Home Left

କୁସ୍ତିକୁ ଫେରିଲେ ଭିନେଶ! ଚିଠି ଶେୟାର କରି ବଡ଼ ସଙ୍କେତ ଦେବା ପରେ ଭଉଣୀ ଗୀତା ଫୋଗଟ କହିଲେ…

ନୂଆଦିଲ୍ଲୀ,୧୭।୮: ଭାରତୀୟ ରେସଲର ଭିନେଶ ଫୋଗଟ ୨୦୨୪ ପ୍ୟାରିସ ଅଲିମ୍ପିକ୍ସରୁ ୧୦୦ ଗ୍ରାମ ଅଧିକ ହେତୁ ଅଯୋଗ୍ୟ ହୋଇଥିଲେ। ଏହି ପ୍ରସଙ୍ଗରେ ଭିନେଶ ମଧ୍ୟ ଆବେଦନ କରିଥିଲେ। କିନ୍ତୁ ତାଙ୍କ ଆବେଦନକୁ ମଧ୍ୟ ଖାରଜ କରାଯାଇଥିଲା। ସେ ରୌପ୍ୟ ପଦକ ପାଇଁ…

୨ ଦୁର୍ବୃତ୍ତଙ୍କ ସହ ସୁନା ଦୋକାନୀ ଜେଲ ଗଲେ

ରାଜକନିକା,୧୭ା୮(ସଞ୍ଜୟ କୁମାର ଦାଶ):କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳରେ ବାରମ୍ବାର ଚୋରି ହେଉଥିଲା। ଚୋରି ଘଟଣାରେ ଗୁରୁବାର ପୋଲିସ ୩୪. ୫ ଗ୍ରାମ୍‌ ସୁନା ଜବତ କରିବା ସହ ୨ ଦୁର୍ବୃତ୍ତଙ୍କ ସହ ସୁନା କିଣିଥିବା ଦୋକାନୀଙ୍କୁ ଧରି କୋର୍ଟଚାଲାଣ କରିଥିଲା।…

ରିଲାଏନ୍ସର ଡିଜିଟାଲ ଇଣ୍ଡିଆ ସେଲ୍‌

ନୂଆଦିଲ୍ଲୀ,୧୭।୮: ରିଲାଏନ୍ସ ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ତଥା ରିଲାଏନ୍ସ ଡିଜିଟାଲର ବହୁ ପ୍ରତୀକ୍ଷିତ ବିକ୍ରୟ କାର୍ଯ୍ୟକ୍ରମ ‘ଡିଜିଟାଲ ଇଣ୍ଡିଆ ସେଲ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହି କାର୍ଯ୍ୟକ୍ରମ ସର୍ବଭାରତୀୟ ସ୍ତରରେ ଆରମ୍ଭ ହୋଇଛି। ଉକ୍ତ ସେଲ୍‌ ୨୦୨୪ ଅଗଷ୍ଟ ୧୮…

ମହିନ୍ଦ୍ରା ‘ଥାର୍‌ ରକ୍ସ’ର ଅନାବରଣ

ନୂଆଦିଲ୍ଲୀ,୧୭।୮: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡ୍‌ (ମହିନ୍ଦ୍ରା)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନୂତନ ଏସ୍‌ୟୁଭି ‘ମହିନ୍ଦ୍ରା ଥାର୍‌ ରକ୍ସ’ର ଓ୍ବାର୍ଲଡ ପ୍ରିମିୟର ସହ ଅନାବରଣ ନିକଟରେ ହୋଇଯାଇଛି। ଏପରିକି ‘ମହିନ୍ଦ୍ରା ଥାର୍‌ ରକ୍ସ’ର ବଜାର ପ୍ରବେଶ ସମ୍ପର୍କରେ ଘୋଷଣା…

ଜେପିଏଫ୍‌ଏଲ୍‌ର ତ୍ରୈମାସିକ ଫଳାଫଳ

ନୂଆଦିଲ୍ଲୀ,୧୭।୮: ଜିନ୍ଦଲ ପଲି ଫିଲ୍ମ ଲିମିଟେଡ୍‌ (ଜେପିଏଫ୍‌ଏଲ୍‌)ର ନିିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କମ୍ପାନୀର ଆଗାମୀ କାରବାର ଓ କାର୍ଯ୍ୟକଳାପ ସହ ୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକ ଫଳାଫଳ ମଧ୍ୟ ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ,…

