୍ଟାଡିୟମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ

ଭୁବନେଶ୍ୱର,୨୯ା୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଗୁରୁବାର ଲୋକସେବା ଭବନରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ଆଲୋଚନା ସମୟରେ ଓଡିଶାରେ କମ୍ପାନୀ ପକ୍ଷରୁ ଚାଲୁ ରହିଥିବା ପ୍ରକଳ୍ପ…

ଚାକିରିରୁ ବାହାର କରିଦେବାରୁ ମାଲିକଙ୍କୁ କୋଦାଳରେ ମରଣାନ୍ତକ ଆକ୍ରମଣ

ବଡ଼ବିଲ,୨୯ା୮(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଗ୍ରୀଡ୍‌ ସବ୍‌ଷ୍ଟେଶନ ନିକଟସ୍ଥ ପୌରପାଳିକା ଭେଣ୍ଡିଂ ଜୋନ୍‌ରେ ଥିବା ୱେଲ୍ଡିଂ ଦୋକାନ ମାଲିକଙ୍କୁ ହେଲପର ମରଣାନ୍ତକ ଆକ୍ରମଣ କରିଛନ୍ତି। ଏଥିରେ ଦୋକାନ ମାଲିକ ମଥୁରା ଗିରି ଗୁରୁତର ହୋଇ ଭୁବନେଶ୍ୱରସ୍ଥିତି ଏକ…

ପୋଲିସ-ମାଓବାଦୀ ମୁହାଁମୁହିଁ: ୩ ମହିଳା ମାଓବାଦୀ ନିହତ

ମାଲକାନଗିରି,୨୯ା୮(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ନାରାୟଣପୁର ଏବଂ କାଙ୍କେର ଜିଲା ସୀମାବର୍ତ୍ତୀ ଅଞ୍ଚଳରେ ଗୁରୁବାର ପୋଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୩ଜଣ ମହିଳା ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ନାରାୟଣପୁର ଏବଂ କାଙ୍କର ଜିଲା ସୀମାବର୍ତ୍ତୀ…

ମମତା ଚାହୁଁ ନାହାନ୍ତି କୋଲକାତା ମାମଲାର ଗୁମର ଫିଟୁ: ଅଧିର ରଞ୍ଜନଙ୍କ ବଡ଼ ଅଭିଯୋଗ

କୋଲକାତା,୨୯।୮: କୋଲକାତା ଆର.ଜି କର ମେଡିକାଲ କଲେଜ ଏବଂ ହସପିଟାଲରେ ଜଣେ ମହିଳା ଟ୍ରେନି ଡାକ୍ତରଙ୍କ ପ୍ରତି ଅତ୍ୟାଚାର ଘଟଣାକୁ ନେଇ ଦିନକୁ ଦିନ ରାଜନୈତିକ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କଂଗ୍ରେସ ନେତା ଅଧିର ରଂଜନ ଚୌଧୁରୀ…

ସୋମବାର ପଶ୍ଚିମବଙ୍ଗ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ

କୋଲକାତା,୨୯ା୮: ବଳାତ୍କାର ନିରୋଧୀ ବିଲ୍‌ ଗୃହୀତ କରାଇବା ପାଇଁ ପଶ୍ଚିମବଙ୍ଗ ସରକାର ୨ ଦିନିଆ ସ୍ବତନ୍ତ୍ର ଅଧିବେଶନ ଡାକିଛନ୍ତି। ସୋମବାର ବିଲ୍‌ ଆଗତ ହେବାକୁ ଥିବାବେଳେ ମଙ୍ଗଳବାର ଏହା ଉପରେ ଆଲୋଚନା ହୋଇ ଗୃହୀତ କରାଯିବ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ…

କେଜରିଓ୍ବାଲ ମୋ ସ୍ବପ୍ନରେ ଆସିଲେ ଆଉ କହିଲେ… ରାମଚନ୍ଦ୍ର ବଖାଣିଲେ ତାଙ୍କ ରିଟର୍ନ ଷ୍ଟୋରୀ

ନୂଆଦିଲ୍ଲୀ,୨୯।୮: ତିନି ଦିନ ପୂର୍ବରୁ ଭାଜପାରେ ଯୋଗ ଦେଇଥିବା ୱାର୍ଡ ନମ୍ବର ୨୮ର ଆମ ଆଦମୀ ପାର୍ଟି (ଏଏପି) କାଉନସିଲର ରାମଚନ୍ଦ୍ର ଗୁରୁବାର ପୁଣି ଦଳକୁ ଫେରିଛନ୍ତି। ଅତୀତରେ ବାୱାନାର ଜଣେ ବିଧାୟକ ଥିବା ରାମଚନ୍ଦ୍ର ବର୍ତ୍ତମାନ ଆମ ଆଦମୀ ପାର୍ଟିର…

ନୂଆଁଖାଇ ପୂର୍ବରୁ ବକେୟା ଦରମା ଦିଅ

ବରଗଡ଼,୨୯।୮(ପ୍ରେମାନନ୍ଦ ଖମାରୀ): ବରଗଡ ପୌର ପରିଷଦ ଅଧୀନରେ କାର୍ଯ୍ୟରତ ସ୍ବଚ୍ଛସାଥୀ, ସୁପରଭାଇଜରଙ୍କୁ ଠିକ୍‌ଭାବେ ଦରମା ମିଳୁନାହିଁ। ଏଭଳି ଅଭିଯୋଗ କରି ଗୁରୁବାର ସେମାନେ ପୌର ପରିଷଦ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଥିଲେ। ନୂଆଁଖାଇ ପୂର୍ବରୁ ବକେୟା ଦରମା ପ୍ରଦାନ ପାଇଁ ସେମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri