ଲଜ୍ଜାଜନକ! ଅଭିଷେକ ବାନାର୍ଜୀଙ୍କ ଝିଅଙ୍କୁ ମିଳିଲା ବଳାତ୍କାର ଧମକ, ଭାଇରାଲ ଭିଡିଓ ଦେଖି…
କୋଲକାତା,୨୬।୮: କୋଲକାତାର ଆର୍.ଜି କର କଲେଜରେ ଜଣେ ଟ୍ରେନି ଡାକ୍ତରଙ୍କ ଉପରେ ହୋଇଥିବା ବର୍ବରତାକୁ ନେଇ ଉତ୍ତେଜନା ବନ୍ଦ ହେବାର ନାଁ ଧରୁନାହିଁ। ଏହି ସମୟରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଭଣଜା ଅଭିଷେକ ବାନାର୍ଜୀଙ୍କ ଝିଅକୁ ବଳାତ୍କାର ଧମକ ମିଳିଛି। ସୋସିଆଲ…
ଛେଳି, ଗୋରୁପଲଙ୍କ ଉପରେ ମାଡ଼ିଗଲା ଟ୍ରେନ୍
କୋରାପୁଟ,୨୬।୮: କୋରାପୁଟ ଜିଲା ଭେଜା ଷ୍ଟେସନ ନିକଟରେ ସୋମବାର ଏକ ଅଘଟଣ ଘଟିଛି। କେତେକ ଛେଳି ଏବଂ ଗୋରୁପଲ ଟ୍ରେନ୍ ଲାଇନ୍ ପାରି ହେଉଥିବା ବେଳେ ଏକ ମାଲବାହୀ ଟ୍ରେନ୍ ମାଡ଼ି ଯାଇଥିଲା। ଫଳରେ ଟ୍ରେନ ଧକ୍କାରେ ୧୫ ଛେଳି, ୬…
ପଲିଗ୍ରାଫ ଟେଷ୍ଟରେ ବର୍ବରତା ପୂର୍ବର କାହାଣୀ ବଖାଣିଲେ ଅଭିଯୁକ୍ତ ସଞ୍ଜୟ, ରାସ୍ତାରେ ଛିଡା ହୋଇଥିବା ମହିଳାଙ୍କ ସହ କରିଥିଲେ…
କୋଲକାତା,୨୬।୮: କୋଲକାତାର ଆର୍.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ କ୍ରମାଗତ ଭାବେ ନୂଆ ଖୁଲାସା କରାଯାଉଛି। ଏହି ବର୍ବରତା ମାମଲାରେ ଅଭିଯୁକ୍ତ ସଞ୍ଜୟ ରୟ ଘଟଣାର ରାତିରେ କଣ…
ଶ୍ରୀକୃଷ୍ଣଙ୍କ ଜନ୍ମ ଜନ୍ମଉତ୍ସବ: ଶ୍ରୀରାଧା ଶ୍ରୀ କୃଷ୍ଣ ବେଶରେ ଛାତ୍ରୀଛାତ୍ର
ପାଟଣା,୨୬।୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ଓ ତୁରୁମୁଙ୍ଗାସ୍ଥିତ ଶିଶୁ ବିଦ୍ୟାମନ୍ଦିର ସୋମବାର ଶ୍ରୀକୃଷ୍ଣଙ୍କର ଜନ୍ମଉତ୍ସବ ପାଳିତ ହୋଇଯାଇଛି । ତୁରୁମୁଙ୍ଗାରେ ଆୟୋଜିତ ସଭାରେ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଚିତ୍ତରଞ୍ଜନ ମହାନ୍ତଙ୍କ ସଂଯୋଜନାରେ ମୁଖ୍ୟଅତିଥି ଭାବେ ବିଶିଷ୍ଟ ପାଲାଗାୟକ…
ବିଜେଡି ଜିଲା ପରିଷଦ ସଦସ୍ୟାଙ୍କ ନାଁରେ ଏତଲା: ସୁଜାତା ପାଣ୍ଡିଆନଙ୍କ ଭାଇର ପରିଚୟ ଦେଇ…
ମାଲକାନଗିରି,୨୬।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ବିଜେଡି ଜିଲା ପରିଷଦ ସଦସ୍ୟାଙ୍କ ନାଁରେ ଏତଲା । ଜିଲା ପରିଷଦ ସଦସ୍ୟା ସସ୍ମିତା ମାଝୀଙ୍କ ସହ ଅନ୍ୟ ୨ ଜଣଙ୍କ ନାଁରେ ଏତଲା । ଚାକିରି କରାଇ ଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକିଥିବା…
ସୁଭଦ୍ରା ଯୋଜନା: କେଉଁଠୁ ମିଳିବ ଫର୍ମ, କିପରି କରିବେ ଆବେଦନ, ଜାଣିନିଅନ୍ତୁ…
ଭୁବନେଶ୍ୱର,୨୬।୮: ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ସୁଭଦ୍ରା ଯୋଜନା ପାଇଁ ଗାଇଡଲାଇନ ଜାରି କରାଯାଇଛି। ଗାଇଡଲାଇନ ଅନୁଯାୟୀ, ଆବେଦନକାରୀ ଓଡିଶାର ବାସିନ୍ଦା ହୋଇଥିବେ। ବୟସ ୨୧ରୁ ଅଧିକ ୬୦ ବର୍ଷରୁ କମ୍ ହୋଇଥିଲେ ସୁଭଦ୍ରା ଯୋଜନା ଆବେଦନ କରିପାରିବେ।…
କନଷ୍ଟେବଳଙ୍କ ଉପରକୁ ଗରମ ପାଣି ପକାଇଲେ ହାବିଲଦାର, ପରେ…
ବାରିପଦା,୨୬ା୮(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଛୋଟପିଲା ମାରପିଟ୍ ହେଉଥିବା ଆପଣ ଦେଖିଥିବେ। ମାତ୍ର ଉଚ୍ଚପଦସ୍ଥ କର୍ମଚାରୀଙ୍କ ଏଭଳି ଆଚରଣ ଆପଣ କେବେ ଶୁଣି ନ ଥିବେ କି ଦେଖି ନଥିବେ । ମାରପିଟ ତ ଛାଡ଼ ସିଧା ଗରମ ପାଣି ଉପରେ କଥା।…
ଓ୍ବାୟନାଡ୍ରୁ ବ୍ରହ୍ମପୁର ଫେରିଲା ‘ଷ୍ଟର୍ମ’,
ବ୍ରହ୍ମପୁର,୨୬ା୮(ସୁବାସ ଚନ୍ଦ୍ର ପାଢ଼ୀ): କେରଳର ୱାୟନାଡ୍ ଜିଲାରେ ଗତ ଜୁଲାଇ ୩୦ରେ ହୋଇଥିବା ପ୍ରଳୟଙ୍କାରୀ ଭୂସ୍ଖଳନରେ ନିଖୋଜଙ୍କୁ ଉଦ୍ଧାର କାର୍ଯ୍ୟରେ ସହଯୋଗ ପାଇଁ ଯାଇଥିବା ବ୍ରହ୍ମପୁର ପୋଲିସର ସନ୍ଧାନୀ କୁକୁର ‘ଷ୍ଟର୍ମ’ ଫେରିଛି। ସେଠାରେ ସର୍ଚ୍ଚ ଅପରେଶନ ସମୟରେ ଷ୍ଟର୍ମ ୧୨ରୁ…
କୋଲକାତା ଡାକ୍ତର ବଳାତ୍କାର ହତ୍ୟା ମାମଲା ପୂର୍ବରୁ ଆଉ ଜଣେ ମହିଳାଙ୍କ ସହ ସମ୍ପର୍କ ରଖିଥିଲେ ଅଭିଯୁକ୍ତ ସଞ୍ଜୟ
କୋଲାକାତା, ୨୬।୮: କୋଲକାତାର ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଅଭିଯୋଗରେ ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟଙ୍କ ବିଷୟରେ ପ୍ରତିଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ସଞ୍ଜୟ ରୟ…
ଭିଜିଲାନ୍ସ, ଇଡି ବା ଆଇଟିରେ ଧରାପଡୁଥିବା ବାବୁଙ୍କ ସମ୍ପତ୍ତି କଳାଧନର ହେବ…
ଭୁବନେଶ୍ୱର,୨୬।୮: ଭିଜିଲାନ୍ସ, ଇଡି ବା ଆଇଟିରେ ଧରାପଡୁଥିବା ବ୍ୟକ୍ତି ତଦନ୍ତ ପରିସରଭୁକ୍ତ ହେବ। ଏହା ସହ ବାବୁଙ୍କ ସମ୍ପତ୍ତି କଳାଧନ ତଦନ୍ତ ପରିସରଭୁକ୍ତକୁ ନିଆଯିବ। ଧରା ପଡୁଥିବା ଅଫିସରଙ୍କ ସମ୍ପତ୍ତି କଳାଧନ ତଦନ୍ତ ପରିସରଭୁକ୍ତ କରାଯାଇ କଳାଧନ ତଦନ୍ତହେବ। ଏ ନେଇ…
କାହିଁକି ପ୍ରାର୍ଥୀ ତାଲିକା ପ୍ରତ୍ୟାହାର କଲା ଭାଜପା, ଜାଣନ୍ତୁ ଅନ୍ଦର ମହଲରେ କ’ଣ ହେଲା
ନୂଆଦିଲ୍ଲୀ,୨୬।୮: ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପାଇଁ ସୋମବାର ଭାଜପା ପ୍ରଥମେ ୪୪ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିଲା। ହେଲେ କିଛି ସମୟ ପରେ ଦଳ ଏହି ତାଲିକାକୁ ପ୍ରତ୍ୟାହର କରି ୧୫ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଦଳ…
ରତ୍ନଭଣ୍ଡାର ଭିତରେ ସୁଡ଼ଙ୍ଗ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ
ଭୁବନେଶ୍ୱର,୨୬।୮: ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ ସୁଡ଼ଙ୍ଗ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ। ରତ୍ନଭଣ୍ଡାରରେ ସୁଡ଼ଙ୍ଗ ଅଛି କି ନାହିଁ ସର୍ଭେ ହେବ ବୋଲି ସୋମବାର ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି। ସେ କହିଛନ୍ତି,…
Archives


