ବାଇକ୍ ଚାଳକଙ୍କୁ ଶୁଣ୍ଢରେ ଟେକି କଚାଡ଼ିଦେଲା ହାତୀ
ପରଜଙ୍ଗ,୧୮ା୮(ନିଗମାନନ୍ଦ ଦଳବେହେରା): ମହାବିରୋଡ୍ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ସାଆନ୍ଦା ବିଟ୍ ତୁଳସୀପଶି ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବାଇକ୍ ଚାଳକ ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଗୁରୁତର ବ୍ୟକ୍ତି ଜଣଙ୍କ ତୁଳସୀପଶି ଗ୍ରାମର ଦୁଷ୍ମନ୍ତ କୁମାର ସାହୁ (୪୫)।…
ଦମନ, ଗଦର ପରେ ଏବେ ସ୍ତ୍ରୀ-୨ ପାଇଲା ସଫଳତା, ଚର୍ଚ୍ଚାରେ ଦାରିଙ୍ଗବାଡ଼ିର ବରୁଣ
ଦାରିଙ୍ଗବାଡ଼ି,୧୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳର ବରୁଣ ବିଶୋଇ ଜଣେ ସଫଳ ବଲିଉଡ୍ ଫଳି କଳାକାର ଭାବେ ଜଣାଶୁଣା। ସେ ଏବେ ଗୋଟିଏ ପରେ ଗୋଟିଏ ସଫଳତାର ପାହାଚ ଚଢ଼ିବାରେ ଲାଗିଛନ୍ତି। ଶତାଧିକ ବଲିଉଡ୍ ଫିଲ୍ମ ସମେତ ଓଡ଼ିଆ…
ଇଂଲଣ୍ଡରେ ବାଂଲାଦେଶୀ ନେତାଙ୍କୁ ସାକ୍ଷାତ କରିଛନ୍ତି ରାହୁଲ? ବଡ଼ ଖୁଲାସା କଲେ ପିଟ୍ରୋଡା
ନୂଆଦିଲ୍ଲୀ,୧୮।୮: ଇଣ୍ଡିଆନ ଓଭରସିଜ କଂଗ୍ରେସ ସଭାପତି ସାମ ପିଟ୍ରୋଡା ଆଇଏନଏସକୁ ସାକ୍ଷାତକାର ଦେବା ସମୟରେ ରାହୁଲ ଗାନ୍ଧୀଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି। ଇଂଲଣ୍ଡ ଗସ୍ତ ସମୟରେ ସେ ଜଣେ ବାଂଲାଦେଶୀ ନେତାଙ୍କର ପୁଅଙ୍କୁ ଭେଟିଥିବାର ଚର୍ଚ୍ଚା ହେଉଛି ଯାହାକୁ ନେଇ…
ସରକାର ଦେଲେ ଖୁସିଖବର, ଆଜିଠାରୁ ଗଡ଼ିବ ରାପିଡ୍ ରେଳ
ନୂଆଦିଲ୍ଲୀ, ୧୮।୦୮: ରକ୍ଷାବନ୍ଧନ ପୂର୍ବରୁ ଖୁସିଖବର ଦେଇଛନ୍ତି ସରକାର । ଆଜିଠାରୁ ଗଡ଼ିବ ରାପିଡ୍ ରେଳ । ରାଷ୍ଟ୍ରୀୟ ରାଜଧାନୀ କ୍ଷେତ୍ର ପରିବହନ ନିଗମ ବା ଏନ୍ସିଆର୍ଟିସି ଏନେଇ ସୂଚନା ଦେଇଛି । ନିଗମ ଏନେଇ କହିିଛି ଯେ ମେରଟ ସାଉଥ୍…
ଭାରତରେ ରାତ୍ରି ବଜ୍ରପାତର ଦୃଶ୍ୟ
ଓ୍ବାଶିଂଟନ, ୧୮।୮: ଅନେକ ସମୟରେ ମହାକାଶଚାରୀମାନେ ମହାକାଶରୁ ପୃଥିବୀର ବିଭିନ୍ନ ଆଶ୍ଚର୍ଯ୍ୟଜନକ ଚମତ୍କାର ଦୃଶ୍ୟର ଚିତ୍ର ଉତ୍ତୋଳନକରି ସୋସିଆଲ ମିଡିଆରେ ଶେୟାର କରିଥାନ୍ତି, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ ଚକିତ କରିଥାଏ। ମହାକାଶରୁ ଏହିସବୁ ବିରଳ ଚିତ୍ରକୁ ଦେଖି ମନ ଆକର୍ଷିତ ହୋଇଥାଏ।…
ହିମାଳୟର ୧୮ ହଜାର ଫୁଟ୍ ଉଚ୍ଚରୁ ଡେଇଁ ବିଶ୍ୱ ରେକର୍ଡ
କାଠମାଣ୍ଡୁ: ବିଶ୍ବରେ ଏପରି ବହୁ ସାହସୀ ଲୋକ ଅଛନ୍ତି ଯେଉଁମାନେ ନିଜ ନାମକୁ ପ୍ରସିଦ୍ଧ କରିବା ପାଇଁ ବିଭିନ୍ନ ଆଶ୍ଚର୍ଯ୍ୟଜନକ କାରନାମା କରି ଦେଖାଇଥାନ୍ତି। ଏହି କ୍ରମରେ ବ୍ରିଟେନର ଜୋଶୁଆ ବ୍ରେଗ୍ମେନ୍(୩୪) ନାମକ ଜଣେ ବ୍ୟକ୍ତି ନେପାଳସ୍ଥିତ ହିମାଳୟ ପର୍ବତର ୫,୭୧୭…
ୟୁଥ୍ ଅଲିମ୍ପିକ୍ସରେ ସାମିଲ ହେବ କ୍ରିକେଟ
ନୂଆଦିଲ୍ଳୀ ,୧୮ା୮: କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସି ଖବର। ଆଗକୁ ୟୁଥ୍ ଅଲିମ୍ପିକ୍ସରେ କ୍ରିକେଟକୁ ସାମିଲ କରିବା ପାଇଁ ଅନ୍ତର୍ଜାତୀୟ କ୍ରିକେଟ କାଉନ୍ସିଲ୍(ଆଇସିସି) ଯୋଜନା କରୁଥିବା ଜଣାପଡିଛି। ଆମେରିକାର ଲସ ଏଞ୍ଜେଲ୍ସରେ ହେବାକୁ ଥିବା ଅଲିମ୍ପିକ୍ସରେ କ୍ରିକେଟ ସାମିଲ ହେଉଛି। ପ୍ରଥମ…
ରାଜ୍ୟସ୍ତରୀୟ ଖୋ-ଖୋ ଏବଂ ଟାଏକୋଣ୍ଡୋରେ ବାଲେଶ୍ୱର ଚାମ୍ପିୟନ
କେନ୍ଦୁଝର, ୧୮ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରର ମାଇନିଂ ରୋଡସ୍ଥିତ ନିର୍ମଳା କନଭେଣ୍ଟ ସ୍କୁଲ ପରିସରରେ ସିଆଇଏସ୍ସିଇ ତରଫରୁ ରାଜ୍ୟସ୍ତରୀୟ ଖୋ-ଖୋ ଏବଂ ଟାଏକୋଣ୍ଡୋ ପ୍ରତିଯୋଗିତା ଶନିବାର ଉଦ୍ଯାପିତ ହୋଇଛି। ୭ ଜୋନ୍ର ୨୫୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ର ଏଥିରେ ଅଂଶଗ୍ରହଣ କରିଥିଲେ।…
ଓଏମ୍ସି ସମ୍ମାନିତ
ଭୁବନେଶ୍ୱର, ୧୮।୮: ଓଡ଼ିଶା ଖଣି ନିଗମ (ଓଏମ୍ସି)କୁ ନିକଟରେ ଆଉ ଏକ ରାଜସ୍ତରୀୟ ସମ୍ମାନରେ ସମ୍ମାନିତ କରାଯାଇଛି। ଓଡ଼ିଶା ସରକାରଙ୍କ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ଓଏମ୍ସିର ଚିତ୍ତାକର୍ଷକ ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନୀ ପାଇଁ ଏହି ପୁରସ୍କାର ଲାଭ କରିଛି। ଉଲ୍ଲେଖଯୋଗ୍ୟ,…
ରିଲାଏନ୍ସ ଫାଉଣ୍ଡେଶନ ସ୍କଲାରଶିପ ଆବେଦନର ଶୁଭାରମ୍ଭ
ମୁମ୍ବାଇ,୧୮।୮: ପ୍ରତି ବର୍ଷ ଭଳି ଚଳିତ ବର୍ଷ ରିଲାଏନ୍ସ ଫାଉଣ୍ଡେଶନର ବହୁ ପ୍ରତୀକ୍ଷିତ ଛାତ୍ରବୃତ୍ତି ଆବେଦନର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୨୦୨୪-୨୫ ଶିକ୍ଷା ବର୍ଷ ପାଇଁ ୫,୧୦୦ଛାତ୍ରୀଛାତ୍ରଙ୍କୁ ଏହି ବୃତ୍ତି ପ୍ରଦାନ କରିବା ସହ ଆବେଦନ ପାଇଁ ମଧ୍ୟ…
‘ପାରାଲିମ୍ପିକ୍ସରେ ଭାରତ ଜିତିବ ୨୫ ପଦକ’
ନୂଆଦିଲ୍ଲୀ,୧୮ା୮(ପି.ଟି.): ପ୍ୟାରିସ୍ ପାରାଲିମ୍ପିକ୍ସରେ ଭାରତ ଅନୂ୍ୟନ ୨୫ପଦକ ହାସଲ କରିବ ବୋଲି ପୂର୍ବାନୁମାନ କରିଛନ୍ତି ଭାରତୀୟ ପାରାଲିମ୍ପିକ୍ସ କମିଟି (ପିସିଆଇ) ମୁଖ୍ୟ ଦେବେନ୍ଦ୍ର ଝାଝରିଆ। ଭାରତୀୟ ଷ୍ଟାର ଶଟଲର ପ୍ରମୋଦ ଭଗତ ବାଦ୍ ପଡ଼ିଥିଲେ ମଧ୍ୟ ଏହା ଭାରତୀୟ ପ୍ରଦର୍ଶନକୁ ପ୍ରଭାବିତ…
ଡ.ସତ୍ୟବ୍ରତ ସିବିଏସ୍ଇ ଦିଲ୍ଲୀ ଗଭର୍ନିଂ ବଡିର ସଦସ୍ୟ ମନୋନୀତ
ଭୁବନେଶ୍ୱର, ୧୮।୮: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱରର ପଟିଆ ନିକଟସ୍ଥ ‘ଓଡିଏମ୍’ ସମୂହର ଅଧ୍ୟକ୍ଷ ଡ. ସତ୍ୟବ୍ରତ ମୀନକେତନ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସେଣ୍ଟ୍ରାଲ ବୋର୍ଡ ଅଫ୍ ସେକେଣ୍ଡାରି ଏଜୁକେଶନ ବା ସିବିଏସ୍ଇ)ର ଦିଲ୍ଲୀ ଗଭର୍ନିଂ ବଡି…
Archives


