ଶେୟାର ବଜାର କାରବାରରେ ଉତ୍ସାହ
ନୂଆଦିଲ୍ଲୀ,୨୧।୮: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ବିଶେଷକରି ମଙ୍ଗଳବାର ବମ୍ବେ…
ଆଭୂଷଣ ଫ୍ୟାଶନ ଜୁଏଲର୍ସର ଏକ୍ସକ୍ଲୁସିଭ ଆଉଟ୍ଲେଟ୍
ଭୁବନେଶ୍ୱର,୨୧।୮: ରାଜ୍ୟର ସର୍ବବୃହତ୍ ୧ଗ୍ରାମ୍ ଗୋଲ୍ଡ ଆଣ୍ଡ ଫ୍ୟାଶନ ଜୁଏଲେରି ଶୋ’ରୁମ୍ ତଥା ଆଭୂଷଣ ଫ୍ୟାଶନ ଜୁଏଲର୍ସର ଏକ୍ସକ୍ଲୁସିଭ ଆଉଟ୍ଲେଟ୍ ଭୁବନେଶ୍ୱରର ଫୋରମ ମାର୍ଟଠାରେ ଉଦ୍ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଆଭୂଷଣ ପକ୍ଷରୁ ଏକ ସ୍ବତନ୍ତ୍ର ଉଦ୍ଘାଟନୀ ଉତ୍ସବର ଆୟୋଜନ…
ଜାଲରେ ପଡ଼ିଲା ବିରଳ କଇଁଛ
କଟକ,୨୧।୮(ଶିଳ୍ପା ପ୍ରିୟଦର୍ଶିନୀ):ମହାନଦୀରେ ଜାଲରେ ପଡ଼ିଛି ବିରଳ କଇଁଛ। ତାହାକୁ ସ୍ଥାନୀୟ ବ୍ୟକ୍ତି ନେଉଥିବା ଦୃଶ୍ୟ ସାମ୍ନାକୁ ଆସିଛି। ଏନେଇ ଅଭିଯୋଗ ହେବା ପରେ ମଙ୍ଗଳବାର ସହରାଞ୍ଚଳ ବନ ବିଭାଗ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ସୂଚନାନୁଯାୟୀ, ସୋମବାର ଜଣେ ବ୍ୟକ୍ତି…
ଇମ୍ଫାକୁ ରପ୍ତାନି ଉତ୍କର୍ଷ ପୁରସ୍କାର
ଭୁବନେଶ୍ୱର,୨୧।୮: ଇଣ୍ଡିଆନ୍ ମେଟାଲ୍ସ ଆଣ୍ଡ ଫେରୋ ଆଲୟେଜ(ଇମ୍ଫା)କୁ ନିକଟରେ ରପ୍ତାନି ଉତ୍କର୍ଷ ପୁରସ୍କାର ପ୍ରଦାନ କରାଯାଇଛି। ୨୦୧୯-୨୦ ଏବଂ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଇମ୍ପାକୁ ଉକ୍ତ ପୁରସ୍କାର ଦିଆଯାଇଛି। ବିଶେଷକରି ବୃହତ୍ ଉଦ୍ୟୋଗ ବର୍ଗରେ କମ୍ପାନୀକୁ ରପ୍ତାନି ଉତ୍କର୍ଷ ପାଇଁ…
ଘରୋଇ ପୁଞ୍ଜିଗତ ବ୍ୟୟ ୨.୪୫ ଲକ୍ଷ କୋଟି ବୃଦ୍ଧି ଆଶଙ୍କା
ଭୁବନେଶ୍ୱର,୨୧।୮ (ଅନୁରାଧା ମହାରଣା): ଆର୍ଥିକ ବର୍ଷ ୨୦୨୪-୨୫ରେ ବେସରକାରୀ ଘରୋଇ କମ୍ପାନୀଗୁଡ଼ିକ ଦ୍ୱାରା ପୁଞ୍ଜିଗତ ବ୍ୟୟ ଖର୍ଚ୍ଚ ୨.୪୫ ଲକ୍ଷ କୋଟି ଟଙ୍କାକୁ ବୃଦ୍ଧି ପାଇପାରେ। ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ) କର୍ମଚାରୀଙ୍କ ଦ୍ୱାରା କରାଯାଇଥିବା ଏକ ଅଧ୍ୟୟନରୁ ଏପରି ତଥ୍ୟ…
ଆଜି ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ
ପୁରୀ,୨୧ା୮(ଅଜିତ୍ କୁମାର ମହାନ୍ତି):ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ବୁଧବାର ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ବନକ ଲାଗି…
ଦାରା ସିଂଙ୍କ କ୍ଷମା ଆବେଦନ: ସୁପ୍ରିମକୋର୍ଟ ଲୋଡ଼ିଲେ ଓଡ଼ିଶା ମତ
ନୂଆଦିଲ୍ଲୀ,୨୧ା୮(ପିଟି):ବହୁ୍ଚର୍ଚ୍ଚିତ ଅଷ୍ଟ୍ରେଲୀୟ ମିଶନାରି ଗ୍ରାହାମ୍ ଷ୍ଟେନ୍ସ ଏବଂ ତାଙ୍କର ୨ ନାବାଳକ ପୁତ୍ରଙ୍କ ହତ୍ୟା ମାମଲାରେ ଆଜୀବନ ଦଣ୍ଡାଦେଶ ପାଇଥିବା ରବୀନ୍ଦ୍ର ପାଲ୍ ଓରଫ ଦାରା ସିଂଙ୍କ କ୍ଷମା ଆବେଦନ ଉପରେ ଓଡ଼ିଶା ସରକାରଙ୍କ ମତ ଲୋଡ଼ିଛନ୍ତି ସର୍ବୋଚ୍ଚ ଅଦାଲତ। ଜେଲରେ…
ଧ୍ୱଂସ ନ ହେଉ ମାନବାତ୍ମା
ବିଜ୍ଞାନର ଅଗ୍ରଗତି ମନୁଷ୍ୟସମାଜକୁ ସବୁ ସୁଖ ସୁବିଧା ଯୋଗାଇଛି। ଯଦି ଏହି ପୃଥିବୀରେ ପ୍ରାଣିଜଗତ ଓ ଉଦ୍ଭିଦଜଗତ ଭିତରେ ପ୍ରାକୃତିକ ଭାରସାମ୍ୟ ନ ରହେ, ତେବେ ଉଭୟ ମନୁଷ୍ୟ, ଜୀବଜନ୍ତୁ ଓ ବୃକ୍ଷଲତା ପ୍ରତି ବିପଦ ସୃଷ୍ଟି ହେବ। ଗୋଟିଏ ପଟରେ…
ଧର୍ମନିରପେକ୍ଷତାରେ ପକ୍ଷପାତିତା
ଦେଶର ବିଭିନ୍ନ ସମସାମୟିକ ପ୍ରସଙ୍ଗ ସହ ଧର୍ମ ଆଧାରରେ ଦେଶକୁ ଭାଗଭାଗ କରୁଥିବା ତଥା ଭେଦଭାବକୁ ପ୍ରଶ୍ରୟ ଦେଉଥିବା ନିୟମଗୁଡ଼ିକର ଆଧୁନିକ ସମାଜରେ କୌଣସି ସ୍ଥାନ ନାହିଁ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ଲାଲକିଲ୍ଲାରୁ ଅଠସ୍ତରିତମ ସ୍ବାଧୀନତା ଦିବସର ଅଭିଭାଷଣ ରଖିବା ଅବସରରେ…
ନାମରେ ନୁହେଁ, କାମରେ
ବୃହତ୍କାୟ ପ୍ରାଣୀ ହାତୀର ଜୀବନ ଏବେ ସଙ୍କଟରେ। ନିୟମିତ ବ୍ୟବଧାନରେ ହାତୀ ମୃତ୍ୟୁ ଖବର ପ୍ରକାଶ ପାଇଆସୁଛି। ଏ ମଧ୍ୟରେ ଓଡ଼ିଶାର ସଦ୍ୟ ହାତୀମୃତ୍ୟୁ ଘଟଣା ଅତ୍ୟନ୍ତ ଚିନ୍ତାଜନକ। ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ଟି ହାତୀଙ୍କ ମୃତ୍ୟୁ ହୋଇଛି। ପରିତାପର…
ମା ସର୍ବମଙ୍ଗଳା ଘାଟି ମୁଣ୍ଡିଆଣିଙ୍କ ଡଙ୍ଗର ଯାତ୍ରା ପାଳିତ
କୋକସରା,୨୦।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଗୋତମୁଣ୍ଡକୁ ଲାଗି ରହିଛି ସାହାଜଖୋଲ ସଂରକ୍ଷିତ ଜଙ୍ଗଲ । ଏହି ଅଞ୍ଚଳର ଜନଜାତି ଓ ଗ୍ରାମବାସୀ କେଉଁ ଏକ ଆବାହମାନ କାଳରୁ ଘଞ୍ଚ ଜଙ୍ଗଲ ମଧ୍ୟରେ ଥିବା ମା’ ସର୍ବମଙ୍ଗଳା ଘାଟି…
ବାଂଲାଦେଶରୁ ୟୁଏଇକୁ ସ୍ଥାନାନ୍ତର ହେଲା ଟି୨୦ ବିଶ୍ୱକପ
ଦୁବାଇ,୨୦ା୮:ବାଂଲାଦେଶରେ ଦେଖାଦେଇଥିବା ରାଜନୈତିକ ସଙ୍କଟ ମଧ୍ୟରେ ମହିଳା ଟି୨୦ କ୍ରିକେଟ ବିଶ୍ୱକପକୁ ସ୍ଥାନାନ୍ତର କରିବାକୁ ନିଷ୍ପତ୍ତି ନେଇଛି ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ୍(ଆଇସିସି)। ଦେଶରେ ହିଂସାକାଣ୍ଡ ଚରମ ସୀମାରେ ପହଞ୍ଚିଥିବା ବେଳେ ବିଶ୍ୱକପକୁ ୟୁଏଇକୁ ସ୍ଥାନାନ୍ତର କରି ଦିଆଯାଇଛି। ଅକ୍ଟୋବର ୩ରୁ ୨୦…
Archives


