Home Left

ବାଇକ୍‌ ସହ ଗଞ୍ଜେଇ ଜବତ, ୨ ଗିରଫ

ଦାରିଙ୍ଗବାଡ଼ି,୨୨ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଗଞ୍ଜାମ ଜିଲା ଅଞ୍ଚଳକୁ ଗଞ୍ଜେଇ ଚୋରାଚାଲାଣ ବେଳେ ପୋଲିସ ମାଡ଼ିବସିଛି। ଏକ ବାଇକ୍‌ ସହ ୧୧ କେଜି ଗଞ୍ଜେଇ ଜବତ କରିବା ସହ ଏଥିରେ ସମ୍ପୃକ୍ତ ୨ ଜଣଙ୍କୁ ପୋଲିସ ଗିରଫ କରି…

ସମସ୍ତ ପ୍ରକାର ଦୁଗ୍ଧ କାର୍ଟନ ଉପରେ ଲାଗୁ ହେବ ୟୁନିଫର୍ମ ଟ୍ୟାକ୍ସ

ନୂଆଦିଲ୍ଲୀ,୨୨।୬: ବର୍ଷର ପ୍ରଥମ ଜିଏସ୍‌ଟି ପରିଷଦ ବୈଠକରେ ଅନେକ ବଡ଼ ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ ଏହି ବୈଠକରେ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ଅର୍ଥମନ୍ତ୍ରୀମାନେ ସାମିଲ ହୋଇଥିଲେ। ବୈଠକ ଶେଷ ହେବା ପରେ…

NEET ପେପର ଲିକ୍ ପଛରେ ଏହି ଗ୍ୟାଙ୍ଗର ହାତ; ମାଷ୍ଟରମାଇଣ୍ଡ ରବି ଅତ୍ରିକୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୨୨।୬: ନିଟ୍-ୟୁଜି ୨୦୨୪ ପରୀକ୍ଷା ପେପର ଲିକ୍ ପଛରେ ଥିବା ମାଷ୍ଟରମାଇଣ୍ଡ ରବି ଅତ୍ରିକୁ ଉତ୍ତର ପ୍ରଦେଶର ସ୍ପେଶାଲ ଟାସ୍କ ଫୋର୍ସ (ଏସଟିଏଫ) ଗିରଫ କରିଛି। ସମଗ୍ର ଦେଶରେ ଏହି ପ୍ରସଙ୍ଗରେ ଜୋରଦାର ବିରୋଧ ମଧ୍ୟରେ ମୁଖ୍ୟ ଅଭିଯୁକ୍ତ ଧାରା ପଡିଛି।…

ସହଦେବଖୁଣ୍ଟା ଥାନା ଅଞ୍ଚଳରେ କର୍ଫ୍ୟୁ କୋହଳ; ବ୍ରଡ୍ ବ୍ୟାଣ୍ଡ ସେବା ଆରମ୍ଭ, ମୋବାଇଲ ଇଣ୍ଟରନେଟ ସେବାରେ ରୋକ୍

ବାଲେଶ୍ଵର( ମାନସ ବିଶ୍ୱାଳ) ୨୨।୬: ବାଲେଶ୍ୱର ଗୋଷ୍ଠୀ ସଂଘର୍ଷ ମାମଲାରେ ଗତକାଲି ଠାରୁ କର୍ଫ୍ୟୁରୁ ଶିଳ୍ପାଞ୍ଚଳ ଥାନାକୁ ବାଦ ଦିଆଯାଇଥିବା ବେଳେ ଆଜି ସହଦେବଖୁଣ୍ଟା ଥାନା ଅଞ୍ଚଳର କର୍ଫ୍ୟୁ ସମୟକୁ ଆଧିକ କୋହଳ କରାଯାଇଥିବା ଉପରେ ଜିଲାପାଳ ଆଶିଷ ଠାକରେ ସୂଚନା…

ଆପଣଙ୍କ ସଉକରୁ ୭୦ହଜାର କୋଟି ଆୟ କରନ୍ତି ସରକାର, ଜାଣନ୍ତୁ ସିନ୍‌ ଟ୍ୟାକ୍ସ ବିଷୟରେ…

ନୂଆଦିଲ୍ଲୀ,୨୨।୬: ନିଜ କ୍ୟାରିୟର ପରେ ଜୀବନରେ ଅନ୍ୟ କୌଣସି ଜିନିଷରେ ସଉକ ରଖିବା ଭଲ କଥା। ଏବେ ସରକାର ମଧ୍ୟ ସମାନ କଥା କହୁଛନ୍ତି। କାରଣ ସରକାର ଆପଣଙ୍କର ସଉକରୁ ହିଁ ଅତିରିକ୍ତ ଆୟ କରୁଛନ୍ତି । ଏହି ପରିମାଣ ମଧ୍ୟ…

ଗଜ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୁଷୋତ୍ତମପୁର,୨୨ା୬(ସିମାଞ୍ଚଳ ମିଶ୍ର): ପୁରୁଷୋତ୍ତମପୁରରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଶନିବାର ମହାସମାରୋହରେ ପାଳିତ ହୋଇଯାଇଛି। ରଥସାହି ଜଗନ୍ନାଥ ମନ୍ଦିରରେ ସେବାୟତମାନେ ଶ୍ରୀଜିଉଙ୍କୁ ରତ୍ନବେଦିରୁ ଆଣି ସ୍ନାନବେଦିରେ ବିଜେ କରି ସ୍ନାନ କରାଇଛନ୍ତି। ଭକ୍ତଙ୍କୁ ଗଜାନନ ବେଶରେ ଦର୍ଶନ ଦେଉଛନ୍ତି ଜଗନ୍ନାଥ। ସ୍ନାନବେଦିରେ ଜଗନ୍ନାଥଙ୍କୁ…

ବ୍ରିଜ୍‌ କାର୍ଯ୍ୟ ଅଧାରୁ ବନ୍ଦ ପାଇଁ ବିଭାଗୀୟ ଅଧିକାରୀଙ୍କ ଚିଠି

କର୍ଲାମୁଣ୍ଡା,୨୨ା୬(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡାଠାରୁ ରିଞ୍ଜା ଯାଇଥିବା ଆର୍‌.ଡି ରାସ୍ତାର ସରବରାହ ଜୋରଠାରେ ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପକ୍ଷରୁ ଟେଣ୍ଡର ଜରିଆରେ ଜନୈକ ଠିକାଦାରଙ୍କ ଦ୍ୱାରା ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ଚାଲୁଛି। ବର୍ତ୍ତମାନ ସୁଦ୍ଧା ବ୍ରିଜ୍‌ଟିର ଗୋଟିଏ ପଟ…

ଉରିରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ, ୨ ଆତଙ୍କୀ ନିପାତ

ଶ୍ରୀନଗର, ୨୨।୬: ଉତ୍ତର କଶ୍ମୀର ବାରାମୁଳା ଜିଲାର ଉରି ଅଞ୍ଚଳରେ ପ୍ରବେଶ କରୁଥିବା ବେଳେ ଦୁଇ ଆତଙ୍କୀଙ୍କୁ ନିପାତ କରିଛି ସ୍ଥଳସେନା । ଏଲ୍‌ଓସି ପାଖରେ ଏହି ଦୁଇ ଆତଙ୍କବାଦୀ ପ୍ରବେଶ କରିବାକୁ ଉଦ୍ୟମ କରୁଥିଲେ । ଏମାନଙ୍କ ଛଡ଼ା ଆଉ…

ଭଉଣୀଙ୍କୁ ସ୍ବାମୀ, ମା’ଙ୍କୁ ଶ୍ୱଶୁର ନେଇ ଫେରାର, ଏବେ ମୁଁ କୁଆଡେ ଯିବି…କାନ୍ଦି କାନ୍ଦି ଥାନାରେ ପହଞ୍ଚି…

ପାଟନା,୨୨।୬: ବିହାରର ମୁଜାଫରପୁରରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ପୋଲିସ ଷ୍ଟେଶନରେ ସହାୟତା ପାଇଁ ପହଞ୍ଚିଥିଲେ। ହେଲେ ପୋଲିସ ତାଙ୍କର ଅଭିଯୋଗ ଶୁଣି ତାଜୁବ ହୋଇଯାଇଥିଲା। କାରଣ ତାଙ୍କ ସାନ ଭଉଣୀଙ୍କୁ ସ୍ବାମୀ ଏବଂ ମା’ଙ୍କୁ…

ଜାହିରଙ୍କ ସହ ବିବାହ ପରେ ଧର୍ମ ପରିବର୍ତ୍ତନ କରିବେ କି ସୋନାକ୍ଷୀ? ଶ୍ୱଶୁର ଦେଲେ ବଡ଼ ବୟାନ…

ବମ୍ବେ: ବିବାହକୁ ନେଇ ଚର୍ଚ୍ଚାରେ ବଲିଉଡ୍‌ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା। ଜୁନ୍‌ ୨୩ରେ ଦୀର୍ଘଦିନର ପ୍ରେମିକ ଜାହିର ଇକବାଲଙ୍କ ହାତ ଧରିବେ ସେ। ଏହାକୁ ନେଇ ପ୍ରସ୍ତୁତି ଜୋରଦାର ଚାଲିଛି, ଯାହାର ଝଲକ ସୋସିଆଲ ମିଡିଆରେ ଦେଖିବାକୁ ମିଳୁଛି। ଏସବୁ ମଧ୍ୟରେ…

ସରକାରଙ୍କୁ ୬୯୫୯ କୋଟି ଟଙ୍କା ଦେଲା SBI, ଜାଣନ୍ତୁ କାହିଁକି ?

ନୂଆଦିଲ୍ଲୀ, ୨୨।୬: ଦେଶର ସବୁଠାରୁ ବଡ଼ ବ୍ୟାଙ୍କ SBI ସରକାରଙ୍କୁ ରେକର୍ଡ ପରିମାଣର ଡିଭିଡେଣ୍ଡ୍‌ ଦେଇଛି । ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ୍‌ର ଚେୟାରମ୍ୟାନ୍‌ ଦୀନେଶ ଖାରା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ୬୯୫୯.୨୯ କୋଟି ଟଙ୍କାର ଚେକ୍‌ ଦେଇଛନ୍ତି । ଏନେଇ ସୋସିଆଲ…

‘ମୋ ବାପାଙ୍କ ସାମ୍ନାରେ ଦିଲ୍ଲୀ ବି ମୁଣ୍ଡ ନୁଆଁଏ’, ମନ୍ତ୍ରୀଙ୍କ ପୁଅର ଭାଷଣ ଭାଇରାଲ

ନୂଆଦିଲ୍ଲୀ, ୨୨।୬: ବର୍ତ୍ତମାନର କେନ୍ଦ୍ର କୃଷି ମନ୍ତ୍ରୀ ତଥା ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ପୁଅଙ୍କ ଭାଷଣ ଏବେ ଭାଇରାଲ୍‌ ହେବାରେ ଲାଗିଛି । ଲୋକ ସଭା ନିର୍ବାଚନରେ ପ୍ରଚଣ୍ଡ ବହୁମତ ମିଳିବା ସହ ରାଜ୍ୟରେ ଭଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri