Home Left

ଆର୍‌.ଜି. କର ହସ୍ପିଟାଲରେ ପଶିଲା ଇଡି

ନୂଆଦିଲ୍ଲୀ,୨୮।୮:ଟ୍ରେନି ମହିଳା ଡାକ୍ତର ବଳାତ୍କାର ଓ ହତ୍ୟା ଘଟଣାକୁ ନେଇ ଚର୍ଚ୍ଚାରେ ଥିବା କୋଲକାତାର ଆର୍‌.ଜି. କର ମେଡିକାଲ କଲେଜ ଓ ହସ୍ପିଟାଲରେ ବ୍ୟାପକ ଆର୍ଥତ୍କ ଅନିୟମିତତା ଅଭିଯୋଗ ହୋଇଥିଲା। କୋଲକାତା ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସିବିଆଇ ଏହାର ତଦନ୍ତ ଚଳାଇଥିବାବେଳେ ମାମଲାର…

ନବାନ୍ନ ଅଭିଯାନ ବେଳେ ସଂଘର୍ଷ

କୋଲ୍‌କାତା,୨୮ା୮: କୋଲକାତାର ଆର୍‌.ଜି. କର ମେଡିକାଲ କଲେଜ ଓ ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଇସ୍ତଫା ଦାବିକରି ମଙ୍ଗଳବାର ଅପରାହ୍ନରେ ବିକ୍ଷୋଭକାରୀମାନେ ରାଜ୍ୟ ସଚିବାଳୟ ‘ନବାନ୍ନ’ ଅଭିମୁଖେ ଶୋଭାଯାତ୍ରାରେ ବାହାରିଥିଲେ।…

ନମିତାଙ୍କୁ ବାରଣ

ତାମିଲନାଡ଼ୁ ରାଜ୍ୟ ଭାଜପା ଶାଖାର କାର୍ଯ୍ୟକାରୀ ସଦସ୍ୟା ଏବଂ ସେହି ରାଜ୍ୟର ସୁପରିଚିତା ସିନେମା ଅଭିନେତ୍ରୀ ନମିତା ଭାଙ୍କଓ୍ବାଲା ଅଗଷ୍ଟ ୨୬ରେ ମଦୁରାଇସ୍ଥିତ ମୀନାକ୍ଷୀ ସୁନ୍ଦରେଶ୍ୱର ମନ୍ଦିରକୁ ଦର୍ଶନ ପାଇଁ ଯାଇଥିଲେ। ତାଙ୍କ ସହ ସ୍ବାମୀ ବୀରେନ୍ଦ୍ର ଚୌଦାରୀ ଥିଲେ। ମନ୍ଦିର…

ଆଜିଠୁ ପାରାଲିମ୍ପିକ୍ସ:୫୪୯ ପଦକ, ୪୪୦୦ ଆଥଲେଟ୍‌

ପ୍ୟାରିସ୍‌,୨୮ା୮(ପି.ଟି.):ପ୍ୟାରିସ୍‌ ୨୦୨୪ ପାରାଲିମ୍ପିକ୍ସ ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି। ଅଗଷ୍ଟ ୨୮ରୁ ସେପ୍ଟେମ୍ବର ୮ ପର୍ଯ୍ୟନ୍ତ ଏହି କ୍ରୀଡା ମହାକୁମ୍ଭ ଆୟୋଜିତ ହେବ। ପ୍ୟାରିସ୍‌ରେ ୧୧ଦିନ ବ୍ୟାପୀ ହେବାକୁ ଥିବା ଏହି ଇଭେଣ୍ଟରେ ୨୨ଟି କ୍ରୀଡ଼ା ବର୍ଗର ସମୁଦାୟ ୫୪୯ ପଦକ…

ଗଣେଶଙ୍କ ଶିର ଲାଭ ଅନୁସରଣେ

ଭାରତର ହିନ୍ଦୁ ଧର୍ମଶାସ୍ତ୍ର ଶିବ ପୁରାଣରେ ସର୍ବାଗ୍ରେ ପୂଜିତ ଗଜାନନ ଗଣେଶଙ୍କର ପିଲାଦିନୁ ହାତୀମୁଣ୍ଡ ନ ଥିଲା। ଭିତରକୁ କାହାକୁ ପ୍ରବେଶ ନ କରିବାର ନିଜ ମାତାଙ୍କ ଆଦେଶକୁ ସମ୍ମାନ କରିବାକୁ ଯାଇ କୈଳାସ ପର୍ବତ ଦ୍ୱାରରେ ଜଗି ବସିଥିବା ଗଣେଶ…

ସ୍ବର

ହାତୀଟିଏ ହାତୀଶାଳରୁ ଖସି ଆସି ତା’ର ଅନେକ ଦିନର ବନ୍ଧୁ ହରିଣ, ଗାଈ, ବାଘ, ବିଲୁଆ, ଠେକୁଆମାନଙ୍କ ପାଖକୁ ଚାଲି ଆସି ଗୋଟିଏ ପଡ଼ିଆରେ ମିଳିତ ହୋଇଥାଏ। ଠେକୁଆଟି ପଚାରିଲା, ହାତୀଭାଇ ବହୁ ଦିନ ପରେ ଦେଖା, କେମିତି ଅଛ? ହାତୀ…

ଧୂସର ଦୁନିଆର କଳାକାରନାମା

ଅନେକ ସମୟରେ କେତେକେ ଧନିକ ଶ୍ରେଣୀଙ୍କ ସ୍ବାର୍ଥ ପାଇଁ କହିଥାନ୍ତି- ‘କିଛି ଲୋକ କଷ୍ଟକରି ଧନୀ ହେଉଛନ୍ତି ଏବଂ ତାଙ୍କ ଉପରେ ଅଧିକ ଟିକସ ବସାଇ ଯେଉଁ ସମ୍ବଳ ସଂଗ୍ରହ କରାଯାଉଛି ତାହା ବ୍ୟୟକରି କିଛି ଲୋକଙ୍କୁ ବସାଇ ଖାଇବାକୁ ଦିଆଯାଉଛି।…

କିଏ ସେହି ଜୁଲି ଭାଭିଲୋଭା, ଯାହାଙ୍କୁ ନେଇ ସାରା ବିଶ୍ୱରେ ଚର୍ଚ୍ଚା

ପ୍ୟାରିସ୍‌, ୨୮ା୮:ମେସେଜିଂ ଆପ୍‌ ଟେଲିଗ୍ରାମରେ ଆପରାଧିକ କାର୍ଯ୍ୟକଳାପକୁ ପ୍ରଶ୍ରୟ ଦେବା ଅଭିଯୋଗରେ ଏହାର ସିଇଓ ପାଭେଲ ଡ୍ୟୁରେଭଙ୍କୁ ରବିବାର ପ୍ୟାରିସ୍‌ର ଲେ ବୋର୍ଗେଟ ଏୟାରପୋର୍ଟରୁ ଫ୍ରାନ୍ସ ପୋଲିସ ଗିରଫ କରିଛି। ପାଭେଲଙ୍କ ଗିରଫଦାରିକୁ ନେଇ ଏକ ନୂଆ ମୋଡ଼ ଆସିଛି। ପାଭେଲ…

କାଉନସିଲରଙ୍କ ଆଗରେ ହାର ମାନିଲା ଲୋକଙ୍କ ଜନମତ: ନିର୍ବାଚନ ସମୟକୁ ନେଇ ଭାଜପା,ବିଜେଡି କର୍ମୀ ମୁହାଁମୁହିଁ

ଭବାନୀପାଟଣା,୨୭।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଏନଏସିରେ ମଙ୍ଗଳବାର ଅନାସ୍ଥା ଭୋଟ ଗ୍ରହଣ କରାଯାଇଥିଲା। ଜୁନାଗଡ଼ ନଗରପାଳ ମୁକେଶ ଅଗ୍ରୱାଲଙ୍କ ବିପକ୍ଷରେ ବିଜେଡିର ୧୦ କାଉନସିଲର ଭୋଟ୍‌ ଦେଇଥିଲେ ବୋଲି ଉପାଧ୍ୟକ୍ଷା ହିମାଦ୍ରୀ ନାଏକ ପ୍ରକାଶ କରିଛନ୍ତି। ତେବେ ଧାର୍ଯ୍ୟ…

କଙ୍ଗନାଙ୍କୁ ଭାଜପାର ଚେତାବନୀ ପରେ ମୁହଁ ଖୋଲିଲେ ବନ୍ଧୁ ଚିରାଗ ପାସଓ୍ବାନ, କହିଦେଲେ ଏତେ ବଡ଼ କଥା!

ନୂଆଦିଲ୍ଲୀ,୨୭।୮: ଅଭିନେତ୍ରୀ ତଥା ଭାଜପା ଏମପି କଙ୍ଗନା ରାଣାୱତ ସବୁବେଳେ ବିବାଦୀୟ ଟିପ୍ପଣୀ ଦେଇ ଚର୍ଚ୍ଚାରେ ଥାଆନ୍ତି। ନିକଟରେ ସେ କୃଷକ ଆନ୍ଦୋଳନ ଉପରେ ଦେଇଥିବା ଟିପ୍ପଣୀକୁ ନେଇ ତାଙ୍କୁ ସବୁଆଡୁୁ ସମାଲୋଚନା କରାଯାଇଥିଲା। କଙ୍ଗନା କୃଷକ ଆନ୍ଦୋଳନ ଉପରେ ଦେଇଥିବା…

‘ଆମେରିକା ଚାହୁଁଛି ତୃତୀୟ ବିଶ୍ୱଯୁଦ୍ଧ ହେଉ’, ବଡ଼ ବୟାନ ଦେଲେ ରୁଷିଆ ବିଦେଶ ମନ୍ତ୍ରୀ

ନୂଆଦିଲ୍ଲୀ,୨୭।୮: ଗୋଟିଏ ପଟେ ମଧ୍ୟପ୍ରାଚ୍ୟ ଏସିଆରେ ଯୁଦ୍ଧ ଭୟ ଲାଗି ରହିଥିବା ବେଳେ ପୁଣିଥରେ ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଅଧିକ ଆକ୍ରାତ୍ମକ ହୋଇଛି। ଏହାରି ମଧ୍ୟରେ ରୁଷିଆ ବୈଦେଶିକ ମନ୍ତ୍ରୀ ସମ୍ଭାବ୍ୟ ତୃତୀୟ ବିଶ୍ୱଯୁଦ୍ଧ ସମ୍ପର୍କରେ ବଡ ବୟାନ…

ଭାଜପା-ମମତା ମୁହାଁମୁହିଁ, ଭାଜପାର ୧୨ଘଣ୍ଟିଆ ବନ୍ଦ ଡାକରାକୁ ନ ମାନିବାକୁ ନିର୍ଦ୍ଦେଶ ଦେଲେ ମମତା

କୋଲକାତା,୨୭।୮: ଭାରତୀୟ ଜନତା ପାର୍ଟି ଅଗଷ୍ଟ ୨୮ରେ ପଶ୍ଚିମବଙ୍ଗରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି। ଏହାକୁ ନେଇ ମମତା ବାନାର୍ଜୀ ଓ ପଶ୍ଚିମବଙ୍ଗ ଭାଜପାରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି।ମମତା ଏକ ଆଦେଶ ଜାରି କରି କହିଛନ୍ତି ଯେ, ବୁଧବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri