Home Left

ସିଆର୍‌ପିଏଫ କ୍ୟାମ୍ପରୁ ମିଳିଲା ଯବାନଙ୍କ ମୃତଦେହ

ଭବାନୀପାଟଣା,୧୯।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବଜାରପଡ଼ାରେ ଥିବା ୬୪ ବାଟାଲିୟନ ସିଆରପିଏଫ କ୍ୟାମ୍ପରୁ ରବିବାର ସକାଳ ଜଣେ ସିଆରପିଏଫ ଏସ୍‌ଆଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯବାନଙ୍କ ନାମ ଅର୍ଜୁନ ଚରଣ ନାୟକ(୫୮)। ତାଙ୍କ ଘର…

ପୋଖରୀରେ ବୁଡ଼ି ଚାଲିଗଲା ଦୁଇ ଶିଶୁକନ୍ୟାଙ୍କ ଜୀବନ

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡା ପଞ୍ଚାୟତ ସିନ୍ଦୂରପୁର ଗାଁରେ ରବିବାର ଏକ ଦୁଃଖଦ ଘଟଣା ଘଟିଛି। ଗାଁ ଶିବମନ୍ଦିର ପୋଖରୀରେ ଗାଧୋଇବା ବେଳେ ପାଣିରେ ବୁଡ଼ି ଦୁଇ ଶିଶୁ କନ୍ୟାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ…

ଜିଲାପାଳଙ୍କ ଅଚାନକ ଗସ୍ତ: କର୍ମଚାରୀ ଛାନିଆ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜ ରବିବାର ଦାରିଙ୍ଗବାଡି ଗସ୍ତ କରିଥିଲେ। ସେ ଦାରିଙ୍ଗବାଡିରେ ଅପରାହ୍ନରେ ପହଞ୍ଚି ବ୍ଲକ କର୍ମଚାରୀଙ୍କ ସହ ସ୍କୁଟି ଧରି ବିଭିନ୍ନ ହଷ୍ଟେଲରେ ପହଞ୍ଚି ପରିଦର୍ଶନ କରିଥିଲେ। ଜିଲାପାଳ ଅମ୍ରିତ ଋତୁରାଜ କନ୍ଧମାଳରେ ନୂତନ ଭାବେ…

ବନ୍ଧରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

ପାରଳାଖେମୁଣ୍ଡି,୧୮।୮(ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ରାଜୁଗୁରୁ ସାହି ନିକଟ ସଦରା ବନ୍ଧରେ ବୁଡି ରବିବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ନିଖିଳ ପଟ୍ଟନାୟକ ବଡ଼ ବ୍ରାହ୍ମଣ ସାହି ବାସିନ୍ଦା ବୋଲି ଜଣାପଡିଛି। ମିଳିଥିବା ସୂଚନା…

ମୁହଁ ଖୋଲିଲେ ଚମ୍ପାଇ ସୋରେନ, କହିଲେ ମୋ ପାଇଁ ସବୁ ବିକଳ୍ପ ଖୋଲା ଅଛି

ନୂଆଦିଲ୍ଲୀ,୧୮।୮: ଝାଡ଼ଖଣ୍ଡରେ ରାଜନୈତିକ ଅସ୍ଥିରତା ବୃଦ୍ଧି ପାଇଛି। ଜେଏମଏମ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସର ବାୟୋରୁ ତାଙ୍କ ଦଳର ଝାଡ଼ଖଣ୍ଡ ମୁଖୀ ମୋର୍ଚ୍ଚାର ନାମ ହଟାଇ ଦେଇଛନ୍ତି। ବର୍ତ୍ତମାନ ଝାଡ଼ଖଣ୍ଡର ପୂର୍ବତନ…

ଜଳିଗଲା ମଦ ବୋଝେଇ ଟ୍ରକ

ଅନୁଗୋଳ,୧୮।୮: ଅନୁଗୋଳ ଜରପଡ଼ାସ୍ଥିତ ବିଦେଶୀ ମଦ ଗୋଦାମ ପାଖରେ ରବିବାର ଦୁଇଟି ବିଦେଶୀ ମଦ ବୋଝେଇ ଟ୍ରକରେ ନିଆଁ ଲାଗି ଜଳିଯାଇଛି। ଗୋଦାମରେ ଖାଲି କରିବା ପାଇଁ ଟ୍ରକ ଦୁଇଟି ଠିଆ ହୋଇଥିଲା। ସେତିକିବେଳେ କୌଣସି କାରଣରୁ ଦୁଇଟି ଟ୍ରକରେ ନିଆଁ…

କୋଲକାତା ଘଟଣାକୁ ନେଇ ରାଜନୀତି କରୁଛି ଭାଜପା: କମଳନାଥ

ନୂଆଦିଲ୍ଲୀ,୧୮।୮: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ଜଣେ ଟ୍ରେନି ମହିଳା ଡାକ୍ତରଙ୍କ ସହ ଘଟିଥିବା ଭୟଙ୍କର ଘଟଣା ପରେ ଆନ୍ଦୋଳନ ଜାରି ରହିଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଇସ୍ତଫା ଦାବି କରୁଛି ଭାଜପା। ଏଥି ସହ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ…

ଗଣେଶ ପୂଜାରେ ବାଜିବନି ଡିଜେ: ମୂର୍ତ୍ତି ବିକୃତ କଲେ କାର୍ଯ୍ୟନୁଷ୍ଠାନ

ଭୁବନେଶ୍ୱର,୧୮।୮: ସେପ୍ଟେମ୍ବର ୭ରେ ଗଣେଶ ପୂଜା। ଏନେଇ କାରିଗରମାନେ ମୂର୍ତ୍ତି ନିର୍ମାଣ କାମ ଆରମ୍ଭ କରିଦେଇଛନ୍ତି। ହେଲେ ଚଳିତ ପୂଜାରେ ଗଣେଶ ମୂର୍ତ୍ତି ଯେପରି ବିକୃତ ନ ହୁଏ, ସେଥିପ୍ରତି ଗୁରୁତ୍ୱ ଦିଆଯିବ ବୋଲି ପୋଲିସ କମିଶନର ସଞ୍ଜୀବ ପଣ୍ଡା କହିଛନ୍ତି।…

ଚାଞ୍ଚଲ୍ୟକର ଅଭିଯୋଗ ଲଗାଇଲେ ପିଡୀତଙ୍କ ବାପା; ମମତାଙ୍କ ଉପରେ ବର୍ଷିଲେ

କୋଲକାତା,୧୮।୮: ଆର.ଜି କର ମେଡିକାଲ କଲେଜରେ ବଳାତ୍କାର ଓ ହତ୍ୟା କରାଯାଇଥିବା ଟ୍ରେନିଂ ଡାକ୍ତରଙ୍କ ବାପା ବଡ଼ ସମ୍ବେଦନଶୀଳ ଦାବି କରିଛନ୍ତି। ଏଥିସହିତ ସେ କହିଛନ୍ତି ଯେ ସେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ସନ୍ତୁଷ୍ଟ ନୁହଁନ୍ତି। ଏହି ମାମଲାର ତଦନ୍ତ…

ହିମାଚଳରେ ବାଦଲ ଫାଟିବାରୁ ହାହାକାର, ବନ୍ୟା-ଭୂସ୍ଖଳନରେ ୩୧ ମୃତ

ଶିମଲା,୧୮।୮: ହିମାଚଳ ପ୍ରଦେଶରେ ଚାଲିଥିବା ମୌସୁମୀ ଋତୁରେ ଜୁନ ୨୭ରୁ ଅଗଷ୍ଟ ୧୬ମଧ୍ୟରେ କ୍ଲାଉଡ ବ୍ରଷ୍ଟ ବା ବାଦଲ ଫାଟିବାରୁ ଏବଂ ଫ୍ଲାସ ଫ୍ଲଡ ବା ଅଚାନକ ବନ୍ୟା ପରିସ୍ଥିତିରେ ୫୧ ଘଟଣାରେ ୩୧ ଜଣଙ୍କର ମୃତ୍ୟୁ ଘଟିଛି। ରାଜ୍ୟ ଜରୁରୀକାଳୀନ…

କୋଲକାତା ପରେ ବେଙ୍ଗାଲୁରୁରେ କଲେଜ ଛାତ୍ରୀଙ୍କୁ ବଳାତ୍କାର

ବେଙ୍ଗାଲୁରୁ,୧୮।୮: ପଶ୍ଚିମବଙ୍ଗ କୋଲକାତା ଆର୍‌.ଜି କର ମେଡିକାଲ କଲେଜରେ ଟ୍ରେନିଂ ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାକୁ ନେଇ ସାରା ଦେଶରେ ଡାକ୍ତରମାନେ ଆନ୍ଦୋଳନ କରି ପ୍ରତିବାଦ କରୁଥିବା ବେଳେ ବେଙ୍ଗାଲୁରୁ ପୁଣି ଏକ ଲଜ୍ଜାକର ଘଟଣା ସାମ୍‌ନାକୁ ଆସିଛି।…

ନେଇପାରିଲେନି ନିଶ୍ୱାସ, ସୁପରଷ୍ଟାର ମୋହନଲାଲ ହସ୍‌ପିଟାଲ୍‌ରେ ଭର୍ତ୍ତି

ନୂଆଦିଲ୍ଲୀ,୧୮।୮: ସୁପରଷ୍ଟାର ମୋହନଲାଲଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ମୋହନଲାଲଙ୍କ ସ୍ୱାସ୍ଥ୍ୟ ବିଗିଡ଼ିଯିବାରୁ ତାଙ୍କୁ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ଅଭିନେତାଙ୍କ ସ୍ୱାସ୍ଥ୍ୟ ଅବସ୍ଥାକୁ ନେଇ ମେଡିକାଲ ପକ୍ଷରୁ ମଧ୍ୟ ଅଫିସିଆଲ ବିବୃତି ଜାରି କରାଯାଇଛି, ଯେଉଁଥିରେ ତାଙ୍କର ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri