ମନମୋହନ ସିଂଙ୍କ ୩ ଝିଅ କ’ଣ କରନ୍ତି? ରାଜନୀତିଠାରୁ ଯିଏ ନିଜକୁ ଦୂରେଇ ରଖି…
ନୂଆଦିଲ୍ଲୀ,୨୮।୧୨: ପଞ୍ଚଭୂତରେ ବିଲୀନ ହୋଇଛନ୍ତି ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ। ୧୯୫୮ରେ ସେ ଗୁରଶରଣ କୌରଙ୍କୁ ବିବାହ କରିଥିଲେ। ତାଙ୍କର ୩ ଝିଅ ଅଛନ୍ତି। ସେମାନେ ହେଲେ ଉପିନ୍ଦର ସିଂ, ଦମନ ସିଂ, ଅମୃତ ସିଂ। ସମସ୍ତେ ରାଜନୀତି କ୍ଷେତ୍ରରୁ…
ହୀରକ ଜୟନ୍ତୀ ସମାରୋହ ଉଦ୍ଘାଟିତ
ପଞ୍ଚଲିଙ୍ଗେଶ୍ୱର, ୨୮।୧୨(ଲେଲିନ୍ କୁମାର ଦେ)-ବାଲେଶ୍ୱର ଜିଲା ଔପଦା ବ୍ଲକ ଅଧୀନ ସନ୍ତରାଗଡିଆ ନୋଡାଲ ହାଇସ୍କୁଲର ହୀରକ ଜୟନ୍ତୀ ଉଦ୍ଘାଟିତ ହୋଇଯାଇଛି। ପୁରାତନ ଛାତ୍ର ସଂସଦର ସଦସ୍ୟାସଦସ୍ୟ ଓ ସନ୍ତରାଗଡ଼ିଆ ଅଞ୍ଚଳବାସୀ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ଆଜ୍ଞାମାଳ ଆଣି ଏକ…
ସହାୟତା ପ୍ରତିଶ୍ରୁତି ପରେ ହଟିଲା ରାସ୍ତାରୋକୋ
କୋକସରା,୨୮ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଅନ୍ତର୍ଗତ ଜାତୀୟ ରାଜପଥର ମହାଜନଗୁଡ଼ା ଶିଉନି ମଧ୍ୟରେ ଏକ ଗାଡ଼ି ଧକ୍କାରେ କେନ୍ଦୁଡ଼ଙ୍ଗରି ଗ୍ରାମର ଧବଳେଶ୍ବର ବାଗଙ୍କ ମୃତ୍ୟୁ ହୋଇଥିଲା। କ୍ଷତିପୂରଣ ଦାବିରେ ମୃତକଙ୍କ ପରିବାର ଲୋକେ ମହାଜନଗୁଡ଼ା ଛକରେ ମୃତଦେହ…
ରିଲିଜ ପୂର୍ବରୁ ଚର୍ଚ୍ଚାରେ ବର୍ଷାଙ୍କ ଫିଲ୍ମ ‘ଓ୍ବାଇଫ୍’; ଅନୁଭବଙ୍କ ସହ ସମ୍ପର୍କକୁ…
ଭୁବନେଶ୍ୱର,୨୮।୧୨: ପୁଣି ଚର୍ଚ୍ଚାରେ ଓଲଉଡ୍ର ଅନ୍ୟତମ ସୁପରହିଟ୍ ଯୋଡ଼ି ଅନୁଭବ ମହାନ୍ତି ଏବଂ ବର୍ଷା ପ୍ରିୟଦର୍ଶନୀ। ଗୋଟିଏ ପଟେ ଅନୁଭବଙ୍କ ଜୀବନକୁ ନେଇ ଦିଲ୍ଲୀର ଖବରଦାତା ଜାଗୃତି ଶୁକ୍ଳା ‘ବ୍ଲକବଷ୍ଟର ଟୁ ବାଲାଟ ବକ୍ସ’ ନାମକ ଏକ ପୁସ୍ତକ ରଚନା କରୁଥିବା…
ମେଧାବୀ ଛାତ୍ରୀଙ୍କୁ ସହାୟତା
ବରଗଡ଼,୨୮।୧୨(ପ୍ରେମାନନ୍ଦ ଖମାରୀ): କ୍ରିଷ୍ଣା ବିକାଶ ଶିକ୍ଷାନୁଷ୍ଠାନର ଚେୟାରମ୍ୟାନ ଦାଶରୀ ମୁରଲୀ କ୍ରିଷ୍ଣା ମେଧାବୀ ଛାତ୍ରୀ ସୁମିତ୍ରା କରନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ସହିତ ଶୁଭକାମନା ଜଣାଇଛନ୍ତି। ପ୍ରକାଶଥାଉକି, ବରଗଡ଼ ଜିଲା ବାଞ୍ଜିବାହାଲି ଗ୍ରାମର ଦୁର୍ଯ୍ୟୋଧନ କରନଙ୍କ ଝିଅ ସୁମିତ୍ରା ସର୍ବଭାରତୀୟ…
‘ଗାନ୍ଧିଜୀ ଯେଉଁଠି ଅଛନ୍ତି, ସେଇଠି ପହଞ୍ଚିଯିବ,’ଭୋଜପୁରୀ ଗାୟିକାଙ୍କୁ କାହିଁକି ମିଳୁଛି ଧମକ
ପାଟନା/ମୁମ୍ବାଇ,୨୮।୧୨: ବିହାରର ରାଜଧାନୀ ପାଟନାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ବାର୍ଷିକୀ ଅବସରରେ ବାପୁ ଅଡିଟୋରିୟମରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ପ୍ରସିଦ୍ଧ ଭୋଜପୁରୀ ଲୋକ ଗାୟିକା ଦେବୀଙ୍କୁ ମଧ୍ୟ ସେଠାକୁ ନିମନ୍ତ୍ରଣ କରାଯାଇଥିଲା। ଦେବୀ ଭଜନ ‘ରଘୁପତି…
କ୍ଷମା ମାଗିଲେ ପୁଟିନ୍
ମସ୍କୋ,୨୮ା୧୨: ବିମାନ ଦୁର୍ଘଟଣା ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର୍ ପୁଟିନ୍ ଶନିବାର ତାଙ୍କ ଆଜରବୈଜାନ ପ୍ରତିପକ୍ଷ ଇଲ୍ହାମ ଆଲିୟେଭ୍ଙ୍କୁ କ୍ଷମା ମାଗିଛନ୍ତି। ଗତ ବୁଧବାର ରୁଷିଆ ବାୟୁସୀମାରେ ଆଜରବୈଜାନ୍ର ଜେ୨-୮୨୪୩ ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୩୮ ଜଣଙ୍କ ମୃତ୍ୟୁ ଘଟିଥିଲା। ଭୁଲ୍ବଶତଃ…
ପାକିସ୍ତାନ ଉପରେ ତାଲିବାନର କାଉଣ୍ଟର ଆଟାକ୍
କାବୁଲ,୨୮।୧୨: ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ଯୁଦ୍ଧ ପରିସ୍ଥିତି ସୃଷ୍ଟି ହେଉଛି। ଆଫଗାନିସ୍ତାନ ଉପରେ ପାକିସ୍ତାନ କ୍ରମାଗତ ଭାବେ ଏୟାର ଷ୍ଟ୍ରାଇକ କରୁଛି, ଯେଉଁଥିପାଇଁ ଉଭୟଙ୍କ ମଧ୍ୟରେ ତିକ୍ତତା ଯଥେଷ୍ଟ ବୃଦ୍ଧି ପାଇଛି । ଏହି ସମୟରେ ୧୫ହଜାର ତାଲିବାନ ସଂଗ୍ରାମୀ…
ଖାଦ୍ୟ ପୁଡ଼ିଆରେ ଫୁଟିଲା ବୋମା
ଗୋପାଳପୁର,୨୮ା୧୨(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକର ଭେଙ୍କଟରାୟପୁର ଓ ନୂଆବକ୍ସିପଲ୍ଲୀ ଗ୍ରାମ ମଧ୍ୟଭାଗରେ ଶୁକ୍ରବାର ରାତିରେ ଏକ ଗାଈ ରାସ୍ତାପାର୍ଶ୍ୱରେ ପଡ଼ିଥିବା ଖାଦ୍ୟ ପୁଡ଼ିଆକୁ ଚୋବାଇ ଖାଇବା ବେଳେ ମୁହଁରେ ବୋମା ଫୁଟି ଗୁରୁତର ହୋଇଥିବା ଜଣାପଡ଼ିଛି। ଗାଈଟି…
କ୍ଷମା ମାଗିଲେ ପୁଟିନ: ଅଜରବୈଜାନ ବିମାନ ଦୁର୍ଘଟଣା ପାଇଁ ରୁଷିଆ ଦାୟୀ
ମସ୍କୋ,୨୮।୧୨: କ୍ଷମା ମାଗିଲେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ। ରୁଷିଆ ଆକାଶରେ ବିମାନ ଦୁର୍ଘଟଣା ପାଇଁ ସେ ଅଜରବୈଜାନ ରାଷ୍ଟ୍ରପତିଙ୍କୁ କ୍ଷମା ମାଗିଛନ୍ତି। ଏହାପରେ ବିମାନଟି କୌଣସି ପକ୍ଷୀରେ ମାଡ଼ ହୋଇ ନାହିଁ ବରଂ ଭୁଲରେ ତାହା ରୁଷିଆ ଦ୍ୱାରା ଆକ୍ରମଣ…
ପୁରୀରେ ଅଘଟଣ: ନିଗମାନନ୍ଦ ସମ୍ମିଳନୀରେ ଚାଲିଗଲା ୨ ଜୀବନ
ପୁରୀ,୨୮।୧୨: ପୁରୀରେ ନିଗମାନନ୍ଦ ସମ୍ମିଳନୀ ଚାଲିଥିଲା। ପୁରୀ ବାଲିଘାଇରେ ଏହି ଭକ୍ତ ସମ୍ମିଳନୀ ହେଉଥିଲା। ତେବେ ଏହି ସମୟରେ ୨ ଶ୍ରଦ୍ଧାଳୁ ଅସୁସ୍ଥ ହୋଇ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମିଳିଥିବା ସୂଚନାମୁତାବକ, ଉଭୟ ଅସୁସ୍ଥ ଅନୁଭବ କରିବାରୁ ସେମାନଙ୍କୁ ପୁରୀ ମେଡିକାଲ…
ପାଇଥିଲେ ଘର: ଏବେ ପଟ୍ଟାରେ ଥିବା ପ୍ଲଟ ଗୋଚର
କର୍ଲାମୁଣ୍ଡା:୨୮।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡା ପଞ୍ଚାୟତ ରେଗଡା କଲୋନୀପଡାରେ ରହିବାର ୪୪ ବର୍ଷ ବିତିଯାଇଥିଲେ ମଧ୍ୟ ପଡାବାସୀଙ୍କୁ ସ୍ଥାୟୀ ପଟ୍ଟା ମିଳିପାରୁ ନାହିଁ। ଫଳରେ ପଡ଼ାବାସୀ ଚିନ୍ତାରେ ରହିଛନ୍ତି। ସ୍ଥାୟୀ ପଟ୍ଟା ପ୍ରଦାନ ଦାବିରେ ପଡ଼ାବାସୀ…

