Home Left

ନିର୍ବାଚନ ପ୍ରତିଶ୍ରୁତି ଭୁଲିଗଲେଣି ନେତା: ବ୍ରାହ୍ମଣୀଗାଁରେ ସ୍ଥାପନ ହେଉନି 5g ନେଟୱାର୍କ, ବଢୁଛି ଜନଅସନ୍ତୋଷ

ଦାରିଙ୍ଗବାଡି,୨୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଦୁର୍ଗମ ଅଞ୍ଚଳଭାବେ ଜଣାଶୁଣା ବ୍ରାହ୍ମଣୀଗାଁଠାରେ ଗତ ଏକ ଦଶନ୍ଧି ହେଲା ବିଏସଏନଏଲ ମୋବାଇଲ ସେବା ଉପଲବ୍ଧ। ତେବେ ଏହି ମୋବାଇଲ ଟାୱାର ହେବାର ଦଶନ୍ଧି ବିତିଯାଇଥିଲେ ବି ଏହାର ରକ୍ଷଣବେକ୍ଷଣ ଅଭାବରୁ…

୯୭ ବର୍ଷରେ ମିଳିଲା ସରକାରୀ ସହାୟତା: ବୃଦ୍ଧା ମହିଳାଙ୍କ ମୁହଁରେ ଫୁଟିଲା ହସ

ଗଜପତି,୨୦।୭(ଗିରିଧାରୀ ପରିଛା): ପ୍ରଶାସନ କେବଳ ଅଫିସ ଭିତରେ ସୀମିତ ନ ରହି ଲୋକଙ୍କ ଦ୍ୱାରରେ ପହଞ୍ଚିଲେ କିପରି ପରିବର୍ତ୍ତନ ଆସିପାରେ, ତାହାର ଏକ ଉଦାହରଣ ଗଜପତି ଜିଲାର ଗୋଷାଣି ବ୍ଲକରେ ଦେଖିବାକୁ ମିଳିଛି। ତାତିପେଟି ପଞ୍ଚାୟତ ଅନ୍ତର୍ଗତ ଗୋଲାଗାଁର ୯୭ ବର୍ଷୀୟା…

ପ୍ରହସନ ପାଲଟିଲାଣି ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି: ଲୋକେ ଅସନ୍ତୋଷ

କେସିଙ୍ଗା,୨୦।୭:(ତୁମେଶ୍ୱର ସାହୁ): ସାଧାରଣ ଲୋକଙ୍କ ସମସ୍ୟାର ତୁରନ୍ତ ସମାଧାନ ପାଇଁ ସରକାର ଲୋକଙ୍କ ପାଖରେ ଯୁଗ୍ମ ଅଭିଯୋଗ ଶୁଣାଣି ବ୍ୟବସ୍ଥା କରିଛନ୍ତି। ତେବେ ପ୍ରଶାସନିକସ୍ତରରେ ସ୍ଥାଣୁତା ଓ ବିଳମ୍ବ ଯୋଗୁ ଏହାର ଉଦ୍ଦେଶ୍ୟ ସଫଳ ହେଉ ନ ଥିବାରୁ ଏହା ପ୍ରହସନ…

ୟୁକ୍ରେନରେ ବଡ଼ ଦୁର୍ଘଟଣା: ଓଡ଼େଶା ବନ୍ଦରରେ ଜାହାଜ ଉପରେ ଆକ୍ରମଣ, ୪ ଭାରତୀୟଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦।୭: ୟୁକ୍ରେନର ଓଡ଼େଶା ବନ୍ଦରରୁ ବାହାରୁଥିବା ଏକ ବାଣିଜି୍ୟକ ଜାହାଜ ‘MV ଗୋଲଡେନ ଲିଓ’ (MV Golden Leo) ଉପରେ ହୋଇଛି ଭୟଙ୍କର ଆକ୍ରମଣ। ଏହି ଆକ୍ରମଣରେ ୪ ଜଣ ଭାରତୀୟ କ୍ରୁ ମେମ୍ବରଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ଭାବେ…

ଦୁଇ IAS ଅଧିକାରୀଙ୍କ ବଦଳି କଲେ ରାଜ୍ୟ ସରକାର, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୦।୭: ଦୁଇ IAS ଅଧିକାରୀଙ୍କୁ ବଦଳି କଲେ ରାଜ୍ୟ ସରକାର। IAS ପୋମା ଟୁଡୁ ହେଲେ ଅନୁସୂଚିତ ଜାତି ଓ ଜନଜାତି ବିକାଶ ଅତିରିକ୍ତ ସଚିବ। ଏହା ସହିତ ତାଙ୍କୁ ଖାଦ୍ୟ ନିରାପତ୍ତା କମିଶନର ଓ ଟିଡିସିସିଓଏଲ MD ଭାବେ ଅତିରିକ୍ତ…

ସୋନମ ୱାଙ୍ଗଚୁକଙ୍କ ସ୍ତ୍ରୀଙ୍କ ବଡ଼ ଘୋଷଣା: ଆଗକୁ ସାରା ଦେଶରେ ଭୟଙ୍କର ହେବ…

ନୂଆଦିଲ୍ଲୀ,୨୦।୭: ସୋନମ ୱାଙ୍ଗଚୁକଙ୍କ ପତ୍ନୀ ଗୀତାଞ୍ଜଳି ଜେ. ଆଙ୍ଗ୍ମୋ ଆଜିର ପ୍ରଦର୍ଶନ ଉପରେ କହିଛନ୍ତି ଯେ, କୌଣସି ସଂଘର୍ଷ ସହଜ ହୋଇନଥାଏ। ଏହା ପିଲାମାନଙ୍କର ସାହସ ବଢ଼ାଇବ। ଯେତେବେଳେ ତାଙ୍କୁ ପ୍ରଶ୍ନ କରାଯାଇଥିଲା ଯେ ଏହି ଆନ୍ଦୋଳନ ଆହୁରି ବଡ଼ ହେବ…

ଖେମୁଣ୍ଡି ଲୋକ ମହୋତ୍ସବ ଉଦ୍‌ଘାଟନ କଲେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବିଧାୟକ ସିଦ୍ଧାନ୍ତ ମହାପାତ୍ର କହିଲେ…

ଦିଗପହଣ୍ଡି, ୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକ ଠାରେ ସୋମବାର ସନ୍ଧ୍ୟା ପ୍ରାୟ ସାଢେ ୭ଟାରେ ଦୁଇ ଦିନ ବ୍ୟାପି ଅନୁଷ୍ଠିତ ହେବାକୁ ଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବର ପ୍ରଥମ ଦିବସରେ ମୁଖ୍ୟଅତିଥି ଭାବେ…

‘ମାମ୍‌ ଆପଣଙ୍କର ପିଲା ହୋଇଥିଲେ କ’ଣ…’, ପୋଲିସର ଲାଠିଚାର୍ଜରେ ଭୋ ଭୋ ହୋଇ କାନ୍ଦିଲେ ଯୁବତୀ, ଦେଖନ୍ତୁ Video

ନୂଆଦିଲ୍ଲୀ,୨୦।୭: ଦିଲ୍ଲୀର ଜନ୍ତର ମନ୍ତରଠାରେ ଆଜି ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ ଦେଖିବାକୁ ମିଳିଛି। ‘କକରୋଚ ଜନତା ପାର୍ଟି’ (CJP) ର କର୍ମକର୍ତ୍ତା ଏବଂ ସମର୍ଥକମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ସଂସଦ ଭବନ ଆଡ଼କୁ ଶୋଭାଯାତ୍ରାରେ ବାହାରିଥିଲେ।…

ଘର ପିଣ୍ଡାରେ ଛିଡା ହୋଇଥିଲେ ରବିନ୍ଦ୍ର, ମାରିଲା ଘଡ଼ଘଡ଼ି; ଆଉ ତା’ପରେ…

ମୋରଡା,୨୦।୭(ସ୍ମାରକ ମାଜୀ): ବଜ୍ରପାତ ମାରିବାରୁ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଞ୍ଚଳର ଜଣେ ଯୁବକ ଓ଼ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଉଛନ୍ତି ଉକ୍ତ ବ୍ଲକ ଅଧୀନ ସାନମୁଣ୍ଢାବଣି ପଞ୍ଚାୟତ ପାରିଆକୁଲି ଗ୍ରାମର ରବୀନ୍ଦ୍ର ବେହେରା(୩୬)। ସୂଚନା…

ଧର୍ମେନ୍ଦ୍ର ପ୍ରଧାନଙ୍କୁ କାହିଁକି ବଞ୍ଚାଉଛନ୍ତି ସରକାର? ବଡ଼ ଖୁଲାସା କଲେ ପ୍ରିୟଙ୍କା ଚତୁର୍ବେଦୀ, ମୋଦିଙ୍କ ‘ଖାସ୍‌ ରତ୍ନ’ କହି…

ନୂଆଦିଲ୍ଲୀ,୨୦।୭: ସଂସଦର ମୌସୁମୀ ଅଧିବେଶନର ପ୍ରଥମ ଦିନରୁ ହିଁ ଶିକ୍ଷା ବ୍ୟବସ୍ଥା ଏବଂ NEET-UG ପେପର ଲିକ୍‌ ମାମଲାକୁ ନେଇ କେନ୍ଦ୍ର ସରକାରଙ୍କ ବିରୋଧରେ ଆକ୍ରମଣାତ୍ମକ ମନୋଭାବ ପୋଷଣ କରିଛି ବିରୋଧୀ ଦଳ। ଶିବସେନା (ୟୁବିଟି) ନେତ୍ରୀ ପ୍ରିୟଙ୍କା ଚତୁର୍ବେଦୀ ପ୍ରଧାନମନ୍ତ୍ରୀ…

ଛାତ୍ରୀଛାତ୍ରଙ୍କୁ ସଫଳତାର ମନ୍ତ୍ର ଦେଲେ ଜିଲାପାଳ

ତୁମୁଡିବନ୍ଧ,୨୦ା୭(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ନେତାଜୀ ସୁବାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଟିପ୍ସ ଫର୍ମ ଆଇଏଏସ୍‌ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ଜିଲାପାଳ ବେଦଭୂଷ ଓ ସମ୍ମାନିତ ଅତିଥି ଭାବେ ବାଲିଗୁଡା…

ସାପ କାମୁଡ଼ାରେ ଶାଶୁ ମୃତ, ବୋହୂ ଗୁରୁତର 

ନନ୍ଦାହାଣ୍ଡି, ୨୦।୭ (ପ୍ରତୀପ କୁମାର ଦାଶ): ଗୋଟିଏ ପରିବାରର ୨ ଜଣଙ୍କୁ ଏକ ସାପ କାମୁଡ଼ି ଦେଇଛି। ଏଥିରେ ଶାଶୁଙ୍କ ମୃତ୍ୟୁ ହୋଇଥିବା ବେଳେ ବୋହୂ ଗୁରୁତର ଥିବା ଜଣାପଡ଼ିଛି। ମୃତକ ହେଲେ ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ନୂଆଗାଁର ଯାଇକଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?