ଲାଗୁ ହେଲା ନୂଆ ଟ୍ରାଫିକ କଟକଣା
ଭୁବନେଶ୍ୱର,୨୭।୬: କଟକ ସହରରେ ଟ୍ରାଫିକ ସମସ୍ୟାରେ ସୁଧାର ଆଣିବାକୁ ନୂଆ ଟ୍ରାଫିକ କଟକଣା ଲାଗୁ ହୋଇଛି। କଟକ ସହରର ପ୍ରମୁଖ ୧୯ଟି ରୁଟକୁ କମିଶନରେଟ ପୋଲିସ ନୋ ପାର୍କିଂ ଜୋନ ଘୋଷଣା କରିଛି । ନୋ ପାର୍କିଂ ରୁଟରେ ବେଆଇନ ଭାବେ…
ମଇଁଷି ଖୋଜିବାକୁ ଯାଇଥିଲେ: ଭାଲୁ ହାବୁଡ଼ରେ ପଡ଼ିଗଲେ
ବାଲିଗୁଡ଼ା,୨୬।୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗଡ଼ା ଉପଖଣ୍ଡ ଅଧୀନ କ.ନୂଆଗାଁ ବ୍ଲକ କୁଡୁତୁଲି ପଞ୍ଚାୟତ ଡକର ଗାଁରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରତର ହୋଇଛନ୍ତି। ସେ ହେଲେ ଅଖିଳ ପ୍ରଧାନୀ (୩୫)। ଅଖିଳ ଗୁରୁବାର ଗାଁ ଜଙ୍ଗଲକୁ ମଇଁଷି…
ମୋବାଇଲ ରିଚାର୍ଜ ଦାମ୍ ବଢାଇଲା ଜିଓ ରିଲାଏନ୍ସ, ୩ ଜୁଲାଇରୁ ହେବ ଲାଗୁ, ଜାଣନ୍ତୁ କେତେ ଟଙ୍କାରେ ମିଳିବ ପ୍ଲାନ୍
ନୂଆଦିଲ୍ଲୀ,୨୭।୬: ମୋବାଇଲ ରିଚାର୍ଜ ଶୁଳ୍କ ମହଙ୍ଗା ହୋଇଛି। ଦେଶର ବୃହତ୍ତମ ଟେଲିକମ କମ୍ପାନୀ ରିଲାଏନ୍ସ ଜିଓ ଇନଫୋକମ ମୋବାଇଲ ରିଚାର୍ଜ ଶୁଳ୍କ ବୃଦ୍ଧି କରି ଏକ ନୂତନ ଶୁଳ୍କ ଯୋଜନା ପ୍ରଣୟନ କରିଛି। ଜିଓର ନୂତନ ଶୁଳ୍କ ଯୋଜନା ୨୦୨୪ ଜୁଲାଇ…
ହସ୍ପିଟାଲରୁ ଡିସ୍ଚାର୍ଜ ହେଲେ ଲାଲକୃଷ୍ଣ ଆଡଭାନୀ
ନୂଆଦିଲ୍ଲୀ,୨୭।୬: ବରିଷ୍ଠ ଭାଜପା ନେତା ତଥା ଭାରତ ରତ୍ନ ଲାଲ କୃଷ୍ଣ ଆଡଭାନୀ ଏମ୍ସ ହସ୍ପିଟାଲରୁ ଗୁରୁବାର ଡିସ୍ଚାର୍ଜ ହୋଇଛନ୍ତି। ବୁଧବାର ରାତିରେ ଆଡଭାନୀ ନୂଆଦିଲ୍ଲୀସ୍ଥିତ ଏମ୍ସରେ ଭର୍ତ୍ତି ହୋଇଥିଲେ। ଏମ୍ସର ଏକ ଡାକ୍ତରୀ ଦଳ ତାଙ୍କର ସମସ୍ତ ସ୍ବାସ୍ଥ୍ୟ ପରୀକ୍ଷା…
ବିହାରର ମୁଖ୍ୟମନ୍ତ୍ରୀ ଚେହେରା କିଏ ହେବ କହିଲେ ଅଶ୍ୱିନୀ ଚୌବେ
ଭାଗଲପୁର,୨୭।୬: ଭାଗଲପୁରରେ ବିହାର ବିଧାନସଭା ନିର୍ବାଚନ ପରେ ମୁଖ୍ୟମନ୍ତ୍ରୀଙ୍କ ଚେହେରା କିଏ ହେବ ତାହା ଭାଜପା ନେତା ଅଶ୍ୱିନୀ କୁମାର ଚୌବେ ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି, ମୁଁ ଇଚ୍ଛା କରୁଛି ଏବଂ ମୁଁ ଦଳର ନେତୃତ୍ୱକୁ ମଧ୍ୟ କହିଛି ଯେ…
୨୦୧୮ରୁ ଅନ୍ଲାଇନ୍ରେ ଅର୍ଡର କରିଛନ୍ତି ଚପଲ, ଏଯାଏ ହୋଇନି ଡେଲିଭରି
ମୁମ୍ବାଇର ଜଣେ ବ୍ୟକ୍ତିଙ୍କ ସହ ଏକ ଅଦ୍ଭୁତ ଘଟଣା ଘଟିଛି, ଯାହା ଜାଣିଲେ ଆଶ୍ଚର୍ଯ୍ୟ ହେବେ। ବ୍ୟକ୍ତି ଜଣକ ୨୦୧୮ରୁ ଅନ୍ଲାଇନ୍ରେ ଏକ ଚପଲ ଅର୍ଡର କରିଥିଲେ। ଏହି ସମୟରେ ସେ ଅନେକ ବର୍ଷା, ବନ୍ୟା, ମହାମାରୀ ଦେଖିଲେ, ଭାରତ ବିଶ୍ୱକପ…
ପ୍ରତିଶୋଧ ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବ ରୋହିତ ବିଗ୍ରେଡ୍
ଜର୍ଜଟାଉନ୍,୨୬ା୬: ଟି୨୦ କ୍ରିକେଟ ବିଶ୍ୱକପ୍ର ସେମିଫାଇନାଲରେ ପରସ୍ପରକୁ ଭେଟିବେ ଭାରତ ଓ ଇଂଲଣ୍ଡ। ଗୁଏନାରେ ଖେଳାଯିବାକୁ ଥିବା ସେମିଫାଇନାଲରେ ଇଂଲଣ୍ଡକୁ ହରାଇ ୨୦୨୨ ଟି୨୦ ବିଶ୍ୱକପ୍ର ପ୍ରତିଶୋଧ ନେବାକୁ ଚେଷ୍ଟା କରିବ ଭାରତ। ୨୦୨୨ରେ ଅନୁଷ୍ଠିତ ଗତ ବିଶ୍ୱକପ୍ର ସେମିଫାଇନାଲରେ ଭାରତକୁ…
ସେମିଫାଇନାଲ ନ ଖେଳି ବିଶ୍ୱକପ୍ ଫାଇନାଲ୍ ଯିବ ଭାରତ: କାହିଁକି ଏମିତି କହିଲେ ଇଂଲଣ୍ଡର ପୂର୍ବତନ ଅଧିନାୟକ
ନୂଆଦିଲ୍ଲୀ,୨୭।୬: ଟି-୨୦ ବିଶ୍ୱକପ୍ ୨୦୨୪ ଆଜି ସେମିଫାଇନାଲରେ ଭାରତ ଏବଂ ଇଂଲଣ୍ଡର ଦଳ ମୁହାଁମୁହିଁ ହେବେ। ଦୁଇ ଦଳ ମଧ୍ୟରେ ମ୍ୟାଚ ଭାରତୀୟ ସମୟ ରାତି ୮ଟାରୁ ଆରମ୍ଭ ହେବ। ତେବେ ଏହି ସେମିଫାଇନାଲ ପୂର୍ବରୁ ଇଂଲଣ୍ଡର ପୂର୍ବତନ ଅଧିନାୟକ ମାଇକେଲ…
ଭାରତ-ଇଂଲଣ୍ଡ ମଧ୍ୟରେ ଖେଳା ଯିବାକୁ ଥିବା ସେମିଫାଇନାଲରେ କାହିଁକି ନାହିଁ ରିଜର୍ଭ-ଡେ, କାରଣ କହିଲା ଆଇସିସି
ନୂଆଦିଲ୍ଲୀ,୨୭।୬: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ହେବାକୁ ଥିବା ଦ୍ୱିତୀୟ ସେମିଫାଇନାଲ ଉପରେ ସମସ୍ତଙ୍କ ନଜର ରହିଛି। ଏହି ମ୍ୟାଚ ଜିତିଥିବା ଦଳ ଟି -୨୦ ବିଶ୍ୱକପ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ଭେଟିବ। ଭାରତୀୟ ସମୟ ଅନୁଯାୟୀ ଏହି ମ୍ୟାଚ ଗୁରୁବାର…
ଏନଡିଏ ଛାଡି ଇଣ୍ଡିଆ ହାତ ଧରିବେ ନୀତୀଶ କୁମାର? ଆରଜେଡି ବିଧାୟକଙ୍କ ଦାବିକୁ ନେଇ ରାଜନୀତି ସରଗରମ
ପାଟନା,୨୭।୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ କ୍ରମାଗତ ତୃତୀୟ ଥର ପାଇଁ କେନ୍ଦ୍ରରେ ଏନଡିଏ ସରକାର ଗଠନ କରାଯାଇଥିଲା। ଏହା ସତ୍ତ୍ୱେ କ୍ଷମତା ପରିବର୍ତ୍ତନକୁ ନେଇ ବିରୋଧୀ କ୍ରମାଗତ ଭାବରେ ବଡ ବଡ ଦାବି କରୁଛନ୍ତି। ଲାଲୁ ଯାଦବଙ୍କ ଦଳର ଆରଜେଡି ନେତା…
ରାଜ୍ୟର ୭୯ ମାଧ୍ୟମିକ ବିଦ୍ୟାଳୟ ଯୁକ୍ତ ଦୁଇ ଉଚ୍ଚମାଧ୍ୟମିକ ବିଦ୍ୟାଳୟକୁ ଉନ୍ନୀତ
ଭୁବନେଶ୍ୱର,୨୭।୬: ରାଜ୍ୟରେ ଥିବା ଅଣାଅସୀଟି ମାଧ୍ୟମିକ ବିଦ୍ୟାଳୟକୁ ଯୁକ୍ତ ଦୁଇ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଭାବେ ଉନ୍ନୀତ କରାଯାଇଛି । ଶିକ୍ଷା ମନ୍ତ୍ରଣାଳୟର ପ୍ରକଳ୍ପ ଅନୁମୋଦନ ବୋର୍ଡର ସୁପାରିସ କ୍ରମେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି । ଉନ୍ନୀତ ହୋଇଥିବା ଅଣାଅସୀଟି ଉଚ୍ଚମାଧ୍ୟମିକ…
୩ ମାସରେ ୪୦ ହଜାର ପଦ ପୂରଣ କରିବେ ଚମ୍ପଇ ସରକାର
ରାଞ୍ଚି,୨୭।୬: ବର୍ଷ ଶେଷ ସୁଦ୍ଧା ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ସମସ୍ତ ରାଜନୈତିକ ଦଳ ଏ ସମ୍ପର୍କରେ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ରାଜ୍ୟ ସରକାର ବିଭିନ୍ନ ବିଭାଗରେ ବମ୍ପର ନିଯୁକ୍ତିକୁ ନିରନ୍ତର ମୁକ୍ତ କରୁଛନ୍ତି। ଏହି ସମୟରେ ଚମ୍ପାଇ ସରକାର…
Archives


