Home Left

ସାତକୋଶିଆ ଗଣ୍ଡରେ କୁମ୍ଭୀର ଆକ୍ରମଣ : ମୃତ ନାବାଳକଙ୍କ ପରିବାରକୁ ଭେଟିଲା ଭାଜପା ପ୍ରତିନିଧିମଣ୍ଡଳୀ

ଅନୁଗୋଳ,୩।୭ (ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଟିକରପଡାସ୍ଥିତ ସାତକୋଶିଆ ଗଣ୍ଡରେ ଗତ ଶନିବାର କୁମ୍ଭୀର ଆକ୍ରମଣରେ ପ୍ରାଣ ହରାଇଥିବା ନାବାଳକ ସମୀର ନାଏକ (୧୩)ଙ୍କ ପରିବାରକୁ ଭେଟିଛନ୍ତି ଭାଜପା ପ୍ରତିନିଧିମଣ୍ଡଳୀ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିର୍ଦ୍ଦେଶରେ ସୋମବାର ଅନୁଗୋଳ…

ଲୋକେ ସରକାରଙ୍କୁ ପୁନଃ ନିର୍ବାଚିତ କରିଛନ୍ତି: ମୋଦି

ନୂଆଦିଲ୍ଲୀ,୩ା୭(ପି.ଟି.) : ଦେଶବାସୀ ସରକାରଙ୍କ ପ୍ରତ୍ୟେକ ମାନଦଣ୍ଡକୁ ଭଲ ଭାବେ ପରୀକ୍ଷା କରିବା ପରେ କ୍ରମାଗତ ତୃତୀୟ ଥର ପାଇଁ ସରକାର ଗଢ଼ିବାକୁ ସୁଯୋଗ ଦେଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଲୋକ ସଭାରେ କହିଛନ୍ତି। ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ…

ଫାର୍ମାସୀ ଅଫିସରଙ୍କ ଭରସାରେ ରୋଗୀ

ବ୍ରହ୍ମପୁର,୩।୭(ସୁବାସ ଚନ୍ଦ୍ର ପାଢ଼ୀ) : ପ୍ରବିଭିନ୍ନ ସମୟରେ ସରକାର ସ୍ବାସ୍ଥ୍ୟସେବାକୁ ଗୁରୁତ୍ୱ ଦେଉଥିବା ବେଳେ ଗ୍ରାମାଞ୍ଚଳରେ ରୋଗୀ କେଉଁଠି ଫାମାର୍ସୀ ଅଫିସର ତ ଆଉ କେଉଁଠି ନର୍ସିଂ ଅଫିସରଙ୍କ ଉପରେ ଭରସା କରୁଛନ୍ତି। ଡାକ୍ତରଖାନାକୁ କେତେବେଳେ ଡାକ୍ତର ଆସୁଛନ୍ତି ଗ୍ରାମବାସୀ ଜାଣିପାରୁ…

୫-ଟି ସ୍କୁଲ ଛାତରୁ ପ୍ଲାଷ୍ଟର ଖଣ୍ଡ ଖସି ୫ ଛାତ୍ରୀ ଆହତ

ଚଣ୍ଡିଖୋଲ,୩।୭(ପ୍ରଦୀପ୍ତ କୁମାର ପୃଷ୍ଟି):ବଡ଼ଚଣା ବ୍ଲକ ଅନ୍ତର୍ଗତ କୁନ୍ଦଳ ପଞ୍ଚାୟତର ମା’ ମଲିହାଶୁଣୀ ୫-ଟି ଉଚ୍ଚ ବିଦ୍ୟାଳୟରେ ମଙ୍ଗଳବାର ଛାତରୁ ପ୍ଲାଷ୍ଟର ଖଣ୍ଡ ଖସିପଡ଼ିଛି। ପ୍ରାର୍ଥନା ସାରି ଛାତ୍ରୀଛାତ୍ର ବିଦ୍ୟାଳୟ ମଧ୍ୟକୁ ପ୍ରବେଶ କରିବା ମାତ୍ରେ ସେମାନଙ୍କ ଉପରେ ଛାତର ପ୍ଲାଷ୍ଟର ଖଣ୍ଡ…

