Home Left

ନାଗା ଚୈତନ୍ୟଙ୍କ ନିର୍ବନ୍ଧ ପରେ ସାମନ୍ଥାଙ୍କ ପ୍ରଥମ ପୋଷ୍ଟ, ହାର୍ଟବ୍ରେକ୍‌ ଇମୋଜି ସହ ଲେଖିଦେଲେ ଏମିତି…

ମୁମ୍ବାଇ: ନାଗା ଚୈତନ୍ୟ ଓ ଅଭିନେତ୍ରୀ ଶୋଭିତା ଧୁଲିପାଲାଙ୍କର ଗୁରୁବାର ସକାଳେ ନିର୍ବନ୍ଧ ଅନୁଷ୍ଠିତ ହୋଇଯାଇଛି। ନାଗା ଚୈତନ୍ୟଙ୍କ ବାପା ତଥା ସୁପରଷ୍ଟାର ନାଗାର୍ଜୁନ କିଛି ଘଣ୍ଟା ମଧ୍ୟରେ ସୋସିଆଲ ମିଡିଆରେ ସେମାନଙ୍କ ଫଟୋ ଶେୟାର କରିଛନ୍ତି। ତେବେ ଏହାର ପରବର୍ତ୍ତୀ…

ଛାତ୍ରନେତାଙ୍କ ଚାପରେ ଇସ୍ତଫା ଦେଲେ ବାଂଲାଦେଶ ପ୍ରଧାନ ବିଚାରପତି

ଢାକା,୧୦ା୮: ବାଂଲାଦେଶର ସର୍ବୋଚ୍ଚ ଅଦାଲତର ପ୍ରଧାନ ବିଚାରପତି ଓବାଇଡୁଲ ହାସନ ସୁପ୍ରିମକୋର୍ଟକୁ ଘେରି ରହିଥିବା ବିରୋଧକାରୀଙ୍କ ତୀବ୍ର ଚାପରେ ଇସ୍ତଫା ଦେବାକୁ ରାଜି ହୋଇଥିବା ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ କରିଛି। ଢାକା ଟ୍ରିବ୍ୟୁନ୍ ରିପୋର୍ଟ କରିଛି ଯେ ୬୫ ବର୍ଷୀୟ ବିଚାରପତି…

ମହାଭିଯୋଗ ଓ ଅବିଶ୍ୱାସ ପ୍ରସ୍ତାବ ମଧ୍ୟରେ କ’ଣ ରହିଛି ପ୍ରାର୍ଥକ୍ୟ? କାହାକୁ ବିରୋଧ କରି ହୋଇଥାଏ ଭୋଟ୍‌

ନୂଆଦିଲ୍ଲୀ,୧୦।୮: ସଂସଦର ଚଳିତ ମୌସୁମୀ ଅଧିବେଶନର ଶେଷ ଦିବସରେ ହଙ୍ଗାମା ଯୋଗୁ ଗୃହ ଅଚଳ ହୋଇ ପଡିଥିଲା। ଶେଷ ଦିବସରେ ଆଜି ରାଜ୍ୟ ସଭାରେ ସମାଜବାଦୀ ପାର୍ଟି ଏମପି ଜୟା ବଚ୍ଚନ ଓ ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନକରଙ୍କ ମଧ୍ୟରେ…

ୟୁନିଟ-୧ ମାର୍କେଟରେ ବଡ଼ ଧରଣର ଚଢ଼ାଉ: ଧାର୍ଯ୍ୟ ଦାମ୍‌ରେ ଆଳୁ ବିକିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୧୦।୮: ଆଳୁ ଦରକୁ ଦୃଷ୍ଟିରେ ରଖି ଶନିବାର ଯୋଗାଣ ବିଭାଗର ପକ୍ଷରୁ  ଭୁବନେଶ୍ୱର  ୟୁନିଟ-୧ ମାର୍କେଟରେ ଚଢ଼ାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ ସରକାର ଧାର୍ଯ୍ୟ କରିଥିବା ଦାମ୍‌ରେ ଆଳୁ ବିକିବାକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଏପରିକି ଆଳୁ କିଲୋ ପିଛା…

ଶ୍ରୀମନ୍ଦିର ଦ୍ବାରଫିଟା ନୀତରେ ୧୫ ମିନିଟ ବିଳମ୍ବ

ପୁରୀ,୧୦।୮ ଶ୍ରୀମନ୍ଦିର ପ୍ରଶାସନର କାରଣ ଦର୍ଶାଅ ନୋଟିସ ଜାରି ହୋଇଛି। ଶୁକ୍ରବାର ଦ୍ବାରଫିଟା ନୀତି ୧୫ ମିନିଟ ବିଳମ୍ବ ହୋଇଥିଲା । ଏ ନେଇ ନୋଟିସ ହୋଇଛି। ବଡ଼ଦ୍ୱାର ପ୍ରତିହାରୀ ସେବାୟତଙ୍କୁ କାରଣ ଦର୍ଶାଅ ନୋଟିସ ହୋଇଥିବା ବେଳେ ଏହାକୁ ସ୍ବାଗତ…

ଆକାଶ ମାର୍ଗରୁ ୱାୟନାଡର ସ୍ଥିତି ପରଖିଲେ ପ୍ରଧାନମନ୍ତ୍ରୀ ମୋଦି

ୱାୟନାଡ,୧୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କେରଳରେ ପହଞ୍ଚି ଆକାଶମାର୍ଗରୁ ୱାୟନାଡରେ ଘଟିଥିବା ପ୍ରାକୃତିକ ବିପର୍ଯ୍ୟୟର ଚିତ୍ର ଦେଖିଛନ୍ତି। ଏପରିକି ପ୍ରଧାନମନ୍ତ୍ରୀ ମୋଦି ଭୂସ୍ଖଳନର ଉତ୍ପତିସ୍ଥଳ ଦେଖିବା ସହ ୱାୟନାଡର ସ୍ଥିତି ପରଖିଛନ୍ତି। ଯେଉଁ ଇରୁଭାଝିଞ୍ଜି ପୂଝା ନଦୀରେ ଅଧିକ ପାଣି…

ପିକଅପ୍‌ ଭ୍ୟାନ ସହ ୧ କୁଇଣ୍ଟାଲ ଗଞ୍ଜେଇ ଜବତ: ୨ ଗିରଫ

ଦାରିଙ୍ଗବାଡି, ୧୦।୮ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ୧ ଗଞ୍ଜେଇ ଭର୍ତ୍ତି ପିକଅପ୍‌ ଭ୍ୟାନ ଜବତ କରିଛି। ସେଥିରୁ ୧ କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଛି। ଏଥିରେ ସମ୍ପୃକ୍ତି ଦୁଇଜଣଙ୍କୁ ପୋଲିସ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ…

ହରମନପ୍ରୀତଙ୍କୁ ମୋଦି କାହିଁକି ଡାକିଲେ ସରପଞ୍ଚ ସାହେବ, ଜାଣନ୍ତୁ କୋଟିପତି ହକି ତାରକାଙ୍କ ନାଁର ରହସ୍ୟ

ନୂଆଦିଲ୍ଲୀ,୧୦।୮: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ର ହକି ମ୍ୟାଚରେ ସ୍ପେନକୁ ପରାସ୍ତ କରି ଭାରତ ବ୍ରୋଞ୍ଜ ପଦକ ଜିତିଛି। ଏହି ବିଜୟରେ କ୍ୟାପଟେନ ହରମନପ୍ରୀତ ସିଂ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି। ସେ ପ୍ରଥମ ଦୁଇଟି ଗୋଲ ସ୍କୋର କରି ଦଳକୁ…

ବାଂଲାଦେଶୀ ଅନୁପ୍ରବେଶ ଆଶଙ୍କାରେ ପ୍ରତିକ୍ରିୟା ରଖିଲେ ଆଇନ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୧୦।୮: ବାଂଲାଦେଶୀ ଅନୁପ୍ରବେଶ ଆଶଙ୍କାରେ ରାଜ୍ୟ ଆଇନ ମନ୍ତ୍ରୀ ପୃଥିବୀ ରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ରାଜ୍ୟରେ ରହୁଥିବା ବାଂଲାଦେଶୀଙ୍କୁ ଚିହ୍ନଟ କରାଯିବ।ଯଦି କେହି ବିନା ଡକ୍ୟୁମେଣ୍ଟରେ ରହୁଥାନ୍ତି ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ସୂଚନାଯୋଗ୍ୟ, ବାଂଲାଦେଶରେ ଏକ…

ପୁଣି ୧୩ରୁ ପ୍ରବଳ ବର୍ଷା

ଭୁବନେଶ୍ୱର,୧୦।୮: ରାଜ୍ୟରେ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଆଜି ସୁନ୍ଦରଗଡ଼ ଓ ଝାରସୁଗୁଡାରେ ପ୍ରବଳ ବର୍ଷା ନେଇ…

ଏଣିକି ପରିବାର ପିଛା ମିଳିବ ୩ କିଲୋ ଆଳୁ 

ଭୁବନଶ୍ୱେର,୧୦।୮: ଏଣିକି ରାଜଧାନୀ ବାସିନ୍ଦା ୩ କେଜି ଆଳୁ ୧୦୦ ଟଙ୍କାରେ ପାଇବେ । ପରିବାର ପିଛା ୩ କିଲୋ ଆଳୁ ଯୋଗାଇ ଦେବାକୁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏନେଇ  ଭୁବନେଶ୍ୱର ଅତିରିକ୍ତ ଜିଲାପାଳଙ୍କ ଅଫିସ ନିକଟରେ ରାଜଧାନୀର…

ପ୍ରେମିକ ଘରେ ନିଆଁ ଲଗାଇଦେଲେ ପ୍ରେମିକା, ଆଉ ତା’ପରେ…

ଭଦ୍ରକ,୧୦।୮: ଭଦ୍ରକ ଜିଲା ବାସୁଦେବପୁରର ରୁକୁଣାଦେଇପୁର ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ପ୍ରେମିକା ଜଣକ ପ୍ରେମିକ ଘରେ ପହଞ୍ଚି ନିଆଁ ଲଗାଇ ଉନ୍ମତ୍ତକାଣ୍ଡ ଭିଆଇଛନ୍ତି। ଅନ୍ୟପକ୍ଷେ ପୋଲିସ ପ୍ରେମିକା ଏବଂ ତାଙ୍କର ଜଣେ ବାନ୍ଦବୀଙ୍କୁ ଥାନାରେ ଅଟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri