Home Left

ହକି ଇଣ୍ଡିଆର ବଡ଼ ଘୋଷଣା: ଅବସର ନେବାର ଗୋଟିଏ ଦିନ ପରେ ଶ୍ରୀଜେଶ୍‌ଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୯।୮: ଭାରତୀୟ ହକି ଦଳର ପ୍ରାଚୀର ଭାବରେ ଜଣାଶୁଣା ଗୋଲକିପର ପିଆର୍‌ ଶ୍ରୀଜେଶ ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ବ୍ରୋଞ୍ଜ ପଦକ ଜିତିବା ପରେ ଅବସର ନେଇଛନ୍ତି। ତଥାପି ସେ ଦଳ ସହ ଜଡିତ ରହିବେ। ଶୁକ୍ରବାର ହକି ଇଣ୍ଡିଆ ଭେଟେରାନ ଖେଳାଳିଙ୍କୁ…

ପୁଣି ଆଦିବାସୀଙ୍କ ପାଇଁ ସ୍ବର ଉଠାଇଲେ ନବୀନ, କହିଲେ…

ଭୁବନେଶ୍ୱର,୯।୮: ପୁଣି ଆଦିବାସୀଙ୍କ ସ୍ବାର୍ଥରେ ବାହାରିଲେ ନବୀନ । ଶଙ୍ଖ ଭବନରେ ବିଶ୍ବ ଆଦିବାସୀ ଦିବସ ପାଳନ ଅବସରରେ ହୋ, ମୁଣ୍ଡାରୀ, ଭୂମିଜ, ସଉରା ପରି ଆଦିବାସୀ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ମାନ୍ୟତା ମିଳୁ ବୋଲି ବିଜେଡି ସୁପ୍ରିମୋ ଦାବି…

ପଶିଲା ମହାନଦୀ ବନ୍ୟାପାଣି: ଖୋର୍ଦ୍ଧା ବ୍ଲକର ୩ ପଞ୍ଚାୟତରେ ବନ୍ୟାସ୍ଥିତି

ଭୁବନେଶ୍ୱର,୯ା୮: ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହେବାରୁ ହୀରାକୁଦ ଡ୍ୟାମର ଜଳସ୍ଥର ବଢିବାରେ ଲାଗିଛି। ଏନେଇ ହୀରାକୁଦ ଡ୍ୟାମ୍‌ରୁ ୧୪ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଫଳରେ ତଳମୁଣ୍ଡରେ ମହାନଦୀ ଫୁଲି ଚାଲିଛି। ମୁଣ୍ଡୁଳିଠାରେ ୫.୭୮ ଲକ୍ଷ କ୍ୟୁସେକ ବନ୍ୟାଜଳ…

ଭିଜିଲାନ୍ସ ହାତରେ ଧରାପଡ଼ିଲେ ନାଉଗାଁ ବ୍ଲକ କନିଷ୍ଠ ଯନ୍ତ୍ରୀ

ଜଗତସିଂହପୁର,୯।୮: ଲାଞ୍ଚ ନେଇ ଧରାପଡ଼ିଲେ କନିଷ୍ଠ ଯନ୍ତ୍ରୀ। ନାଉଗାଁ ବ୍ଲକ କନିଷ୍ଠ ଯନ୍ତ୍ରୀ ସ୍ମୃତିରଞ୍ଜନ ନାୟକ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଠିକାଦାରଙ୍କଠୁ ୨୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ଶ୍ମଶାନ ଉନ୍ନତୀକରଣ କାମର ବିଲ୍‌ କରାଇବାକୁ…

ରେଲ୍‌ୱେ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌, ୪ ଲକ୍ଷରେ ବିକ୍ରି ନେଇ ସିବିଆଇର ଖୋଳତାଡ଼

ଲକ୍ଷ୍ନୌ, ୦୯।୦୮: ଗୋଟିଏ ପଟେ ଯୋଗୀ ସରକାର ପ୍ରଶ୍ନପତ୍ର ଲିକ ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିୟମ ପ୍ରଣୟନ କରିବାକୁ ପ୍ରସ୍ତୁତି କରୁଛନ୍ତି ତ ଅନ୍ୟପଟେ ଗୋଟିଏ ପରେ ଗୋଟିଏ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ କମିବାର ନାଁ ନେଉନି । ଅଧିକାରୀଙ୍କ…

ରାତି ସୁଦ୍ଧା ଭାର୍ଗବୀ, ଦୟାରେ ପିକ୍‌ ଅତିକ୍ରମ କରିବ ବନ୍ୟାଜଳ: ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର,୯ା୮: ଉପରମୁଣ୍ଡରେ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍‌ରୁ ୧୪ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଫଳରେ ମହାନଦୀ ଫୁଲି ଚାଲିଛି। ମୁଣ୍ଡୁଳିଠାରେ ୫.୭୮ ଲକ୍ଷ କ୍ୟୁସେକ ବନ୍ୟାଜଳ ପ୍ରବାହିତ ହେଉଛି। ଏନେଇ ୧୦ ଜିଲାର ଜିଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ବତନ୍ତ୍ର…

ସ୍ବର୍ଣ୍ଣ ଜିତିବା ପରେ ନିଜକୁ ରୋକିପାରିଲେନି ନଦୀମ, ଭୋ ଭୋ ହୋଇ କାନ୍ଦିଲେ, ଭାଇରାଲ ହେଉଛି ଭିଡିଓ

ପ୍ୟାରିସ,୯।୮: ପ୍ୟାରିସର ଅଲିମ୍ପିକ୍ସ ୨୦୨୪ରେ ସ୍ବର୍ଣ୍ଣ ପଦକ ଜିତି ପାକିସ୍ତାନର ଅର୍ଶଦ ନଦୀମ ଇତିହାସ ସୃଷ୍ଟି କରିଛନ୍ତି। ଅଲିମ୍ପିକ୍ସର ପୁରୁଷ ଜାଭେଲିନ ଥ୍ରୋ ଇଭେଣ୍ଟରେ ଅର୍ଶଦ ୯୨.୯୭ ମିଟର ଥ୍ରୋ ସହ ସ୍ବର୍ଣ୍ଣ ଜିତିଛନ୍ତି। ଏହା କରି ସେ ପାକିସ୍ତାନ ପାଇଁ…

ନିର୍ବାଚନ ସ୍ବଚ୍ଛତାକୁ ନେଇ ବିଜେଡି ଆଣିଲା ବଡ଼ ଅଭିଯୋଗ, ଲେଖାଶ୍ରୀ କହିଲେ ଭୋଟରେ ହୋଇଛି…

ଭୁବନେଶ୍ୱର୯।୮: ୨୦୨୪ ଲୋକ ସଭା ନିର୍ବାଚନର ଅନିୟମିତତା ଅଭିଯୋଗ ଆଣିଲା ବିଜେଡି। ବିଜେଡି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଇଭିଏମ ଏବଂ ଇସିଆଇଙ୍କ ସ୍ବଚ୍ଛତାକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ଲେଖାଶ୍ରୀ କହିଛନ୍ତି, ପଡ଼ିଥିବା ଭୋଟ ଓ ଗଣତି ହେବା ଭୋଟରେ ୫ କୋଟିର…

ପୁଣି ସ୍ଥଗିତ ହେଲା ଜୁନାଗଡ଼ ଏନ୍‌ଏସିରେ ଅନାସ୍ଥା ଭୋଟ୍‌

ଭବାନୀପାଟଣା/ଜୁନାଗଡ଼୯ା୮(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ଏନଏସିରେ ଶୁକ୍ରବାର ପୁଣି ଅନାସ୍ଥା ଭୋଟ୍‌ ସ୍ଥଗିତ ରହିଛି। ଏନ୍‌ଏସି ଅଧ୍ୟକ୍ଷ ମୁକେଶ ଅଗ୍ରଓ୍ବାଲଙ୍କ ବିରୋଧରେ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ଅନାସ୍ଥା ଭୋଟ୍‌ ଗ୍ରହଣ କରାଯିବାର ରହିଥିଲା। ମାତ୍ର ନିର୍ବାଚନ…

ଅରୁଣଙ୍କ ପରେ ଧ୍ରୁବଙ୍କୁ ଝଟ୍‌କା: ଆସିଲା ହାଇକୋର୍ଟ ନୋଟିସ୍‌

କଟକ, ୯।୮: ବିଜୁ ଜନତା ଦଳର ନେତା ତଥା ରାଜନଗର ବିଧାୟକ ଧ୍ରୁବ ସାହୁଙ୍କୁ ଝଟ୍‌କା ଲାଗିଛି। ନିର୍ବାଚନରେ ଅନିୟମିତତା ହୋଇଥିବା ନେଇ ରୁଜୁ ମାମଲାରେ ଓଡ଼ିଶା ହାଇକୋର୍ଟ ତାଙ୍କୁ ନୋଟିସ ଜାରି କରିଛନ୍ତି । ଚଳିତ ବର୍ଷ ହୋଇଥିବା ବିଧାନସଭା…

ସିସୋଡିଆଙ୍କୁ ଜାମିନ ମିଳିବା ପରେ ଆତିଶୀଙ୍କ ଆଖିରେ ଲୁହ, ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୯।୮: ଆମ ଆଦମୀ ପାର୍ଟି ନେତା ମନୀଷ ସିସୋଡିଆଙ୍କୁ ସୁପ୍ରିମକୋର୍ଟ ଜାମିନ ପ୍ରଦାନ କରିବା ପରେ ଦିଲ୍ଲୀ ମନ୍ତ୍ରୀ ଆତିଶୀଙ୍କ ପ୍ରତିକ୍ରିୟା ଆସିଛି। ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବା ସମୟରେ ମନ୍ତ୍ରୀ ଆତିଶୀ ଭାବପ୍ରବଣ ହୋଇଯାଇଛନ୍ତି। ସେ କହିଛନ୍ତି ଯେ ଆଜି…

ସ୍ୱର୍ଣ୍ଣ ଜିତିବା ପରେ ଅର୍ଶଦ ନଦୀମଙ୍କ ପାଇଁ ଏତିକି କୋଟି ଟଙ୍କା ପୁରସ୍କାର ଘୋଷଣା କଲେ ସରକାର

ନୂଆଦିଲ୍ଲୀ,୯ା୮: ପ୍ୟାରିସ ଅଲିମ୍ପିକ୍ସରେ ପାକିସ୍ତାନ ପାଇଁ ଅର୍ଶଦ ନଦୀମ ପ୍ରଥମ ବ୍ୟକ୍ତିଗତ ସ୍ୱର୍ଣ୍ଣ ଜିତିଥିବା ପରେ ଦେଶରେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି। ଶେଷଥର ପାଇଁ ୧୯୮୪ ଲସ୍ ଏଞ୍ଜେଲସରେ ହକି ଟିମ୍ ସ୍ବର୍ଣ୍ଣ ଜିତିଥିବା ବେଳେ ୨୭ ବର୍ଷୀୟ ଅର୍ଶଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri