Home Left

ଘୋଷଣା ହେଲା ଜମ୍ମୁ-କଶ୍ମିର ନିର୍ବାଚନ, ଲଢ଼ିବେନି ବଡ଼ ନେତା

ନୂଆଦିଲ୍ଲୀ,୧୬।୮: ଧାରା ୩୭୦ ଉଛେଦ ହେବା ପରେ ଜମ୍ମୁ ଏବଂ କଶ୍ମିରରେ ପ୍ରଥମଥର ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଶୁକ୍ରବାର ଭାରତୀୟ ନିର୍ବାଚନ ଆୟୋଗ ନିର୍ବାଚନ ପାଇଁ ବିଗୁଲ ବଜାଇବା ପରେ ବଡ଼ ଘୋଷଣା କରିଛନ୍ତି ନ୍ୟାସନାଲ କନଫରେନ୍ସ ଅଧ୍ୟକ୍ଷ ଫାରୁଖ…

ନର୍ସଙ୍କୁ ଅଶାଳୀନ ବ୍ୟବହାର: ଗିରଫ ହେଲେ ଡାକ୍ତର

ରାଉରକେଲା,୧୬।୮(ସଙ୍ଗୀତା ଜେନା): ଝିରପାଣି ଥାନା ଅଧୀନ ଜଗଦା ୟୁଏସ୍‌ଡବ୍ଲ୍ୟସି ହେଲ୍‌ଥ ସେଣ୍ଟରରେ କାର୍ଯ୍ୟରତ ଜଣେ ନର୍ସଙ୍କୁ ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ପୋଲିସ ଜଣେ ଡାକ୍ତରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଜଗଦା ନିବାସୀ ଡାକ୍ତର ଗୌରବ ଓରାମ। ତାଙ୍କୁ…

ସହକାରୀ ଶିକ୍ଷୟିତ୍ରୀଙ୍କୁ ଶାରୀରିକ ନିର୍ଯାତନା

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମାଣିକେଶ୍ୱରୀ ହାଇସ୍କୁଲର ପ୍ରଧାନଶିକ୍ଷକ ରବି କାନୁନ୍‌ଗୋଙ୍କ ବିରୋଧରେ ଶାରୀରିକ ନିର୍ଯାତନା ଅଭିଯୋଗ ଆଣିଛନ୍ତି ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ପ୍ରଣତୀ ମହାପାତ୍ର। ଏ ନେଇ ଭବାନୀପାଟଣା ଟାଉନ ଥାନାରେ ସମ୍ପୃକ୍ତ ପ୍ରଧାନ ଶିକ୍ଷକଙ୍କ ନାମରେ…

ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଉପରେ ରୋକ ଲଗାଇଲେ ହାଇକୋର୍ଟ; ନୂଆ ଲିଷ୍ଟ ଜାରି କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୬।୮: ୬୯ ହଜାର ଶିକ୍ଷକ ନିଯୁକ୍ତି ମାମଲାରେ ବଡ଼ ରାୟ ଦେଇଛନ୍ତି ହାଇକୋର୍ଟ। କୋର୍ଟଙ୍କ ଦୁଇଜଣିଆ ଖଣ୍ଡପୀଠ ଶିକ୍ଷକ ନିଯୁକ୍ତି ମେରିଟ୍ ଲିଷ୍ଟକୁ ଖାରଜ କରି ଦେଇଛନ୍ତି। ଏଥିସହିତ ସଂରକ୍ଷଣ ନିୟମ ୧୯୯୪ର ଧାରା-୩(୬) ଏବଂ ମୌଳିକ ଶିକ୍ଷା ନିୟମାବଳୀ ୧୯୮୧ର…

ପୂର୍ବତନ ପ୍ରଧାନମନ୍ତ୍ରୀ ହାସିନାଙ୍କ ନାଁରେ ରୁଜୁ ହେଲା ଆଉ ଏକ ହତ୍ୟା ମାମଲା

ଢାକା,୧୬ା୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ବିରୋଧରେ ଶୁକ୍ରବାର ଆଉ ଏକ ମାମଲା ରୁଜୁ ହୋଇଛି। ଜଣେ ଶିକ୍ଷକଙ୍କୁ ହତ୍ୟା ଘଟଣାରେ ହାସିନାଙ୍କୁ ଅଭିଯୁକ୍ତ କରାଯାଇଛି। କ୍ଷମତାରୁ ବିତାଡ଼ିତ ହେବା ପରେ ହାସିନାଙ୍କ ବିରୋଧରେ ଏକାଧିକ ମାମଲା ରୁଜୁ ହେଲାଣି।…

ନାରୀଙ୍କୁ ଦେଖିଲେ ପୁରୁଷ ଡରିବେ

କୋଲକାତା ଟ୍ରେନି ଡାକ୍ତର ଦୁଷ୍କର୍ମ ମାମଲାର ନ୍ୟାୟ ପାଇଁ କ୍ୟାଣ୍ଡେଲ ଧରି ରାଜରାସ୍ତାକୁ ଓହ୍ଲାଇଛନ୍ତି ବିଜେବି କଲେଜର ଛାତ୍ରୀଛାତ୍ର । ଯଦି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାନ ଯାଏ ତେବେ ଆଇନକୁ ନିଜ ହାତକୁ ନେବାକୁ ଦେଲେ ଚେତାବନୀ ।  

କନ୍ଧମାଳରେ ହେବ ଆଳୁ, ପିଆଜ ଚାଷ: ନିର୍ମାଣ କରାଯିବ ୫୮ ଶୀତଳଭଣ୍ଡାର

ବାଲିଗୁଡା,୧୬।୮(ସଞ୍ଜୟ କୁମାର ପାଣିଗ୍ରାହୀ): ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଶୁକ୍ରବାର କନ୍ଧମାଳ ଜିଲା ଗସ୍ତ କରି ସ୍ଥାନୀୟ ଲୋକଙ୍କୁ ଭେଟି ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ପାତ୍ର ଖବରଦାତାଙ୍କୁ କହିଥିଲେ, ରାଜ୍ୟରେ ଆଳୁ…

ମହାପ୍ରଭୁଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବଲିଉଡ ସୁନ୍ଦରୀ ଜୁହି ଚାୱଲା, କହିଲେ ବଡ଼ କଥା

ମହାରାଷ୍ଟ୍ର,୧୬।୮: ପୁରୀ ଆସି ଶ୍ରୀମନ୍ଦିରେ ମହାପ୍ରଭୁଙ୍କ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି ନବେ ଦଶକର ବଳିଉଡ ସୁନ୍ଦରୀ ତଥା କୋଲକାତା ନାଇଟ ରାଇଡର୍ସର ସହ-ମାଲିକ ଜୁହି ଚାୱଲା । ଇଣ୍ଡିଆନ୍ ପ୍ରିମୀୟର ଲିଗ୍ ରେ କେକେଆରର ଧମାକାଦାର ବିଜୟ ପାଇଁ ସେ…

ବିଲରେ କରୁଥିଲେ କାମ: କାମୁଡ଼ିଦେଲା ସାପ

ଦିଗପହଣ୍ଡି/ପାଟପୁର,୧୬।୮(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ବାରି ଗ୍ରାମରେ ସାପ କାମୁଡାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚାଷୀ କାଳୁ ମଳିକ ମିଳିଥିବା ସୂଚନା ମୁତାବକମ, କାଳୁ ଜମିରେ ଚାଷକାର୍ଯ୍ୟ କରୁଥିଲେ।…

ଓଡ଼ିଶା ଫେରି ନବୀନଙ୍କୁ ଭେଟିଲେ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଅମିତ୍‌ ରୋହିଦାସ୍

ଭୁବନେଶ୍ୱର,୧୬।୮: ଭାରତୀୟ ହକି ଦଳ ଲଗାତାର ଦ୍ୱିତୀୟ ଥର ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଦଳର ସଦସ୍ୟ ଥିବା ଓଡ଼ିଶାର ଅମିତ ରୋହିଦାସ ଶୁକ୍ରବାର ଓଡ଼ିଶା ଫେରିଛନ୍ତି। ଅମିତଙ୍କୁ ବିମାନ ବନ୍ଦରରେ ବିପୁଳ ସ୍ୱାଗତ କରାଯାଇଥିବା ବେଳେ ମାଧ୍ୟାନରେ ମୁଖ୍ୟମନ୍ତ୍ରୀ ମୋହନ…

ଅଲିମ୍ପିକ ସ୍ବର୍ଣ୍ଣ ପଦକ ବିଜେତା ଶ୍ୱଶୁରଙ୍କୁ ଡିମାଣ୍ଡ କଲେ ୫-୬ ଏକର ଜମି

ଇସଲାମାବାଦ,୧୬।୮: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ପାକିସ୍ତାନ କେବଳ ଗୋଟିଏ ପଦକ ପାଇଥିଲା। ସେହି ପଦକକୁ ଜାଭେଲିନ ଥ୍ରୋରେ ଅର୍ଶଦ ନଦୀମ ଜିତିଥିଲେ। ଭାରତର ତାରକା ଜାଭେଲିନ ଥ୍ରୋ ଖେଳାଳି ନୀରଜ ଚୋପ୍ରାଙ୍କୁ ପରାସ୍ତ କରି ଅର୍ଶଦ ଏହା ହାସଲ କରିଛନ୍ତି। ଏହି…

‘ବିଦ୍ୟାଳୟକୁ ସୁସଜ୍ଜିତ କରିବା ଅନ୍ୟମାନଙ୍କୁ ପ୍ରେରଣା ଯୋଗାଇବ’

ରାଇକିଆ,୧୬।୮(ପ୍ରଦୀପ ବେହେରା): କନ୍ଧମାଳ-ଗଞ୍ଜାମ ସୀମାନ୍ତ ରଣବା ପଞ୍ଚାୟତ ଦୁର୍ଗମ କକରବାଡି ପ୍ରାଥମିକ ବିଦ୍ୟାଳୟ ପରିସରରେ ଗୁରୁବାର ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି। ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଏବଂ ପରିଚାଳନା କମିଟିର ଉଦ୍ୟମ କ୍ରମେ ବିଦ୍ୟାଳୟ ପରିସରରେ ଏହାକୁ ସ୍ଥାପନ କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri