ଓଡ଼ିଶାକୁ ଦାଦନ ଖଟିବାକୁ ଆସି ରାସ୍ତା ନିର୍ମାଣବେଳେ ଚାଲିଗଲା ଜୀବନ
ପଟ୍ଟାଙ୍ଗି,୫।୦୭(ଶରତ ଧଳ): ନିଜ ପରିବାରଙ୍କୁ ବାହାର ରାଜ୍ୟରେ ଛାଡ଼ି ଓଡିଶାରେ ପହଞ୍ଚି କିଛି ରୋଜଗାର କରିବା ସ୍ବପ୍ନ ଦେଖି ଆସିଥିଲେ। ହେଲେ ଲାଲ ବିହାରୀ ମହାରଣାଙ୍କୁ ଓଡ଼ିଶାରେ ମିଳିଥିଲା ଦାଦନ ଚାକିରି। ଏବେ ସେହି ରୋଜଗାର ପରିବାର ସଦସ୍ୟଙ୍କ ପାଇଁ ଦୁଃଖ…
ଭିଜିଲାନ୍ସ ଜାଲରେ ତହସିଲଦାର
ରାୟଗଡ଼ା,୫।୭(ଆଶିଷ ରଞ୍ଜନ ପଣ୍ଡା): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ରାୟଗଡ଼ା ଜିଲା ଚନ୍ଦ୍ରପୁର ତହସିଲଦାର ବିଚିତ୍ରାନନ୍ଦ ନାୟକ। ତାଙ୍କ ସରକାରୀ ଗାଡି ଭିତରୁ ଜବତ କରାଯାଇଛି ୧ ଲକ୍ଷ ୧୫ ହଜାର ଟଙ୍କା। ହନୁମନ୍ତପୂର ଗ୍ରାମର ଗୋଟିଏ ଗୋଷ୍ଠୀ ଠାରୁ ସେ ଏହି…
ଗଛରେ ଚଢ଼ି ଏଭଳି କିଛି ଦୃଶ୍ୟ କଏଦ କରିଥିଲେ ପ୍ରଶଂସକ, Video ସାମ୍ନାକୁ ଆସିବା ପରେ…
ନୂଆଦିଲ୍ଲୀ,୫।୭: ଟି୨୦ ବିଶ୍ୱକପ୍ ଜିତିବା ପରେ ଭାରତରେ ଉତ୍ସବର ମାହୋଲ ଦେଖିବାକୁ ମିଳୁଛି। ଏହି କ୍ରମରେ ଖେଳାଳିମାନେ ସ୍ବଦେଶକୁ ଫେରି ରୋଡ ଶୋ’ କରି ପ୍ରଶଂସକଙ୍କ ସହ ଖୁସି ବାଣ୍ଟିଛନ୍ତି। ଦିଲ୍ଲୀରୁ ନେଇ ବମ୍ବେ ଯାଇ ପ୍ରଶଂସକମାନେ ଖେଳାଳିଙ୍କ ଝଲକ ପାଇବାକୁ…
ରଥଯାତ୍ରାରେ ପ୍ରବଳ ବର୍ଷା, ସୃଷ୍ଟି ହେଲା ଘୂର୍ଣ୍ଣିବଳୟ
ଭୁବନେଶ୍ୱର,୫।୭: ବର୍ଷାରେ ଭିଜିବେ ମହାପ୍ରଭୁ ଜଗନ୍ନାଥ। ରଥଯାତ୍ରାରେ ପୁରୀରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଶ୍ରୀକ୍ଷେତ୍ର ପରି ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆଉ କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିସହ ବଜ୍ରପାତ…
ଶାଢ଼ୀ ପିନ୍ଧି କବାଡ଼ି ଖେଳିଲେ ଗାଁ ମହିଳା, Video ଦେଖିଲେ କହିବେ ବାଃ…
ଶାଢ଼ୀ ପିନ୍ଧି କବାଡ଼ି ଖେଳିଲେ ଗାଁର ମହିଳା। ଖୁସ ହସିବା ସହ ପ୍ରତିଟି ମୂହୁର୍ତ୍ତକୁ ଭରପୂର ଉପଭୋଗ ବି କଲେ। କିଛି ଏଭଳି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହାକୁ ଦେଖି ଅନେକ ମହିଳାଙ୍କ ପ୍ରଶଂସା କରିବା ସହ…
ବିଧାନସଭା ଭିତରେ ମରାଠିରେ ଏମିତି କହିଦେଲେ ରୋହିତ, ମୁଖ୍ୟମନ୍ତ୍ରୀ…
ମୁମ଼୍ବାଇ, ୫।୭: ସ଼୍ବଦେଶ ଫେରିବା ପରେ ବିଶ଼୍ବବିଜୟୀ ଭାରତୀୟ ଟିମ୍କୁ ଶୁଭେଚ୍ଛା ଏବଂ ସମ୍ମାନ ସମାରୋହ ଜାରି ରହିଛି । ଗତ ଗୁରୁବାର ମୁମ଼୍ବାଇରେ ସମ଼୍ବର୍ଦ୍ଧନା ପରେ ଆଜି ମହାରାଷ୍ଟ୍ର ବିଧାନସଭାକୁ କ୍ୟାପ୍ଟେନ୍ ରୋହିତ ଶର୍ମାଙ୍କୁ ଆମନ୍ତ୍ରିତ କରାଯାଇଥିଲା । ରୋହିତଙ୍କ…
ବିଶ୍ୱ ବିଜେତା ହୋଇ ଘରକୁ ଫେରିଲେ ହିଟ୍ମ୍ୟାନ୍, ଫୁଲ ବିଛାଇ ସ୍ବାଗତ କଲେ…
ନୂଆଦିଲ୍ଲୀ,୫।୭: ଟିମ୍ ଇଣ୍ଡିଆ ଅଧିନାୟକ ଭାବେ ବିଶ୍ୱକପ୍ ଜିତି ଘରକୁ ଫେରିବା ପରେ ରୋହିତ ଶର୍ମାଙ୍କୁ ଭବ୍ୟ ସ୍ବାଗତ ମିଳିଛି। ଏଥିଲାଗି ପ୍ରାୟ ୧ ମାସରୁ ଅଧିକ ସମୟ ବାହାରେ ରହିଥିଲେ ସେ। ଏଣୁ ଯେତେବେଳେ ସେ ଘରକୁ ଫେରିଥିଲେ, ଫୁଲ…
ମା’ଙ୍କ ନାକ କାଟି ବନ୍ଧା ହେଲେ ପୁଅ
ସେମିଳିଗୁଡା/ସୁନାବେଡା,୫ା୭(ବାସୁଦେବ ବରାଡ଼/କୃତ୍ତିବାସ): ମା’ଙ୍କ ନାକ କାଟି ବନ୍ଧା ହୋଇଛନ୍ତି ପୁଅ। ଏଭଳି ଅଭାବନୀୟ ଘଟଣା ଘଟିଛି ସେମିଳିଗୁଡା ଉପରସାହି ଆମ୍ବେଡକର ନଗରରେ। ଏନେଇ ମା’ ଭାନୁ ଖରା (୬୦) ସେମିଳିଗୁଡା ଥାନାରେ ଗୁରୁବାର ଅଭିଯୋଗ କରିବା ପରେ ପୋଲିସ ଘଟଣାର ତଦନ୍ତ…
ବିଦାୟୀ ଭାଷଣରେ ବଡ଼ କଥା କହିଦେଲେ ଋଷି ସୁନକ୍
ନୂଆଦିଲ୍ଲୀ, ୫।୭: ବ୍ରିଟେନ୍ରେ ଋଷି ସୁନକ୍ଙ୍କର କଞ୍ଜରଭେଟିଭ୍ ପାର୍ଟିକୁ ହରାଇ କିଏର ଷ୍ଟାର୍ମରଙ୍କ ନେତୃତ଼୍ବାଧୀନ ଲେବର ପାର୍ଟି ସାଧାରଣ ନିର୍ବାଚନ ଜିତିଛି । ଏଥିସହିତ ଦେଶରେ ଲେବର ପାର୍ଟି ୧୪ ବର୍ଷ ପରେ ପୁଣି ସରକାର ଗଠନ କରିବାକୁ ଯାଉଛି ।…
ମୁଖ୍ୟମନ୍ତ୍ରୀଙ୍କୁ ଖରାପ ବ୍ୟବହାର ଦେଖାଇଥିବା ଆଇଆଇସିଙ୍କୁ ବଦଳି
ପାରଳାଖେମୁଣ୍ଡି,୫ା୭(ଗିରିଧାରୀ ପରିଛା): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପୂର୍ବରୁ ଥାନାରେ ଖରାପ ବ୍ୟବହାର ପ୍ରଦର୍ଶନ କରିଥିବା କେନ୍ଦୁଝର ଆଇଆଇସି ତ୍ରିନାଥ ସେଠୀଙ୍କୁ ଗଜପତି ଜିଲାକୁ ବଦଳି ହୋଇଛି। କଟକ ପୋଲିସ ମୁଖ୍ୟାଳୟରୁ ଏହି ବଦଳି ଆଦେଶ ହୋଇଛି। ସେହିପରି ଭଦ୍ରକ ଥାନାର…
‘ଯାହାକୁ ଏଭଳି ମା’ ମିଳିଛି, ସେ କେବେ ବି ବିଫଳ ହୋଇପାରିବ ନାହିଁ’; ପନ୍ତଙ୍କୁ ଏଭଳି କହି…
ନୂଆଦିଲ୍ଲୀ,୫।୭: ଭାରତୀୟ କ୍ରିକେଟ ଟିମ୍ ଟି୨୦ ବିଶ୍ୱକପ୍ ୨୦୨୪ ଜିତିବା ପରେ ସ୍ବଦେଶ ଫେରିଛି। ଗୁରୁବାର ଦଳର ଖେଳାଳିମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ଏହି ସମୟରେ ସମସ୍ତେ ନିଜର ପ୍ରଦର୍ଶନ ଉପରେ ଚର୍ଚ୍ଚା କରିଥିଲେ। ବିଶେଷକରି ଟିମ୍ ଇଣ୍ଡିଆ ବିଜୟରେ…
NEETକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପୁନର୍ବାର ହେବନାହିଁ ପରୀକ୍ଷା
ନୂଆଦିଲ୍ଲୀ, ୫।୭: ଦେଶରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବା ନିଟ୍ ମାମଲାରେ କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ସୁପ୍ରିମ୍କୋର୍ଟରେ ସତ୍ୟପାଠ ଦାଖଲ କରି କେନ୍ଦ୍ର କହିଛି ଯେ, ନିଟ୍ ଅନୀୟମିତତାକୁ ନେଇ ହୋଇଥିବା ତଦନ୍ତରେ ସେମିତି କିଛି ପ୍ରମାଣ ମିଳିନାହିଁ…
Archives


