ରାଶନ କାର୍ଡ ହାତେଇଛନ୍ତି ୪୦ ଲକ୍ଷ ଭୂତ ହିତାଧିକାରୀ:ପ୍ରତି ଜିଲାରେ ଲକ୍ଷେରୁ ଦେଢ଼ ଲକ୍ଷ…
ଭୁବନେଶ୍ୱର,୨୮ା୧୨(ସୁନିତ୍ ମିଶ୍ର):ରାଜ୍ୟରେ ବହୁ ସଂଖ୍ୟାରେ ଭୂତ ହିତାଧିକାରୀ ରାଶନ କାର୍ଡ ହାତେଇଥିବା ବିଷୟ ଅନେକ ସମୟରେ ଆଲୋଚନା ହୋଇଆସୁଛି। ତେବେ ସରକାର ଖୁବ୍ଶୀଘ୍ର ଭୂତ ହିତାଧିକାରୀଙ୍କୁ ଚିହ୍ନଟକରି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଟାନ ଗ୍ରହଣ କରିବେ ବୋଲି ଅନେକ ସମୟରେ କହିଆସୁଛନ୍ତି। ତେବେ…
ଗ୍ରୀନ୍ ଚିଲିଜ୍ର ଏକ୍ସକ୍ଲୁସିଭ ଆଉଟ୍ଲେଟ୍
ଭୁବନେଶ୍ୱର,୨୮।୧୨ (ଅଭୟ ଦାଶ):ରାଜ୍ୟର ଅଗ୍ରଣୀ ଫୁଡ୍ ପ୍ଲାଟ୍ଫର୍ମ ‘ଗ୍ରୀନ୍ ଚିଲିଜ’ର ଏକ୍ସକ୍ଲୁସିଭ ଆଉଟ୍ଲେଟ୍ ଶୁକ୍ରବାର ବ୍ରହ୍ମପୁରର ରୁକ୍ମିଣୀ ସିନେମା ହଲ୍ ରୋଡ୍ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପଠାରେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ବ୍ରହ୍ମପୁର ବିଧାୟକ କେ. ଅନୀଲ କୁମାର ମୁଖ୍ୟ…
ଅଧିକ ୪୧ ବିପଜ୍ଜନକ ଉତ୍ତପ୍ତ ଦିନର ସାମ୍ନା କରିଛି ବିଶ୍ୱ
ଓ୍ବାଶିଂଟନ,୨୮ା୧୨: ମନୁଷ୍ୟକୃତ ଜଳବାୟୁ ପରିବର୍ତ୍ତନ କାରଣରୁ ଚଳିତ ବର୍ଷ ସମଗ୍ର ବିଶ୍ୱ ହାରାହାରି ଅଧିକ ୪୨ଟି ବିପଜ୍ଜନକ ଉତ୍ତପ୍ତ ଦିନର ଯନ୍ତ୍ରଣା ସହ୍ୟ କରିଛି। ୨୦୨୪ ବର୍ଷ ସାରା ବିଶ୍ୱର ପାଣିପାଗ ଅଧିକ ଖରାପ ହୋଇଥିବା ବୈଜ୍ଞାନିକମାନେ ଜାଣିବାକୁ ପାଇଛନ୍ତି। ଓ୍ବାଲର୍ଡ…
ଆଜି ମନମୋହନଙ୍କ ଶେଷକୃତ୍ୟ
ନୂଆଦିଲ୍ଲୀ,୨୮ା୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଆର୍ଥତ୍କ ସଂସ୍କାରର ଅଗ୍ରଦୂତ ଡ. ମନମୋହନ ସିଂଙ୍କର ଗୁରୁବାର ରାତିରେ ଦିଲ୍ଲୀ ଏମ୍ସରେ ପରଲୋକ ଘଟିଥିଲା। ତାଙ୍କ ବିୟୋଗରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯାଉଥିବାବେଳେ ଶନିବାର ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ।…
ବିମାନ ଦୁର୍ଘଟଣା ପୂର୍ବରୁ ଶୁଭିଥିଲା ପ୍ରଚଣ୍ଡ ଶବ୍ଦ
ବାକୁ,୨୮ା୧୨: ଅଜେରବୈଜାନର ଏମ୍ବ୍ରାଏର ୧୯୦ ଏୟାରକ୍ରାଫ୍ଟ ବୁଧବାର ଦୁର୍ଘଟଣାଗ୍ରସ୍ତ ହେବାରୁ ୩୮ ଯାତ୍ରୀଙ୍କ ମୃତ୍ୟୁ ଘଟିଥିଲା। ଏହି ବିମାନ ଦୁର୍ଘଟଣାର କାରଣ ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ଏନେଇ ଭିନ୍ନ ଭିନ୍ନ ରିପୋର୍ଟ ଆସିବାରେ ଲାଗିଛି। ଉକ୍ତ ପାସେଞ୍ଜର ଜେଟ୍…
ସର୍ବଦା ନୀଳ ରଙ୍ଗର ପଗଡ଼ି କାହିଁକି ପିନ୍ଧୁଥିଲେ ମନମୋହନ ସିଂ? ନିଜେ କହିଥିଲେ କାରଣ…
ନୂଆଦିଲ୍ଲୀ,୨୭।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡା. ମନମୋହନ ସିଂଙ୍କ ଗୁରୁବାର ପରଲୋକ ଘଟିଛି। ୯୨ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି ଖବର ସାମ୍ନାକୁ ଆସିବା ପରେ ସାରା ଦେଶରେ ଶୋକର ଲହର ଖେଳିଯାଇଛି। ଗୁରୁବାର ରାତିରେ…
୨୦୨୫ରେ ଏହି ୩ ରାଶିର ଚମକିବ ଭାଗ୍ୟ, ଆପଣ ନାହାନ୍ତି ତ…
ଜ୍ୟୋତିଷଶାସ୍ତ୍ରରେ କେତୁ ଗ୍ରହକୁ ମୋକ୍ଷ ଏବଂ ଆଧ୍ୟାତ୍ମର କାରକ ବୋଲି କୁହାଯାଏ। ଏହାକୁ ପାପ ଗ୍ରହ କୁହାଯାଉଥିଲେ ହେଁ ଏହାର କିଛି ଗୁଣ ବୃହସ୍ପତିଙ୍କ ସହ ମେଳ ଖାଏ। ଆସନ୍ତାବର୍ଷ ମେ’ ୧୮ରେ କେତୁ ଗ୍ରହ କନ୍ୟା ରାଶିରୁ ବାହାରି ସିଂହ…
ପୁରୀ ସମୁଦ୍ରରେ ନିଖୋଜ ଯୁବକଙ୍କ ମୃତଦେହ ମିଳିଲା
ପୁରୀ,୨୭ା୧୨(ଅଜିତ୍ କୁମାର ମହାନ୍ତି): ପୁରୀ ସମୁଦ୍ରରେ ଗୁରୁବାର ଗାଧୋଉଥିବାବେଳେ ବରଗଡ଼ ଜିଲାର ଶୁଭ ପାତ୍ର ନାମକ ଯୁବକ ଭାସିଯାଇ ନିଖୋଜ ଥିଲେ। ଶୁକ୍ରବାର ଦିଗବାରେଣୀ ଖୁଣ୍ଟି ନିକଟ ସମୁଦ୍ରରୁ ତାଙ୍କ ମୃତଦେହ ମିଳିଛି। ସୂଚନା ଅନୁଯାୟୀ, ଶୁଭ ତାଙ୍କ ସାଙ୍ଗମାନଙ୍କ ସହ…
ଭୂକମ୍ପ ଝଟ୍କାରେ ଥରିଲା ଜମ୍ମୁ କଶ୍ମୀର
ଶ୍ରୀନଗର,୨୭।୧୨: ଥରିଲା ଜମ୍ମୁ କଶ୍ମୀର। ଶୁକ୍ରବାର ରାତି ୯.୦୬ରେ କଶ୍ମୀରର ବାରାମୂଳାରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୦ ଆକଳନ କରାଯାଇଛି। ଏଯାବତ ଭୂକମ୍ପକୁ ନେଇ କୌଣସି କ୍ଷୟକ୍ଷତିର ଖବର ମିଳିନାହିଁ। ଅପରପକ୍ଷେ ଘାଟିରେ ପ୍ରବଳ…
ଦଳରୁ ବାଦ୍ ପଡ଼ିବା ପରେ ଗିଲଙ୍କ ବଡ଼ ପଦକ୍ଷେପ, ସାଲ୍ୟୁଟ୍ କରୁଛନ୍ତି ପ୍ରଶଂସକ
ମେଲବର୍ନ,୨୭।୧୨: ବର୍ଡର ଗାଭାସ୍କର ଟ୍ରଫିରେ ଟିମ୍ ଇଣ୍ଡିଆ ଏବଂ ଅଷ୍ଟ୍ରେଲିଆ ସମାନ ସ୍ଥିତିରେ ଅଛନ୍ତି। ଏବେ ଉଭୟ ଟିମ୍ ମେଲବର୍ନ ଟେଷ୍ଟ ଜିତି ସିରିଜରେ ଆଗୁଆ ରହିବା ଉଦ୍ଦେଶ୍ୟରେ ମଇଦାନକୁ ଓହ୍ଲାଇଛନ୍ତି। ମେଲବର୍ନରେ ଚତୁର୍ଥ ମ୍ୟାଚ୍ ଖେଳାଯାଉଛି। ଏହି ମ୍ୟାଚ୍ରେ ଭାରତ…
୪ ଶହ କେଜି ମହୁଲ ଫୁଲ ସହ ଅଟୋ ଜବତ, ଜଣେ ଗିରଫ
ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ଗଦଡି ଅଞ୍ଚଳରେ ବେଆଇନ ମହୁଲ ଫୁଲ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ। ଅଟୋ ସମେତ ୪ ଶହ କେଜି ମହୁଲ ଫୁଲକୁ ଅବକାରୀ ବିଭାଗ ଜବତ କରିଛି। ରିପୋର୍ଟ…
ଅଖା ବନ୍ଧା ଅବସ୍ଥାରେ ନିଖୋଜ ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି
ଗଜପତି,୨୭।୧୨(ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିରେ ଘଟିଛି ରହସ୍ୟ ଜନକ ହତ୍ୟା କାଣ୍ଡ। ଦୁଇ ଦିନ ନିଖୋଜ ପରେ ଅଖା ବନ୍ଧା ଅବସ୍ଥାରେ ସୀତା ସାଗରରୁ ମିଳିଲା ଗଳିତ ଶବ। ଏହି ହତ୍ୟାରେ ଏକାଧିକ ଲୋକଙ୍କ ସମ୍ପୃକ୍ତି ଥିବା…

