ଭାରତ ପ୍ରେମରେ ଜର୍ମାନ୍ ପର୍ଯ୍ୟଟକ
ବର୍ଲିନ: ପ୍ରତିବର୍ଷ ଅନେକ ବିଦେଶୀ ପର୍ଯ୍ୟଟକ ଭାରତକୁ ଆସି ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗକରି ବିମୋହିତ ହୋଇଥାନ୍ତି। ୨୦୨୪ରେ ମଧ୍ୟ ଅନେକ ସଂଖ୍ୟାରେ ବିଦେଶୀ ପର୍ଯ୍ୟଟକ ଭାରତ ପରିଦର୍ଶନ କରିବାକୁ ଆସି ସୋସିଆଲ ମିଡିଆରେ ସେମାନଙ୍କ ଭାରତ ଗସ୍ତର ଚମତ୍କାର ଅନୁଭୂତି…
ଆଜି ଏସବୁ ଜିଲାକୁ ବର୍ଷା, ଆସନ୍ତାକାଲି ବି ବର୍ଷିବ
ଭୁବନେଶ୍ୱର,୨୮ା୧୨: ଶନିବାର ଓ ଆସନ୍ତାକାଲି ୨ ଦିନ ଧରି ଉତ୍ତର ଏବଂ ପଶ୍ଚିମ ଓଡ଼ିଶାରେ ବର୍ଷା ହେବ। ପଶ୍ଚିମା ଝଡ଼ ପ୍ରଭାବରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆଜିଠାରୁ ପଶ୍ଚିମ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ…
ରାସ୍ତାକଡ଼ରେ ପଡ଼ିଛି ବହୁ ମୂଲ୍ୟବାନ ଔଷଧ , ସ୍ବାସ୍ଥ୍ୟ ବିଭାଗର ତଦନ୍ତ ଜାରି
ଦିଗପହଣ୍ଡି,୨୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ପଞ୍ଚାୟତ ବିଜୟ ଆଦିକନ୍ଦପୁର – ତେଲିଆପଲ୍ଲୀ ଗ୍ରାମ ନିକଟ ରାସ୍ତାକଡରେ ପଡ଼ିଥିବା ବହୁସଂଖ୍ୟକ ମୂଲ୍ୟବାନ ଔଷଧ ପଡ଼ିଥିବା ଦେଖି ଲୋକଙ୍କୁ ଆଶ୍ଚର୍ଯ୍ୟ କରିଛି। ସ୍ବାସ୍ଥ୍ୟ ବିଭାଗର ସତନ୍ତ୍ର ଟିମ ଶନିବାର…
ଶିଖ୍ ଧର୍ମରେ କିପରି କରାଯାଏ ଅନ୍ତିମ ସଂସ୍କାର, ହିନ୍ଦୁ ଧର୍ମର ରୀତିନୀତି ଠାରୁ ଏହା କେତେ ଅଲଗା
ନୂଆଦିଲ୍ଲୀ,୨୮।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଡିସେମ୍ବର ୨୬ରେ ଦେହାନ୍ତ ହୋଇଛି। ତେବେ ଆଜି ତାଙ୍କର ଅନ୍ତିମ ସଂସ୍କାର କରାଯାଉଛି। ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଆଜି ରାଜକୀୟ ସମ୍ମାନ ସହ ଅନ୍ତିମ ସଂସ୍କାର ଦିଆଯିବ। ଶିଖ ଧର୍ମର ରୀତିନୀତି ଏବଂ…
ମନରେଗା ଯୋଜନାରେ ମହାଦୁର୍ନୀତି: ଭିଜିଲାନ୍ସ ତଦନ୍ତ ଦାବି କଲେ ଅଞ୍ଚଳବାସୀ
ଥୁଆମୂଳ ରାମପୁର,୨୭।୧୨(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ଟିକ୍ରାଗୁଡା ନିକଟରେ ଏକ ପଥର ବନ୍ଧେଇ କାର୍ଯ୍ୟରେ ଅନିୟମିତତା ହୋଇଥିବା ଜଣାପଡିଛି। ମିଳିଥିବା ସୂଚନାରୁ ଜଣାପଡିଛି ଯେ, ଥୁଆମୁଳ ରାମପୁର ଗ୍ରାମ ପଞ୍ଚାୟତ ତରଫରୁ ମନରେଗା ଯୋଜନାରେ ଅନ୍ତର୍ଭୁକ୍ତ…
ଧାନର ଉଚିତ ମୂଲ୍ୟ, କଟ୍ନି ଛଟ୍ନି ବନ୍ଦ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ, ଦାବି ପୂରଣ ନ ହେଲେ ଆହୁରି…
କେସିଙ୍ଗା,୨୮ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଚାଷୀଙ୍କ ଅମଳ ଧାନର ଉଚିତ୍ ମୂଲ୍ୟ ପ୍ରଦାନ ଓ କଟ୍ନି ଛଟ୍ନ ବନ୍ଦ ବାବଦକୁ ନେଇ କେସିଙ୍ଗା ସହରରେ କଂଗ୍ରେସର ଟାଉନ ସଭାପତି ସୁଭାଷ ଚନ୍ଦ୍ର ଜୈନଙ୍କ ନେତୃତ୍ୱରେ ଜାତୀୟ ରାଜପଥ ୨୬କୁ…
କଟନିଛଟନୀ ଅଭିଯୋଗରେ ଭବାନୀପାଟଣା ସଦର ବନ୍ଦ: ଯାତାୟାତ ଠପ୍
ଭବାନୀପାଟଣା,୨୮।୧୨(ଉତ୍ତମ କୁମାର ଦାଶ): କଟନିଛଟନୀ ଅଭିଯୋଗରେ ଶନିବାର ଭବାନୀପାଟଣା ସଦର ବନ୍ଦ ଡାକରା ଦିଆଯାଇଛି। କଂଗ୍ରେସ ପକ୍ଷରୁ ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ବନ୍ଦ ରହିବ। କଲେଜ ଛକ ନିକଟ ରାସ୍ତାରେ ବିକ୍ଷୋଭ, ଯାତାୟାତ ଠପ୍ ରହିଛି। ଦୋକାନ, ବଜାର…
ସବୁଜରୁ ହେଲା କମଳା ରଙ୍ଗ:ଉଦ୍ଘାଟନ ଅପେକ୍ଷାରେ ନୂତନ ଜିଲା ମୁଖ୍ୟ ଚିକିତ୍ସାଳୟ
ଭଦ୍ରକ,୨୮ା୧୨(ସନାତନ ରାଉତ):ଭଦ୍ରକ ଗେଲପୁର ମୌଜାରେ ନିର୍ମାଣ ହୋଇଥିବା ଜିଲା ମୁଖ୍ୟ ଚିକିତ୍ସାଳୟର ନୂତନ କୋଠା ଉଦ୍ଘାଟନ ଅପେକ୍ଷାରେ ରହିଛି। ପୂର୍ବ ସରକାର ସମୟରୁ ନିର୍ମାଣ ସରିଥିଲେ ମଧ୍ୟ ଅଳ୍ପ କିଛି କାର୍ଯ୍ୟ ବାକି ଥିବାରୁ ସ୍ଥାନାନ୍ତର ନେଇ ସମୟ ଗଡ଼ି ଚାଲିଛି।…
ପର୍ଯ୍ୟଟକଙ୍କୁ ଆକର୍ଷଣ କରୁଛି ଯୋଗୀମଠ: ବିକାଶ ପାଇଁ ଅନୁଦାନ ଅପେକ୍ଷାରେ ପ୍ରଶାସନ
ଦାରିଙ୍ଗବାଡି ୨୮।୧୨(ଅରୁଣ ସାହୁ)- ଏବେ ପର୍ଯ୍ୟଟନ ଋତୁ, ଶୀତ ଛୁଟି ରହିଥିବାରୁ ପର୍ଯ୍ୟଟକ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ର, ଆଧ୍ୟାତ୍ମିକ ସ୍ଥଳ, ସମୁଦ୍ର କୂଳ, ପାହାଡ଼, ଜଙ୍ଗଲ ଆଦି ପରିବାର, ସାଙ୍ଗ ସାଥୀଙ୍କ ସହ ବୁଲିବାକୁ ପସନ୍ଦ କରୁଛନ୍ତି। ଓଡିଶାର କଶ୍ମୀର ଭାବେ ପରିଚିତ…
ଡକାୟତି ମାମଲାରେ ଦୁଇ ଜଣଙ୍କୁ ୫ ବର୍ଷ ଜେଲ, ୧୦ ହଜାର ଜରିମାନା
ବାଲିଗୁଡ଼ା,୨୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ):୨୦୧୪ ମସିହା ଜୁଲାଇ ୩୧ ତାରିଖ ସନ୍ଧ୍ୟା ସମୟରେ ଏକ ବ୍ୟବସାୟୀଙ୍କ ଘରେ ପଶି ୫ ଜଣ ଦୁର୍ବୃତ୍ତ ମାରଣାସ୍ତ୍ର ଦେଖାଇ ଘରୁ ସୁନା, ରୂପା ଗହଣା ସାଙ୍ଗକୁ ଟଙ୍କା ଲୁଟିଥିବା ଘଟଣା ସହରରେ ଚାଞ୍ଚଲ୍ୟ ଖେଳାଇ ଦେଇଥିଲା।…
ଚିରସ୍ମରଣୀୟ ରହିବେ ମନମୋହନ: ଅମର ଆତ୍ମାର ସଦଗତି ପାଇଁ କ୍ୟାଣ୍ଡେଲ୍ ଶୋଭଯାତ୍ରା
ପୁରୁଷୋତ୍ତମପୁର,୨୮।୧୨(ସିମାଞ୍ଚଳ ମିଶ୍ର):ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ମନମୋହନ ସିଂଙ୍କ ବିୟୋଗରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ କଂଗ୍ରେସ ଦଳ ପକ୍ଷରୁ ଶୁକ୍ରବାର ଏକ ଶୋକସଭା ନଗର କଂଗ୍ରେସ ସଭାପତି ମନୋରଞ୍ଜନ ଦାଶଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ କଂଗ୍ରେସର ବିଧାୟକ ପ୍ରାର୍ଥୀ ଚିତ୍ତ୍ରସେନ ବେହେରା,…
ମା’ ଆଗରେ ପୁଅ ଜୀବନ ଚାଲିଗଲା
ଗୋପାଳପୁର,୨୮/୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଧୀନ ଗୋବିନ୍ଦନଗରର ଏକ ପେଟ୍ରୋଲ ପମ୍ପ ନିକଟରେ ଶୁକ୍ରବାର ଏକ ବାଇକ୍କୁ ପିକ୍ଅପ ଭ୍ୟାନ ଧକ୍କା ଦେବାରୁ ମା’ଙ୍କ ସମ୍ମୁଖରେ ପୁଅର ଜୀବନ ଚାଲିଯାଇଛି l ମୃତକ ହେଲେ କେ. ନୂଆଗାଁ ଥାନା ଅଧିନସ୍ଥ…

