ଓଡ଼ିଶାର ଶ୍ରେଷ୍ଠ ୧୦ ପାରମ୍ପରିକ ଓ ଲୋକପ୍ରିୟ ଖାଦ୍ୟ, ଯାହାବିନା ଓଡ଼ିଶା ଆସିବା ଅଧୁରା
ସୁଆଦିଆ ଖାଦ୍ୟକୁ ନେଇ ଭାରତ ପ୍ରସିଦ୍ଧି ହାସଲ କରିଛି। ଖାଇବା ପିଇବା ପଦ୍ଧତିକୁ ଛାଡିଦେଲେ ରୋଷେଇ କରିବାର ପ୍ରକ୍ରିୟାକୁ ନେଇ ମଧ୍ୟ ଆମ ଦେଶ ପଛରେ ପଡିନି। ତେବେ ଆମେ ଆଜି ଓଡ଼ିଶା ବିଷୟରେ କହିବାକୁ ଯାଉଛୁ ଯାହାର ସଂସ୍କୃତି ପରମ୍ପରା…
ବିଧାନସଭାରେ ବିରୋଧୀଙ୍କ ହଙ୍ଗାମା: ଜଣେ ନୁହେଁ, ଜଣଙ୍କ ପରେ ଜଣେ ବିଧାୟକ ଚଢ଼ିଗଲେ ବାଚସ୍ପତିଙ୍କ ପୋଡିୟମ ଉପରକୁ
ଭୁବନେଶ୍ୱର,୨୩।୮: ପୁଣି ବିଧାନସଭାରେ ବିରୋଧୀଙ୍କ ହଙ୍ଗାମା । ଆଜି ମଧ୍ୟ ଆରମ୍ଭରୁ ବିଧାନସଭା ସରଗରମ ହୋଇପଡ଼ିଛି। ମଦମୃତ୍ୟୁକୁ ନେଇ ବିଧାନସଭାରେ ବିଜେଡି ଓ କଂଗ୍ରେସ ସଦସ୍ୟ ପ୍ରବଳ ହଟଗୋଳ କରିଛନ୍ତି। ଏମିତି କି ବିରୋଧୀମାନେ ବାଚସ୍ପତି ସୁରମା ପାଢ଼ୀଙ୍କ ପୋଡିୟମ ତଳେ…
ସେବାଶ୍ରମରେ ତାଲା ପକାଇ ଫାଟକ ସାମ୍ନାରେ ଧାରଣାରେ ବସିଲେ ଅଭିଭାବକ, ଦାବି ପୂରଣ ନ ହେଲେ…
ଦାରିଙ୍ଗବାଡ଼ି,୨୩ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ପର୍ତ୍ତମାହା ସରକାରୀ ସେବାଶ୍ରମକୁ ତାଲା ପକାଇ ବିକ୍ଷୋଭ କରୁଛନ୍ତି ଅଭିଭାବକ ଓ ପଞ୍ଚାୟତ ଅଞ୍ଚଳବାସୀ। ଶିକ୍ଷକ ଅଭାବକୁ ପୁରଣ କରିବା ସେମାନଙ୍କ ମୁଖ୍ୟ ଦାବି ହୋଇଥିବା ବେଳେ ବିଦ୍ୟାଳୟରେ ରହିଥିବା ବିଭିନ୍ନ ସମସ୍ୟାର…
କୋଟିପତିଙ୍କ ଗାଁ, ଚାଷକରି ପ୍ରତିବର୍ଷ ପାଉଛନ୍ତି ୭୫ ଲକ୍ଷ ଟଙ୍କାରୁ ଅଧିକ
ସିମ୍ଲା, ୨୩।୦୮: ଆମ ଦେଶରେ ଏମିତି ଏକ ଗାଁ ରହିଛି ଯେଉଁଠି ପ୍ରତି ପରିବାର ପ୍ରତିବର୍ଷ ୭୫ ଲକ୍ଷ ଟଙ୍କାରୁ ଅଧିକ ଟଙ୍କା ରୋଜଗାର କରନ୍ତି । ହିମାଚଳ ପ୍ରଦେଶରେ ଏହି ଗ୍ରାମ ରହିଛି । ଏହି ଗାଁକୁ ହିମାଚଳର ସବୁଠାରୁ…
ଘାରିଲାଣି ଡେଙ୍ଗୁ, ମ୍ୟାଲେରିଆ ଭୟ
ବରଗଡ,୨୩।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ବଢ଼ି ଚାଲିଛି। ଏଥିରୁ ବରଗଡ଼ ଜିଲା ମଧ୍ୟ ବାଦ୍ ପଡ଼ିନାହିଁ। ଜିଲାରେ ଏପର୍ଯ୍ୟନ୍ତ ୩ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ଜିଲା ସ୍ବାସ୍ଥ୍ୟ ବିଭାଗରୁ ସୂଚନା ମିଳିଛି। ମାତ୍ର ବେସରକାରୀ ଭାବେ ଏହା ଆହୁରି…
ବିଏମ୍ସିକୁ ସୁହାଇଲା ଏନ୍ଜିଟି ରାୟ
ଭୁବନେଶ୍ୱର,୨୩ା୮ (ବନ୍ଦନା ସେଠୀ): ସୈନିକ ସ୍କୁଲ ନିକଟ ଅସ୍ଥାୟୀ ଡମ୍ଫିୟାର୍ଡ ବା ଟେମ୍ପରାରି ଟ୍ରାଞ୍ଜିଟ୍ ଷ୍ଟେଶନ (ଟିଟିଏସ୍) ମାମଲାକୁ ନେଇ ଜାତୀୟ ଗ୍ରୀନ୍ ଟ୍ରିବ୍ୟୁନାଲ୍ (ଏନ୍ଜିଟି) ଶୁଣାଣି ଶେଷ କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଦାଖଲ କରାଯାଇଥିବା ସତ୍ୟପାଠରେ…
ଶୋଇଥିବା ବେଳେ ଘର ଭାଙ୍ଗିଦେଲା ହାତୀ, ଆଉ ତା’ ପରେ…
ପାଟଣା,୨୩ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଞ୍ଚଳରେ ୨୮ଟିକିଆ ବଣୁଆ ହାତୀପଲ ଉପଦ୍ରବ ସହ ଭୟ ଦେଖାଦେଇଛି। ଏହି ହାତୀପଲ ୨ ଭାଗରେ ବିଭକ୍ତ ହୋଇ ଧାନ,ମକା, ପରିବା ଚାଷ ନଷ୍ଟ କରିବା ସହ ଘର ଭାଙ୍ଗି ଧାନ ଚାଉଳ…
କୋଲକାତା ଅଭିଯୁକ୍ତ ସଞ୍ଜୟଙ୍କ ମା’ ଖୋଲି କହିଦେଲେ ସବୁକଥା: ସେ ଏମିତି କାମ…
କୋଲକାତା,୨୩।୮: କୋଲକାତାସ୍ଥିତ ଆର୍.ଜି. କର ମେଡିକାଲ କଲେଜ ଆଣ୍ଡ୍ ହସ୍ପିଟାଲ ଘଟଣା ଦେଶକୁ ଦୋହଲାଇ ଦେଇଛି। ଘଟଣାର ତଦନ୍ତ ଯେତିକି ବଢୁଛି ସେତିକି ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରାୟଙ୍କ ପରିବାର ମଧ୍ୟ…
୫ ବର୍ଷରେ ୧୫,୦୦୦କୋଟିର ଋଣ ବଣ୍ଟନ
ନୂଆଦିଲ୍ଲୀ,୨୩।୮:ଘରୋଇ ବଜାରରେ ବର୍ତ୍ତମାନ ଋଣ ବଣ୍ଟନ ଓ ପ୍ରଦାନକୁ ନେଇ ଡିଜିଟାଲ ପ୍ଲାଟ୍ଫର୍ମଗୁଡିକ ପ୍ରତିଯୋଗିତାମୂଳକ ସୁଧ ହାରରେ ଋଣ ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ଏପରିକି ଦେଶର ପ୍ରମୁଖ ଡିଜିଟାଲ ଆର୍ଥିକ ନେଣଦେଣକାରୀ ସଂସ୍ଥା ଭାରତ ପେ ମଧ୍ୟ ତା’ର ମର୍ଚ୍ଚାଣ୍ଟ…
ଅଭିଷେକଙ୍କୁ ନେଇ ଏମିତି କହିଦେଲେ ଐଶ୍ୱର୍ଯ୍ୟା, କହିଲେ ମୁଁ ତାଙ୍କ ପାଇଁ…
ମୁମ୍ବାଇ:ଐଶ୍ୱର୍ଯ୍ୟା ରୟ ଅନେକ ସୁପରହିଟ ଏବଂ ବ୍ଲକ୍ବାଷ୍ଟର ଫିଲ୍ମ କରିଛନ୍ତି। ବଲିଉଡରେ ଏକ ସମୟରେ ତାଙ୍କର ଏପରି ଆକର୍ଷଣ ଥିଲା ଯେ ସେ ପ୍ରତ୍ୟେକ ନିର୍ଦ୍ଦେଶକଙ୍କ ପ୍ରଥମ ପସନ୍ଦ ଥିଲେ। ଅନେକ ସଫଳ ଚଳଚ୍ଚିତ୍ର ଅଛି ଯାହା ତାଙ୍କୁ ଦିଆଯାଉଥିଲା କିନ୍ତୁ…
ଓଡ଼ିଶାରେ ଜିଓ ୧ ନମ୍ବର: ପଛରେ ପଡିଲା ବିଏସ୍ଏନ୍ଏଲ୍
ଭୁବନେଶ୍ୱର,୨୩।୮:ଦେଶର ପ୍ରମୁଖ ଘରୋଇ ଟେଲିକମ୍ କମ୍ପାନୀ ‘ରିଲାଏନ୍ସ ଜିଓ’ ଓଡ଼ିଶାର ସର୍ବାଧିକ ପସନ୍ଦର ଡିଜିଟାଲ ସେବା ପ୍ରଦାନକାରୀ ଭାବେ ଉଭା ହୋଇଛି। ଏପରିକି ରାଜ୍ୟରେ ଜିଓ ତା’ର ୧ ନମ୍ବର ସ୍ଥାନକୁ ଆହୁରି ସୁଦୃଢ଼ କରିଛି। ଉଲ୍ଲେଖଯୋଗ୍ୟ, ଟେଲିକମ୍ ରେଗୁଲେଟୋରି ଅଥରିଟି…
‘କେଜରିୱାଲ୍ ମଦ ଦୁର୍ନୀତିର ମାଷ୍ଟରମାଇଣ୍ଡ୍’, ସୁପ୍ରିମ୍କୋର୍ଟରେ ସିବିଆଇର ଚାଞ୍ଚଲ୍ୟକର ତଥ୍ୟ
ନୂଆଦିଲ୍ଲୀ, ୨୩।୦୮: ବହୁ ଚର୍ଚ୍ଚିତ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ସୁପ୍ରିମ୍କୋର୍ଟରେ ଚଞ୍ଚଲ୍ୟକର ତଥ୍ୟ ରଖିଛି ଜାତୀୟ ତଦନ୍ତକାରୀ ସଂସ୍ଥା ସିବିଆଇ । ସୁପ୍ରିମ୍କୋର୍ଟରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ୍ଙ୍କ ଜାମିନ୍ ଆବେଦନ ଶୁଣାଣି ବେଳେ ସିବିଆଇ ପକ୍ଷରୁ ଜବାବ ଦାଖଲ କରାଯାଇଛି…
Archives


