ମୃତ ମହିଳାଙ୍କ ପରିବାରକୁ ୨ କୋଟି ଟଙ୍କା ଦେବେ ଅଲ୍ଲୁ ଅର୍ଜୁନ
ହାଇଦ୍ରାବାଦ:ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ବଡ଼ ଘୋଷଣା। ହାଇଦ୍ରାବାଦ ସନ୍ଧ୍ୟା ଥିଏଟରରେ ହୋଇଥିବା ଦଳାଚକଟା ଘଟଣାରେ ପ୍ରାଣ ହରାଇଥିବା ମହିଳାଙ୍କ ପରିବାରକୁ ୨ କୋଟି ଟଙ୍କାର ଆର୍ଥିକ ସହାୟତା ଦେବେ ସେ ଏବଂ ‘ପୁଷ୍ପା’ ଫିଲ୍ମ ନିର୍ମାତା। ଅଭିନେତାଙ୍କ ବାପା ତଥା ଭେଟେରାନ…
ପୁସ୍ତକ ପ୍ରେମୀଙ୍କୁ ବଡ଼ ଝଟ୍କା, ଇଣ୍ଡିଆ ପୋଷ୍ଟ ବନ୍ଦ କଲା ‘ବୁକ୍ ପୋଷ୍ଟ’ ସେବା
ନୂଆଦିଲ୍ଲୀ,୨୫।୧୨: ଭାରତୀୟ ପୋଷ୍ଟ ୧୮ ଡିସେମ୍ବର ୨୦୨୪ରେ ନିଜର ‘ବୁକ୍ ପୋଷ୍ଟ’ ସେବାକୁ ବନ୍ଦ କରି ପୁସ୍ତକ ପ୍ରେମୀଙ୍କ ସହ ପୁସ୍ତକ ବ୍ୟବସାୟୀଙ୍କୁ ବଡ଼ ଝଟ୍କା ଦେଇଛି। ରେଡିଷ୍ଟର୍ଡ ବୁକ୍ ପୋଷ୍ଟ(ଆର୍ବିପି) ସେବା ଅଧୀନରେ ୫ କିଗ୍ରାର ପୁସ୍ତକ ପଠାଇବା ଲାଗି…
ବର୍ଷାକୁ ଖାତିର ନ କରି ପ୍ରଭୁ ଯୀଶୁଙ୍କ ପାଇଁ କଲେ ପ୍ରାର୍ଥନା
ବାଲିଗୁଡା,୨୫।୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): ଆଜି ସାରା ବିଶ୍ୱ ପାଳନ କରୁଛି ବଡ଼ଦିନ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡର ପ୍ରତ୍ୟେକ ବ୍ଲକ ଅଞ୍ଚଳର ଗାଁ ଗହଳିରେ ଥିବା କ୍ୟାଥଲିକ, ବାପିଷ୍ଟ , ସି.ଏନ.ଆଇ ଚର୍ଚ୍ଚ ଓ ଉପାସନା ଗୃହରେ…
ସାଧାରଣ ଲୋକଙ୍କ ପାଖରେ ସ୍ବଚ୍ଛ ପ୍ରଶାସନ ପହଞ୍ଚାଇବା ସରକାରଙ୍କ ପ୍ରାଥମିକତା: କନକ ବର୍ଦ୍ଧନ ସିଂଦେଓ
ବଲାଙ୍ଗୀର, ୨୫।୧୨: (ସୁନିଲ କୁମାର ମହାନ୍ତି): ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଅଡିଟୋରିୟମରେ ଜିଲାସ୍ତରୀୟ ସୁଶାସନ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉପମୁଖ୍ୟମନ୍ତ୍ରୀ କନକ…
ସୁଭଦ୍ରା ଯୋଜନାକୁ ନେଇ ମୁଖ୍ୟମନ୍ତ୍ରୀ ବଡ଼ ସୂଚନା: ଦ୍ବିତୀୟ କିସ୍ତିରେ ଏମାନଙ୍କୁ ମିଳିବ…
ଭୁବନେଶ୍ୱର,୨୫।୧୨: ସୁଶାସନ ଦିବସ କାର୍ଯ୍ୟକ୍ରମରେ ସୁଭଦ୍ରା ଯୋଜନାକୁ ନେଇ ମୁଖ୍ୟମନ୍ତ୍ରୀ ବଡ଼ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ମାର୍ଚ୍ଚରେ ମିଳିବ ଦ୍ବିତୀୟ କିସ୍ତି ସୁଭଦ୍ରା ଟଙ୍କା। ଦ୍ବିତୀୟ କିସ୍ତି ଟଙ୍କା ସମସ୍ତଙ୍କୁ ଏକା ସହ ଯିବ। ଜାନୁଆରୀରେ କୋଟିଏ ମହିଳାଙ୍କୁ ପ୍ରଥମ…
କାଜାକିସ୍ତାନ ବିମାନ ଦୁର୍ଘଟଣାର ଭୟଙ୍କର ଭିଡିଓ ଆସିଲା ସାମ୍ନାକୁ
ଅସ୍ତାନା,୨୫।୧୨: ଆଜେରବାଇଜାନ ଏୟାରଲାଇନ୍ସର ଏକ ଯାତ୍ରୀବାହୀ ବିମାନ ବୁଧବାର କାଜାକିସ୍ତାନରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣା କାଜାକିସ୍ତାନର ଅକଟାଉ ସହର ନିକଟରେ ଘଟିଛି। ବିମାନଟି ଆଜେରବାଇଜାନରୁ ରୁଷିଆକୁ ଉଡ଼ି ଯାଇଥିଲା। ଏହି ବିମାନରେ ୬୭ଜଣ ଯାତ୍ରୀ ଏବଂ ପାଞ୍ଚ ଜଣ କ୍ରୁ…
ଶ୍ରୀଜିଉଙ୍କୁ ଦର୍ଶନ କଲେ ବିଦାୟୀ ରାଜ୍ୟପାଳ, କହିଲେ ମହାପ୍ରଭୁଙ୍କ ଯୋଗୁ ମୁଁ ଓଡ଼ିଶାର ସେବା…
ପୁରୀ,୨୫ା୧୨: ରାଜ୍ୟପାଳ ପଦରୁ ମଙ୍ଗଳବାର ଇସ୍ତଫା ଦେଇଥିବା ରଘୁବର ଦାସ ଆଜି ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ଏହି ସମୟରେ ସେ କହିଛନ୍ତି, ମହାପ୍ରଭୁଙ୍କ କୃପାରୁ ମୋତେ ଓଡ଼ିଶାର ସେବା କରିବାର ସୁଯୋଗ ମିଳିଥିବାରୁ ନିଜକୁ ଭାଗ୍ୟବାନ ମନେ କରୁଛି।…
ବାଂଲାଦେଶୀଙ୍କୁ ଚିହ୍ନଟ କରି ଦେଶରୁ ବାହାର କରିବାର ସମୟ ଆସିଛି: ଗିରିରାଜ ସିଂ
ନୂଆଦିଲ୍ଲୀ,୨୫।୧୨: କେନ୍ଦ୍ର ମନ୍ତ୍ରୀ ତଥା ବେଗୁସରାଇ ଏମପି ଗିରିରାଜ ସିଂ ବୁଧବାର କହିଛନ୍ତି ଯେ ବର୍ତ୍ତମାନ ସମୟ ଆସିଛି ଯେ ବାଂଲାଦେଶୀମାନଙ୍କୁ ଚିହ୍ନଟ କରିବାକୁ ଚେଷ୍ଟା କରିବା ଉଚିତ ଏବଂ ସରକାର ମଧ୍ୟ ସେମାନଙ୍କୁ ଚିହ୍ନଟ କରି ଦେଶ ବାହାରକୁ ଫିଙ୍ଗି…
