Home Left

କାହିଁକି ରଶି ଲଗାଇ ଝୁଲିପଡ଼ିଲେ ବିଜେଡି ନେତା: ଘଟଣା ପଛରେ ରହିଛି କି…

କାଳିପଦା(ରାଜଶ୍ରୀ ପାଣିଗ୍ରାହୀ)/ବାଲିଆପାଳ (ଗୋପାଳ ଚନ୍ଦ୍ର ସାହୁ),୨୬।୮: ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅଧୀନ ଜମ୍ଭିରାଇ ପଞ୍ଚାୟତର ପୂର୍ବତନ ସରପଞ୍ଚ ଜୟନ୍ତୀ ନାୟକଙ୍କ ପୁତ୍ର ତଥା ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ଚନ୍ଦ୍ର ନାୟକ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟାର…

ଟୋଲ୍‌ ଫ୍ରି ନମ୍ବରରୁ ଆସିଲା କଲ୍‌ ରାତାରାତି ବାଳାଶ୍ରମ ଗଲେ ଜିଲାପାଳ, ପରେ ଯାହା କଲେ…

ବାଲେଶ୍ୱର,୨୬।୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ମଥାନୀ ପଞ୍ଚାୟତ ଅନ୍ତର୍ଗତ ମାଗୁଣି ଚରଣ ବାଳାଶ୍ରମରେ ଅବ୍ୟବସ୍ଥା ଦେଖାଦେଇଛି। ଏ ସମ୍ପର୍କରେ ଅଭିଯୋଗ ପାଇ ଜିଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ଶନିବାର ରାତିରେ ଅଚାନକ ବାଳାଶ୍ରମ ପରିଦର୍ଶନ କରିଥିଲେ। ଘଟଣାର ତଦନ୍ତ…

ସାଲିଆ ସାହିରେ ପୁଣି ରେଡ୍‌: ଚୋରା ଦେଶୀ ମଦ ଭାଟି ଠାବ

ଭୁବନେଶ୍ୱର,୨୬।୮: ଗଞ୍ଜାମ ମଦମୃତ୍ୟୁ ପରଠାରୁ ଅବକାରୀ ବିଭାଗର ନିଦ ଭାଙ୍ଗିଛି। ରାଜଧାନୀ ଭୁବନେଶ୍ୱରରେ ଲଗାତର ଚଢ଼ାଉ ଜାରି ରହିଛି। ସୋମବାର କମିଶନରେଟ ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ବେଆଇନ ଭାବେ ଦେଶୀ ମଦ ବ୍ରିକି କରୁଥିବା ବେଳେ ଦେଶୀ ମଦ…

କୋହଲି ବଡ଼ ଭୁଲ୍‌ କରିଦେଇଛନ୍ତି, ପୂର୍ବତନ ବ୍ୟାଟିଂ କୋଚ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୬।୮: ଷ୍ଟାର କ୍ରିକେଟ୍‌ ଖେଳାଳି ବିରାଟ କୋହଲି ପରିସଂଖ୍ୟାନ ଆଧାରରେ ଭାରତୀୟ କ୍ରିକେଟ ଦଳର ସବୁଠାରୁ ସଫଳ ଟେଷ୍ଟ ଅଧିନାୟକ। ତାଙ୍କୁ ନେଇ ଟିମ ଇଣ୍ଡିଆର ପୂର୍ବତନ ବ୍ୟାଟିଂ କୋଚ ଥିବା ସଞ୍ଜୟ ବାଙ୍ଗର ଏକ ବଡ଼ ବିବୃତ୍ତି ଦେଇଛନ୍ତି। ବିରାଟ…

ନୀରଜ ଚୋପ୍ରା ନୁହେଁ, ଏହି କ୍ରିକେଟର୍‌ଙ୍କ ସହ ସମୟ ବିତାଇବାକୁ ଚାହାନ୍ତି ମନୁ ଭାକର

ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ରେ ଭାରତ ପାଇଁ ଦୁଇଟି ବ୍ରୋଞ୍ଜ ପଦକ ଜିତିଥିଲେ ମନୁ ଭାକର। ସେବେଠାରୁ ସେ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଏକ ମିଡିଆ ସାକ୍ଷାତକାରରେ ମନୁ ସେହି କ୍ରିକେଟରଙ୍କ ନାମ ପ୍ରକାଶ କରିଛନ୍ତି ଯାହାଙ୍କ ସହ ସେ ଏକ ଘଣ୍ଟା…

ଆସିଲା ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟଙ୍କ ପଲିଗ୍ରାଫ ଟେଷ୍ଟର ଫଳାଫଳ, ଜଣାପଡିଲାକି ସତ୍ୟତା

କୋଲକାତା,୨୬।୮: କୋଲକାତାର ଜଣେ ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟଙ୍କର ପଲିଗ୍ରାଫ ଟେଷ୍ଟ ସରିଛି। ସଞ୍ଜୟ ପଲିଗ୍ରାଫ ଟେଷ୍ଟରେ ସେହି ‘ଦୁର୍ଭାଗ୍ୟଜନକ’ ରାତିର ଅନ୍ଧକାର ସତ୍ୟକୁ ସ୍ବୀକାର କରିଛନ୍ତି। ଆର.ଜି କର ହସ୍ପିଟାଲରେ ଜଣେ…

ବିଳମ୍ବରେ ଉଠୁଥିଲେ ହୋଇଯାନ୍ତୁ ସାବଧାନ: ହୋଇପାରେ…

କେତେକ ବ୍ୟକ୍ତିଙ୍କର ଏକ ଅଭ୍ୟାସ ରହିଛି। ସେମାନେ ପ୍ରାୟ ବିଳମ୍ବରେ ଶୁଅନ୍ତି ଏବଂ ବିଳମ୍ବରେ ଉଠନ୍ତି। ତେଣୁ ଏହାଦ୍ୱାରା ଶାରୀରିକ ପ୍ରକ୍ରିୟା ପ୍ରଭାବିତ ହେବାର ଆଶଙ୍କା ରହିଛି। ବିଳମ୍ବରେ ବିଛଣା ଛାଡୁଥିବା ବ୍ୟକ୍ତିଙ୍କ ଉପରେ ନିକଟରେ ସିଡ୍‌ନୀ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନଙ୍କ ଦ୍ୱାରା…

ହାଇ ହିଲ୍‌ସ ପିନ୍ଧିଲେ ଦେଖାଦିଏ ଏସବୁ ସ୍ବାସ୍ଥ୍ୟ ସମସ୍ୟା

କଥାରେ ଅଛି- ‘ପ୍ରତି ଅବାଗିଆ ଢଙ୍ଗ ହେଉଛି ଗୋଟିଏ ଫେଶନ’। ନିଜକୁ ସାଧାରଣ ଲୋକଙ୍କଠାରୁ ଅଲଗା ବୋଲି ଦେଖାଇହେବା ପାଇଁ ଲୋକେ ଏହାକୁ ଆପଣେଇ ଥାଆନ୍ତି, ବିଶେଷକରି ବେଶଭୂଷାରେ। ଚଳଚ୍ଚିତ୍ରଗୁଡ଼ିକରେ ଅଭିନୟ କରୁଥିବା ଯୁବକ-ଯୁବତୀମାନେ ଏଥିରେ ସବୁଠାରୁ ଆଗୁଆ। ମୁଖ୍ୟତଃ ସେମାନେ…

ସୁଧୁରୁନି ପରିସ୍ଥିତି: ଭୟ-ଆତଙ୍କରେ ୪୦ ସେବାଶ୍ରମ ଛାତ୍ର

ଦାରିଙ୍ଗବାଡି, ୨୬।୮ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଗତ ରବିବାର କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜ ଗସ୍ତ କରି ବିଭିନ୍ନ ସେବାଶ୍ରାମ ପରିଦର୍ଶନ କରିଥିଲେ। ଏକାଧିକ ସେବାଶ୍ରାମରେ ରହୁଥିବା ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ ଓ ସମସ୍ତ…

ବଢୁଛି ଚୋରା ମଦ କାରବାର: ଆଗକୁ ଆନ୍ଦୋଳନ ପାଇଁ ସଜବାଜ

ଦାରିଙ୍ଗବାଡି,୨୬।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଅଞ୍ଚଳରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ। ସନ୍ଧ୍ୟା ନଇଁଲେ ଲୋକେ ଆଉ ଘରୁ ପଦାକୁ ବାହାରିବାକୁ ସୁରକ୍ଷିତ ମଣୁ ନାହାନ୍ତି। ସେପଟେ ସନ୍ଧ୍ୟା ହେଲେ ଦୋକାନବଜାର ବନ୍ଦ ହେଇଯାଉଛି। ବ୍ରିଟିଶ ଅମଳର…

୫୦୦ କୋଟି କ୍ଲବରେ ‘ସ୍ତ୍ରୀ ୨’

ମୁମ୍ବାଇ: ଅଭିନେତ୍ରୀ ଶ୍ରଦ୍ଧା କପୁର ଓ ଅଭିନେତା ରାଜକୁମାର ରାଓଙ୍କ ‘ସ୍ତ୍ରୀ ୨’ ଚଳଚ୍ଚିତ୍ର ଶନିବାର ସୁଦ୍ଧା ବିଶ୍ୱବ୍ୟାପୀ ୫୦୫ କୋଟିର ବ୍ୟବସାୟ କରିଛି। ଏନେଇ ରବିବାର ‘ସ୍ତ୍ରୀ ୨’ ଫିଲ୍ମର ନିର୍ମାତାଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ରିପୋର୍ଟ ଅନୁଯାୟୀ, ଶନିବାର ସୁଦ୍ଧା…

୨ ଫୁଟ ଚଉଡ଼ା, ୫୦ ଫୁଟ ଉଚ୍ଚର କୋଠା

ନୂଆଦିଲ୍ଲୀ: ମାତ୍ର ଦେଢ଼ରୁ ୨ ଫୁଟ ଚଉଡ଼ାବିଶିଷ୍ଟ ସ୍ଥାନରେ ୫୦ ଫୁଟରୁ ଅଧିକ ଉଚ୍ଚର ଏକ କୋଠା ନିର୍ମାଣ ହୋଇଥିବାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓ ଦେଖି ଅନେକ ୟୁଜର୍ସ ଆଶ୍ଚର୍ଯ୍ୟ ପ୍ରକଟ କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri