Home Left

‘ବାମ-ରାମ’ ବୟାନକୁ ନେଇ ରାଜନୀତି ସରଗରମ, ଏବେ ମମତାଙ୍କୁ ଟାର୍ଗେଟ କଲେ ଗିରିରାଜ

ନୂଆଦିଲ୍ଲୀ,୧୬।୮: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିଶୃଙ୍ଖଳା ପଛରେ ‘ବାମ ଓ ରାମ’ ବାଲା ବୟାନକୁ ନେଇ ଏବେ ରାଜନୀତି ହୋଇଛି ସରଗରମ। କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂ ଏହି ବିବୃତ୍ତିକୁ ଦୃଢ ବିରୋଧ କରିଛନ୍ତି। ସେ କହିଛନ୍ତି ଯେ କ୍ଷମତାର…

ସାଉଦି ଯୁବରାଜଙ୍କୁ ଘାରିଛି ହତ୍ୟା ଭୟ

ରିୟାଦ୍‌,୧୬।୮: ସାଉଦି ଆରବର କ୍ରାଉନ ପ୍ରିନ୍ସ ମହମ୍ମଦ ବିନ ସଲମାନ ନିଜ ହତ୍ୟାକୁ ଭୟ କରୁଛନ୍ତି। ଏକଥ ସେ ନିଜେ ପ୍ରକାଶ କରିଛନ୍ତି। ସାଉଦି କ୍ରାଉନ ପ୍ରିନ୍ସ ଭୟ କରୁଛନ୍ତି, ଯଦି ସେ ଇସ୍ରାଏଲ, ଆମେରିକା ଏବଂ ସାଉଦି ଆରବ ମଧ୍ୟରେ…

ରାଜଧାନୀରେ ୭ ସିମ୍‌ ବକ୍ସ ଠାବ, ଫ୍ରଡ୍‌ କଲ୍‌ ପାଇଁ ହେଉଥିଲା ବ୍ୟବହାର

ଭୁବନେଶ୍ୱର,୧୬ା୮: ରାଜଧାନୀ ଭୁବନେଶ୍ବରରେ ୭ଟି ସିମ୍‌ ବକ୍ସ ଠାବ କରାଯାଇଛି। ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଏକ ସନ୍ଦିଗ୍ଧ ଘରୁ ଏହାକୁ ଠାବ କରାଯାଇଛି। ସ୍ପେଶାଲ ସ୍କ୍ବାଡ ଓ ଲକ୍ଷ୍ମୀସାଗର ପୋଲିସର ମିଳିତ ଚଢ଼ାଉରେ ଏହି ବକ୍ସକୁ ଠାବ କରାଯାଇଥିବା ବେଳେ ଜଣଙ୍କୁ…

ଦାୟିତ୍ୱ ସମ୍ଭାଳିବା ପରେ ଭାରତ ଉପରେ ରାଗିଗଲେ ୟୁନୁସ ସରକାର! ଫେରାଇନେଲେ ରାଷ୍ଟ୍ରଦୂତ

ଢାକା,୧୬।୮: ବାଂଲାଦେଶରେ ରାଜନୈତିକ ଅସ୍ଥିରତା ଜାରି ରହିଛି। ଏହି ବିବାଦ ଭିତରେ ଶେଖ ହାସିନା ବାଂଲାଦେଶ ଛାଡି ଭାରତରେ ଶରଣ ନେଇଛନ୍ତି। ଏପରି ସ୍ଥିତିରେ ପରବର୍ତ୍ତୀ ନିର୍ବାଚନ ପର୍ଯ୍ୟନ୍ତ ବାଂଲାର ଦାୟିତ୍ୱ ନୋବେଲ ପୁରସ୍କାର ବିଜେତା ମହମ୍ମଦ ୟୁନୁସଙ୍କ ହାତରେ ଅଛି।…

ନୀରଜ ଚୋପ୍ରା- ମନୁ ଭାକରଙ୍କ ଫ୍ୟାନ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ଏମିତି…

ନୂଆଦିଲ୍ଲୀ,୧୬।୮: ପ୍ୟାରିସ ଅଲିମ୍ପିକ୍ସରୁ ଫେରିଥିବା ଭାରତୀୟ ଖେଳାଳିଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭେଟିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ସମସ୍ତ ଆଥଲେଟ୍‌ଙ୍କୁ ସମ୍ବୋଧିତ କରି ସମସ୍ତଙ୍କୁ ପ୍ରଶଂସା କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ନୀରଜ ଚୋପ୍ରା ଏବଂ ମନୁ ଭାକରଙ୍କ ବିଷୟରେ…

କିଏ ହେବେ ମହାରାଷ୍ଟ୍ରର ଆଗାମୀ ମୁଖ୍ୟମନ୍ତ୍ରୀ: ଉଦ୍ଧବ ଠାକ୍‌ରେ କଲେ ବଡ଼ ଘୋଷଣା

ମୁମ୍ବାଇ,୧୬।୮:ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ୨୦୨୪ ଘୋଷଣା ହେବାର କିଛି ଘଣ୍ଟା ପୂର୍ବରୁ ଆଜି ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମହା ବିକାଶ ଅଗାଡି (ଏମ୍‌ଭିଏ) ବୈଠକରେ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ଆଜିଠାରୁ ଆମେ ଏକାଠି ସଂଗ୍ରାମ…

ମନୁ ଭାକରଙ୍କ ଉପରେ ଟଙ୍କା ବର୍ଷା, ମିଳିଲା ଏତେ ଟଙ୍କାର ଚେକ୍‌

ନୂଆଦିଲ୍ଲୀ,୧୬।୮: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ୨ଟି ବ୍ରୋଞ୍ଜ ପଦକ ଜିତିଥିବା ମନୁ ଭାକରଙ୍କ ଉପରେ ଉପହାରର ବର୍ଷା ହେଉଛି। ବର୍ତ୍ତମାନ କେନ୍ଦ୍ର ମନ୍ତ୍ରୀ ମନ୍ତ୍ରୀ ସରବାନନ୍ଦ ସୋନୋୱାଲ ତାଙ୍କୁ ପୁଷ୍ପଗୁଚ୍ଛ ଏବଂ ୧୦ଲକ୍ଷ ଟଙ୍କା ଚେକ ପ୍ରଦାନ କରିଛନ୍ତି। ଏହି କାର୍ଯ୍ୟକ୍ରମ…

ଅତି ଜରୁରୀ ନ ଥିଲେ ଏସ୍‌ସିବି ନ ଆସିବାକୁ ପରାମର୍ଶ ଦେଲେ ଅଧୀକ୍ଷକ

କଟକ,୧୬ା୮: ଅତିଜରୁରୀ ନ ଥିଲେ କେହି ଏସ୍‌ସିବି ମେଡିକାଲ ଆସନ୍ତୁ ନାହିଁ ବୋଲି ଅଧୀକ୍ଷକ ପରାମର୍ଶ ଦେଇଛନ୍ତି। ଡାକ୍ତରମାନଙ୍କ ଆନ୍ଦୋଳନକୁ ନେଇ ଅଧୀକ୍ଷକ ଏପରି କହିଛନ୍ତି। ସେ କହିଛନ୍ତି, ରୋଗୀ ସେବା ବ୍ୟାହତ ହୋଇନି, ଆଗକୁ କହି ହେବନି। ସମସ୍ତ ଫ୍ୟାକଲ୍ଟିଙ୍କ…

ମମତାଙ୍କୁ ନାଲି ଆଖି ଦେଖାଇଲେ ବେଙ୍ଗଲ ଆଳୁ ବ୍ୟବସାୟୀ, କହିଲେ ରପ୍ତାନୀ ବନ୍ଦ…

କୋଲକାତା,୧୬।୮: ଓଡ଼ିଶାକୁ ଆଳୁ ବନ୍ଦ କରିବା ପରେ ଏବେ ଅଡୁଆରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଦିଦିଙ୍କୁ ନାଲିଆଖି ଦେଖାଇଛନ୍ତି ବେଙ୍ଗଲ ଆଳୁ ବ୍ୟବସାୟୀ। ଓଡ଼ିଶା ପରି ପଶ୍ଚିମବଙ୍ଗରେ ମଧ୍ୟ ଆଳୁ ସଙ୍କଟ ସୃଷ୍ଟି ହୋଇପାରେ ବୋଲି ଆଶଙ୍କା ସୃଷ୍ଟି ହୋଇଛି।…

ସାମୁଦ୍ରିକ ଝଡ଼ ଏମ୍ପିଲ୍‌ର ପ୍ରଭାବ, ୬ ଶହରୁ ଅଧିକ ବିମାନ ଉଡ଼ାଣ ବାତିଲ୍‌

ନୂଆଦିଲ୍ଲୀ, ୧୬।୦୮: ସାମୁଦ୍ରିକ ଝଡ଼ ଏମ୍ପିଲ୍‌ ପ୍ରଭାବ ଜାପାନ ଉପରେ ପଡ଼ିଛି । ଜାପାନର ମୁଖ୍ୟ ଦ଼୍ବିପ ଆଡ଼କୁ ଏହି ବତ୍ୟା ମାଡ଼ିଚାଲିଛି । ଫଳରେ ଜାପାନରେ ଗମାନା ଗମନ ପ୍ରଭାବିତ ହୋଇଛି । ପାଣିପାଗ ଖରାପ କାରଣରୁ ବିମାନ ଯାତ୍ରା…

ସକାଳୁ ଛାଡିଥିଲେ ବିଜେଡି ଏବେ ଭାଜପାରେ ଯୋଗଦେଲେ କର୍ପୋରେଟର

ଭୁବନେଶ୍ୱର,୧୬।୮: ଭୁବନେଶ୍ୱର ୩୭ ନମ୍ବର ୱାର୍ଡର କର୍ପୋରେଟର ବନ୍ଦିତା ପାଲ୍‌ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ଶୁକ୍ରବାର ସକାଳେ ବନ୍ଦିତା ଓ ତାଙ୍କ ସ୍ବାମୀ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ଭାଜପାରେ ସାମିଲ୍‌…

ନିର୍ବାଚନ ବିଗୁଲ ବାଜିବା ପୂର୍ବରୁ ଜମ୍ମୁ-କଶ୍ମୀରରେ ବଡ ଧରଣର ଅଦଳ ବଦଳ

ନୂଆଦିଲ୍ଲୀ,୧୬।୮: ଜମ୍ମୁ କଶ୍ମୀରରେ ନିର୍ବାଚନ ବିଗୁଲ ବାଜିବା ପୂର୍ବରୁ ଅଧିକାରୀଙ୍କ ବଡ଼ ଆକାରରେ ଅଦଳବଦଳ କରାଯାଇଛି। ଜମ୍ମୁ କଶ୍ମୀର ପ୍ରଶାସନ ଶୁକ୍ରବାର ୮୯ ଜଣ ଅଧିକାରୀଙ୍କୁ ଅଦଳବଦଳ କରିଛି। ମୁଖ୍ୟ ନିର୍ବାଚନ କମିଶନର ଆଜି ବିଧାନସଭା ନିର୍ବାଚନର ତାରିଖ ଘୋଷଣା କରିବେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri