ସତ୍ସଙ୍ଗରେ ଦଳାଚକଟା: ୧୧୬ ମୃତ
ହାଥରସ୍(ୟୁପି),୩ା୭: ଉତ୍ତରପ୍ରଦେଶର ହାଥରସ୍ ଜିଲାର ପୁଲରାଇ ଗ୍ରାମରେ ମଙ୍ଗଳବାର ଅପରାହ୍ନରେ ସତ୍ସଙ୍ଗ ଚାଲିଥିବାବେଳେ ଦଳାଚକଟା ଘଟି ୧୧୬ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଅଧିକାଂଶ ମହିଳା ଓ ଛୋଟ ପିଲା। ଆହତମାନଙ୍କୁ ହାଥରସ୍ ଏବଂ ଇଟାହ ହସ୍ପିଟାଲରେ ଭର୍ତ୍ତି…
ଜଳବନ୍ଦୀ ସ୍ଥିତିର ମୁକାବିଲା କରିବ ରାପିଡ୍ ଆକ୍ସନ୍ ଟିମ୍
ଭୁବନେଶ୍ୱର, ୩।୭ (ବନ୍ଦନା ସେଠୀ): ଅସରାଏ ବର୍ଷାରେ ଭୁବନେଶ୍ୱରର ବିକାଶ ଉବୁଟୁବୁ ହେଉଛି। ପ୍ରତିବର୍ଷ ଏଭଳି ସମସ୍ୟା ଦେଖାଦେଉଥିଲେ ମଧ୍ୟ ଚେତୁନି ବିଏମ୍ସି। ସେଥିପାଇଁ ମୁକୁଳା ଡ୍ରେନ୍ରେ ପଡି ଗୋଟେ ପରେ ଗୋଟେ ଅମୂଲ୍ୟ ଜୀବନ ଚାଲିଯାଉଛି। ତେବେ ଗତ କିଛିଦିନ…
ୟୁନିଭର୍ସିଟି ଲ’ କଲେଜରେ ଏଲ୍ଏଲ୍ଏମ୍ ପାଠ୍ୟକ୍ରମ ଜାରି ରହିବ
ଭୁବନେଶ୍ୱର,୩।୭(ଅସମାପିକା ସାହୁ): ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ୟୁନିଭର୍ସିଟି ଲ’ କଲେଜରେ ଏଲ୍ଏଲ୍ଏମ୍ ପାଠ୍ୟକ୍ରମ ଜାରି ରହିବ। ଏନେଇ ମଙ୍ଗଳବାର ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ଛାତ୍ରୀଛାତ୍ରଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ଚଳିତବର୍ଷ ଏଲ୍ଏଲ୍ଏମ୍ ପାଠ୍ୟକ୍ରମକୁ ହଟାଇ ଦିଆଯାଇଥିଲା, ଯାହାକୁ ନେଇ…
ଶିକ୍ଷାବର୍ଷ ଆରମ୍ଭର ୩ ମାସ ପରେ ବି ମିଳିନି ପାଠ୍ୟପୁସ୍ତକ: ଚିନ୍ତାରେ ଅଭିଭାବକ
ବାରିପଦା,୩।୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଜ୍ୟ ସରକାର ଶିକ୍ଷାକୁ ଗୁରୁତ୍ୱ ଦେବା ନିମନ୍ତେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ସରକାରୀ ସ୍କୁଲ ପ୍ରତି ଛାତ୍ରୀଛାତ୍ରମାନଙ୍କୁ ଆକୃଷ୍ଟ କରିବା ପାଇଁ ୫-ଟି ଯୋଜନାରେ ରୂପାନ୍ତରୀକରଣ ଓ ଶିକ୍ଷା ସମ୍ବନ୍ଧୀୟ ସମାଗ୍ରୀର ବ୍ୟବସ୍ଥା କରାଯାଇଛି। ବିଦ୍ୟାଳୟରେ…
ଜୈବ ବିବିଧତାର ସୁରକ୍ଷା ପାଇଁ ଜନଭାଗୀଦାରି ଆବଶ୍ୟକ
ଭୁବନେଶ୍ୱର, ୩।୭(ଅସମାପିକା ସାହୁ): ନେଚର କ୍ଲବ ଓ ସୋକ୍ରାଟସ୍ ଫାଉଣ୍ଡେଶନ୍ର ମିଳିତ ଆନୁକୂଲ୍ୟରେ ରାଜ୍ୟ ସଂଗ୍ରହାଳୟରେ ଅନୁଷ୍ଠିତ ହେନ୍ତାଳବଣ ବା ମାନ୍ଗ୍ରୋଭ ପଥୋତ୍ସବ ମଙ୍ଗଳବାର ଉଦ୍ଯାପିତ ହୋଇଯାଇଛି। କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ସିଓ୍ବାଇଏସ୍ଡିର ସହ ପ୍ରତିଷ୍ଠାତା ଜଗଦାନନ୍ଦ ଯୋଗଦେଇ ଜଳବାୟୁ…
ବାଲେଶ୍ୱର ସହରରୁ କର୍ଫ୍ୟୁ ହଟିଲା
ବାଲେଶ୍ୱର, ୩।୭(ମାନସ ବିଶ୍ୱାଳ): ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ନେଇ ଅଶାନ୍ତ ହୋଇପଡିଥିବା ବାଲେଶ୍ୱର ସହରରୁ ୧୫ଦିନ ପରେ କର୍ଫ୍ୟୁ ହଟାଯାଇଛି। ବିଶେଷ କରି ବାଲେଶ୍ୱର ଟାଉନ, ସହଦେବଖୁଣ୍ଟା ଓ ଶିଳ୍ପାଞ୍ଚଳ ଥାନା ଅଞ୍ଚଳରେ କର୍ଫ୍ୟୁ ଲଗାଯାଇଥିଲା। ପ୍ରଥମେ ଶିଳ୍ପାଞ୍ଚଳ ଥାନାକୁ…
ଆଜିଠୁ ଏକକ ପିଜି ପ୍ରବେଶିକା ପରୀକ୍ଷା
ଭୁବନେଶ୍ୱର, ୩।୭ (ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷରେ ପିଜି ନାମଲେଖା ପାଇଁ ବୁଧବାରଠାରୁ ଏକକ ପିଜି ପ୍ରବେଶିକା ପରୀକ୍ଷା(ସିପିଇଟି-୨୦୨୪) ଆରମ୍ଭ ହେବ। ଏହି ପରୀକ୍ଷା ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଦିନକୁ ୩ଟି ଶିଫ୍ଟରେ ପରୀକ୍ଷା ହେବ। ପ୍ରଥମ ଶିଫ୍ଟ…
୧୩ ଜିଲାରେ ନିଅଣ୍ଟିଆ ବର୍ଷା
ଭୁବନେଶ୍ୱର,୩ା୭(ଅନିଲ ଦାସ): ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ରାଜ୍ୟକୁ ଜୁନ୍ ୮ ତାରିଖରେ ପ୍ରବେଶ କରିଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଚାଷ ପାଇଁ ଭଲ ବର୍ଷା ହୋଇନାହିଁ। ସ୍ବାଭାବିକଠାରୁ ୨୬ ପ୍ରତିଶତ କମ୍ ବର୍ଷା ହୋଇଛି। ଜୁନ୍ ପହିଲାରୁ ଏ ପର୍ଯ୍ୟନ୍ତ…
କେତେଜଣ ବିଜେଡି କର୍ପୋରେଟର ଭାଜପାରେ ମିଶିପାରନ୍ତି: ଅମରେଶ
ଭୁବନେଶ୍ୱର, ୩।୭ (ବନ୍ଦନା ସେଠୀ): ଭୁବନେଶ୍ବର ବିଜେଡିରେ ଫାଟ ନେଇ ଆଶଙ୍କା ବଢ଼ିଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର କିଛି ବିଜେଡି କର୍ପୋରେଟର ଖୁବ୍ଶୀଘ୍ର ଦଳବଦଳ କରିପାରନ୍ତି ବୋଲି ଚର୍ଚ୍ଚା ଧରିଛି। ଅପରପକ୍ଷେ ଓ୍ବାର୍ଡ ନଂ. ୪୫ର ବିଜେଡି କର୍ପୋରେଟର ଅମରେଶ…
ବିଜେଡି ଏମ୍ପି ଏବେ ପ୍ରାଣ ବିକଳରେ କଂଗ୍ରେସ ଡଙ୍ଗାରେ: ଭାଜପା
ଭୁବନେଶ୍ୱର, ୩।୭(ସୁନିତ୍ ମିଶ୍ର): ବିଜେଡି ରାଜ୍ୟ ସଭା ସଦସ୍ୟା ସୁଲତା ଦେଓଙ୍କ ମୁହଁରେ କଂଗ୍ରେସର ସ୍ବର ପ୍ରତିଧ୍ୱନିତ ହୋଇଛି ବୋଲି ଭାଜପା ରାଜ୍ୟ ମୁଖପାତ୍ର ଦିଲୀପ ମଲ୍ଲିକ କହିଛନ୍ତି। ଏକ ବିଜ୍ଞପ୍ତି ଜରିଆରେ ସେ କହିଛନ୍ତି, ଲୋକ ସଭାରେ ବଂଶ ବୁଡ଼ିବା…
ପ୍ରୀତି ପାଣିଗ୍ରାହୀଙ୍କ ଫିଲ୍ମକୁ ଗ୍ରାଣ୍ଡ ଜୁରି ପୁରସ୍କାର
ଲସ୍ ଏଞ୍ଜେଲସ୍, ୩ା୭: ରିଚା ଚଢ଼ା ଓ ଅଲି ଫଜଲଙ୍କ ନିର୍ମିତ, ଶୁଚି ତଲାତିଙ୍କ ନିର୍ଦ୍ଦେଶିତ ଏବଂ ଓଡ଼ିଆ ଝିଅ ପ୍ରୀତି ପାଣିଗ୍ରାହୀଙ୍କ ଅଭିନୀତ ‘ଗର୍ଲସ୍ ଓ୍ବିଲ୍ ବି ଗର୍ଲସ୍’ ଫିଲ୍ମ ସୋମବାର ଆମେରିକାର ଲସ୍ ଏଞ୍ଜେଲସ୍ରେ ଚାଲିଥିବା ଭାରତୀୟ ଚଳଚ୍ଚିତ୍ର…
ଭାଜପାର ପ୍ରତିବାଦ, କଂଗ୍ରେସର ଜବାବ
ଭୁବନେଶ୍ୱର,୩ା୭(ସୁନିତ୍ ମିଶ୍ର): ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ଛକରେ ଭାଜପା ଏବଂ କଂଗ୍ରେସ କର୍ମୀଙ୍କ ମଧ୍ୟରେ ମଙ୍ଗଳବାର ସନ୍ଧ୍ୟା ସମୟରେ ମୁହାଁମୁହିଁ ପରିସ୍ଥିତି ଦେଖିବାକୁ ମିଳିଛି। ପାର୍ଲାମେଣ୍ଟରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟକୁ ନେଇ ଉଭୟ ଭାଜପା ଏବଂ କଂଗ୍ରେସ କର୍ମୀଙ୍କ…
Archives


