Home Left

ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ ଓ ଛାତ୍ରଛାତ୍ରୀ

ବାଲିଗୁଡ଼ା,୧୬।୮(ସଞ୍ଜୟ କୁମାର ପାଣିଗ୍ରାହୀ): ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ତାତିଲେ ଅଭିଭାବକ। ବିଦ୍ୟାଳୟର ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଅଭିଭାବକ । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ କ.ନୁଆଗାଁ…

ପ୍ରଥମଥର ମହମ୍ମଦ ୟୁନୁସଙ୍କ ସହ କଥା ହେଲେ ମୋଦି, ହିନ୍ଦୁଙ୍କ ସୁରକ୍ଷାକୁ ନେଇ ଦେଲେ ଆଶ୍ୱାସନା

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଫୋନ ମାଧ୍ୟମରେ ପ୍ରଥମ ଥର ପାଇଁ ବାଂଲାଦେଶର ନୂତନ ମଧ୍ୟବର୍ତ୍ତୀକାଳୀନ ସରକାରର ମୁଖ୍ୟ ପ୍ରଫେସର ମହମ୍ମଦ ୟୁନୁସଙ୍କ ସହ କଥା ହୋଇଛନ୍ତି। ସେ ନିଜେ ସୋସିଆଲ ମିଡିଆ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

କିଏ ଥାଇଲ୍ୟାଣ୍ଡର ସବୁଠାରୁ ଯୁବ ପ୍ରଧାନମନ୍ତ୍ରୀ, ପରିବାରର ଚତୁର୍ଥ ସଦସ୍ୟ ଭାବେ ସମ୍ଭାଳିବାକୁ ଯାଉଛନ୍ତି ଏହି ପଦ

ବ୍ୟାଙ୍କକ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଥାକସିନ ଶିନାୱାତ୍ରାଙ୍କ ସବୁଠାରୁ ସାନ ଝିଅ ୩୭ବର୍ଷିୟ ପେଟୋଙ୍ଗଟାର୍ନ ଶିନାୱାତ୍ରା ଥାଇଲ୍ୟାଣ୍ଡର ୩୧ତମ ପ୍ରଧାନମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଛନ୍ତି। ୩୧୯ସାଂସଦ ତାଙ୍କୁ ସମର୍ଥନ କରିଛନ୍ତି। ସେ ଏହି ପଦବୀରେ ଅବସ୍ଥାପିତ ହେବାକୁ ଥିବା ସର୍ବ କନିଷ୍ଠ ପ୍ରଧାନମନ୍ତ୍ରୀ…

ଯେଣ୍ଡା ପାହାଡ଼ରୁ ମାର୍ବଲ ଖୋଳିବା ନିମନ୍ତେ ସରିଲା ଜନ ଶୁଣାଣି, ଜିଲା ପ୍ରଶାସନକୁ ରୋକ ଠୋକ୍ ଶୁଣାଇଲେ ଗ୍ରାମବାସୀ…

ପଟ୍ଟାଙ୍ଗି,୧୬।୮(ଶରତ ଧଳ): ନିଜେ ନିଜର ଜୀବନ ଜୀବିକା ନିର୍ବାହ କରି ବଞ୍ଚୁଥିବା ଏବଂ ନିର୍ଭର କରୁଥିବା ପାହାଡ଼କୁ ଇଛା ନଥାଇ ମଧ୍ୟ କମ୍ପାନୀ ହାତକୁ ଟେକି ଦେବା ପରି ଦୃଶ୍ୟ ଅନେକ କିଛି ପ୍ରଶ୍ନ ସୃଷ୍ଟି କରୁଛି। କୋରାପୁଟ ଜିଲା ପଟ୍ଟାଙ୍ଗି…

ପ୍ରଥମ ଥର ମାନିଲେ ପାକିସ୍ତାନ ସରକାର, ଇଣ୍ଟରନେଟରେ ହୋଇଛି ଗଡବଡ

ଇସଲାମାବାଦ,୧୬।୮: ପାକିସ୍ତାନ ସରକାର ପ୍ରଥମ ଥର ପାଇଁ ସ୍ବୀକାର କରିଛନ୍ତି ଯେ ସେ ତାଙ୍କର ୱେବ ମ୍ୟାନେଜମେଣ୍ଟ ସିଷ୍ଟମକୁ ଅପଗ୍ରେଡ କରୁଛନ୍ତି, ଯାହାଦ୍ୱାରା ସାଇବର ସୁରକ୍ଷା ଚ୍ୟାଲେଞ୍ଜ ଗୁଡିକୁ ମୁକାବିଲା କରାଯାଇପାରିବ। ସୂଚନାଯୋଗ୍ୟ, ଆଜିକାଲି ପାକିସ୍ତାନରେ ଇଣ୍ଟରନେଟର ସମସ୍ୟା ଦେଖାଦେଇଛି ଏବଂ…

ଥାନା ଆଗରେ ପେଟ୍ରୋଲ ଢାଳି ଦେହରେ ନିଆଁ ଲଗାଇଦେଲେ ମହିଳା

ସାଲେପୁର,୧୬।୮: କଟକ ଜିଲା ସାଲେପୁର ଥାନା ଆଗରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଥାନା ଆଗରେ ମହିଳା ଜଣକ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କଟକ ସ୍ଥାନାନ୍ତର କରାଯାଇଛି। ମିଳିଥିବା…

ଭାରତୀୟ ଟିମ୍‌କୁ ପୁଣି ଫେରିବେ କି ଇଶାନ୍‌ କିଶନ୍‌? ଘରୋଇ କ୍ରିକେଟ୍‌ରେ ଦମ୍‌ଦାର ପ୍ରଦର୍ଶନ

ନୂଆଦିଲ୍ଲୀ, ୧୬।୦୮: ଭାରତୀୟ କ୍ରିକେଟ୍‌ ଟିମ୍‌ରୁ ବର୍ତ୍ତମାନ ପାଇଁ ବାଦ୍‌ ପଡ଼ିଥିବା ୱିକେଟ୍‌ କିପର ଇଶାନ୍‌ କିଶନ୍‌ ଘରୋଇ କ୍ରିକେଟ୍‌ରେ ଜବରଦସ୍ତ ଫର୍ମରେ ଥିବା ଦେଖିବାକୁ ମିଳୁଛି । ବୁଚି ବାବୁ ଟୁର୍ଣ୍ଣାମେଣ୍ଟରେ ଝାଡ଼ଖଣ୍ଡର କ୍ୟାପ୍ଟେନ୍‌ ଦ଼୍ବାୟିତ଼୍ବରେ ଥିବା ଇଶାନ୍‌ ୱିକେଟ୍‌…

କମଲା ହାରିସଙ୍କ ପାଇଁ ମୋ ମନରେ ସମ୍ମାନ ନାହିଁ: ଟ୍ରମ୍ପ

ଓ୍ବାଶିଂଟନ,୧୬।୮: ଆମେରିକାରେ ଭାରତୀୟ ମୂଳ ବାସିନ୍ଦା କମଲା ହାରିସ ରାଷ୍ଟ୍ରପତି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ପରେ ଆମେରିକୀୟ ରାଜନୀତିରେ ଉତ୍ତେଜନା ଦେଖାଦେଇଛି। ଏଥି ସହିତ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚ୍ୟାଲେଞ୍ଜର ସମ୍ମୁଖୀନ ହେବା ପରେ କମଲା ହାରିସଙ୍କୁ ନିରନ୍ତର…

କଂଗ୍ରେସ ଛାଡ଼ିଲେ ବିଜୟ ପଟ୍ଟନାୟକ, କହିଲେ-‘ଦଳରେ ମୋ ପ୍ରେଷ୍ଟିଜ୍ ନାହିଁ’

ନୂଆଦିଲ୍ଲୀ,୧୬।୮: କଂଗ୍ରେସ ଛାଡ଼ିଛନ୍ତି ଦଳର ବରିଷ୍ଠ ନେତା ବିଜୟ କୁମାର ପଟ୍ଟନାୟକ। ମେଲ୍‌ ଯୋଗେ ତାଙ୍କର ଇସ୍ତଫା ପତ୍ରକୁ ସେ AICCକୁ ପଠାଇଛନ୍ତି। ଗତ ସାଧାରଣ ନିର୍ବାଚନରେ ସେ ଗଜପତି ପାରଳାଖେମୁଣ୍ଡିରୁ ନିର୍ବାଚନ ଲଢ଼ିଥିଲେ। ନିର୍ବାଚନ ପୂର୍ବରୁ ବିଜୟଙ୍କୁ ପ୍ରଥମେ ପ୍ରଚାର…

ଘୋଷଣା ହେଲା ତାରିଖ: ହରିୟାଣାରେ ୧ ଅକ୍ଟୋବରରେ ନିର୍ବାଚନ, ୪ରେ ଭୋଟ ଗଣତି

ନୂଆଦିଲ୍ଲୀ,୧୬।୮: ଜମ୍ମୁ କଶ୍ମୀର ଏବଂ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ଜମ୍ମୁ କଶ୍ମୀରରେ ତିନିଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ସେପ୍ଟେମ୍ବର ୧୮ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଦ୍ୱିତୀୟ ପର୍ଯ୍ୟାୟ ସେପ୍ଟେମ୍ବର ୨୫ରେ ଅନୁଷ୍ଠିତ…

ଟଙ୍କା ନେଇ ଜନ ସୁରାଜ ପାର୍ଟିରେ ଯୋଡି ହେଉଛନ୍ତି ଲୋକେ? ପ୍ରଶାନ୍ତ କିଶୋରଙ୍କ ବଡ ବୟାନ

ପାଟନା,୧୬।୮: ରାଜନୀତିର ଚାଣକ୍ୟ ତଥା ଜନ ସୁରାଜର ସୂତ୍ରଧାର ପ୍ରଶାନ୍ତ କିଶୋର ଏକ ଦଳ ଗଠନ କରିବାକୁ ଯାଉଛନ୍ତି। ଅକ୍ଟୋବର ୨ରେ ଦଳ ଗଠନ ହେବ। ଏହା ପୂର୍ବରୁ ବିହାରରେ ରାଜନୀତି ସରଗରମ ହୋଇଛି। ଜନ ସୁରାଜ ପଦଯାତ୍ରାର ସୂତ୍ରଧାର ପ୍ରଶାନ୍ତ…

କୃଷକଙ୍କ ପାଇଁ ବଡ଼ ଘୋଷଣା, ୪ ଲକ୍ଷ କୃଷକଙ୍କୁ ମିଳିବ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ…

ନୂଆଦିଲ୍ଲୀ, ୧୬।୦୮: କୃଷକଙ୍କ ଋଣଭାର ହ୍ରାସ କରିବା ପାଇଁ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ଋଣଛାଡ଼ର ଦ଼୍ବିତୀୟ ପର୍ଯ୍ୟାୟରେ ଛାଡ଼ ରାଶି ଦୁଇଗୁଣ କରିଛନ୍ତି ସରକାର । ଫଳରେ ପାଖାପାଖି ସାଢ଼େ ୪ ଲକ୍ଷ କୃଷକଙ୍କୁ ଏହାର ଲାଭ ମିଳିବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri