Home Left

ସ୍କୋଡାର କଷ୍ଟମର କେୟାର ପ୍ରୋଗ୍ରାମ

ଭୁବନେଶ୍ୱର,୨୬।୬: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ତଥା ବହୁରାଷ୍ଟ୍ରୀୟ ଅଟୋ ବ୍ରାଣ୍ଡ୍‌ ‘ସ୍କୋଡା’ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘କଷ୍ଟମର କେୟାର ପ୍ରୋଗ୍ରାମ’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ବିଶେଷକରି ଚଳିତ ଗ୍ରୀଷ୍ମ ଅବକାଶରେ ସ୍କୋଡାର ଗ୍ରାହକଙ୍କୁ କମ୍ପାନୀ ପକ୍ଷରୁ ଅବସର ବିନୋଦନ ଓ…

SSC CGL 2024: ପୂରଣ ହେବ ୧୭୭୨୭ ପଦବୀ, ଜାଣନ୍ତୁ ଆବେଦନ କରିବାର ଶେଷ ତାରିଖ କେବେ

ନୂଆଦିଲ୍ଲୀ,୨୬।୬: କର୍ମଚାରୀ ଚୟନ ଆୟୋଗ ସିଜିଏଲ ପରୀକ୍ଷା ୨୦୨୪ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଏବଂ ପଞ୍ଜୀକରଣ ମଧ୍ୟ ଆରମ୍ଭ ହୋଇଛି। ଯେଉଁ ପ୍ରାର୍ଥୀମାନେ ଏହି ପରୀକ୍ଷା ପାଇଁ ଆବେଦନ କରିବାକୁ ଚାହୁଁଛନ୍ତି ସେମାନେ ଷ୍ଟାଫ ସିଲେକ୍ସନ କମିଶନର ଅଫିସିଆଲ ଓ୍ବେବସାଇଟ୍‌…

ଭାରତର ବୈଦେଶିକ ଋଣ ଭାର ବୃଦ୍ଧି

ଭୁବନେଶ୍ୱର,୨୬।୬ (ଅନୁରାଧା ମହାରଣା): ଗତ ୧ ବର୍ଷ ମଧ୍ୟରେ ଭାରତର ବୈଦେଶିକ ଋଣ ଭାର ବୃଦ୍ଧି ପାଇଛି। ମଙ୍ଗଳବାର ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) କହିଛି, ୨୦୨୪ ମାର୍ଚ୍ଚ ଶେଷ ସୁଦ୍ଧା ଏହି ସଂଖ୍ୟା ୩୯.୭ ବିଲିୟନ ଡଲାର ବୃଦ୍ଧି ହୋଇ…

ଆଇପ୍ରୋଟେକ୍ଟ ସ୍ମାର୍ଟ ପ୍ଲାନ୍‌ର ଶୁଭାରମ୍ଭ

ଭୁବନେଶ୍ୱର,୨୬।୬: ଦେଶର ପ୍ରମୁଖ ଘରୋଇ ବୀମା କମ୍ପାନୀ ତଥା ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍‌ ଇନ୍‌ସ୍ୟୁରାନ୍ସର ନୂତନ ଯୋଜନା ‘ଆଇପ୍ରୋଟେକ୍ଟ ସ୍ମାର୍ଟ ପ୍ଲାନ୍‌’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ବିଶେଷକରି ମହିଳାମାନଙ୍କ ପାଇଁ କମ୍ପାନୀର ସର୍ବାଧିକ ବିକ୍ରି ହେଉଥିବା ଟର୍ମ ଇନ୍‌ସ୍ୟୁରାନ୍ସ ପ୍ରଡକ୍ଟ ‘ଆଇପ୍ରୋଟେକ୍ଟ…

ବଜାରରେ ବିର୍ଲା ଓପସ୍‌ ପେଣ୍ଟସ୍‌

ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ବିର୍ଲା ଓପସ୍‌ର ନୂତନ ଉତ୍ପାଦ ‘ବିର୍ଲା ଓପସ୍‌ ପେଣ୍ଟସ୍‌’ର ସର୍ବଭାରତୀୟ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି। ଏପରିକି ବିର୍ଲା ଓପସ୍‌ ସମସ୍ତ…

ସର୍ବୋଚ୍ଚ ସ୍ତରରେ ସେନ୍‌ସେକ୍ସ, ୨୪,୦୦୦ ପଏଣ୍ଟ ନିକବର୍ତ୍ତି ନିଫ୍ଟି

ନୂଆଦିଲ୍ଲୀ,୨୬।୬(ଅଭୟ ଦାଶ): ଚଳିତ ସାଧାରଣ ନିର୍ବାଚନ ଫଳାଫଳ ପରେ ଘରୋଇ ଶେୟାର ବଜାରର କାରବାର କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏପରିକି ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ ବା ବିଏସ୍‌ଇ ସେନ୍‌ସେକ୍ସ ଅଲ ଟାଇମ ହାଇ ବା ସର୍ବୋଚ୍ଚ ସ୍ତର (୭୮,୧୬୪.୭୧ଅଙ୍କ) ରେ…

ଆଫଗାନିସ୍ତାନ କ୍ରିକେଟରେ ସୁବର୍ଣ୍ଣ ଅଧ୍ୟାୟ

କିଙ୍ଗ୍‌ଷ୍ଟନ, ୨୬।୬: ଆଫଗାନିସ୍ତାନ କ୍ରିକେଟ ଇତିହାସରେ ଯୋଡ଼ିହୋଇଛି ସୁବର୍ଣ୍ଣ ଅଧ୍ୟାୟ। ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ର ସେମିଫାଇନାଲରେ ପ୍ରବେଶ କରିଛି ରଶିଦ ଖାଁଙ୍କ ନେତୃତ୍ୱାଧୀନ ଏହି ଦଳ। ଆଫଗାନିସ୍ତାନ ପାଇଁ କୌଣସି ଆଇସିସି ବିଶ୍ୱକପ୍‌ର ସେମିଫାଇନାଲରେ ଏହା ପ୍ରଥମ ପ୍ରବେଶ। ଅତୀତରେ…

ବଢିବ କି ବବିଙ୍କ ଅଡୁଆ!

ଭୁବନେଶ୍ୱର,୨୬।୬: ବିଜେଡି ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଭୁବନେଶ୍ବରସ୍ଥିତ ସରକାରୀ ବାସଭବନ ପରିସରରେ ପରିବର୍ଦ୍ଧିତ ନିର୍ମାଣକୁ ଗତ କିଛିଦିନ ହେବ ଭଙ୍ଗା ଯାଉଛି। ଏ ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ଏହି…

ପରୀକ୍ଷା ପ୍ରକ୍ରିୟାକୁ ତ୍ରୁଟିଶୂନ୍ୟ କରିବାକୁ ଉଚ୍ଚସ୍ତରୀୟ କମିଟି ବୈଠକରେ ନିଷ୍ପତ୍ତି

ନୂଆଦିଲ୍ଲୀ,୨୬ା୬: ଏନ୍‌ଇଇଟି-ୟୁଜି ସମେତ ଅନ୍ୟାନ୍ୟ ପରୀକ୍ଷା ପ୍ରକ୍ରିୟାକୁ ତ୍ରୁଟିଶୂନ୍ୟ ଓ ଦୁର୍ନୀତିମୁକ୍ତ କରିବା ପାଇଁ ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଗଠିତ ଉଚ୍ଚସ୍ତରୀୟ ବିଶେଷଜ୍ଞ କମିଟିର ପ୍ରଥମ ବୈଠକରେ ଆଲୋଚନା ହୋଇଥିଲା। ପରୀକ୍ଷା ପରିଚାଳନାରେ ସ୍ବଚ୍ଛତା ସୁନିଶ୍ଚିତ କରିବା ପାଇଁ ଇସ୍ରୋର ପୂର୍ବତନ…

ପ୍ରଭାବ ଦେଖାଇଲେ ଜୟନାରାୟଣ

ସମ୍ବଲପୁର,୨୬।୬(ଭବାନୀ ଶଙ୍କର ଭୋଇ): ଦୀର୍ଘ ୫ ଥର ସମ୍ବଲପୁରର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜୟନାରାୟଣ ମିଶ୍ର ନିଜର ଖାସ ଅନ୍ଦାଜ ପାଇଁ ସାରା ରାଜ୍ୟରେ ପରିଚିତ। ବିଜେଡି -ଭାଜପା ମିଳିତ ସରକାରରେ ପରିବହନ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିବାବେଳେ ପରେ…

ଆରମ୍ଭ ହୋଇପାରୁନି ଖରିଫ ଚାଷ କାର୍ଯ୍ୟ

ସୋନପୁର,୨୬।୬(ମୃତ୍ୟୁଞ୍ଜୟ ଶତପଥୀ): କୃଷି ପ୍ରଧାନ ସୁବର୍ଣ୍ଣପୁର ଜିଲାରେ ବର୍ଷା ନ ହେବା ଯୋଗୁ ଖରିଫ ଧାନ ଚାଷ କାର୍ଯ୍ୟ ଆରମ୍ଭ ହୋଇନି। ରେକର୍ଡ ପରିମାଣରେ ଧାନ ଉତ୍ପାଦନ ହେଉଥିବା ଏହି ଜିଲାରେ ଚାଷ ଜମି ସବୁ ପଡିଆ ପଡିଛି। ଜିଲାର ମୋଟ…

ବିଶ୍ୱର ସବୁଠୁ ଅସୁନ୍ଦର କୁକୁର

ସାନ ଫ୍ରାନ୍ସିସ୍କୋ : ସାଧାରଣତଃ କୁକୁରମାନେ ସ୍ନେହୀ ଓ ବିଶ୍ୱସ୍ତ ପ୍ରାଣୀ ଭାବେ ବେଶ୍‌ ଜଣାଶୁଣା। କେତେକ କୁକୁର ସେମାନଙ୍କ ସୋନ୍ଦର୍ଯ୍ୟ ଓ ପରିଷ୍କାର ପରିଚ୍ଛନ୍ନତା ସହ ସମସ୍ତଙ୍କ ହୃଦୟ ଜିତିବାକୁ ସକ୍ଷମ ହୋଇଥାନ୍ତି। ତେବେ ଏହାରି ଭିତରେ ଗୋଟିଏ କୁକୁର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri