ସ୍ଲଟ୍ ବୁକିଂ ନେଇ ସରକାର କିଛି ନିଷ୍ପତ୍ତି ନେଇନାହାନ୍ତି: ଆଇନମନ୍ତ୍ରୀ
ପୁରୀ,୨୮ା୬(ଅଜିତ୍ କୁମାର ମହାନ୍ତି)- ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼ ନିୟନ୍ତ୍ରଣ ଓ ଶୃଙ୍ଖଳିତ ଦର୍ଶନ ପାଇଁ ସ୍ଲଟ୍ ବୁକିଂ ବା ଅନ୍ଲାଇନ ରେଜିଷ୍ଟ୍ରେଶନ ବ୍ୟବସ୍ଥା ଲାଗୁ ହେବାର ଯୋଜନା ରହିଛି ବୋଲି ଗଜପତି ମହାରାଜା ଏକ ଗଣମାଧ୍ୟମକୁ ସୂଚନା ଦେଇଥିଲେ। ଏହାକୁ ନେଇ…
ସ୍ତ୍ରୀଙ୍କ ନିର୍ଯାତନାରେ ଅତିଷ୍ଠ ହୋଇ ଆତ୍ମହତ୍ୟାର ବାଟ ବାଛି ନେଲେ ଭଜନ ଗାୟକ, ଭାଇଙ୍କୁ ପଠାଇଲେ ଭିଡିଓ
ଗ୍ବାଲିଅର,୨୮।୬: ମଧ୍ୟପ୍ରଦେଶ ଗ୍ବାଲିୟରରୁ ଏକ ସମ୍ବେଦନଶୀଳ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ଭଜନ ଗାୟକ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଏଭଳି ଚରମ ନିଷ୍ପତ୍ତି ନେବା ପୂର୍ବରୁ ସେ ନିଜ ଭାଇକୁ ୬ ମିନିଟ ୫୦ ସେକେଣ୍ଡର ଏକ ଭିଡିଓ…
ହସ୍ପିଟାଲ୍ ଭିତରେ ପଶିଲା ପାଣି, ଅପରେସନ୍ ବନ୍ଦ
ପାଟନା, ୨୮।୦୬: ଶୁକ୍ରବାର ଦିଲ୍ଲୀରେ ପ୍ରବଳ ବର୍ଷା ହେତୁ ରାଜଧାନୀ ଜଳମଗ୍ନ ହୋଇଛି । ରାସ୍ତାଘାଟ ପାଣିରେ ଭରି ରହିଥିବାରୁ ଗାଡ଼ିଗୁଡ଼ିକ ଯାଇ ନପାରି ରାସ୍ତା ଜମ୍ ଭଳି ସମସ୍ୟା ସୃଷ୍ଟି ହୋଇଛି । ଅନ୍ୟପଟେ ହସ୍ପିଟାଲ୍ ମଧ୍ୟ ପ୍ରଭାବିତ ହୋଇଛି…
କ’ଣ ସତରେ ରାହୁଲଙ୍କ ମାଇକ୍କୁ କରାଯାଇଥିଲା ବନ୍ଦ, ଜଣାପଡିଲା ସାଂଘାତିକ କଥା…
ନୂଆଦିଲ୍ଲୀ,୨୮।୬: ଲଗାତାର ଦ୍ୱିତୀୟ ଥର ଲୋକ ସଭା ବାଚସ୍ପତି ହେବା ପରେ କୋଟା ଏମପି ଓମ ବିର୍ଲା ଚର୍ଚ୍ଚାରେ ଅଛନ୍ତି। ଶୁକ୍ରବାର ସଂସଦରେ ଯେତେବେଳେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ NEET ପେପର ଲିକ୍ ପ୍ରସଙ୍ଗ ଉଠାଇଥିଲେ, ସେତେବେଳେ ତାଙ୍କ…
୩୦ରେ ସମ୍ବର୍ଦ୍ଧିତ ହେବେ ୭୮ ବିଧାୟକ, ୨୦ ଏମ୍ପି
ଭୁବନେଶ୍ୱର, ୨୮।୬(ସୁନିତ୍ ମିଶ୍ର)): ରାଜ୍ୟବାସୀଙ୍କ ଆଶୀର୍ବାଦରେ ଭାଜପା ପ୍ରଥମ ଥର ପାଇଁ ଓଡ଼ିଶାରେ ଏକାକୀ ସରକାର ଗଠନ କରିପାରିଛି। ଏଥିସହ ଦେଶବାସୀଙ୍କ ଆଶୀର୍ବାଦ ପାଇ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ରରେ ମଧ୍ୟ ସରକାର ଗଠନ ହୋଇଛି । ରାଜ୍ୟବାସୀ ଏଥର ୭୮…
ସଞ୍ଜୟ ଝାଙ୍କୁ ବଡ଼ ଦାୟିତ଼୍ବ ଦେଇପାରନ୍ତି ମୁଖ୍ୟମନ୍ତ୍ରୀ
ପାଟନା, ୨୮।୦୬: ବିହାର ମୁଖ୍ୟମନ୍ତ୍ରୀ ତଥା ଜନତା ଦଳ ମୁଖ୍ୟ ନୀତୀଶ କୁମାର ରାଜ୍ୟସଭା ଏମ୍ପି ସଞ୍ଜୟ ଝାଙ୍କୁ ବଡ଼ ଦାୟିତ଼୍ବ ଦେଇପାରନ୍ତି । ତାଙ୍କୁ ଦଳର କାର୍ଯ୍ୟକାରୀ ଅଧ୍ୟକ୍ଷ କରିବା ପାଇଁ ଯୋଜନା ହେଉଥିବା ଶୁଣାଯାଉଛି । ନୀତୀଶ ସରକାରଙ୍କ…
ଧରାପଡ଼ିଲା ସ୍କୁଲରେ ବଡ଼ ଧରଣର ଦୁର୍ନୀତି, ସିବିଆଇ ଦାଏର କଲା ମାମଲା
ନୂଆଦିଲ୍ଲୀ, ୨୮।୦୬: ପ୍ରଥମିକ ଶିକ୍ଷା ବିଭାଗରେ ବଡ଼ ଧରଣର ଦୁର୍ନୀତି ହରିୟାଣାରେ ଦେଖିବାକୁ ମିଳିଛି । ପିଲାମାନେ ନଥାଇ ସେମାନଙ୍କର ନାମଲେଖା ଯାଇଛି । ଏହାକୁ ନେଇ ଜାତୀୟ ତଦନ୍ତକାରୀ ସଂସ୍ଥା ସିବିଆଇ ଆକ୍ସନ ମୋଡକୁ ଆସିଛି । ଶିକ୍ଷା ବିଭାଗର…
ମହାପ୍ରଭୁଙ୍କୁ ଲାଗିହେଲା ଓଷୁଅ, ସୁସ୍ଥ ଅନୁଭବ କରିବେ…
ପୁରୀ,୨୮ା୬(ଅଜିତ୍ କୁମାର ମହାନ୍ତି)-ଦାରୁବିଗ୍ରହ ସ୍ନାନପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରି ଜ୍ୱରରେ ପୀଡ଼ିତ ହୋଇ ଗତ ୬ଦିନ ହେଲା ଅଣସର ପିଣ୍ଡିରେ ବିଶ୍ରାମ କରୁଥିବାବେଳେ ଦଇତାପତି ସେବକମାନେ ତାଙ୍କର ଗୁପ୍ତ ସେବା କରୁଛନ୍ତି। ଅନବସରର ଷଷ୍ଠ ଦିବସରେ ଶୁକ୍ରବାର ଶ୍ରୀବିଗ୍ରହମାନଙ୍କୁ…
ସୃଷ୍ଟି ହେଲା ଲଘୁଚାପ, ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା
ଭୁବନେଶ୍ୱର, ୨୮।୬(ଅସମାପିକା ସାହୁ)- ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଶୁକ୍ରବାର ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହା ଆସନ୍ତା ୨ଦିନ ଉତ୍ତରପଶ୍ଚିମ ଦିଗରେ ଗତି କରିବ। ଫଳରେ ୩୦ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଲଘୁଚାପ ପ୍ରଭାବରେ କିଛି ଦିନ ସମୁଦ୍ର ଅଶାନ୍ତ ରହିବ।…
GISକୁ ବନ୍ଦ କରିଦେଲା EPFO: ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ, କାହିଁକି ଆକାଉଣ୍ଟକୁ ଆସିବ ଅଧିକ ଟଙ୍କା…
ନୂଆଦିଲ୍ଲୀ,୨୮।୬: କମର୍ର୍ଚାରୀ ଭବିଷ୍ୟ ନିଧି ସଂଗଠନ(ଇପିଏଫ୍ଓ) ୨୦୧୩ ସେପ୍ଟେମ୍ବର ପହିଲାରୁ ଚାକିରି କରିଥିବା ସରକାରୀ କର୍ମଚାରୀଙ୍କ ଗ୍ରୁପ୍ ଇନ୍ସୁରାନ୍ସ ସ୍କିମ(ଜିଆଇଏସ୍) ଲାଗି କଟୁଥିବା ଟଙ୍କାକୁ ତତ୍କାଳ ପ୍ରଭାବ ସହ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଏନେଇ ଜୁନ୍ ୨୧,୨୦୨୪ରେ ଜାରି ସର୍କୁଲାରରେ…
ତେଲେଙ୍ଗାନା ଗ୍ଲାସ୍ କାରଖାନାରେ ଭୟଙ୍କର ବିସ୍ଫୋରଣ: ୬ ଶ୍ରମିକ ମୃତ, ୧୫ରୁ ଅଧିକ ଗୁରୁତର
ରଙ୍ଗାରେଡି,୨୮।୬: ତେଲେଙ୍ଗାନାର ରଙ୍ଗାରେଡି ଜିଲାରେ ଏକ ବଡ଼ ବିସ୍ଫୋରଣ ଘଟିଛି। ଏକ ଗ୍ଲାସ କାରଖାନାରେ ଭାଟି ବଏଲର ବିସ୍ଫୋରଣ ହେବା ଯୋଗୁ ୬ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ରୁ ଅଧିକ ଆହତ ହୋଇଛନ୍ତି। ଏନେଇ ସୂଚନା ମିଳିବା ପରେ ପୋଲିସ…
ଏଣିକି ସରକାରୀ କର୍ମଚାରୀ ହେଲମେଟ ପିନ୍ଧିବା ବାଧ୍ୟତାମୂଳକ, ନହେଲେ ମିଳିବନି ଦରମା
ଭୁବନେଶ୍ୱର,୨୮।୬: ରାଜ୍ୟରେ ଦୁର୍ଘଟଣା ଜନିତ ମୃତ୍ୟୁ ବା ଦୁର୍ଘଟଣା ରୋକିବାକୁ ଟ୍ରାଫିକ ନିୟମ କଡ଼ାକଡ଼ି କରାଯାଇଛି । ଅମାନିଆଙ୍କୁ ସାବାଡ କରିବାକୁ ଏଥିରେ ସଂସ୍କାର ମଧ୍ୟ ଆସିଛି । ଯେଉଁମାନେ ଟ୍ରାଫିକ ନିୟମ ଅବମାନନା କରୁଛନ୍ତି ସେମାନଙ୍କଠାରୁ ମୋଟା ଅଙ୍କର ଜରିମାନା…
Archives