ଏମିତି ବି ଆସେ ମୃତ୍ୟୁ: ସ୍ବାମୀଙ୍କ ଜୁଇ ନ ଲିଭୁଣୁ ଚାଲିଗଲା ସ୍ତ୍ରୀଙ୍କ ଜୀବନ
ନିଶ୍ଚିନ୍ତକୋଇଲି, ୨୫ା୧୨(ଅଶୋକ କୁମାର ମହାପାତ୍ର): ସ୍ବାମୀଙ୍କ ଜୁଇ ନ ଲିଭୁଣୁ ଚାଲିଗଲା ସ୍ତ୍ରୀଙ୍କ ଜୀବନ। ଏପରି ଦୁଃଖଦ ଘଟଣା ଦେଖିବାକୁ ମିଳିଛି କଟକ ଜିଲା ମାହାଙ୍ଗା ବ୍ଲକ ଅଢଙ୍ଗ ମହେଶ୍ୱର ଗ୍ରାମରେ । ସ୍ଥାନୀୟ ଲୋକ ଏହାକୁ ଅତୁଟ ବନ୍ଧନ ବୋଲି…
ରାଜକୁମାରୀଙ୍କୁ ଲଭ୍ ଲେଟର୍ ଦେଇଥିଲେ ବାଜପେୟୀ, ଉତ୍ତରରେ…ଜାଣନ୍ତୁ ଅଟଳଙ୍କ ଲଭ୍ଷ୍ଟୋରୀ
ନୂଆଦିଲ୍ଲୀ,୨୫।୧୨: ଆଜି ସାରା ଦେଶରେ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ ତମ ଜନ୍ମ ବାର୍ଷିକୀ ପାଳନ କରାଯାଉଛି। ବାଜପେୟୀ ଜଣେ ବଡ଼ ନେତା ତଥା ଭାରତୀୟ ରାଜନୀତିର ପ୍ରଭାବଶାଳୀ ବ୍ୟକ୍ତିତ୍ୱ ଥିଲେ। ସେ ୨୫ ଡିସେମ୍ବର ୧୯୨୪ ରେ ଜନ୍ମଗ୍ରହଣ କରିଥିଲେ।…
ଫାଣ୍ଡି ଅଧିକାରୀ ନିଲମ୍ବିତ
ଜଳେଶ୍ୱର,୨୫ା୧୨(ନବୀନ ସାହୁ): ଲୁଗା ଦୋକାନରୁ ଚୋରି କରିବା ଅଭିଯୋଗରେ ଯୁବକଙ୍କୁ ବାଡ଼େଇ ବାଡ଼େଇ ମାରିଦେବା ଘଟଣାରେ ଦାୟିତ୍ୱରେ ଅବହେଳା ଅଭିଯୋଗରେ ବାଲେଶ୍ୱର ଜିଲା ସାର୍ଥା ଫାଣ୍ତି ଅଧିକାରୀ ଚନ୍ଦ୍ରଶେଖର ମହାନ୍ତିଙ୍କୁ ନିଲମ୍ବନ କରାଯାଇଛି। ସୂଚନାଯୋଗ୍ୟ, ବାଲେଶ୍ୱର ଜିଲା ସିଂଲା ଥାନା ଅନ୍ତର୍ଗତ…
ମନମୋହନଙ୍କୁ କଡ଼ା ଟାର୍ଗେଟ୍ କଲେ ପ୍ରସନ୍ନ ଆଚାର୍ଯ୍ୟ, କହିଲେ ଚିଟ୍ଫଣ୍ଡ୍ କଥା ବିଚାର କରୁକରୁ ସରକାରଙ୍କ…
ଭୁବନେଶ୍ୱର,୨୫ା୧୨: ଚିଟ୍ଫଣ୍ଡ୍ ଟଙ୍କା ଫେରସ୍ତ ନେଇ ଦେଇଥିବା ମନ୍ତବ୍ୟ ଉପରେ ମନମୋହନଙ୍କୁ କଡ଼ା ଟାର୍ଗେଟ କରିଛନ୍ତି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ। ପୂର୍ବ ସରକାର ଦାୟିତ୍ୱ କହି କେତେଦିନ ଫାଙ୍କା ମାରି ଚାଲିବ ବୋଲି ପ୍ରସନ୍ନ ପ୍ରଶ୍ନ କରିଛନ୍ତି। ସେ…

