Home Left

ବୟନିକାର ନାଇଟ୍‌ ବଜାର ଉଦ୍‌ଘାଟିତ

ଭୁବନେଶ୍ୱର,୯।୧: ରାଜ୍ୟର ପ୍ରମୁଖ ହସ୍ତତନ୍ତ୍ର ସଙ୍ଗଠନ ତଥା ଓଡ଼ିଶା ରାଜ୍ୟ ହସ୍ତତନ୍ତ ବୁଣାକାର ସମବାୟ ସମିତି ଲିମିଟେଡ୍‌ ବା ବୟନିକାର ବହୁ ପ୍ରତୀକ୍ଷିତ ‘ବୟନିକା ନାଇଟ୍‌ ବଜାର’ ବୁଧବାର ଭୁବନେଶ୍ୱରର ଖାରବେଳନଗରସ୍ଥିତ ବୟନିକା ଭବନଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଓଡ଼ିଶା…

କରଜ ଚିନ୍ତାରେ ଜୀବନ ହାରିଲେ ଯୁବଚାଷୀ

ରଘୁନାଥପୁର,୯ା୧(ରାଜେନ୍ଦ୍ର ନାରାୟଣ ସିଂହ):ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ ଅଞ୍ଚଳରେ ବୁଧବାର ଚାଷୀ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଧାନ ଫସଲ ଉଜୁଡ଼ି ଯିବା ପରେ କରଜ ଶୁଝିବା ଚିନ୍ତାରେ ତଅଁରା ବିଲସାହିର ପ୍ରହଲ୍ଲାଦ ପରିଡ଼ାଙ୍କ ସାନପୁଅ ଯୁବଚାଷୀ ଅଶୋକ(୩୮) ନିଜ ଘରେ ବେକରେ…

ଗର୍ବିତ ନୁହେଁ, କୃତଜ୍ଞ ହେବା: ତଥାଗତ

ବଲାଙ୍ଗୀର, ୯ା୧(ବୀରେନ୍ଦ୍ର କୁମାର ଝାଙ୍କର):ଅନେକ ସମୟରେ ଆମେ ବଲାଙ୍ଗିରିଆ, ଢେଙ୍କାନାଳିଆ କି ଭାରତୀୟ ବୋଲି ଗର୍ବ କରିଥାଉଁ। ମାତ୍ର ଗର୍ବିତ ହେବା ବଦଳରେ ଆମେ ଯଦି କୃତଜ୍ଞ ହେବା ତେବେ ଏହା ଆମ ଅଞ୍ଚଳ, ସମାଜ ଓ ଦେଶ ପାଇଁ ଅଧିକ…

ସୁନା କ୍ରୟରେ ଭାରତ ଦ୍ୱିତୀୟ

ଭୁବନେଶ୍ୱର,୯ା୧(ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ୨୦୨୪ ଜାନୁଆରୀରୁ ନଭେମ୍ବର ମଧ୍ୟରେ ୭୩ ଟନ୍‌ ସୁନା କିଣିଛି। କେବଳ ନଭେମ୍ବରରେ ଆର୍‌ବିଆଇ ୮ ଟନ ସୁନା କିଣିଥିବା ସୂଚନା ରହିଛି। ୨୦୨୪ ଶେଷ ସୁଦ୍ଧା ଆର୍‌ବିଆଇର ମୋଟ ସୁନା ପରିମାଣ ୮୭୬…

ଏହି ମାସଠୁ ଲାଗୁ ହେବ ଆୟୁଷ୍ମାନ୍‌ ଯୋଜନା: ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୯ା୧(ସୁନିତ୍‌ ମିଶ୍ର):ରାଜ୍ୟରେ ଆୟୁଷ୍ମାନ୍‌ ଭାରତ ଯୋଜନା ଲାଗୁକରିବା ଲାଗି ରାଜ୍ୟ ସରକାର ବ୍ୟାପକ ଉଦ୍ୟମ ଚଳାଇଛନ୍ତି। ରାଜ୍ୟ ସରକାରଙ୍କ ନିଜସ୍ବ ଗୋପବନ୍ଧୁ ଜନ ଆରୋଗ୍ୟ ଏବଂ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ୍‌ ଭାରତ ଯୋଜନାକୁ ମିଶାଇ ଗୋଟିଏ କାର୍ଡ ପ୍ରସ୍ତୁତ କରିବାକୁ ଯୋଜନା…

ନିଆଁ ଆଁରେ ଲସ୍‌ଏଞ୍ଜେଲ୍ସ ଜଙ୍ଗଲ

ଆମେରିକାର ଲସ୍‌ଏଞ୍ଜେଲ୍ସ ଉପକୂଳ ପାସିଫିକ୍‌ ପାଲିସାଡେସ୍‌ ଓ ପାସାଡେନା ଜଙ୍ଗଲରେ ଭୟଙ୍କର ନିଅଁା ଲାଗିଛି। ଖୁବ୍‌ ଜୋର୍‌ରେ ପବନ ବହୁଥିବାରୁ ବନାଗ୍ନି ମାଡ଼ିଚାଲିଛି। ବୁଧବାର ସୁଦ୍ଧା ୩,୦୦୦ରୁ ଊର୍ଦ୍ଧ୍ୱ ଏକର ବିସ୍ତୃତ ଜଙ୍ଗଲ ଧ୍ୱଂସ ହୋଇସାରିଛି। ଜୀବନ ବଞ୍ଚାଇବା ପାଇଁ ୩୦,୦୦୦ରୁ…

୨୦ରୁ ନାଟମଣ୍ଡପରେ ଧାଡ଼ି ଦର୍ଶନ ବ୍ୟବସ୍ଥା

ପୁରୀ, ୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଭକ୍ତଙ୍କୁ ଯେପରି ସମସ୍ୟା ନ ହେବ ସେଥିଲାଗି ସରକାରଙ୍କ ପକ୍ଷରୁ ପଦକ୍ଷେପ ନିଆଯାଉଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୨୦ ତାରିଖରୁ ନାଟମଣ୍ଡପ ପରିସରରେ ଧାଡ଼ିଦର୍ଶନ ବ୍ୟବସ୍ଥା ଆରମ୍ଭ ହେବାକୁ ଯାଉଛି।…

ଏବେ ଏହି ରାଜ୍ୟରେ ମିଳିବନି କିଙ୍ଗଫିସର ବିୟର, କମ୍ପାନୀ ନେଲା ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୮ା୧: କିଙ୍ଗଫିସର ବିୟର ଉତ୍ପାଦନକାରୀ କମ୍ପାନୀ ୟୁନାଇଟେଡ୍ ବ୍ରୁରିଜ୍ ଲିମିଟେଡ୍ (ୟୁବିଏଲ୍) ବୁଧବାର ଏକ ବଡ ଘୋଷଣା କରିଛି। ଏହା ଅଧୀନରେ ତୁରନ୍ତ ପ୍ରଭାବ ସହିତ ତେଲେଙ୍ଗାନା ବେଭରେଜ୍ କର୍ପୋରେସନ୍ ଲିମିଟେଡ୍ (TGBCL) କୁ ବିୟର ଯୋଗାଣ ବନ୍ଦ କରିବାକୁ ଘୋଷଣା…

ଭାଜପା-ବିଜେଡିର ଦୁଇ ଗୋଷ୍ଠୀ ମଧ୍ୟରେ ମାର୍‌ପିଟ୍‌, ଘଟଣାସ୍ଥଳରେ ଉତ୍ତେଜନା

କେନ୍ଦୁଝର,୮ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ରାସ୍ତା ଜାମକୁ ନେଇ ବୁଧବାର ସନ୍ଧ୍ୟାରେ ଭାଜପା ଓ ବିଜେଡିର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା। ଉଭୟ ଦଳର ସମର୍ଥକଙ୍କ ମଧ୍ୟରେ ମାର୍‌ପିଟ୍‌ ହେବାରୁ ଉତ୍ତେଜନା ପରିସ୍ଥିତି ଉପୁଜିଥିଲା। ଏହାକୁ ନେଇ ଟାଉନ ଥାନାରେ…

ଧନୁଯାତ୍ରାରେ ରଙ୍ଗସଭା: କଂସଙ୍କ ପ୍ରଶ୍ନବାଣରେ ଅଧିକାରୀ ଘାଇଲା

ମଥୁରାନଗରୀ,୮ା୧(ପ୍ରେମାନନ୍ଦ ଖମାରୀ): ବୃ଼ହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବୁଧବାର ରାଜ ଦରବାରରେ ଅନୁଷ୍ଠିତ କଂସଙ୍କ ଜନତା ଦରବାର (ରଙ୍ଗସଭା) ବେଶ ଚିତ୍ତାକର୍ଷକ ଥିଲା। ଏହି ଜନତା ଦରବାରରେ ବରଗଡ଼ ଜିଲାପାଳଙ୍କ ସମେତ ପୋଲିସ, ସ୍ବାସ୍ଥ୍ୟ, ଯୋଗାଣ, ବିଦ୍ୟୁତ୍‌ ଜଳସେଚନ,…

ଛାଡପତ୍ର ଖବର ମଧ୍ୟରେ ପ୍ରଥମ ଥର ମୁହଁ ଖୋଲିଲେ ଧନଶ୍ରୀ ବର୍ମା, କହିଲେ-”ମୋ ଚରିତ୍ର…”

ନୂଆଦିଲ୍ଲୀ,୮ା୧: ୟୁଜବେନ୍ଦ୍ର ଚହଲଙ୍କ ସହ ଛାଡପତ୍ର ଖବର ଉପରେ ଧନଶ୍ରୀ ଧର୍ମେନ୍ଦ୍ର ଶେଷରେ ନିରବତା ଭାଙ୍ଗିଛନ୍ତି। ଇନଷ୍ଟାଗ୍ରାମରେ ଏକ ଷ୍ଟୋରି ପୋଷ୍ଟ କରି ଧନଶ୍ରୀ ଭିତ୍ତିହୀନ ଗୁଜବ ପ୍ରଚାର କରୁଥିବା ଲୋକଙ୍କୁ ଉପଯୁକ୍ତ ଉତ୍ତର ଦେଇଛନ୍ତି। ଧନଶ୍ରୀ ଲେଖିଛନ୍ତି- ଗତ କିଛି…

ନାବାଳିକାଙ୍କୁ ଭାତ-ମାଂସ ଖାଇବାର ଲୋଭ ଦେଖାଇ କରିଥିଲେ ବଳାତ୍କାର, ଏବେ ଭୋଗିବେ ଆଜୀବନ କାରାଦଣ୍ଡ

ବାରିପଦା,୮ା୧(ନୀଳାଦ୍ରି ଦଣ୍ଡପାଟ): ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ୍‌ ତଥା ସ୍ବତନ୍ତ୍ର ଫାଷ୍ଟ ଟ୍ରାକ୍‌ ପୋକ୍ସୋ କୋର୍ଟରେ ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ସନ୍ତୋଷ କୁମାର ନାୟକ ଏହାର ବିଚାର କରି ଅଭିଯୁକ୍ତଙ୍କୁ ଆଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?