ଡିଏସ୍‌ପି ଏମ୍‌ଏଫ୍‌ର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୭।୮: ଡିଏସ୍‌ପି ମ୍ୟୁଚୁଆଲ ଫଣ୍ଡ (ଏମ୍‌ଏଫ୍‌) ବା ଡିଏସ୍‌ବି ଏମ୍‌ଏଫ୍‌ର ନୂତନ ଉତ୍ପାଦ ‘ନିଫ୍‌ଟି ଟପ୍‌ ୧୦ ଇକ୍ୱାଲ ୱେଟ୍‌ ଇଣ୍ଡେକ୍ସ ଫଣ୍ଡ ଓ ଇଟିଏଫ୍‌’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି କମ୍ପାନୀ ଭାରତର ପ୍ରଥମ ନିଫ୍‌ଟି ଟପ୍‌ ୧୦ ଇକ୍ୱାଲ…

ବଜାରରେ ସିମ୍ଫୋନିର ନୂତନ ଉତ୍ପାଦ ରେଞ୍ଜ

ନୂଆଦିଲ୍ଲୀ,୧୭।୮: ସିମ୍ଫୋନି ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ କୁଲର ଏବଂ ଓ୍ବାଟର ଗିଜର ରେଞ୍ଜର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ) ନିକଟରେ ହୋଇଯାଇଛି। କମ୍ପାନୀର ୨ଦିନିଆ ଚେୟାରମ୍ୟାନ୍ସ କ୍ଲବ୍‌ ୨୦୨୩-୨୪ କାର୍ଯ୍ୟକ୍ରମ ଗୋଆରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ମଣିପାଲ ହସ୍ପିଟାଲର ନୂଆ ମାଇଲଷ୍ଟୋନ୍‌

ଭୁବନେଶ୍ୱର,୧୭।୮: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ମଣିପାଲ ହସ୍ପିଟାଲର ଭୁବନେଶ୍ୱର ୟୁନିଟ୍‌ ନିକଟରେ ଆଉ ଏକ ଉଲ୍ଲେଖନୀୟ ସଫଳତା ସହ ଚିକିତ୍ସା କ୍ଷେତ୍ରରେ ପୁଣି ଏକ ମାଇଲଷ୍ଟୋନ୍‌ ଅତିକ୍ରମ କରିଛି। ଏପରିକି ବିଭିନ୍ନ ପ୍ରକାର ପେଟରୋଗ ଏବଂ ପ୍ରାଥମିକ ସ୍ତରରେ…

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୧୭।୮: କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍‌…

ଜେଏସ୍‌ଏଲ୍‌ର ନିକେଲ ପିଗ୍‌ ଆଇରନ ପ୍ଲାଣ୍ଟ କାର୍ଯ୍ୟକ୍ଷମ

ନୂଆଦିଲ୍ଲୀ,୧୭।୮: ଦେଶର ପ୍ରମୁଖ ଶିଳ୍ପସଂସ୍ଥା ତଥା ସର୍ବବୃହତ୍‌ ଷ୍ଟେନ୍‌ଲେସ୍‌ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ବହୁ ପ୍ରତୀକ୍ଷିତ ପ୍ରକଳ୍ପ ‘ନିକେଲ ପିଗ୍‌ ଆଇରନ ପ୍ଲାଣ୍ଟ’ର ଶୁଭାରମ୍ଭ ହୋଇଯାଇଛି। ଏପରିକି ନିର୍ଦ୍ଧାରିତ ସମୟ ସୀମାର ୮ମାସ ପୂର୍ବରୁ କମ୍ପାନୀ ଏହି ନୂତନ…

କାନାରା ବ୍ୟାଙ୍କ ପକ୍ଷରୁ ମେଗା ମେଧାବୃତ୍ତି ବଣ୍ଟନ

ଭୁବନେଶ୍ୱର,୧୭।୮: କାନାରା ବ୍ୟାଙ୍କର କ୍ଷେତ୍ରୀୟ କାର୍ଯ୍ୟାଳୟ ବ୍ରହ୍ମପୁର ପକ୍ଷରୁ ଏକ ମେଗା ମେଧାବୃତ୍ତି (କାନାରା ବ୍ୟାଙ୍କ ଡା. ଆମ୍ବେଡ୍‌କର ବିଦ୍ୟାଜ୍ୟୋତି ସ୍କଲାରଶିପ୍‌) ବଣ୍ଟନ କାର୍ଯ୍ୟକ୍ରମ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବ୍ରହ୍ମପୁର ବିଧାୟକ କେ. ଅନିଲ କୁମାର ଏବଂ ଜିଲା…

୨୦ରେ ଏନ୍‌ଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ

ନିମାପଡ଼ା, ୧୭।୮(ବିଚିତ୍ରାନନ୍ଦ ସାହୁ/ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଅଧ୍ୟକ୍ଷା ସସ୍ମିତା ସାହୁଙ୍କ ବିରୋଧରେ ଅନାସ୍ଥା ଭୋଟ ହେବ। ଆସନ୍ତା ୨୦ ତାରିଖରେ ଏହି ଅନାସ୍ଥା ଭୋଟ ହେବ ବୋଲି ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଚିଠି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri