Home Left

ବନ୍ଧନ ବ୍ୟାଙ୍କ ପକ୍ଷରୁ ସମ୍ବର୍ଦ୍ଧନା ଉତ୍ସବ

ନୂଆଦିଲ୍ଲୀ,୧୨।୮: ବନ୍ଧନ ବ୍ୟାଙ୍କ ପକ୍ଷରୁ ନିକଟରେ ଏକ ସମ୍ବର୍ଦ୍ଧନା ଉତ୍ସବର ଆୟୋଜନ କରାଯାଇଥିଲା। ଏହି ଉତ୍ସବରେ ଅନ୍ତର୍ଜାତୀୟ ଟେନିସ୍‌ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହୋଇଥିବା ଲିଆଣ୍ଡର ପେସଙ୍କୁ ବ୍ୟାଙ୍କ ପକ୍ଷରୁ ଅଭିନନ୍ଦନ ଜଣାଇବା ସହ ସମ୍ବର୍ଦ୍ଧିତ କରାଯାଇଛି। ଏପରିକି ସେ…

ପଦକ ତାଲିକାରେ ଆମେରିକା ପ୍ରଥମ

ପ୍ୟାରିସ୍‌,୧୨ା୮: ପ୍ୟାରିସ୍‌ ଅଲିମ୍ପିକ୍ସ ଶେଷ ହୋଇଥିବା ବେଳେ ଆମେରିକା ପଦକ ତାଲିକାର ପ୍ରଥମ ସ୍ଥାନରେ ରହି ଅଭିଯାନ ଶେଷ କରିଛି। ଆରମ୍ଭରୁ ଚାଇନା ପଦକ ତାଲିକାରେ ଅଧିକ ସ୍ବର୍ଣ୍ଣ ପଦକ ସହ ପ୍ରଥମ ସ୍ଥାନରେ ରହିଥିଲା। ତେବେ ଟୁର୍ନାମେଣ୍ଟର ଅନ୍ତିମ ଇଭେଣ୍ଟରେ…

‘ଦି ବ୍ଲଫ୍‌’କୁ ନେଇ ଚର୍ଚ୍ଚାରେ ପ୍ରିୟଙ୍କା

କାନ୍‌ବେରା:ବଲିଉଡ୍‌ରୁ ହଲିଉଡ୍‌ ଯାଏ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ନିଜ ଅଭିନୟର ଜଲଓ୍ବା ଦେଖାଇ ବିଶ୍ୱସ୍ତରୀୟ ତାରକା ଭାବେ ପରିଗଣିତ ହୋଇପାରିଛନ୍ତି। ଅଭିନେତ୍ରୀ ଜଣକ ଏବେ ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ଦି ବ୍ଲଫ୍‌’କୁ ପାଇଁ ଚର୍ଚ୍ଚାରେ ରହିଛନ୍ତି, ଯେଉଁଥିପାଇଁ ସେ ଗତ କିଛିଦିନ…

ଆଇଟିସି ସନ୍‌ଫିଷ୍ଟର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୨।୮: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଆଇଟିସି ଫୁଡ୍‌ସର ଅଗ୍ରୀଣ ଫୁଡ୍‌ସ ବ୍ରାଣ୍ଡ ‘ସନ୍‌ଫିଷ୍ଟ’ର ନୂତନ ଉତ୍ପାଦ ‘ସୁପର ଏଗ୍‌ ଆଣ୍ଡ ମିଲ୍କ ବିସ୍କୁଟ୍‌ସ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରି କି ବଜାରରେ ବ୍ରାଣ୍ଡର ଏହି ନୂତନ ଉତ୍ପାଦ ଭିନ୍ନ…

ପେଟ୍ରୋଲ ପମ୍ପ୍‌ କର୍ମଚାରୀଙ୍କ ୨୦ ଲକ୍ଷ ବିଜୁଳି ବିଲ୍‌

ଗାନ୍ଧୀନଗର:ଗୁଜରାଟର ନବସାରୀ ସହରସ୍ଥିତ ଏକ ପେଟ୍ରୋଲ ପମ୍ପ୍‌ରେ କାର୍ଯ୍ୟରତ ପଂକ୍ତିବେନ୍‌ ପଟେଲ ନାମ୍ନୀ ଜଣେ ମହିଳା କର୍ମଚାରୀଙ୍କ ନିକଟକୁ ୨୦ ଲକ୍ଷ ଟଙ୍କାର ବିଜୁଳି ବିଲ୍‌ ଆସିଛି। ଏହା ଦେଖି ସେ ଓ ତାଙ୍କ ପରିବାର ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ। ତାଙ୍କ ପରିବାରରେ…

ଗାଜାର ଅଧିକ ଅଞ୍ଚଳ ଖାଲି କରିବାକୁ ଇସ୍ରାଏଲ୍‌ର ନିର୍ଦ୍ଦେଶ

ଡେଇର୍‌ ଅଲ୍‌-ବାଲାହ,୧୨ା୮: ଯୁଦ୍ଧରେ ଘରଦ୍ୱାର ହରାଇ ଗାଜା ସହରର ଏକ ସ୍କୁଲରେ ଆଶ୍ରୟ ନେଇଥିବା ଶତାଧିକ ଲୋକ ଶନିବାର ଇସ୍ରାଏଲ୍‌ ସେନାର ଏୟାରଷ୍ଟ୍ରାଇକ୍‌ରେ ପ୍ରାଣ ହରାଇଥିଲେ। ଉକ୍ତ ସ୍କୁଲ ପରିସରରେ ହମାସ୍‌ ଆତଙ୍କବାଦୀ ରହୁଥିଲେ ଏବଂ ଆକ୍ରମଣରେ ୧୯ ଆତଙ୍କବାଦୀ ନିହତ…

ଦିନକରେ ୧୫ ବିଶ୍ୱରେକର୍ଡ କଲେ ଏହି ବ୍ୟକ୍ତି

ଲଣ୍ଡନ:ବିଶ୍ୱବ୍ୟାପୀ ବିଭିନ୍ନ କ୍ଷେତ୍ରରେ ବ୍ୟକ୍ତିବିଶେଷଙ୍କ ଦ୍ୱାରା ସମ୍ପନ୍ନ ହୋଇଥିବା ଅନେକ ସଫଳତାକୁ ଗିନିଜ୍‌ ୱାଲର୍‌ଡ ରେକର୍ଡସ୍‌ (ଜିଡବ୍ଲ୍ୟୁଆର୍‌) ପ୍ରଦର୍ଶିତ କରିଥାଏ। ଶନିବାର ଆମେରିକା ଇଡାହୋର ଡେଭିଡ ରଷ୍‌ ନାମକ ଜଣେ ବ୍ୟକ୍ତି ୧୫ଟି ଭିନ୍ନ ଭିନ୍ନ ଶ୍ରେଣୀରେ ରହିଥିବା ବିଶ୍ୱ ରେକର୍ଡକୁ…

ଅନୁପ୍ରବେଶବେଳେ ଧରାହେଲେଣି ୧୧

ନୂଆଦିଲ୍ଲୀ,୧୨ା୮(ପି.ଟି.): ପଶ୍ଚିମବଙ୍ଗ, ତ୍ରିପୁରା ଏବଂ ମେଘାଳୟ ସୀମା ଦେଇ ଭାରତରେ ଅନୁପ୍ରବେଶ ଉଦ୍ୟମ କରୁଥିବା ୧୧ ଜଣ ବାଂଲାଦେଶୀଙ୍କୁ ଗିରଫ କରାଗଲାଣି। ସେମାନଙ୍କୁ ଜେରା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ସମ୍ପୃକ୍ତ ରାଜ୍ୟ ପୋଲିସକୁ ହସ୍ତାନ୍ତର କରାଯିବ ବୋଲି ସୀମା ସୁରକ୍ଷା ବଳ…

ସୁରକ୍ଷା ଖୋଜୁଛି ଗଜରାଜ

ଭୁବନେଶ୍ୱର,୧୨ା୮(ଅସମାପିକା ସାହୁ):ଅଗଷ୍ଟ ୧୨ ସୋମବାର ହେଉଛି ବିଶ୍ୱ ହସ୍ତୀ ଦିବସ। ହାତୀଙ୍କୁ ସୁରକ୍ଷା ଦେବା ସହ ସେମାନଙ୍କ ସଂରକ୍ଷଣ ଦିଗରେ ସଚେତନତା କରିବା ପାଇଁ ଏହି ଦିବସ ପାଳନ କରାଯାଉଛି। କିନ୍ତୁ ବାସ୍ତବରେ ଏମାନଙ୍କ ସୁରକ୍ଷାରେ ଅବହେଳା ଓ ହାତୀ-ମଣିଷ ଲଢ଼େଇ…

ପୁଣି ଦେଖାହେବ ଲସ୍‌ ଏଞ୍ଜେଲ୍ସରେ

ପ୍ୟାରିସ ଅଲିମ୍ପିକ୍ସ ଶେଷ ହୋଇଛି। ପୁଣି ଦେଖାହେବ ଲସ୍‌ ଏଞ୍ଜେଲ୍ସରେ। ଏହି ବାର୍ତ୍ତା ଉଦ୍‌ଯାପନୀ ସମାରୋହରେ ଉଦ୍‌ଭାଷିତ ହୋଇଛି। କାରଣ ପ୍ରତିଯୋଗିତାର ପରବର୍ତ୍ତୀ ସଂସ୍କରଣ ୨୦୨୮ରେ ଲସ୍‌ ଏଞ୍ଜେଲ୍ସରେ ଅନୁଷ୍ଠିତ ହେବ। ଏହା ଜୁଲାଇ ୧୪ରୁ ୩୦ ପର୍ଯ୍ୟନ୍ତ ଆୟୋଜନ କରାଯିବାକୁ…

ବାଂଲାଦେଶୀ ହିନ୍ଦୁଙ୍କ ବିକ୍ଷୋଭ

ଢାକା,୧୨ା୮: ବାଂଲାଦେଶରେ ଶେଖ୍‌ ହାସିନା ସରକାରର ପତନ ପରେ ଗତ ୫ ତାରିଖରୁ ଦେଶରେ ସଂଖ୍ୟାଲଘୁ ବିରୋଧୀ ହିଂସା ଲାଗିରହିଛି। ଏହାକୁ ବିରୋଧ କରି ଲକ୍ଷ ଲକ୍ଷ ହିନ୍ଦୁ ରାଜରାସ୍ତାକୁ ଓହ୍ଲାଇଛନ୍ତି। ଶନିବାର ରାଜଧାନୀ ଢାକା, ଦ୍ୱିତୀୟ ବୃହତ୍‌ ସହର ଚିଟ୍ଟାଗଙ୍ଗ ସମେତ…

ଡେବ୍ରିଗଡ଼ ଅଭୟାରଣ୍ୟରେ ବିରଳ ବଣୁଆ କୁକୁର

ସମ୍ବଲପୁର,୧୨ା୮(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଡେବ୍ରିଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ବିରଳ ବଣୁଆ କୁକୁର। ଏହି ବିରଳ ପ୍ରଜାତିର କୁକୁରକୁ ପ୍ରଥମ ଥର ପାଇଁ ଗତ ଅଗଷ୍ଟ ୧୦ ତାରିଖରେ କେତେଜଣ ପର୍ଯ୍ୟଟକ ଅଭୟାରଣ୍ୟର ସଫାରି ଜୋନରେ ଦେଖିବାକୁ ପାଇଥିଲେ। ଉକ୍ତ ବଣୁଆ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri