ଲକ୍ଷ୍ନୌରେ ଚାଞ୍ଚଲ୍ୟ: ମା’ଙ୍କ ସହ ନିଜ ୪ ଭଉଣୀଙ୍କୁ ବ୍ଲେଡ୍ରେ କାଟି ହତ୍ୟା କଲେ ଭାଇ
ଲକ୍ଷ୍ନୌ,୧।୧: ରାଜଧାନୀ ଲକ୍ଷ୍ନୌର ନାକାସ୍ଥିତ ହୋଟେଲ ଶରଣଜିତରେ ଗୋଟିଏ ପରିବାରର ପାଞ୍ଚଜଣ ମହିଳାଙ୍କ ହତ୍ୟା ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନା ଅନୁଯାୟୀ, ଆଗ୍ରାରେ ରହୁଥିବା ପରିବାର ଏକ ହୋଟେଲରେ ରହୁଥିଲେ। ପୋଲିସର ସୂଚନାନୁସାରେ, ଅର୍ଶଦ ନାମକ ଜଣେ ଯୁବକ ତାଙ୍କ ମା’…
ପୁରୀରେ ଅସମ୍ଭାଳ ଭିଡ଼: ଠେଲାପେଲାର ଭାଙ୍ଗିଲେ ବ୍ୟାରିକେଡ୍
ଭୁବନେଶ୍ୱର,୧।୧(ଅଜିତ୍ କୁମାର ମହାନ୍ତି): ନୂଆବର୍ଷରେ ପୁରୀରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି। ଲକ୍ଷାଧିକ ଭକ୍ତଙ୍କ ସମାଗମ ଯୋଗୁ ଠେଲାପେଲା ସ୍ଥିତି ସୃଷ୍ଟି ହୋଇଛି। ଲୋକେ ସିଂହଦ୍ବାର ସମ୍ମୁଖ ବ୍ୟାରିକେଡ ଭାଙ୍ଗିଛନ୍ତି । ପୋଲିସକୁ ଧକ୍କା ଦେଇ ଶ୍ରୀମନ୍ଦିରକୁ ଧସେଇ ପଶିଛନ୍ତି। ମହାପ୍ରଭୁଙ୍କ…
୨୦୨୫ରେ ବିନାଶ ହୋଇଯିବ ମଣିଷ! ନୂଆ ବର୍ଷ ଆରମ୍ଭରୁ ଚମକାଇଲା ଭେଙ୍ଗା ବାବାଙ୍କ ଭବିଷ୍ୟବାଣୀ, ଘଟିବ ଏମିତି…
ବିଶ୍ୱର ପ୍ରସିଦ୍ଧ ଭବିଷ୍ୟବକ୍ତା ବାବା ଭେଙ୍ଗା ୨୦୨୫ରେ ମନୁଷ୍ୟର ବିଲୁପ୍ତ ହେବାର ପୂର୍ବାନୁମାନ କରିଛନ୍ତି, ଯାହା ବର୍ତ୍ତମାନ ଚର୍ଚ୍ଚାରେ ଅଛି। ଅତୀତରେ ତାଙ୍କ ଦ୍ୱାରା କରାଯାଇଥିବା ଅନେକ ଭବିଷ୍ୟବାଣୀ ସତ୍ୟ ହୋଇଛି। ନୂଆ ବର୍ଷ ଆରମ୍ଭ ହୋଇଛି। ଜ୍ୟୋତିଷ ଏବଂ ବିଶେଷଜ୍ଞଙ୍କ…
ଥ୍ୟାଙ୍କ୍ ୟୁ….ପରାଜୟ ପରେ ରୋହିତ ଶର୍ମାଙ୍କ ପୋଷ୍ଟ ହେଉଛି ଭାଇରାଲ୍
ନୂଆଦିଲ୍ଳୀ,୧।୧: ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ ଖେଳୁଥିବା ଟିମ ଇଣ୍ଡିଆକୁ ମେଲବୋର୍ନରେ ଖେଳାଯାଇଥିବା ଚତୁର୍ଥ ଟେଷ୍ଟରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ଏହି ପରାଜୟ ପରେ ଅଧିନାୟକ ରୋହିତ ଶର୍ମାଙ୍କ ଉପରେ ପ୍ରଶ୍ନ ଉଠିଥିଲା। ରୋହିତଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ କ୍ରମାଗତ ଭାବେ…
ନୂଆବର୍ଷରେ ଅଘଟଣ: ଦୁନିଆକୁ ଜାଣିବା ପୂର୍ବରୁ ଲିଭିଗଲା ଜୀବନ ଦୀପ
କଟକ,୧।୧: କୁନି ଝିଅ ଉପରେ ମାଡ଼ିଗଲା ହାଇୱା। ଏଭଳି ଅଭାବନୀୟ ଘଟଣା ଘଟିଛି ଯୋବ୍ରା ବ୍ୟାରେଜ ନିକଟରେ। ବାଇକ୍କୁ ହାଇୱା ଧକ୍କା ଦେବା ଫଳରେ ଏଭଳି ଘଟଣା ଘଟିଛି। କୁନି ଝିଅଟି ମଉସା ସହ ବାଇକେ୍ର ଯିବା ବେଳେ ହାଇୱା ଧକ୍କା…
ନୂଆବର୍ଷକୁ ଜୋରଦାର୍ ସ୍ବାଗତ: ମନ୍ଦିର-ଚର୍ଚ୍ଚରେ ପ୍ରବଳ ଭିଡ଼
ଦାରିଙ୍ଗବାଡି, ୧।୧ (ଅରୁଣ ସାହୁ): ଇଂରାଜୀ ନୂତନ ବର୍ଷ ବୁଧବାର ବଡ଼ ଧୁମଧାମରେ ପାଳନ କରାଯାଉଛି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡି, ସିମନବାଡି, ବ୍ରାହ୍ମଣୀଗାଁ, ତାଜୁଙ୍ଗିଆ କାଟିଙ୍ଗିଆ, ସରାମୁଳି, ଦାସିଙ୍ଗବାଡି, ଭ୍ରମରବାଡି, ଶିକରମାହା, ପର୍ତ୍ତମାହା ଆଦି ୨୫ ପଞ୍ଚାୟତ ଅଞ୍ଚଳରେ…
ଜିରୋ ନାଇଟ ସେଲିବ୍ରେଶନ ବେଳେ ବୁଲିଲା ଖଣ୍ଡା, ୨ ଗୁରୁତର
ବଲାଙ୍ଗୀର, ୧।୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀନଗରପଡାରେ ଜିରୋ ନାଇଟ ସେଲିବ୍ରେଶନ ସମୟରେ ଖଣ୍ଡାରେ ଆକ୍ରମଣ ହୋଇଛି। ଏଥିରେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ଆକ୍ରମଣକାରୀ ଦୁଇ ଯୁବକ ଫେରାର ହୋଇଯାଇଛନ୍ତି। ଡିସେମ୍ବର ୩୧ ତାରିଖ ଜିରୋ ନାଇଟ ସେଲିବ୍ରେଶନ…
ଲକ୍ଷେ ଚେଷ୍ଟା କରିକି ବି ହାସିନାଙ୍କୁ ଅଟକାଇ ପାରିଲେନି ୟୁନୁସ୍, ବଡ଼ ଗେମ୍ ଖେଳିଲେ…
ଢାକା,୧।୧: ଗତ ବର୍ଷ ଅଗଷ୍ଟରେ ସରକାରୀ ବିରୋଧୀ ଆନ୍ଦୋଳନ ମଧ୍ୟରେ ଶେଖ ହାସିନା ବାଂଲାଦେଶ ଛାଡି ପଳାଇବା ପରେ ଲାଗୁଛି ଯେମିତି ତାଙ୍କର ରାଜନୈତିକ କ୍ୟାରିୟର ଶେଷ ହୋଇଛି। ଦେଶରେ ମହମ୍ମଦ ୟୁନୁସ୍ଙ୍କ ମଧ୍ୟବର୍ତ୍ତୀକାଳୀନ ସରକାର କ୍ଷମତାକୁ ଆସିଥିଲେ। ମହମ୍ମଦ ୟୁନୁସଙ୍କ…
ଭାରତର ପରାଜୟ ପରେ ଫିଟିଲା ଗୁମର: ଗମ୍ଭୀରଙ୍କ କଥା ଣୁଣି ନ ଥିଲେ ଚୟନକର୍ତ୍ତା
ନୂଆଦିଲ୍ଲୀ,୧।୧: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ମତ ଚୟନକର୍ତ୍ତାଙ୍କ ଶୁଣିନାହାନ୍ତି। ଚୟନକର୍ତ୍ତାମାନେ ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ ପାଇଁ ଅଧିକାଂଶ ଯୁବ ଖେଳାଳିଙ୍କ ଉପରେ ବିଶ୍ୱାସ ପ୍ରକଟ କରିଥିଲେ। ବ୍ୟାଟ୍ସମ୍ୟାନ ଚେତେଶ୍ୱର ପୂଜାରାଙ୍କ ସମେତ ଅନେକ ଅଭିଜ୍ଞ ଖେଳାଳିଙ୍କ…
ଦେଶବାସୀଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ୨୦୨୫ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ କରି କହିଛନ୍ତି, ଏହି ବର୍ଷ ସମସ୍ତଙ୍କ ପାଇଁ ନୂତନ ସୁଯୋଗ, ସଫଳତା ଏବଂ ଅସୀମ ସୁଖ ଆଣିଦେଉ। ସମସ୍ତଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଏବଂ…
ଓଡ଼ିଶା ଫେରିଲା ଜିନତ୍ : ମଧ୍ୟ ରାତିରେ ଆସିଲା
ବାରିପଦା,୧।୧: ମଧ୍ୟରାତ୍ରିରେ ବାଘୁଣୀ ଜିନତ୍ ଓଡ଼ିଶା ଫେରିଛି। ପ୍ରାୟ ୪୮ ଘଣ୍ଟାଯାଏ କୋଲକାତାସ୍ଥିତ ଆଲିପୁର ପ୍ରାଣୀ ଉଦ୍ୟାନରେ ରହିଲା ଭିତରେ ତାର ସମସ୍ତ ପ୍ରକାର ସ୍ବାସ୍ଥ୍ୟଜନିତ ପରୀକ୍ଷାନିରୀକ୍ଷା ସରିବା ପରେ ଜିନତ୍କୁ ଶିମିଳିପାଳ ଅଣାଯାଇଛି। ଏ ନେଇ ବନ ବିଭାଗ ପକ୍ଷରୁ…
ନୂଆବର୍ଷରେ ନାଲିଆଖି ଦେଖାଇଲେ ଟ୍ରୁଡୋ: ଇସାରାରେ କହିଦେଲେ ଏମତି…
ଓଟାଓ୍ବା,୧।୧:ସମଗ୍ର ବିଶ୍ୱରେ ନୂଆ ବର୍ଷ ପାଳନ କରାଯାଉଛି। କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ମଧ୍ୟ ଦେଶର ନାଗରିକମାନଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ତେବେ ଟ୍ରୁଡୋ ତାଙ୍କ ଟୁଇଟ୍ରେ ଆମେରିକାର ନୂତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟାର୍ଗେଟ କରିଛନ୍ତି। ବାସ୍ତବରେ ଟ୍ରମ୍ପ…

