ପୁଣିଥରେ ହେବ କି ୱାର୍କ ଫ୍ରମ୍ ହୋମ୍ ଏବଂ ସ୍କୁଲ ସଟ୍ ଡାଉନ? ଏପରି କିଛି କହିଦେଲେ ବିଶେଷଜ୍ଞ, ସମସ୍ତେ କାବା..
ନୂଆଦିଲ୍ଲୀ,୨୬।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ସାଧାରଣ ଲୋକଙ୍କ ଜୀବନକୁ ପ୍ରଭାବିତ କରୁଛି। ଏହା ବିଶ୍ୱର ଶକ୍ତି ଯୋଗାଣ ଏବଂ ଇନ୍ଧନ ବଜାରକୁ ପ୍ରଭାବିତ କରିଛି। ଏହି ପରିସ୍ଥିତି ଭାରତ ଭଳି ଦେଶ ପାଇଁ ବିଶେଷ…
ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା: ଜଗିବେ ୧୬ ପ୍ଲାଟୁନ ପୋଲିସ ଫୋର୍ସ
ପୁରୁଣା ଭୁବନେଶ୍ୱର,୨୬ା୩(ସୁବାସ ଚନ୍ଦ୍ର ପ୍ରଧାନ):ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଗୁରୁବାର ଅନୁଷ୍ଠିତ ହେବ। ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ବୁଧବାର ରାତିରେ ରଥଖଳାରେ ମହାରଣା କାରିଗରମାନେ ମନ୍ଦିର କାର୍ଯ୍ୟାଳୟକୁ ରଥ ହସ୍ତାନ୍ତର…
ଖାଉଥିଲେ ପରିବାର ଲୋକେ: ହଠାତ୍ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…
ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍ ୬ଜଣ ଦୁର୍ବୃତ୍ତ ହାତରେ ତେଲେଙ୍ଗା କଟୁରୀ ବନ୍ଧୁକ ଧରି ଖାଉଥିବା ହଲରେ ପହଞ୍ଚି ଘରର…
ଏସଡିଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୫ଟି ସ୍ଥାନରେ ଚାଲିଛି ତନାଘନା
ଭଞ୍ଜନଗର,୨୬/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନରେ ଭିଜିଲାନ୍ସ ଟିମ ଗୁରୁବାର ସକାଳୁ ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଚଢାଉ କରିଛି। ଏକା ସମୟରେ ୫ଟି ସ୍ଥାନରେ…
ଭାରତ ସମେତ ଏହି ୫ଦେଶକୁ ଇରାନ କହିଲା ଭଲ ବନ୍ଧୁ, ଯୁଦ୍ଧ ଭିତରେ କରିଦେଲା ବଡ଼ ଘୋଷଣା, ଟ୍ରମ୍ପ ଶୁଣି ଛାନିଆ!
ତେହରାନ,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦର ୨୭ତମ ଦିନରେ, ଇରାନ ଏକ ଆଶ୍ୱସ୍ତିକର ଖବର ଦେଇଛି। ଇରାନର ଉପ-ବୈଦେଶିକ ମନ୍ତ୍ରୀ ଆବାସ ଆରାକଚି ଘୋଷଣା କରିଛନ୍ତି ଯେ ଭାରତ ସମେତ ବନ୍ଧୁ ରାଷ୍ଟ୍ରଗୁଡ଼ିକର ଜାହାଜଗୁଡ଼ିକୁ ହର୍ମୁଜ ପ୍ରଣାଳୀ ଦେଇ ସୁରକ୍ଷିତ ଭାବରେ ଯିବା ପାଇଁ…
ହରମୁଜରେ ୫ ଯୁଦ୍ଧ ଜାହାଜ ଓହ୍ଲାଇଲା ଭାରତ, ଆଗକୁ କିଛି ବଡ଼…
ନୂଆଦିଲ୍ଲୀ,୨୬।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଜଡିତ ବିବାଦ ମଧ୍ୟରେ, ହରମୁଜ ପ୍ରଣାଳୀ ଆଲୋଚନାର ଏକ କେନ୍ଦ୍ରୀୟ ବିଷୟ ପାଲଟିଛି। ବିଶ୍ୱର ପ୍ରାୟ 20% ରୁ 25% ଅଶୋଧିତ ତୈଳ ଏବଂ ଇନ୍ଧନ (LNG) ପ୍ରତିଦିନ ହରମୁଜ ପ୍ରଣାଳୀ ଦେଇ…
ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ
ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା ପାଇଁ ସକାଳୁ ଭକ୍ତମାନେ ଧୂପ, ଦୀପ, ଫୁଲ…
ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟକ୍: ୧୦ ଯାତ୍ରୀ ଜୀବନ୍ତ ଦଗ୍ଧ
ହାଇଦ୍ରାବାଦ,୨୬।୩: ଆନ୍ଧ୍ରପ୍ରଦେଶର ମାର୍କାପୁରମ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦଶ ଜଣ ପ୍ରାଣ ହରାଇଛନ୍ତି। ରାୟାବରମ ନିକଟରେ କାଠ ଖଣି ନିକଟରେ ଏକ ଘରୋଇ ଯାତ୍ରୀବାହୀ ବସ ସହିତ ଏକ ଟ୍ରକ ଧକ୍କା ଦେଇଥିଲା। ହଠାତ୍ ନିଆଁ…
ଅହିଂସା ଓ ଅସ୍ପୃଶ୍ୟତା
ଅହିଂସାକୁ ହିନ୍ଦୁଧର୍ମରେ ଶ୍ରେଷ୍ଠ ସଦାଚାର ବା ଗୁଣ ବୋଲି ବିବେଚନା କରାଯାଏ। ଏହା ସଦାଚାରୀ ସନ୍ନ୍ୟାସୀ, ଦୟାଶୀଳ ଋଷି ତଥା ଶ୍ରେଷ୍ଠ ନୈତିକ ଜୀବନର ଭାବମୂର୍ତ୍ତିକୁ ପରିପ୍ରକାଶକରେ। କିନ୍ତୁ ଏହି ସକାରାତ୍ମକ ଭାବନା ପ୍ରଚ୍ଛଦରେ ବି ଅନେକ ସାମାଜିକ ବ୍ୟବସ୍ଥା ରହିଛି,…
ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି
ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି। ବରମୁଣ୍ଡା ହାଉସିଂ ବୋର୍ଡର ଜିତେନ୍ଦ୍ର ବିଶାଳ ନେଇଛନ୍ତି ପ୍ରଥମ ନିଲାମ। ସୂଚନାଯୋଗ୍ୟ, ଏଥର…
ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍ପିଜି ଚାର୍ଜ’ ନେବା ବେଆଇନ
ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍ରେ ଏଲ୍ପିଜି ଚାର୍ଜ, ଗ୍ୟାସ୍ ସର୍ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା ଭଳି ଅତିରିକ୍ତ ଶୁଳ୍କ ଆଦାୟକୁ ବେଆଇନ ବୋଲି କହିଛନ୍ତି । ଗ୍ରାହକ ସୁରକ୍ଷା…
ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ
ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି କରିବା ତ ଦୂରର କଥା, ଏପର୍ଯ୍ୟନ୍ତ ସେମାନେ ଖରିଫ ଧାନ ବିକ୍ରି ପାଇଁ…
Archives


