ଲାଖିଲା ବଡ଼ ଗାଡ଼ି, ଭାଙ୍ଗିଲା ରେଳ ସୁରକ୍ଷା ଫାଟକ
କୋରାପୁଟ,୧୭ା୧୦(ଅମିତାଭ ବେହେରା): କୋରାପୁଟ ସହର ଦେଇ ଯାଇଥିବା ୨୬ ନଂ ଜାତୀୟ ରାଜପଥରେ ଏକ ବଡ଼ ମାଲବାହୀ ଗାଡ଼ି ଲାଗି ରେଳ ସୁରକ୍ଷା ଫାଟକ ଭାଙ୍ଗିଯାଇଛି। ଶୁକ୍ରବାର ଭୋର୍ ସମୟରେ ଏହି ଘଟଣା ଘଟିଛି। ଫଳରେ ୫ ଘଣ୍ଟା ଧରି...
ବୋଲେରୋ ଧକ୍କାରେ ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ଆଇଡିସିରେ ଉତ୍ତେଜନା
ରାଉରକେଲା,୧୭ା୧୦(ସଙ୍ଗୀତା ଜେନା): ଶୁକ୍ରବାର ସକାଳେ ବ୍ରାହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ କଲୁଙ୍ଗା ଆଇଡିସିରେ ଏକ କମ୍ପାନୀର ବୋଲେରୋ ଧକ୍କାରେ ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ସହସ୍ରାଧିକ ସ୍ଥାନୀୟ ଘଟଣାର ନିରପେକ୍ଷ ତଦନ୍ତ ଓ କ୍ଷତିପୂରଣ...
ବନ୍ଦ ଥିବା ସ୍କୁଲ ଖୋଲିବାକୁ ଜିଲାପାଳଙ୍କୁ ଦାବିପତ୍ର ଦେଲେ ମହିଳା
ଅମରପାଲି,୧୭ା୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତର ଉପାନ୍ତ ମାଳିଦାଦର ଗ୍ରାମରେ ବନ୍ଦ କରାଯାଇଥିବା ପ୍ରାଥମିକ ସ୍କୁଲ ଖୋଲିବାକୁ ଗ୍ରାମର ମହିଳାମାନେ ଦାବି କରିଛନ୍ତି। ଏନେଇ ଗୁରୁବାର ଗ୍ରାମର ମହିଳାମାନେ ସୁବର୍ଣ୍ଣପୁର ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ...
ଏଇ ଭାରତରେ
ହାଇଦ୍ରାବାଦସ୍ଥିତ ମହିନ୍ଦ୍ରା ୟୁନିଭର୍ସିଟିରେ ଇଞ୍ଜିନିୟରିଂ ପଢୁଥିବା ୨୨ ବର୍ଷୀୟ ରାହୁଲ ଆର୍ପାକା ରକ୍ଷକ ନାମକ ଏକ ରୋବୋ ନିର୍ମାଣ କରିଛନ୍ତି। ଏହାକୁ ନିର୍ମାଣ କରିବା ପାଇଁ ମହିନ୍ଦ୍ରା କମ୍ପାନୀ ତାଙ୍କୁ ସହଯୋଗ କରିଛି। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ( ଏଆଇ) ବା କୃତ୍ରିମ...
ଆଢୁଆଳର ଦୁଇ କଥା
ଢ଼ୁଆଳର ଦୁଇ କଥା, ଯାହା ଉପରେ ସାରା ସମାଜ ଛିଡ଼ା ହୋଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ। ତାହା ଅତି ଶକ୍ତିଶାଳୀ, ତାହାର ଠିକ୍ ଉପଯୋଗ ନ ହେଲେ ସମାଜର ଅନେକ କ୍ଷତି ଘଟାଇବ, ଆମେ ମଧ୍ୟ କହିପାରିବା ସମାଜରେ...
ଆଶୀର୍ବାଦର ଛାଇ
ସମାଜରେ ଲୋକମାନେ ଯେତେବେଳେ ଜାଣିବାକୁ ପାଆନ୍ତି ଯେ ଝିଅ ବଦଳରେ ପୁଅଟିଏ ଜନ୍ମ ହୋଇଛି, ସେହି ମୁହୂର୍ତ୍ତରେ ସେମାନଙ୍କ ମନ ଆନନ୍ଦର ସବୁ ସୀମାକୁ ଲଙ୍ଘିଯାଇଥାଏ। ପରବର୍ତ୍ତୀ ସମୟରେ, ହାତଧରି ଚାଲି ଶିଖାଇବାଠାରୁ ଆରମ୍ଭ କରି କାନ୍ଧରେ ବସେଇ ଯାନିଯାତ୍ରା...
ଅର୍ଥନୀତି ଓ ଅସମାନତା
ଏବେ ଅତ୍ୟନ୍ତ ଭୟାନକ ଓ କଷ୍ଟଦାୟକ ସମୟରେ ଅସମାନତା ବୃଦ୍ଧି ପାଉଛି । ଏହା ଭିତରେ ଅନେକ ଦେଶର ରାଜନେତାମାନେ ଗରିବଙ୍କୁ ଲାଭ ଦେଉଥିବା କାର୍ଯ୍ୟକ୍ରମ ଓ ସେବାକୁ ସୀମିତ କରୁଛନ୍ତି । ଏହା ବ୍ୟତୀତ ପ୍ରବାସୀ ଓ ଶରଣାର୍ଥୀଙ୍କ...
ୟୁଏଇକୁ ମିଳିଲା ବଡ଼ ସଫଳତା
ଦୁବାଇ,୧୬ା୧୦- ୟୁନାଇଟେଡ୍ ଆରବ ଏମିରେଟ୍ସ (ୟୁଏଇ) ଅନ୍ତିମ ତଥା ୨୦ତମ ଦଳ ଭାବେ ଆସନ୍ତା ବର୍ଷ ଭାରତରେ ହେବାକୁ ଥିବା ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍ ଲାଗି ଯୋଗ୍ୟତା ଅର୍ଜନ କରିଛି। ଏସିଆ/ଇଏପି ଏସିଆ-ପାସିଫିକ କ୍ୱାଲିଫାୟର ଟୁର୍ନାମେଣ୍ଟରେ ଗୁରୁବାର ଖେଳାଯାଇଥିବା...
ଆର୍ଏସ୍ଏସକୁ ନେଇ କର୍ନାଟକ ସରକାରଙ୍କ ବଡ଼ ନିଷ୍ପତ୍ତି
ବେଙ୍ଗାଲୁରୁ,୧୬ା୧୦: କର୍ନାଟକରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍ଏସ୍ଏସ୍)ର ବିଭିନ୍ନ କାର୍ଯ୍ୟକୁ ରୋକିବା ପାଇଁ ରାଜ୍ୟ କ୍ୟାବିନେଟ୍ ଗୁରୁବାର ନିଷ୍ପତ୍ତି ନେଇଛି। ଉକ୍ତ ନିଷ୍ପତ୍ତି ଅନୁଯାୟୀ ଆର୍ଏସ୍ଏସ୍ କାର୍ଯ୍ୟକର୍ତ୍ତାମାନେ ରାସ୍ତାରେ ଶୋଭାଯାତ୍ରା ଏବଂ ସର୍ବସାଧାରଣ ସ୍ଥାନରେ ତଥା ସରକାରୀ ଅନୁଷ୍ଠାନଗୁଡ଼ିକରେ କାର୍ଯ୍ୟକ୍ରମ...
ନଭେମ୍ବର ୨୪ରୁ ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ: ଯୋଗଦେବେ ୫ହଜାରରୁ ଊର୍ଦ୍ଧ୍ୱ ଆଥ୍ଲେଟ
ନୂଆଦିଲ୍ଲୀ, ୧୬ା୧୦: ପଞ୍ଚମ ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ରାଜସ୍ଥାନର ୭ଟି ସହରରେ ନଭେମ୍ବର ୨୪ରୁ ଡିସେମ୍ବର ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ପ୍ରଥମ ଥର ପାଇଁ ଏଥିରେ ବିଚ୍ ଭଲିବଲ, କାନୋଇଂ ଓ କାୟାକିଂ ଏବଂ ସାଇକ୍ଲିଂ...
ଉପନିର୍ବାଚନ ପୂର୍ବରୁ ନବୀନ ନେଲେ ବଡ଼ ନିଷ୍ପତ୍ତି: ଏହି ନେତାଙ୍କ ଉପରୁ…
ଭୁବନେଶ୍ୱର,୧୬।୧୦: ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ବିଜେଡି ସୁପ୍ରିମୋ ବଡ଼ ନିଷ୍ପତ୍ତି ନେଇଛନ୍ତି। ଭାନୁପ୍ରତାପ ସିଂହଙ୍କ ଉପରୁ ବହିଷ୍କାର ନିର୍ଦ୍ଦେଶ ହଟିଛି। ନୂଆପଡ଼ାର ବିଜେଡି ନେତା ଭାନୁପ୍ରତାପ ସିଂହ। ୮ ନମ୍ବର ଜିଲା ପରିଷଦ ଜୋନ୍ର ସଦସ୍ୟ ଅଛନ୍ତି ଭାନୁପ୍ରତାପ। ଅନ୍ୟପଟେ...
ବିଶ୍ୱକପ୍ରେ ଅଷ୍ଟ୍ରେଲିଆର ବଡ଼ ବିଜୟ
ବିଶାଖାପାଟଣା, ୧୬ା୧୦- ଅଧିନାୟିକା ଆଲିସା ହିଲିଙ୍କ ଅପରାଜିତ ଶତକ ଓ ଫୋଏବେ ଲିଚ୍ଫିଲ୍ଡଙ୍କ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଚଳିତ ଆଇସିସି ମହିଳା ବିଶ୍ୱକପ୍ରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମ୍ୟାଚ୍କୁ ୧୦ ଉଇକେଟରେ ଜିତି ନେଇଛି। ଏହା ଅଷ୍ଟ୍ରେଲିଆର ଚତୁର୍ଥ...
Archives


