Home Left

ଥାନା ଅଞ୍ଚଳରେ ସିରିଜ ଚୋରି: ବଢିଲା ପୋଲିସର ମୁଣ୍ଡବ୍ୟଥା

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଇଲାକାରେ ସିରିଜ ଚୋରି ପୋଲିସର ମୁଣ୍ଡବ୍ୟଥା ବଢାଇ ଦେଇଛି। ଦୁର୍ବୃତ୍ତମାନେ ଲଗାଣ ବର୍ଷା ଓ ଶୀତ ରାତିର ସୁଯୋଗ ନେଇ ଲୋକଙ୍କ ଘରୁ ଓ ଦୋକାନମାନଙ୍କରୁ ମୂଲ୍ୟବାନ ସାମଗ୍ରୀ ଚୋରି କରିବାରେ ସଫଳ ହୋଇଥିଲେ…

ଖବରକାଗଜ ବିତରକଙ୍କ ଉପରକୁ ଡେଇଁଲା ମାଙ୍କଡ଼: ଆଉ ତା’ପରେ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ସଦରମହାକୁମା ଛତ୍ରପୁରରେ ମାଙ୍କଡ଼ ମାନଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ଜଣେ ଖବରକାଗଜ ବିତରକ ଏହାର ଏହାର ଶିକାର ହୋଇଛନ୍ତି। ସ୍ଥାନୀୟ ବଡ଼ ଷ୍ଟେଶନ ନିକଟ ରାସ୍ତାରେ କେ. ପୁରୁଷୋତ୍ତମ ପାତ୍ର ନାମକ ଜଣେ ଖବର…

ଏଫଏକ୍ୟୁ ମାନ କୋହଳ ପାଇଁ ଉଠିଲା ଦାବି

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ହେତୁ ଖରିଫ ଧାନ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ କୋହଳ, ଟୋକେନ ଅବଧି ବର୍ଦ୍ଧିତ ଦାବି ନେଇ ସୋମବାର ଛତ୍ରପୁର ବ୍ଲକ ଅନ୍ତର୍ଗତ ପୋଟଲାମପୁର ଗ୍ରାମ ପଂଚାୟତର ବହୁ ଚାଷୀ ଏବଂ…

ଖୋଲିଲା ଧାନ ମଣ୍ଡି: ଶୁଭାରମ୍ଭ କଲେ ବିଧାୟକ

ପାଟଣା,୨୩।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଖରିଫ ଋତୁରେ ଧାନ କ୍ରୟ କରିବା ପାଇଁ ପାଟଣା ବ୍ଲକ ଅଧିନରେ ଥିବା ୨ ଶାଖା ସମବାୟସମିତି ପାଟଣା ଓ ରାଜନଗରରେ ସୋମବାର ଧାନ ମଣ୍ଡି ଖୋଲିଛି। ସୋମବାର ପାଟଣା ମୁଖ୍ୟାଳୟ…

ଓଡ଼ିଶାର ଆଉ ଏହି ୩ଟି ସ୍ଥାନରେ ଲାଗିବ ଡପଲର ରାଡାର

ଭୁବନେଶ୍ୱର,୨୩।୧୨: ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର ଲାଗିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ସୂଚନା ଦେଇଛନ୍ତି। ଓଡ଼ିଶାର ପାରାଦୀପ ଏବଂ ଗୋପାଳପୁରରେ ୨ଟି ଡପଲର ରାଡାର ରହିଛି। ବର୍ତ୍ତମାନ…

ବଡ଼ ରେକର୍ଡ କଲେ ପାଣ୍ଡ୍ୟା: ବିସ୍ଫୋରକ ଇନିଂସ ଖେଳି…

ନୂଆଦିଲ୍ଲୀ,୨୩।୧୨: ବିଜୟ ହଜାରେ ଟ୍ରଫି ୨୦୨୪ରେ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପ୍ରଥମେ ବ୍ୟାଟିଂ କରି ବରୋଦା ୪୦୦ ରନ ମାର୍କ ଅତିକ୍ରମ କରିଛନ୍ତି। ଏହି ସମୟରେ ଅଧିନାୟକ କ୍ରୁନାଲ ପାଣ୍ଡ୍ୟା ବିସ୍ଫୋରକ ବ୍ୟାଟିଂ କରିଥିଲେ। ସେ ଅପରାଜିତ ୮୦ ରନ ସ୍କୋର…

ଜିଲା ରାଇଫଲ ସଂଘର ନୂଆ କର୍ମକର୍ତ୍ତାଙ୍କ ନାମ ଘୋଷଣା କଲେ ବିଧାୟକ କଳିକେଶ ନାରାୟଣ ସିଂଦେଓ

ବଲାଙ୍ଗୀର,୨୩ା୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ନାରାୟଣ ସିଂଦେଓଙ୍କ ସ୍ପୋର୍ଟ କମ୍ପ୍ଲେକ୍ସଠାରେ ଜିଲା ରାଇଫଲ ସଂଘର ସଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା। ସୋମବାର ବଲାଙ୍ଗୀର ବିଧାୟକ ତଥା ଜାତୀୟ ରାଇଫଲ ସଂଘର ସଭାପତି କଳିକେଶ ନାରାୟଣ ସିଂହଦେଓ ଯୋଗଦେଇ ଚୟନ ହୋଇଥିବା…

ଭାଜପାରେ ସାମିଲ ହେବେ ଛଗନ ଭୁଜବଳ? ଫଡନାଭିସଙ୍କୁ ଭେଟିବା ପଛରେ କ’ଣ ରହିଛି ରହସ୍ୟ ଜାଣନ୍ତୁ

ମୁମ୍ବାଇ,୨୩।୧୨: ମହାରାଷ୍ଟ୍ରରେ ମନ୍ତ୍ରଣାଳୟ ବିଭାଜନ ପରେ ମଧ୍ୟ ରାଜନନୈତିକ ଅସ୍ଥିରତା ଚରମ ସୀମାରେ ରହିଛି। କୌଣସି ବିଭାଗ ନ ପାଇ କ୍ରୋଧିତ ଏନସିପି ନେତା ଛଗନ ଭୁଜବଲ ସୋମବାର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କୁ ଭେଟିଛନ୍ତି। ବୈଠକ ପରେ ତାଙ୍କର ପରବର୍ତ୍ତୀ ପଦକ୍ଷେପ…

ସଂସଦରେ ଠେଲାପେଲା ଘଟଣା: ଭାଜପାର ଦୁଇ ଏମ୍‌ପିଙ୍କୁ ହସ୍ପିଟାଲରୁ ମିଳିଲା ଛୁଟି

ନୂଆଦିଲ୍ଲୀ,୨୩।୧୨: ସଂସଦ କମ୍ପ୍ଲେକ୍ସରେ ବିରୋଧୀ ଓ ଏନଡିଏ ସଦସ୍ୟଙ୍କ ମଧ୍ୟରେ ନିକଟରେ ଝଗଡା ହୋଇଥିଲା। ଏହି ସମୟରେ ଦୁଇ ଭାଜପା ଏମପି ପ୍ରତାପ ଷଡଙ୍ଗୀ ଏବଂ ମୁକେଶ ରାଜପୁତ ଆହତ ହୋଇଥିଲେ। ଡିସେମ୍ବର ୧୯ରେ ମୁଣ୍ଡରେ ଆଘାତ ଲାଗିଥିବାରୁ ଉଭୟଙ୍କୁ ସଂସଦରୁ…

ଆରଏସ୍‌ଏସ୍‌ ଆମର ଶାସକ ନୁହେଁ, ସଂଘ ମୁଖ୍ୟଙ୍କୁ ରାମଭଦ୍ରାଚାର୍ଯ୍ୟଙ୍କ ବାର୍ତ୍ତା

ନୂଆଦିଲ୍ଲୀ, ୨୩।୧୨: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭଗବତ ନିକଟରେ କହିଥିଲେ ଯେ କେତେକ ଲୋକ ଅନୁଭବ କରୁଛନ୍ତି ଯେ ସେମାନେ ଏଭଳି ପ୍ରସଙ୍ଗ ଉଠାଇ ହିନ୍ଦୁମାନଙ୍କର ନେତା ହୋଇପାରିବେ। ବର୍ତ୍ତମାନ ଜଗତ ଗୁରୁ ସ୍ବାମୀ ରାମଭଦ୍ରାଚାର୍ଯ୍ୟ…

ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀ ପ୍ରଜ୍ଞାପନ ମେଢ଼ ବାଦ୍‌: କେନ୍ଦ୍ରକୁ କଡ଼ା ସମାଲୋଚନା କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୩ା୧୨: ଆସନ୍ତାବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ବାଦ୍‌ ଦେବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିବାରୁ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ରାଷ୍ଟ୍ରୀୟ ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲ ସମାଲୋଚନା କରିଛନ୍ତି। ରାଜ୍ୟ ପ୍ରଜ୍ଞାପନ ମେଢ଼କୁ ନେଇ ଭାଜପା…

ଭୁବନେଶ୍ୱରରେ ଲେଫ୍ଟ ଫ୍ରି’ ନିୟମ ବାଟବଣା

ଭୁବନେଶ୍ୱର,୨୩ା୧୨(ସତ୍ୟଜିତ୍‌ ରାଉତ): ରାଜଧାନୀ ଭୁବନେଶ୍ୱରରେ ଟ୍ରାଫିକ୍‌ ଯନ୍ତ୍ରଣା ଅସହ୍ୟ ହେଉଛି। ବିଭିନ୍ନ ସମୟରେ ଅସମ୍ଭାଳ ଭିଡ଼ ଯୋଗୁ ଲୋକେ ରାସ୍ତାରେ ଘଣ୍ଟାଘଣ୍ଟା ଧରି ଅପେକ୍ଷା କରି ଏକପ୍ରକାର ଅଣନିଃଶ୍ୱାସୀ ହେଉଛନ୍ତି। ବଡ଼ କଥା ହେଲା, ଟ୍ରାଫିକ୍‌ ଛକ ନିକଟରେ ଲେଫ୍ଟ ଫ୍ରି’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?