‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video
ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି, ବିସିସିଆଇ ସ୍ପଷ୍ଟ କରିଛି ଯେ ‘ହିଟମ୍ୟାନ’ ଏପର୍ଯ୍ୟନ୍ତ ଅବସର ନେଉନାହାଁନ୍ତି। ବର୍ତ୍ତମାନ, ପୂର୍ବତନ…
CJPକୁ ସମର୍ଥନ କରିବାକୁ ଘରେ ମିଛ କହି ଦୂରଦୂରାନ୍ତର ଅଞ୍ଚଳରୁ ଆସିଛନ୍ତି ଅନେକ ଯୁବତୀ
ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଆୟୋଜିତ ପ୍ରତିବାଦରେ ଅଂଶଗ୍ରହଣ କରିବା ପାଇଁ ସାରା ଦେଶରୁ ଯୁବତୀମାନେ ଦିଲ୍ଲୀରେ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ନିଜ ପରିବାରକୁ ମିଛ କହି ଦିଲ୍ଲୀ ଯାଇଥିଲେ। ସେମାନେ ଦିଲ୍ଲୀରେ ପହଞ୍ଚିବାକୁ ହ୍ବାଟ୍ସଆପ ଗ୍ରୁପ…
CJP ପ୍ରତିବାଦ ସହିତ ପାକିସ୍ତାନ କନେକ୍ସନ: ‘ସଂସଦ ମାର୍ଚ୍ଚ’ର ସ୍କ୍ରିପ୍ଟ କେଉଁଠାରେ ଲେଖାଯାଇଥିଲା? ଜାଣନ୍ତୁ…
ନୂଆଦିଲ୍ଲୀ,୨୧।୭: CJP ପ୍ରତିବାଦର ହଠାତ ବୃଦ୍ଧି ଏବଂ ଏହା ପଛରେ ସୋସିଆଲ ମିଡିଆରେ ବ୍ୟବସ୍ଥିତ କାହାଣୀ ସମ୍ପର୍କରେ ଏକ ପ୍ରମୁଖ ‘ଟୁଲକିଟ’ ଏବଂ ବିଦେଶୀ-ବିରୋଧୀ ଷଡ଼ଯନ୍ତ୍ର ଦୃଷ୍ଟିକୋଣ ଉଭା ହେଉଛି। ସୁରକ୍ଷା ଏଜେନ୍ସିଗୁଡ଼ିକ ତଦନ୍ତ କରୁଛନ୍ତି ଯେ କିପରି ‘ବ୍ୟଙ୍ଗ’ ପ୍ଲାଟଫର୍ମ…
କନ୍ଧମାଳ ହଳଦୀରେ କମୁଛି କରକ୍ୟୁମିନ୍ ଉପାଦାନ, ଚାଷୀଙ୍କୁ ମିଳୁନି ଉଚିତ ମୂଲ୍ୟ
ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ ଏବେ ବିପଦରେ । ସମୟ ଅନୁସାରେ, ହଳଦୀର ଚାହିଦା କମିବାରେ ଲାଗୁଥିବା ବେଳେ ଚାଷୀଙ୍କୁ ଉଚିତ ଦର ମିଳୁ ନାହିଁ । ଗତ ଗୋଟିଏ ଦଶନ୍ଧି ହେଲା ହଳଦୀ ଦର କିଲୋ ପିଛା…
ରାସ୍ତାକଡ଼କୁ ଓଲଟିଲା ଜଗନ୍ନାଥ ଏକ୍ସପ୍ରେସ, ୨୫ ଯାତ୍ରୀ…
ପାଳଲହଡା,୨୧।୭(ଦିବ୍ୟଜ୍ୟୋତି ଦାଶ): ରାସ୍ତାକଡ଼କୁ ଓଲଟିଲା OSRTC ଜଗନ୍ନାଥ ଏକ୍ସପ୍ରେସ । ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାରେ ଓଲଟିପଡିଥିବା ଜଣାପଡିଛି । ଅନୁଗୁଳ ଜିଲା ସମଲ୍ ଥାନା ୧୪୯ ଜାତୀୟ ରାଜପଥ ବୁରୁକୁନା ଛକ ନିକଟରେ ଘଟିଛି ଏହି…
ସିକିମ ଭୂସ୍ଖଳନରେ ୭ ମୃତ, ନିର୍ମାଣାଧୀନ ସୁଡ଼ଙ୍ଗରେ ମିଥେନ ବିସ୍ଫୋରଣ, ଉଦ୍ଧାର କାର୍ଯ୍ୟ ଜାରି
ଗ୍ୟାଙ୍ଗଟକ,୨୧।୭: ଉତ୍ତର-ପୂର୍ବ ରାଜ୍ୟ ସିକିମର ଏକ ନିର୍ମାଣାଧୀନ ସୁଡଙ୍ଗରେ ସୋମବାର ଭୂସ୍ଖଳନ ହେବା ଫଳରେ ଏପର୍ଯ୍ୟନ୍ତ ୭ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଛି। ସିକିମର ନାମଚି ଜିଲାରେ ନିର୍ମାଣ ହେଉଥିବା ସୁଡଙ୍ଗ ବାହାରେ ଭୂସ୍ଖଳନ ଘଟି ୨୭…
ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ ପରେ ପଞ୍ଜିକୃତ ଏକ ଅପରାଧିକ ମାମଲା ସମ୍ପର୍କରେ ଏହି ନିର୍ଦ୍ଦେଶ ଦିଆଯାଇଛି, ଯେଉଁଥିରେ…
ପଶ୍ଚିମବଙ୍ଗ ସରକାରୀ କାର୍ଯ୍ୟରେ ବଙ୍ଗଳା ଭାଷା ବାଧ୍ୟତାମୂଳକ ହେବ
କୋଲକାତା, ୨୧ା୭: ପଶ୍ଚିମବଙ୍ଗ ସରକାର ଆସନ୍ତା ସେପ୍ଟେମ୍ବର ୧ରୁ ସମସ୍ତ ପ୍ରଶାସନିକ କାର୍ଯ୍ୟରେ ବଙ୍ଗଳା ଭାଷାକୁ ବାଧ୍ୟତାମୂଳକ କରିବାକୁ ବଡ଼ ନିଷ୍ପତ୍ତି ନେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଏକ ଚିଠିକୁ ଆଧାର କରି ସରକାର ଏହି ନୂଆ ନୀତି ଘୋଷଣା…
ଆସାମରେ ବନ୍ୟା ବିଭୀଷିକା
ଗୁଆହାଟୀ,୨୧ା୭: ଉପର ଆସାମରେ ବନ୍ୟା ସ୍ଥିତି ଉତ୍କଟ ହୋଇଛି। ୭ ଜିଲାରେ ୫୭,୦୦୦ରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ ହୋଇଥିବାବେଳେ ଚା’ ବଗିଚାଗୁଡ଼ିକ ପାଣିରେ ବୁଡ଼ିଯାଇଛି। ଲଗାଣ ବର୍ଷା ଜାରି ରହିଥିବାବେଳେ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟରେ ସେନା ଯବାନଙ୍କ ସମେତ ହେଲିକପ୍ଟରକୁ…
ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ମାଗିଲେ ଏସବୁ ରିପୋର୍ଟ
ନୂଆଦିଲ୍ଲୀ,୨୧ା୭: ଅନଶନରତ ଆକ୍ଟିଭିଷ୍ଟ ସୋନମ୍ ଓ୍ବାଙ୍ଗ୍ଚୁକ୍ଙ୍କୁ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର ପାଇଁ ତାଙ୍କ ସ୍ତ୍ରୀ ଗୀତାଞ୍ଜଳି ଆଙ୍ଗ୍ମୋ କରିଥିବା ଆବେଦନ ଉପର ଦିଲ୍ଲୀ ହାଇକୋର୍ଟ ସୋମବାର ସଫଦରଜଙ୍ଗ ହସ୍ପିଟାଲକୁ ଓ୍ବାଙ୍ଗ୍ଚୁକ୍ଙ୍କ ସମସ୍ତ ପାଥୋଲୋଜିକାଲ ରିପୋର୍ଟ ଏବଂ ସ୍ବାସ୍ଥ୍ୟାବସ୍ଥା ରିପୋର୍ଟ ମାଗିଛନ୍ତି। ମୁଖ୍ୟ…
ବାହୁଡ଼ା ଯାତ୍ରା ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏହି ଜିଲାକୁ ଓ୍ବାର୍ନିଂ ଜାରି
ଭୁବନେଶ୍ୱର,୨୧।୭(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଅପରପକ୍ଷେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ଥିବା ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟରୁ ଏକ ଟ୍ରଫ୍ ଦକ୍ଷିଣ ଓଡ଼ିଶା, ଦକ୍ଷିଣ ଛତିଶଗଡ଼, ତେଲଙ୍ଗାନା, ମଧ୍ୟ ମହାରଷ୍ଟ୍ର,…
ରାୟଗଡ଼ାକୁ ଚାଲାଣ କରୁଥିବାବେଳେ ମାଡିବସିଲା ପୋଲିସ, ୧୦୦ କେଜି ଗଞ୍ଜେଇ ଜବତ
ମୋହନା, ୨୦।୭( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡ଼ବା ଥାନା ପୋଲିସ ଆଜି ୧୦୦ କେଜି ଗଞ୍ଜେଇ ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହି ଘଟଣାରେ ଅଡ଼ବା ଥାନା କେସ୍ ନଂ-୧୭୧/୨୦୨୬ରେ ମାମଲା ରୁଜୁ କରାଯାଇଛି।…