କିଏ ହେବେ ଲୋକ ସଭାର ଉପବାଚସ୍ପତି, ଚର୍ଚ୍ଚାରେ…

ନୂଆଦିଲ୍ଲୀ,୩।୭: ଓମ ବିର୍ଲା ବାଚସ୍ପତି ଭାବେ ନିର୍ବାଚିତ ହେବା ପରେ ଏବେ ଉପବାଚସ୍ପତି କିଏ ହେବେ ତାକୁ ନେଇ ଦ୍ୱନ୍ଦ୍ୱ ଲାଗି ରହିଛି । ୧୮ତମ ଲୋକ ସଭାର ପ୍ରଥମ ଅଧିବେଶନରେ ବାଚସ୍ପତି ପରେ ଉପବାଚସ୍ପତି ପଦକୁ ନେଇ ସରକାର ଏବଂ…

ବିପର୍ଯ୍ୟୟକୁ ସାମ୍ନାକରିବ ତାଳ, ହେନ୍ତାଳ

ମହାକାଳପଡ଼ା,୩।୭(ପ୍ରତାପ ଚନ୍ଦ୍ର ସ୍ବାଇଁ): ଜଳବାୟୁ ପରିବର୍ତ୍ତନ ଯୋଗୁ ଦକ୍ଷିଣ ପଶ୍ଚିମ ମୌସୁମୀ ବର୍ଷା ଅନିୟମିତତା ଦେଖାଯାଉଛି। ବର୍ଷାଦିନରେ ଗରମ ଅନୁଭୂତ ହେବା, ଶୀତଋତୁରେ ଥଣ୍ଡା ହ୍ରାସ ହେବାରୁ ଜଳବାୟୁରେ ଅସାନମତା ସୃଷ୍ଟି ହେଉଛି। ଏହାର କାରଣ ଓ ନିରାକରଣ ପାଇଁ ବିଶ୍ୱର…

ପ୍ରଧାନମନ୍ତ୍ରୀ ପଦରୁ ହଟାଇବାକୁ ଚାଲିଛି ବଡ଼ ଯୋଜନା

କାଠମାଣ୍ଡୁ,୩ା୭(ପି.ଟି.) : ନେପାଳ ପ୍ରଧାନମନ୍ତ୍ରୀ ପଦରୁ ପୁଷ୍ପ କମଲ ଦହଲ ‘ପ୍ରଚଣ୍ଡ’ଙ୍କୁ ହଟାଇବା ପାଇଁ ଦୁଇ ବୃହତ୍‌ ଦଳ ନେପାଳୀ କଂଗ୍ରେସ ଏବଂ ସିପିଏନ୍‌-ୟୁଏମ୍‌ଏଲ୍‌ ମଧ୍ୟରେ ସୋମବାର ରାତିଅଧିଆ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଉକ୍ତ ଡିଲ୍‌ ଅନୁଯାୟୀ ମେଣ୍ଟ ସରକାର ବଦଳରେ…

ଜାବରା ସେତୁରେ ଲହଡ଼ି ମାରୁଛି ବର୍ଷାଜଳ

ଜେନାପୁର,୩।୭(ଅଶୋକ ଦାସ):ଗ୍ରାମାଞ୍ଚଳ ତଥା ଦୁର୍ଗମ ଅଞ୍ଚଳର ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ କରି ସେହି ଅଞ୍ଚଳର ବିକାଶ ପ୍ରକ୍ରିୟାରେ ସନ୍ତୁଳନ ରକ୍ଷା ଲାଗି ବିଭିନ୍ନ ନଦୀ ନାଳ ଉପରେ ସେତୁ ନିର୍ମାଣ କରଯାଇଛି। ଏଥିପାଇଁ ରାଜ୍ୟ ସରକାର ଅନେକ କୋଟି ଟଙ୍କା ଖର୍ଚ୍ଚ…

ଠିକାଦାରଙ୍କ ଉପରେ ରହୁନି ଅଧିକାରୀଙ୍କ କର୍ତ୍ତୃତ୍ୱ

ବାସୁଦେବପୁର,୩।୭(ନାରାୟଣ ପ୍ରସାଦ ବାରିକ୍‌): ବାସୁଦେବପୁରରେ ଗତ କିଛିବର୍ଷ ଧରି ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ କର୍ମଚାରୀ ଓ ଅଧିକାରୀଙ୍କ ସଂଖ୍ୟା କମି କମି ଯାଉଥିବା ବେଳେ ବିଭାଗ ଅଧୀନରେ ଆସୁଥିବା କାର୍ଯ୍ୟକୁ ତଦାରଖ କରାଯାଇପାରୁ ନାହିଁ। ଏହାର ଏକ ଜ୍ୱଳନ୍ତ ଉଦାହରଣ ହେଉଛି…

ମୁଖ୍ୟମନ୍ତ୍ରୀଙ୍କ ଗିରଫଦାରି: ସିବିଆଇକୁ ଜବାବ ମାଗିଲେ ହାଇକୋର୍ଟ

ନୂଆଦିଲ୍ଲୀ, ୦୩।୦୭: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଖୁବ୍‌ଶୀଘ୍ର ନିୟମିତ ଜାମିନ ପାଇଁ ଆବେଦନ କରିବେ। ଏନେଇ କେଜ୍‌ରିଓ୍ବାଲଙ୍କ ଓକିଲ ମଙ୍ଗଳବାର ଦିଲ୍ଲୀ ଉଚ୍ଚ ନ୍ୟାୟାଳୟଙ୍କୁ ଜଣାଇଛନ୍ତି। ଗିରଫଦାରିକୁ ଚ୍ୟାଲେଞ୍ଜ କରି କେଜ୍‌ରିଓ୍ବାଲଙ୍କ ଆବେଦନ ଉପରେ ଜଷ୍ଟିସ୍‌…

ବାଲି ଚୋରାଚାଲାଣର ମାଧ୍ୟମ ଗ୍ରାମାଞ୍ଚଳ ରାସ୍ତା

ହାଟଡିହୀ,୩।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ପକ୍ଷରୁ ଯାଞ୍ଚ ପ୍ରକ୍ରିୟାକୁ କଡ଼ାକଡ଼ି କରାଯାଉଛି। ଫଳରେ ବେଆଇନ ବାଲି ଚୋରାଚାଲାଣ କିଛି ମାତ୍ରାରେ ହ୍ରାସ ପାଇଥିଲେ ବି ବାଲି ମାଫିଆ ଗଳାବାଟରେ ଚୋରାଚାଲାଣ କରୁଛନ୍ତି। ପୋଲିସ ଭୟରେ ବାଲି ଗାଡି ରାସ୍ତା…

ଆରମ୍ଭ ହେବ ‘ବୁଢ଼ାବଳଙ୍ଗ ସଂସ୍କାର ଯୋଜନା’

ବାଲେଶ୍ୱର, ୩।୭(ମାନସ ବିଶ୍ୱାଳ): ବାଲେଶ୍ୱର ନିର୍ବାଚନମଣ୍ଡଳୀ ଅଧୀନ ବନ୍ୟା ପ୍ରବଣ ଅଞ୍ଚଳ ଭାବେ ପରିଚିତ ବିଭିନ୍ନ ପଞ୍ଚାୟତରେ ବନ୍ୟାଜଳ ନିଷ୍କାସନ ଓ ସମ୍ଭାବ୍ୟ ବନ୍ୟା ସ୍ଥିତିର ନିୟନ୍ତ୍ରଣ ପାଇଁ ମଙ୍ଗଳବାର କ୍ଷେତ୍ର ପରିଦର୍ଶନ ସହ ଜଳସେଚନ ବିଭାଗ ପ୍ରସ୍ତୁତି ସମ୍ପର୍କରେ ବାଲେଶ୍ୱର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri