Home Left

ଜଗା ଦର୍ଶନ ସୌଭାଗ୍ୟର ଦିନ କହିଲେ ଜୟଶଙ୍କର

ପୁରୀ,୭।୧: ପୁରୀରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର। ଜଗାଙ୍କୁ ଦର୍ଶନ ପରେ ଆଜି ବହୁତ ବଡ଼ ସୌଭାଗ୍ୟର ଦିନ ବୋଲି ଜୟଶଙ୍କର ଗଣମାଧ୍ୟମକୁ କହିଛନ୍ତି। ପ୍ରବାସୀ ଭାରତୀୟ ଦିବସ ପାଇଁ ଓଡ଼ିଶା ସରକାର ଭଲ ପ୍ରସ୍ତୁତି…

ଏଣିକି ନିଜ ପାଇଁ ନିଜେ ଲଢ଼ି ଶିଖିବେ ଝିଅ

ଜି.ଉଦୟଗିରି ୭।୧(ଶିଶିର ପଟ୍ଟନାୟକ): ଜି.ଉଦୟଗିରି ଇନ୍ଦିରା ପ୍ରିୟଦର୍ଶିନୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମଙ୍ଗଳବାର ଆଠ ଦିନିଆ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛ। ଅନୁଷ୍ଠାନର ଅଧ୍ୟକ୍ଷ ଶିବରାମ ସାହୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ସ୍ଥାନୀୟ ତହସିଲଦାର ରଞ୍ଜନ…

ନିର୍ମାଣ ଶ୍ରମିକ ପାଇଁ ରେଜିଷ୍ଟ୍ରେଶନ କରିବାକୁ ଚାହୁଁଥିଲେ, ଆପଣାନ୍ତୁ ଏଟି ଟିପ୍ସ

ଭୁବନେଶ୍ୱର,୭।୧: ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ ଅଧୀନରେ ଉପଲବ୍ଧ କଲ୍ୟାଣମୂଳକ ଯୋଜନାରେ ଅନ୍ତର୍ଭୁକ୍ତ ହେବା ନିମନ୍ତେ ୧୮ ବର୍ଷରୁ ୬୦ ବର୍ଷ ବୟସ୍କ ନିର୍ମାଣ ଶ୍ରମିକ ଅନଲାଇନ ପୋର୍ଟାଲ https://nirmanshramik.odisha.gov.in ରେ ରେଜିଷ୍ଟ୍ରେଶନ କରିବା ସହିତ…

ବଢିଲା ସଲମାନଙ୍କ ସୁରକ୍ଷା, ଗାଲାକ୍ସି ବାଲକୋନିରେ ଲାଗିଲା ବୁଲେଟ ପ୍ରୁଫ ଗ୍ଲାସ

ମୁମ୍ବାଇ,୭।୧: ଗତ କିଛି ମାସ ମଧ୍ୟରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗରୁ ମିଳୁଥିବା ଧମକକୁ ଦେଖି ସଲମାନ ଖାନଙ୍କ ସୁରକ୍ଷାକୁ ପ୍ରାଥମିକତା ଦିଆଯାଉଛି। ବର୍ତ୍ତମାନ କିଛି ଫଟୋରେ ଦେଖାଯାଉଛି ଯେ ସଲମାନ ଖାନଙ୍କ ଘରର ବାଲକୋନୀରେ ସୁରକ୍ଷା ବୃଦ୍ଧି କରାଯାଉଛି। ବାଲକୋନିରେ ବୁଲେଟ…

ଅସୁ୍‌ସ୍ଥ ହୋଇ ପଡିଲେ ପ୍ରଶାନ୍ତ କିଶୋର, ହସ୍ପିଟାଲରେ ଭର୍ତ୍ତି

ପାଟନା,୭।୧: ପ୍ରଶାନ୍ତ କିଶୋରଙ୍କୁ ନେଇ ଏକ ବଡ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ସକାଳେ ଭୋକ ଉପାସରେ ଥିବା ପ୍ରଶାନ୍ତ କିଶୋରଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି। ମିଳିଥିବା ସୂଚନା ଅନୁଯାୟୀ ଜନ ସୁରଜ ପାର୍ଟିର କର୍ମୀମାନେ…

ପ୍ରସିଦ୍ଧ ଶୁଲିଆ ଯାତ୍ରା ଅନୁଷ୍ଠିତ: ପ୍ରବଳ ଜନସମାଗମ

ଦେଓଗାଁ, ୭।୧(କୃଷ୍ଣ ପ୍ରସାଦ ପାଣିଗ୍ରାହୀ): ବଲାଙ୍ଗିର ଜିଲା ଦେଓଗାଁ ବ୍ଲକ କୁଳୁତାପଡା ପଞ୍ଚାୟତ ଅନ୍ତର୍ଗତ ଖଇରଗୁଡ଼ା ଓ କୁମୁରିଆ ବଡ ଖଳା ଓ ସାନଖଳାରେ ଜିଲାର ପ୍ରସିଦ୍ଧ ଶୁଲିଆ ଯାତ୍ରା ଆରମ୍ଭ ହୋଇଛି। ରୀତିନୀତି ଅନୁସାରେ ଶୁଳିଆ ଦେବତାଙ୍କୁ ପୂଜାର୍ଚନା କରିବା…

ବଢ଼ୁଛି HMPV ସଂକ୍ରମଣ ସଂଖ୍ୟା: ଏପଟେ ପ୍ରବାସୀ  ଭାରତୀୟ  ସମ୍ମିଳନୀକୁ ନେଇ ଚିନ୍ତା…

ଭୁବନେଶ୍ୱର,୭।୧: ଲୋକସେବା ଭବନରେ ମଙ୍ଗଳବାର ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଚାଲିଛ । ଏହି ବୈଠକରେ ସ୍ବାସ୍ଥ୍ୟ ସଚିବ ଏବଂ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ସାମିଲ ହୋଇଛନ୍ତି। HMPVକୁ ନେଇ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଭୟଭୀତ ନ…

ବିଦେଶରେ ଲୁଚି ରହିଥିବା ପଳାତକ ଏବେ ଚିନ୍ତାରେ, ଶାହା ଲଞ୍ଚ କଲେ Bharatpol ପୋର୍ଟାଲ

ନୂଆଦିଲ୍ଲୀ,୭।୧: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ସିବିଆଇ ଦ୍ୱାରା ପ୍ରସ୍ତୁତ ‘ଭାରତପୋଲ’ ପୋର୍ଟାଲ ଉନ୍ମୋଚନ କରିଛନ୍ତି। ସିବିଆଇ ଦ୍ୱାରା ବିକଶିତ ହୋଇଥିବା ‘ଭାରତପୋଲ’ ପୋର୍ଟାଲ ଅପରାଧୀଙ୍କୁ ଖୋଜିବା ଏବଂ ବିଦେଶକୁ ଆଣିବା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସମସ୍ତ ରାଜ୍ୟ…

ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ରାୟପୁର,୭।୧: ଛତିିଶଗଡ଼ ବିଜାପୁର ଜିଲାରେ ସୋମବାର ଯବାନମାନଙ୍କୁ ନେଇ ଯାଉଥିବା ଏକ ଗାଡ଼ିକୁ ମାଓବାଦୀମାନେ ଆଇଇଡି ବିସ୍ଫୋରଣରେ ଉଡ଼ାଇ ଦେଇଥିଲେ। ବିସ୍ଫୋରଣରେ ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ (ଡିଆର୍‌ଜି)ର ୮ ଯବାନ ଏବଂ ଗାଡ଼ି ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ଏନେଇ ସେନା ଶିବିରରେ…

ସଂଘବଦ୍ଧ ଆକ୍ରମଣରେ ଚାଲିଗଲା ଯୁବକଙ୍କ ଜୀବନ

ପାପଡାହାଣ୍ଡି,୭।୧(ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା କୋଡ଼ିଙ୍ଗା ଥାନା ବରୱାଡା ଗ୍ରାମରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ଯୋଗୁ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ ମଇଦଲପୁର ଥାନା କେନ୍ଦୁଗୁଡା ଗ୍ରାମର ଉମାକାନ୍ତ ହରିଜନ ବୋଲି ସୂଚନା ମିଳିଛି। ସେ ଧାନ…

ଛଟପଟ ହେଉଛି ପାକିସ୍ତାନ, ହେଲେ ଏହି ମୁସଲିମ ଦେଶକୁ ମିଳିଲା BRICSରେ ଏଣ୍ଟ୍ରି

ଇସଲାମାବାଦ,୭।୧: ୨୦୦୯ରେ ଆରମ୍ଭ ହୋଇଥିବା ବ୍ରିକ୍ସ ସଦସ୍ୟ ଦେଶଙ୍କ ସଂଖ୍ୟା କ୍ରମାଗତ ଭାବରେ ବୃଦ୍ଧି ପାଉଛି। ବର୍ତ୍ତମାନ ବିଶ୍ୱର ବୃହତ୍ତମ ମୁସଲମାନ ଦେଶ ଇଣ୍ଡୋନେସିଆ ଏଥିରେ ପ୍ରବେଶ କରିଛି। ବ୍ରାଜିଲ ସୋମବାର ଏହା ଘୋଷଣା କରିଛି। କିନ୍ତୁ ଇଣ୍ଡୋନେସିଆର ପ୍ରବେଶ ଯୋଗୁଁ…

୪ ମାସ ଧରି ନାବାଳିକା ଝିଅଙ୍କୁ ଜୋରଜବରଦସ୍ତ ବଳାତ୍କାର କରୁଥିଲେ ବାପା: କୋର୍ଟ ଦେଲେ ଏମିତି ଦଣ୍ଡ

ଭୁବନେଶ୍ୱର,୭ା୧(ସୂର୍ଯ୍ୟକାନ୍ତ ବେହେରା):ନାବାଳିକା ଝିଅଙ୍କୁ ବଳାତ୍କାର କରିବା ଅଭିଯୋଗରେ ଜଣେ ଅଭିଯୁକ୍ତ ବାପାଙ୍କୁ ଭୁବନେଶ୍ୱର ଅତିରିକ୍ତ ଜିଲା ଦୌରାଜଜ ତଥା ଫାଷ୍ଟଟ୍ରାକ ସ୍ପେଶାଲ କୋର୍ଟ (ପୋକ୍ସୋ-୧) ସୋମବାର ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତ ସକିଲା ଟୁଡୁଙ୍କ ଘର ମୟୂରଭଞ୍ଜ ଜିଲାରେ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?