ପାର୍ଲାମେଣ୍ଟରେ ନିଆଁ ଲଗାଇଦେଲେ ବିକ୍ଷୋଭକାରୀ
ନାଇରୋବି,୨୬।୬ : କେନିଆରେ ଟିକସକୁ ବିରୋଧ କରି ଆନ୍ଦୋଳନ ଚଳାଇଥିବା ହଜାର ହଜାର ବିକ୍ଷୋଭକାରୀ ପାର୍ଲାମେଣ୍ଟରେ ପ୍ରବେଶ କରିବା ସହ ଏହାର ଗୋଟିଏ ଭାଗରେ ନିଆଁ ଲଗାଇଦେଇଛନ୍ତି। ପାର୍ଲାମେଣ୍ଟରୁ ଏମ୍ପିମାନଙ୍କୁ ଉଦ୍ଧାର କରାଯାଇଛି। ରାଜଧାନୀ ନାଇରୋବିରେ ବିକ୍ଷୋଭକାରୀମାନେ ପାର୍ଲାମେଣ୍ଟ ଅଭିମୁଖେ ଆସୁଥିବାବେଳେ…
ପାଲାମଣ୍ଡପ ଉନ୍ନତୀକରଣ କାମରେ ଅନିୟମିତତା
କାଏମା,୨୬।୬(ଶିବପ୍ରସାଦ ମହାନ୍ତି):: ଧର୍ମଶାଳା ବ୍ଲକ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ପାଲା ମଣ୍ଡପ ଉନ୍ନତୀକରଣ କାର୍ଯ୍ୟରେ ଅନିୟମିତତା ହୋଇଛି। ଏହି କାର୍ଯ୍ୟ ବିନା ସୂଚନା ଫଳକରେ ଚାଲିଛି। ଏକଥା ଜାଣିବା ପରେ ସ୍ଥାନୀୟ ଲୋକେ କାମ ବନ୍ଦ କରିଛନ୍ତି। ସମ୍ପୂର୍ଣ୍ଣ ତଥ୍ୟ ମିଳିବା…
ମୌସୁମୀ ବର୍ଷାକୁ ଚାହିଁ ରହିଛି ଧାନଗଛ
ରସୁଲପୁର,୨୬ା୬(ରଞ୍ଜିତ ରାଉତ):: ପାଣିପାଗ ସୂଚନା ମୁତାବକ ରାଜ୍ୟର ପ୍ରତି ଜିଲାକୁ ମୌସୁମୀ ବାୟୁ ସ୍ପର୍ଶ କରିସାରିଛି। ହେଲେ ମୌସୁମୀର ସ୍ବଭାବକୁ ନେଇ ଚାଷୀମାନେ ଚିନ୍ତିତ ହୋଇପଡିଛନ୍ତି ା ପାଣିପାଗର ପରିବର୍ତ୍ତୀ ସ୍ଥିତିର ପ୍ରଭାବ ମୌସୁମୀ ବାୟୁକୁ ପ୍ରଭାବିତ କରିଛି ା ଚଳିତବର୍ଷ…
ଜାତୀୟ ଉଦ୍ୟାନର ୩ ନଦୀ ସିଷ୍ଟମରେ ଜଳାଭାବ
କେନ୍ଦ୍ରାପଡ଼ା, ୨୬ା୬ (ଜଗନ୍ନାଥ ଧଳ): ଓଡ଼ିଶାରେ ମୌସୁମୀ ବାୟୁ ପ୍ରବେଶ କରିଛି। ତେବେ କେନ୍ଦ୍ରାପଡ଼ା ଜିଲାରେ ଆଶାନୂରୂପକ ବର୍ଷା ହୋଇନାହିଁ। ଫଳରେ ଜିଲାରେ ଉତ୍କଟ ଜଳାଭାବ ଦେଖାଦେଇଛି। ଏପରି କି ଭିତରକନିକା ଆର୍ଦ୍ରଭୂମିକୁ ସଂଲଗ୍ନ କରୁଥିବା ୩ ନଦୀ ସିଷ୍ଟମ ଜଳାଭାବରୁ…
ସେପ୍ଟେମ୍ବର ୬ରେ ‘ଏମର୍ଜେନ୍ସି’ ରିଲିଜ୍
ନୂଆଦିଲ୍ଲୀ: ବଲିଉଡ୍ ଅଭିନେତ୍ରୀ ତଥା ହିମାଚଳ ପ୍ରଦେଶର ମଣ୍ଡିରୁ ନବନିର୍ବାଚିତ ଏମ୍ପି କଙ୍ଗନା ରାଣାଓ୍ବତଙ୍କ ଅଭିନୀତ ଫିଲ୍ମ ‘ଏମର୍ଜେନ୍ସି’ ଆସନ୍ତା ସେପ୍ଟେମ୍ବର ୬ରେ ରିଲିଜ୍ ହେବା ନେଇ ଫିଲ୍ମ ନିର୍ମାତାଙ୍କ ପକ୍ଷରୁ ମଙ୍ଗଳବାର ଘୋଷଣା କରାଯାଇଛି। ଅଷ୍ଟାଦଶ ଲୋକ ସଭାର ପ୍ରଥମ…
ଆଇନର କଡ଼ାକଡ଼ି ପ୍ରୟୋଗ ହେବା ଦରକାର
‘ନିଷିଦ୍ଧ ଡ୍ରଗ’ ବିଷୟରେ ଆମେ ପ୍ରାୟ ସମସ୍ତେ ଅଳ୍ପ ବହୁତେ ଅବଗତ ଅଛନ୍ତି। କେତେଗୁଡ଼ିଏ ନିଶା କରାଉଥିବା, ଯନ୍ତ୍ରଣା ଲାଘବ କରାଉଥିବା, ମସ୍ତିଷ୍କକୁ ଉତ୍ତେଜିତ କରାଉଥିବା, ଅତ୍ୟଧିକ ଆନନ୍ଦ ସୃଷ୍ଟି କରୁଥିବା ସହିତ ବ୍ୟବହାରକାରୀମାନଙ୍କୁ ଏକ ପ୍ରକାର ଉନ୍ମାଦନା ଓ ମିଛ…
ସରକାରୀ ସ୍କୁଲରେ ଗୁଣାତ୍ମକ ଶିକ୍ଷାର ମାନ ବୃଦ୍ଧିକୁ ଗୁରୁତ୍ୱ
ଭୁବନେଶ୍ୱର,୨୬।୬(ଅସମାପିକା ସାହୁ): ସହରାଞ୍ଚଳର ଲୋକଙ୍କୁ ଉନ୍ନତମାନର ସେବା ଯୋଗାଇ ଦେବା ପାଇଁ ଅଧିକାରୀମାନେ ‘ଟିମ୍ୱର୍କ’ କରିବାକୁ ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି। ମଙ୍ଗଳବାର ଲୋକସେବା ଭବନର କନ୍ଭେନ୍ଶନ ହଲ୍ରେ ସହରାଞ୍ଚଳ ପ୍ରଶାସନର ପ୍ରାଥମିକତା…
ଅଭିଯୋଗ ଶୁଣି ତତ୍କ୍ଷଣାତ ନିର୍ଦ୍ଦେଶ ଦେଲେ
ଭୁବନେଶ୍ୱର,୨୬ା୬(ଅନିଲ ଦାସ): ସବୁଦିନ ପରି ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ରାଜ୍ୟ ଅତିଥି ଭବନ ପରିସରରେ ବହୁ ଲୋକଙ୍କ ସମାଗମ ହୋଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜେ ଆସି ଜଣ ଜଣ କରି ଲୋକଙ୍କ ସମସ୍ୟା ଶୁଣିଥିଲେ ଓ ଲୋକଙ୍କଠାରୁ…
ଚନ୍ଦ୍ରରୁ ମାଟି ଆଣିଲା ଚାଇନା
ବେଜିଂ, ୨୬।୬: ଚାଇନାର ଚାଙ୍ଗ’ଇ-୬ ମହାକାଶ ଯାନ ପ୍ରଥମଥର ପାଇଁ ଚନ୍ଦ୍ରପୃଷ୍ଠରୁ ୨ କିଲୋଗ୍ରାମର ମାଟି ଓ ପଥରର ନମୁନା ଏକତ୍ର କରି ମଙ୍ଗଳବାର ପୃଥିବୀକୁ ଫେରି ଉତ୍ତର ଚାଇନାରେ ଅବତରଣ କରିଛି। ପୃଥିବୀକୁ ଅଣାଯାଇଥିବା ଏହି ନମୁନାଗୁଡ଼ିକରେ ୨୫ ଲକ୍ଷ…
ଏମର୍ଜେନ୍ସି ଇତିହାସର ‘ଅଲିଭା କଳାଦାଗ’: କୁଅଁର
ଭୁବନେଶ୍ୱର,୨୬ା୬(ଅନିଲ ଦାସ): ତତ୍୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ୧୯୭୫ ଜୁନ୍ ୨୫ ମଧ୍ୟରାତ୍ରରେ ଭାରତରେ ପ୍ରଥମଥର ପାଇଁ ଜରୁରିକାଳୀନ ପରିସ୍ଥିତି ଘୋଷଣା କରିଥିଲେ। ଏହାର ପ୍ରତିବାଦରେ ଭାଜପା ତରଫରୁ ମଙ୍ଗଳବାର ରାଜ୍ୟର ବିଭିନ୍ନ ଜିଲାରେ ‘କଳା ଦିବସ’ ପାଳନ କରାଯାଇଛି। ଭୁବନେଶ୍ୱରସ୍ଥିତ…
ରଥଯାତ୍ରାରେ ପୁରୀ ଆସିପାରନ୍ତି ରାଷ୍ଟ୍ରପତି
ପୁରୀ,୨୬ା୬(ଅଜିତ୍ କୁମାର ମହାନ୍ତି): ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଶ୍ରୀମନ୍ଦିର ରତ୍ନବେଦିରୁ ବାହାରି ରଥାରୂଢ ହୋଇ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର…
ଯୁକ୍ତ୩ ପ୍ରଥମ ମେଧା ତାଲିକା ପ୍ରକାଶ
ଭୁବନେଶ୍ୱର,୨୬ା୬(ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖା ନିମନ୍ତେ ମଙ୍ଗଳବାର ପ୍ରଥମ ମେଧାବୀ ତାଲିକା ପ୍ରକାଶ ପାଇଛି। ରାଜ୍ୟରେ ମୋଟ ୨,୭୪,୩୩୧ ସିଟ୍ ଥିବାବେଳେ ୨,୩୭,୭୯୫ ଜଣ ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ ପ୍ରଥମ ମେଧା ତାଲିକାରେ ୧,୭୮,୯୭୬ଜଣ ମନୋନୀତ ହୋଇଛନ୍ତି।…
Archives


