ମହାକୁମ୍ଭ ଛାଡିବେ ସୁନ୍ଦରୀ ସାଧ୍ୱୀ ହର୍ଷା ରିଛାରିଆ
ପ୍ରୟାଗରାଜ,୧୭।୧: ସଙ୍ଗମ ସହରରେ ଅନୁଷ୍ଠିତ ହେଉଥିବା ମହାକୁମ୍ଭରେ, ବହୁ ସଂଖ୍ୟକ ଭକ୍ତ ସ୍ନାନ ପାଇଁ ପହଞ୍ଚୁଛନ୍ତି। ଏହି ସମୟରେ ଭାଇରାଲ ସାଧ୍ୱୀ ହର୍ଷା ରିଛାରିଆ ମହାକୁମ୍ଭ ଛାଡିବାକୁ ଘୋଷଣା କରିଛନ୍ତି। ମହାକୁମ୍ଭ ପୂର୍ବରୁ ଅମୃତ ସ୍ନାନରେ ହର୍ଷାଙ୍କୁ ସାମିଲ କରିବା ଏବଂ…
ପାକିସ୍ତାନ କୋର୍ଟରୁ ଇମ୍ରାନଙ୍କୁ ଲାଗିଲା ବଡ଼ ଝଟ୍କା
ଇସଲାମାବାଦ,୧୭।୧: ଅଲ-କାଦିର ଟ୍ରଷ୍ଟ ସହ ଜଡିତ ଜମି ଦୁର୍ନୀତି ମାମଲାରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୧୪ ବର୍ଷ ଜେଲଦଣ୍ଡ ଦିଆଯାଇଛି। ଏହା ବ୍ୟତୀତ ବୁଶରା ବିବିଙ୍କୁ ୭ ବର୍ଷ ଜେଲଦଣ୍ଡ ଦିଆଯାଇଛି। ଆର୍ଯ୍ୟ ନ୍ୟୁଜର ରିପୋର୍ଟ ଅନୁଯାୟୀ, ରାୱଲପିଣ୍ଡିର…
‘୩୦ ହଜାର ଟନ୍ ଧାନ କିଣି ୮ ହଜାର କୋଟି ଟଙ୍କା ଚାଷୀଙ୍କୁ ଦେଲେଣି ସରକାର’
ଭୁବନେଶ୍ୱର,୧୭।୧: ଚଳିତ ଖରିଫ ଋତୁରେ ରାଜ୍ୟରେ ଧାନକିଣା ପ୍ରକ୍ରିୟା ଚାଲିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟ ସରକାର ୩୦ ହଜାର ଟନ୍ ଧାନ କିଣି ସାରିଥିବା ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଶୁକ୍ରବାର ପ୍ରକାଶ କରିଛନ୍ତି। ଚାଷୀଙ୍କୁ ଏହି ବାବଦକୁ ୮ ହଜାର…
ଭାଗ ଜମି ବିକ୍ରି ବନ୍ଦ, ସରଳୀକରଣ ନିୟମ ପ୍ରଣୟନ ଲାଗି ମନ୍ତ୍ରୀଙ୍କୁ ଦାବିପତ୍ର
ଛତ୍ରପୁର,୧୭ା୧(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାରେ ୨୦୨୨ ମେ ୧ଠାରୁ ଭାଗ ଜମି ବିକ୍ରୟ କରିବା ବନ୍ଦ ହୋଇଯାଇଛି। ଏହି ସମସ୍ୟା ସମାଧାନ ନେଇ ଶୁକ୍ରବାର ଗଞ୍ଜାମ ଜିଲା ଛତ୍ରପୁର ଗସ୍ତ ସମୟରେ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ…
ଦୁଇ ଦିନ ବ୍ୟବଧାନ ପରେ ପୁଣି ଫେରିଲା ଶୀତ, ଥରୁଛି ଜି. ଉଦୟଗିରି
ଜି.ଉଦୟଗିରି,୧୭।୧(ଶିଶିର ପଟ୍ଟନାୟକ): ଦୁଇ ଦିନର ବ୍ୟବଧାନ ପରେ ପୁଣି ଫେରିଛି ଶୀତ। ରାଜ୍ୟର ସବୁଠାରୁ ଶୀତଳ ସହର ଜି ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ସେଲସିୟସ ରହିଛି। ଗୁରୁବାର ୭.୨ ଡିଗ୍ରୀ ରହିଥିଲା। ହାଡ଼ ଭଙ୍ଗା ଶୀତ ସାଙ୍ଗକୁ କୋହଲା…
ସ୍ବାମୀ-ଝିଅଙ୍କ ଆଖି ସାମ୍ନାରେ ମହିଳାଙ୍କ ମୁଣ୍ଡରେ ଚଢ଼ିଗଲା ଟ୍ରକ୍, ଚାଲିଗଲା ଜୀବନ
ଦିଗପହଣ୍ଡି,୧୭ା୧(ଅଶେଷ ନାଥ ମିଶ୍ର): ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ଖେମୁଣ୍ଡି କଲେଜ ନିକଟରେ ଶୁକ୍ରବାର ପୂର୍ବାହ୍ନରେ ଏକ ଟ୍ରକ୍ (ନଂ.ଓଡ଼ି ୦୭ ବି-୬୩୫୪) ମାଡ଼ିଯିବାରୁ ଦିଗପହଣ୍ଡି ଥାନା ଭୀଷ୍ମଗିରି ଗ୍ରାମର ରାଣୀ ପାତ୍ର ନାମ୍ନୀ ମହିଳା ଘଟଣାସ୍ଥଳରେ ମୃତ୍ୟୁବରଣ କରିଛନ୍ତି।…
ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଆହୁରି ବଢିବ ଶୀତ
ଭୁବନେଶ୍ୱର,୧୭।୧: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ୧୮ ତାରିଖ ପର୍ଯ୍ୟନ୍ତ ଘନକୁହୁଡି ଅନୁଭୁତ ହେବ। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନ ଥିଲେ ମଧ୍ୟ କେତେକ ଜିଲାରେ ତାପମାତ୍ରା କମିବାର ସମ୍ଭାବନା ରହିଛି।…
ହ୍ବାଇଟ ହାଉସରେ ଆକ୍ରମଣ କରିବା ମହଙ୍ଗା ପଡିଲା ଏହି ଭାରତୀୟ ମୂଳ ବାସିନ୍ଦାଙ୍କୁ! ହେଲା ୮ ବର୍ଷ ଜେଲ
ଓ୍ବାଶିଂଟନ,୧୭।୧: ଆମେରିକାର ରାଷ୍ଟ୍ରପତି ଭବନ ହ୍ବାଇଟ ହାଉସ ଉପରେ ଆକ୍ରମଣ କରିବା ଅଭିଯୋଗରେ ୨୦ ବର୍ଷୀୟ ମୂଳ ଭାରତୀୟ ନାଗରିକ ସାଇ ବର୍ଷିତ କଣ୍ଡୁଲାଙ୍କୁ ୮ ବର୍ଷ ଜେଲଦଣ୍ଡ ଦିଆଯାଇଛି। ୨୨ ମଇ, ୨୦୨୩ରେ, କଣ୍ଡୁଲା ଏକ ଟ୍ରକରେ ହ୍ବାଇଟ ହାଉସ…
ଖୁସି ଖବର: ନନ୍ଦନକାନନରେ ଜଳହସ୍ତୀ ଶାବକ ଜନ୍ମ
ବାରଙ୍ଗ/ତ୍ରିଶୂଳିଆ, ୧୭।୧ (ଲିଙ୍ଗରାଜ ରାଉତ/ତୁଷାରକାନ୍ତ ବେହେରା): ପ୍ରାଣୀଉଦ୍ୟାନ ନନ୍ଦନକାନନରୁ ଆସିଛି ଏକ ଖୁସି ଖବର। ପ୍ରାଣୀଉଦ୍ୟାନର ୬୨ ନମ୍ବର ଖୁଆଡ଼ରେ ରହୁଥିବା ଜଳହସ୍ତୀ ଏକ ଶାବକ ଜନ୍ମ ଦେଇଛି। ମା’ ଓ ଛୁଆ ସୁସ୍ଥ ଥିବାବେଳେ ଜଳାଶୟରେ ବିଚରଣ କରୁଥିବା ଜଣାପଡ଼ିଛି।…
ସମୁଦ୍ରରେ ବୁଡ଼ିଗଲା ପ୍ରବାସୀଙ୍କ ଡ଼ଙ୍ଗା, ୪୦ ପାକିସ୍ତାନୀ ମୃତ
ରାବତ,୧୭।୧: ଉତ୍ତର ଆଫ୍ରିକୀୟ ଦେଶ ମରକ୍କୋରେ ଗୁରୁବାର ଏକ ବଡ଼ ଦୁର୍ଘଟଣା ଘଟିଛି। ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ସମୁଦ୍ରରେ ଓଲଟି ପଡ଼ିଥିଲା। ଯେଉଁଥିରେ ୪୦ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଥିବା କୁହାଯାଉଛି। କୁହାଯାଉଛି ଯେ ଏହି ଡଙ୍ଗାରେ ୮୦…
ସୈଫଙ୍କୁ ଛୁରାମାଡ଼ ଘଟଣା: ସନ୍ଦିଗ୍ଧ ଯୁବକଙ୍କୁ ଗିରଫ କଲା ମୁମ୍ବାଇ ପୋଲିସ
ମୁମ୍ବାଇ,୧୭।୧: ଅଭିନେତା ସୈଫ ଅଲ୍ଲି ଖାନ୍ଙ୍କୁ ଛୁରାମାଡ଼ ଘଟଣାରେ ସନ୍ଦିଗ୍ଧ ଯୁବକଙ୍କୁ ଗିରଫ କରାଯାଇଛି। ସନ୍ଦିଗ୍ଧ ଯୁବକକୁ ମୁମ୍ବାଇ ପୋଲିସର ସ୍ପେଶାଲ ଟିମ ଗିରଫ କରିଛି। ମୁମ୍ବାଇ ବାନ୍ଦ୍ରା ସ୍ଥିତ ଘରେ ପଶି ସୈଫଙ୍କୁ ସନ୍ଦିଗ୍ଧ ଯୁବକ ଜଣଙ୍କ ଛୁରାମାଡ଼ କରିଥିଲେ।…
ଚିନ୍ତାରେ କରିନା! ସୈଫଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ବେବୋ କହିଲେ…
ମୁମ୍ବାଇ,୧୭।୧: ଜାନୁଆରୀ ୧୫ ରାତି ପ୍ରାୟ ୩.୩୦ ସମୟରେ ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ଉପରେ ଜଣେ ଚୋର ଛୁରୀରେ ଆକ୍ରମଣ କରିଥିଲେ। ରିପୋର୍ଟ ଅନୁଯାୟୀ, ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ପୁଅ ଜାହାଙ୍ଗୀରଙ୍କ କୋଠରୀକୁ ଚୋରି କରିବା ଉଦ୍ଦେଶ୍ୟରେ…

